ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ଚିଲିକା ନିର୍ବାଚନମଣ୍ଡଳୀ ରେ ତାର କାୟା ବିସ୍ତାର କରୁଛି। ବର୍ତ୍ତମାନ ଅନଲକ ୪.୦ ରେ ପ୍ରାୟତଃ ନବେ ପ୍ରତିଶତ କଟକଣା ଉଠିଯାଇଥିବାବେଳେ ଚିଲିକା ନିର୍ବାଚନମଣ୍ଡଳୀ ରେ ଏହାର ଓଲଟା ପ୍ରଭାବ ପଡ଼ିଛି। କଟକଣା ଉଠିଯିବାରୁ ପ୍ରତିଦିନ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଟାଙ୍ଗୀ ଥାନା କୁହୁଡି ବଘେଇ ସାହିରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। କୂଅରେ ପଡି ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ ନାବାଳିକା ଜଣକ ପବି ଭୁଜବଳଙ୍କ ୯ ବର୍ଷର ଝିଅ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡ ଗୋଗୁଆ ପଂଚାୟତର ଲାଇଜା ଗ୍ରାମରେ ଆଜି ରାତିରେ ହାତୀପଲ ଆସି ବ୍ୟାପକ ଫସଲ ଖାଇବା ସହ ନଷ୍ଟ କରିଦେଇଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ ,ଗତକାଲି ରାତି ୧୨ ଟା ପାଖାପାଖିରେ ହାତୀପଲ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଆୟତପୁର ପଞ୍ଚାୟତରେ ରାସନ ସାମଗ୍ରୀ ଏବଂ ଭତ୍ତା ବଣ୍ଟନରେ ଦେଖାଯାଇଛି ସାଙ୍ଘାତିକ ଅନିୟମିତତା। ପଞ୍ଚାୟତବାସି ସେପ୍ଟେମ୍ବର ମାସର ରାସନ ସାମଗ୍ରୀ ଓ ଭତ୍ତା ଆଜି ସୁଦ୍ଧା(୨୨.୦୯.୨୦) ପାଇନାହାନ୍ତି। ଯାହାଦ୍ୱାରା ସେମାନେ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡ ଗୋଗୁଆ ଗ୍ରାମରେ ବାରହା ମାଂସ ଭୋଜି କରୁଥିବା ସମୟରେ ବନବିଭାଗ ୨ ଜଣ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛି। ପ୍ରକାଶ ଯେ, ଗତ କାଲି ରେଢାଖୋଲ ବନଖଣ୍ଡ ଗୋଗୁଆ ଗ୍ରାମର ନରୋତମ ସାହୁ ଓ […]
ରମେଶ ମହାନ୍ତି ଜଗତସିଂହପୁର :କରୋନା ରୋଗରୁ ଆରୋଗ୍ୟ ହୋଇ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲରେ ପ୍ଲାଜମା ଦାନ କରିଥିବା ୪ଜଣ ବ୍ୟକ୍ତିଙ୍କୁ ରବିବାର ଦିନ ସଂନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପୁଷ୍ପଗୁଚ୍ଛ ଓ ପ୍ରମାଣପତ୍ର ଦେଇ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନାଚୁଣୀ ପଞ୍ଚାୟତର ଜୀବନଦେଇପୁର ଶାସନ ଗ୍ରାମର ମା ସର୍ବମଙ୍ଗଳା ମନ୍ଦିରରୁ ଚୋରି ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଭୋର ଚାରି ଘଟିକାରେ ପ୍ରତିଦିନ ପରି ମନ୍ଦିର ସାମ୍ନାରେ ଥିବା […]
କନ୍ଦର୍ପ ବେହେରା ରେଢାଖୋଲ: ବନ ସଂରକ୍ଷଣ ସମିତି ରଖିଥବା ଜଙ୍ଗଲକୁ ନେଇ ଡଇଁଚା ଓ ହିନ୍ତରାଇ ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଥିବା ବେଳେ ଡଇଁଚା ଗ୍ରାମବାସୀ ଡିଏଫ୍ଓଙ୍କ ଠାରେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ଡଇଁଚା ଗ୍ରାମରେ […]
ରମେଶ ମହାନ୍ତି ଜଗତସିଂହପୁର :ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କୋଲର ପଞ୍ଚାୟତର ବନ୍ୟା ପୀଡିତଙ୍କୁ ମହାଶକ୍ତି ଫାଉଣ୍ଡେସନ୍ (ସ୍ମାଟ୍ ପାୱାର ଇଣ୍ଡିଆ) ପକ୍ଷରୁ ଶନିବାର ଦିନ ରିଲିଫ୍ ବଣ୍ଟନ କରାଯାଇଛି। କୋଲର ପଞ୍ଚାୟତର ସରପଞ୍ଚ ଦିପ୍ତିମୟୀ ରାୟ ଓ ସମିତି ସଭ୍ୟ ରଞ୍ଜିତ […]
ନୂଆଦିଲ୍ଲୀ, ଗତ ୨ ବର୍ଷ ମଧ୍ୟରେ ମୋଦି ସରକାର ନ୍ୟାସନାଲ୍ ପ୍ଲାନ୍ ଫର୍ କନଜରଭେସନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଓଡ଼ିଶାକୁ ୪.୭ କୋଟି ଟଙ୍କା ଦେଇଛନ୍ତି । ଭାରତର ସର୍ବବୃହତ ଲୁଣି ହ୍ରଦ ଚିଲିକା ଏବଂ ଓଡିଶାର ସର୍ବବୃହତ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଇଲେକ୍ଟ୍ରିକାଲ ଡିଭିଜନ (ଟି.ପି.ସି.ଓ.ଡ଼ି.ଏଲ) କାର୍ଯ୍ୟାଳୟ ସମ୍ମୁଖରେ ନଅ ଦଫା ଦାବି ନେଇ ଇଲେକ୍ଟ୍ରିକାଲ କର୍ମଚାରୀ ସଂଘ (ମିଟର ରିଡିଙ୍ଗ ଓ କଲେକ୍ସନ ) କରୋନା କଟକଣାର ସମସ୍ତ ସତର୍କତା […]
ସୀତାରାମ ଅଗ୍ରୱାଲ ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ଅଣାୟତ୍ତ ହେଲାଣି କରୋନା। କୋଭିଡ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଯଥା ସମ୍ଭବ ରଣନୀତି ପ୍ରୟୋଗ କରୁଛି। ପ୍ରତିଦିନ ଚିଲିକା ନିର୍ବାଚନମଣ୍ଡଳୀକୁ ଜିଲ୍ଲା ଅଧିକାରୀମାନଙ୍କ ଗସ୍ତ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ହୁ ହୁ ହୋଇ ବଢୁଛି। ବିଶେଷ କରି ବାଣପୁର ଗ୍ରାମାଞ୍ଚଳରେ ସ୍ଥିତି ବର୍ତ୍ତମାନ ବେଶ ଗମ୍ଭୀର ଅଛି। ଗତକାଲି ବାଣପୁର ବ୍ଲକର ଏକାଧିକ ଗ୍ରାମ କଣ୍ଟେନମେଣ୍ଟ ଘୋଷଣା ହୋଇଥିବାସ୍ଥଳେ […]
ଭୁବନେଶ୍ବର, ଆଜି ଇଲଟ୍ରୋନିକ୍ସ, ଆଇଟି ଏବଂ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ସୋନପୁର ଗସ୍ତରେ ଆସି ଷ୍ଟାଡିୟମ ପରିଦର୍ଶନ କରିଥିଲେ। ଏଥିସହିତ ସ୍ଥାନୀୟ ସର୍କିଟ ହାଉସରେ ଏକ ଉଚ୍ଚସ୍ତରୀୟ ବୈଠକ କରି ଜିଲ୍ଲାର କ୍ରୀଡା ଭତ୍ତିଭୂମି ଉପରେ ଆଲୋଚନା କରିଥିଲେ। ଏଥିରେ ସୋନପୁର […]
ଭୁବନେଶ୍ବର, କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ହୁ ହୁ ହୋଇ ବଢୁଛି କରୋନା ମହାମାରୀ। ଯେମିତି କମିବାର ନାଁ ଧରୁନି ତଥାପି ସଚେତନ ହେଉନାହାନ୍ତି ଲୋକେ। ଜଗତସିଂହପୁର ଜିଲ୍ଲାରେ ଆଜି କରୋନା ପୂ୍ର୍ବର ସବୁ ରେକର୍ଡ଼ ଭାଙ୍ଗିଛି। ଜିଲ୍ଲାରୁ ଆଜି ସର୍ବାଧିକ […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ତାର କରାଳ ରୂପ ଖୋର୍ଦ୍ଧା ଜିଲ୍ଲାରେ ଦେଖାଉଛି। ବିଶେଷ କରି ଚିଲିକା ନିର୍ବାଚନମଣ୍ଡଳୀ ରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ବର୍ତ୍ତମାନ ଏହା ସର୍ବାଧିକ ସ୍ଥାନକୁ ପହଁଚିଛି ଯାହା ବର୍ତ୍ତମାନ ଜିଲ୍ଲା […]
ଚିଲିକା: ଖୋର୍ଦ୍ଧା ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ତଥା ବାଲୁଗାଁ ଏନ୍ଏସିର ପୂର୍ବତନ ନଗରପାଳ ସତ୍ୟ ନାରାୟଣ ସେନାପତିଙ୍କ ଅକାଳ ବିୟୋଗରେ ଏବିଭିପି ଖୋର୍ଦ୍ଧା ଜିଲ୍ଲା ସହ ପ୍ରମୁଖ ସୀତାରାମ ଅଗ୍ରୱାଲ୍, ବାଲୁଗାଁ-ବାଣପୁର ନଗର ସମ୍ପାଦକ ବିକାଶ ସେଠୀ, ରାଷ୍ଟ୍ରୀୟ ସ୍ୱୟଂସେବକ […]
ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ: ଓଡିଶା ବିଧାନସଭା ବାଚସ୍ପତି ଡ଼ଃ.ସୂର୍ଯ୍ୟ ନାରାୟଣ ପାତ୍ର ନିଜର ଜିଲ୍ଲା ପରିଷଦ ପ୍ରତିନିଧି ଭାବେ ଜଣେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବି.ଶଙ୍କର ନାରାୟଣ ସୁବୁଦ୍ଧିଙ୍କୁ ଦାୟିତ୍ତ୍ଵ ଦେଇଛନ୍ତି। ପୂର୍ବରୁ ଜଳସମ୍ପଦ ବିଭାଗରେ ବହୁ […]
ଭୁବନେଶ୍ବର: ବର୍ତ୍ତମାନ ବନ୍ୟା ନାଁ ରେ ବିଭିନ୍ନ ସ୍ଥାନରେ ପରିବାପତ୍ର ଦର ହୁତୁହୁତୁ ହୋଇ ବଢିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ଖାଉଟୀ ଅଧିକାରୀମାନେ ବିଭିନ୍ନ ପରିବା ବଜାର ଉପରେ ଚଢାଉ କରିଛନ୍ତି। ବିଶେଷ କରି ଆଳୁ ଓ ପିଆଜ […]
ଭୁବନେଶ୍ବର: ରେଳବାଇ କର୍ମଚାରୀ ସେମାନଙ୍କ ନିଜ ପରିସରକୁ ପରିଚ୍ଛନ୍ନତା ରଖିବା ସହିତ ଅନ୍ୟମାନଙ୍କୁ ଏଥିପ୍ରତି ପ୍ରେରଣା ଦେବାକୁ ଶପଥ ନେଲେ ଓ ସ୍ୱଚ୍ଛତା ପକ୍ଷରେ ପରିଚ୍ଛନ୍ନତା କାର୍ଯ୍ୟକ୍ରମ ପାଇଁ ବ୍ୟାପକ ଆୟୋଜନ ଓ ୧୬ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଭାରତୀୟ […]