ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଓଡିଶା ସରକାରଙ୍କ ଦ୍ୱାରା ପ୍ରାୟୋଜିତ ସହରାଂଚଳ ଜାଗା ମିଶନ ଅନୁସାରେ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ସହରାଂଚଳ ଜାଗା ମିଶନ ଯୋଜନାରେ ବସ୍ତିବାସିନ୍ଦା ମାନଙ୍କୁ ଜମି ପଟ୍ଟା ବଂଟନ ଯୋଜନା ରହିଛି। ଜୁନାଗଡ ସହରାଂଚଳରେ ବସବାସ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଅନଲାଇନ ମାଧ୍ୟମରେ ଜାତୀୟ ଆଇନସେବା ଦିବସ ପାଳନ କରାଯାଇଛି। ପ୍ରାଧିକରଣର ସଚିବ କମଳାକାନ୍ତ ରାଉତ ଅନଲାଇନ୍ ମାଧ୍ୟମରେ ଅଂଶଗ୍ରହଣ କରିଥିବା ପ୍ୟାନେଲ ଲୟର ,ପାରାଲିଗାଲ ସ୍ୱେଚ୍ଛାସେବୀ ଓ ଅନ୍ୟାନ୍ୟ ଜନସାଧାରଣଙ୍କୁ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପାରଳାଖେମୁଣ୍ଡି ବନଖଣ୍ଡ ଅନ୍ତର୍ଗତ ଚାନ୍ଦିପୁଟ ଉ.ପ୍ରା. ବିଦ୍ୟାଳୟ ଗେଟ୍ ସମ୍ମୁଖରୁ ଏକ ବିରାଟକାୟ ଅଜଗର ସାପକୁ ଉଦ୍ଧାର କରାଯାଇଛି। ଅହରିରାଜଟି ସ୍କୁଲ ସମ୍ମୁଖ ଡ଼୍ରେନ୍ରେ ଦୁଇଦିନ ଧରି ରହିଥିଲା। ସ୍ଥାନୀୟ ଲୋକେ ସ୍ନେକ୍ ହେଲ୍ପ ଲାଇନ୍କୁ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଳାଙ୍ଗେଙ୍କ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ଜିଲ୍ଲପାଳ। ଜିଲ୍ଲାପାଳ ବ୍ଲକରେ ପଂହଁଚି କରୋନା ମହାମାରୀର ସଚେତନତା ବିଷୟରେ ଆଲୋଚନା କରିଛନ୍ତି। […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସରକାରଙ୍କ ତଥ୍ୟ ଅନୁସାରେ ଶୀତଦିନେ କରୋନାର ଦ୍ୱିତୀୟ ୱେଭ୍ ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିଛି। ଏହି ଦ୍ୱିତୀୟ ୱେଭ୍ ସଂକ୍ରମଣ ହେଲେ ଗଂଜାମ ଜିଲ୍ଲାରେ କରୋନା ଅଧିକ କରାଳ ରୂପ ଦେଖାଇବ। ଏଥିନିମନ୍ତେ ଜିଲ୍ଲାପାଳଙ୍କ […]
ହେମାଙ୍ଗ ରସାଦ ରାଉଳ ବ୍ରହ୍ମପୁର: ଜରଡ଼ ପୋଲିସ୍ ଏବଂ ଅବକାରୀ ବିଭାଗ ମିଳିତ ଚଢ଼ାଉରେ ବିପୁଳ ପରିମାଣରେ ମଦ ଜବତ ସହ ପୋଚକୁ ନଷ୍ଟ କରାଯାଇଛି। ଆଜି ଜରଡ଼ ପୋଲିସ୍, ଏପିଆର୍ ଫୋର୍ସ, ଏକଜ୍କୁଟିଭ୍ ମାଜିଷ୍ଟ୍ରେଟ୍ ମିଳିତ ଭାବେ କନ୍ଧବିଜପୁର ଏବଂ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସଂପ୍ରତି କରୋନା ମହାମାରୀ ଜନିତ ସରକାରୀ କଟକଣା ଭିତରେ ଓଡ଼ିଶାର କଳାକାର ସମାଜ ସଂପୂର୍ଣ୍ଣ ବେରୋଜଗାରୀ ହୋଇ ଆପଣା ଜୀବିକା ସାଧନାଗୁଡ଼ିକ ବ୍ରିକି ବଟା କରିଦେଲେଣି। ଏଣିକି କଳାକାର ମଡ଼କ ଆଶଙ୍କା ବଳବତ୍ତର ହେଲାଣି। ଏଭଳି […]
ସୀତାରାମ ଅଗ୍ରଓ୍ବାଲ ଚିଲିକା: କାର୍ଯ୍ୟାନୁଷ୍ଠାନ ଭୟରେ ରାତାରାତି ଅନ୍ଧାରରେ କାମ ସାରିଦେଲେ। ଏଠି ଆମେ କହୁଛୁ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ହରିପୁର ପଞ୍ଚାୟତ ଅନ୍ତର୍ଗତ ପରବଳ ଗ୍ରାମ କଥା। ପରବଳ ଅଙ୍ଗନବାଡି କେନ୍ଦ୍ରରୁ ମା ଉତ୍ତରାୟିଣି ମନ୍ଦିର ଯାଏଁ ଅନୁମୋଦିତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାର ଜମିକୁ ଚକ ମୁକ୍ତ କରିବା ଏବଂ ବ୍ରହ୍ମପୁର ସ୍ଥିତ ଯୁଗ୍ମ କମିଶନରଙ୍କ ସ୍ଥାୟୀ ନିଯୁକ୍ତି ପାଇଁ ଆଜି ଚକବନ୍ଦୀ ଉଚ୍ଛେଦ ସଂଘର୍ଷ ସମିତି ପକ୍ଷରୁ ଆର୍ଡ଼ିସି କାର୍ଯ୍ୟାଳୟ ନିକଟରେ ବିକ୍ଷୋଭ କରିବା ସହ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଆଜି ରାଷ୍ଟ୍ରୀୟ ମଜଦୂର କଂଗ୍ରେସ ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା କାଳରେ କୋଟି କୋଟି ଲୋକ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବିଭିନ୍ନ ଦାବି ନେଇ ଆଜି କୃଷକ ସଂଗଠନମାନଙ୍କ ପକ୍ଷରୁ ବ୍ରହ୍ମପୁର ସ୍ଥିତ ଇଂଜିନିୟରିଂ ସ୍କୁଲ ଛକଠାରେ ଶାନ୍ତିପୂର୍ଣ୍ଣ ରାସ୍ତାରୋକ ଅନୁଷ୍ଠିତ ହୋଇଥିଲା। କୃଷି ଏବଂ କୃଷକ ଧ୍ୱଂସକାରୀ କୃଷି ଆଇନ ୨୦୨୦ ପ୍ରତ୍ୟାହାର କରିବା, ଅତ୍ୟାବଶ୍ୟକୀୟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ କରୋନାର ପ୍ରକୋପ କମିଥିଲେ ମଧ୍ୟ ଏହା ସମୁଦାୟ ବିଦାୟ ନେଇନି। ଏହି ପରିପ୍ରେକ୍ଷରେ ଜିଲ୍ଲା ପ୍ରଶାସନ ବିଭିନ୍ନ ସ୍ଥାନରେ ଲୋକ ଜମା ହେବା ପାଇଁ ନିଷିଦ୍ଧାଦେଶ ଜାରି କରିବା ସହ ଅଳ୍ପ ଲୋକରେ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟର କିରାଣୀ ମନମୋହନ ପ୍ରଧାନ ଗତକାଲି କଟକର ଏକ ଘରୋଇ ଡାକ୍ତରଖାନାରେ ସଂଧ୍ୟାରେ ମ୍ରୁତ୍ୟୁ ବରଣ କରିଥିବା ତାଙ୍କ ପରିବାର ସୂତ୍ରରୁ ଜଣାପଡ଼ିଛି । ପ୍ରକାଶ ଯେ ୩ ଦିନ ତଳେ ମନମୋହନ ପ୍ରଧାନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବରିଷ୍ଠ ଚିକିତ୍ସକ ତଥା ରାଜ୍ୟର ଜଣାଶୁଣା ସାହିତ୍ୟିକ, ନବୀନ ସାହିତ୍ୟ ପ୍ରତିଷ୍ଠାନର ସାଧାରଣ ସଂପାଦକ ଡ଼ା. ଚନ୍ଦ୍ରମଣି ସ୍ୱାଇଁଙ୍କ ୭୪ ବର୍ଷରେ ଆଜି ହୃଦ୍ଘାତରେ ପରଲୋକ ହୋଇଛି। ସ୍ୱର୍ଗତ ସ୍ୱାଇଁ ରାଜ୍ୟର ଏକ ଆଗଧାଡ଼ିର ସାହିତ୍ୟିକ, […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗ୍ରାମର ଦଳିତ ଝିଅ ପ୍ରମୋଦିନୀ ନାୟକଙ୍କୁ ଗତ ମେ ମାସ ୧୦ ତାରିଖ ଦିନ ଅତି ନିର୍ମମ ଭାବେ ଧର୍ଷଣ କରି ହତ୍ୟା କରାଯାଇଥିଲା ବୋଲି ମା’ ରମା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କିଛି ମାସ ମଧ୍ୟରେ ସର୍ବାଧିକ କରୋନା ରୋଗୀ ଆଜି ଗଂଜାମରେ ଚିହ୍ନଟ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ୍ ସତ୍ତ୍ୱେ ଲୋକେ ସଚେତନ ନହେବାରୁ ଗଂଜାମରେ ବୋଧହୁଏ କରୋନାର ଦ୍ୱିତୀୟ ତରଙ୍ଗ ଆରମ୍ଭ ହୋଇଗଲାଣି। ଶୀତଦିନରେ […]
ସୀତାରାମ ଅଗ୍ରୱାଲ ଚିଲିକା: ବିଶ୍ବରେ କରୋନା ଭୂତାଣୁ ୧୨ ଲକ୍ଷରୁ ଉର୍ଦ୍ଧ୍ଵ ଲୋକଙ୍କ ଜୀବନ ନେଇସାରିଥିବା ବେଳେ ଆମ ରାଜ୍ୟରୁ ୧ ହଜାର ୩୫୨ଜଣଙ୍କ ଜୀବନ ଚାଲିଗଲାଣି। ବର୍ତ୍ତମାନ କରୋନାଜନିତ ମୃତ୍ୟୁ ଠାରୁ ଖାଇବାକୁ ନପାଇ ଅନାହାରରେ କିମ୍ବା ଜୀବିକା ହରାଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଅଧିକାଂଶ ଦେଶରେ ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ କୋଭିଡ଼୍ ସଂକ୍ରମଣ ପ୍ରବାହ ଆରମ୍ଭ ହୋଇଛି। ଯାହାକି ଭିନ୍ନ ଧରଣର ପ୍ରବାହ। ଏହି ପ୍ରବାହରେ ସଂକ୍ରମିତ ହେଲେ ନିଶ୍ଚିତ ରୂପେ ଜୀବନ ପ୍ରତି ବିପଦ ଦେଖାଦେଉଛି। ଯଦି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ ଗଂଜାମ ଜିଲ୍ଲା ଶାଖା ପକ୍ଷରୁ ମଧ୍ୟବିତ୍ତ ପରିବାରର ବିଭିନ୍ନ ଦାବି ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆର୍ଡ଼ିସିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଦାବି ମଧ୍ୟରେ ସରକାର ମଧ୍ୟବିତ୍ତ ବର୍ଗଙ୍କୁ ଚିହ୍ନଟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗରିବ ମେଧାବୀ ଛାତ୍ରୀଛାତ୍ରୀମାନଙ୍କୁ ସହଯୋଗର ହାତ ବଢ଼ାଇ ଆସିଛି ପିପୁଲ୍ସ ଫର୍ ଦି ପବ୍ଲିକ୍ ଅନୁଷ୍ଠାନ। ଯାହାକି ଯେଉଁ ଛାତ୍ରଛାତ୍ରୀମାନେ ଅର୍ଥ ଅଭାବ ଯୋଗୁଁ ମାଟ୍ରିକ ପାସ୍ କଲା ପରେ ଉଚ୍ଚଶିକ୍ଷାରୁ ବଂଚିତ ହେଉଛନ୍ତି ଏବଂ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଦେଓଗାଁ ପଞ୍ଚାୟତର ୭୬ଟି ମହିଳା ଏସ୍ଏଚ୍ଜି ଗ୍ରୁପର ପ୍ରାୟ ଶତାଧିକ ମହିଳା ସଦସ୍ୟା ବାଣପୁର ବ୍ଲକକୁ ଘେରାଉ କରିବା ସହ ଧାରଣାରେ ବସିଛନ୍ତି। ଧାରଣରତ ମହିଳାମାନେ ମହିଳା ମହାସଂଘର ଏମ୍ବିକେ, ସିଆରପି, […]