ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ସ୍ଥିତ ନେହେରୁ ପଡ଼ିଆ ଠାରେ ବିଜୁ ଛାତ୍ର ଜନତା ଦଳର ଏକ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଯୁବନେତା ବିମଳ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ତିର୍ତ୍ତୋଲ ଆଦିକବି ସାରଳା ଦାସ ମହାବିଦ୍ୟାଳୟର ପୂର୍ବତନ ଛାତ୍ର […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶୀଲ କୁମାର ଲୋହାନୀ ଜଗତସିଂହପୁର ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦ୍ଭାବନା ସଭାଗୃହ ଠାରେ ତିର୍ତ୍ତୋଲ ଉପ-ନିର୍ବାଚନର ପ୍ରସ୍ତୁତି ଓ ଅଗ୍ରଗତି ସମ୍ପର୍କରେ ବିଭିନ୍ନ ନୋଡାଲ ଅଧିକାରୀଙ୍କ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବରିଷ୍ଠ ନାଗରିକ ମଂଚର ପ୍ରତିଷ୍ଠାତା ସଭାପତି ତ୍ରିନାଥ ମହାରଣାଙ୍କ ନେତୃତ୍ୱରେ ଟାଉନ୍ହଲ୍ ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁବାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ରଙ୍ଗ ଦେବା ସହ ସଫାସୁତୁରା କରାଯାଇଛି। ସେହିଭଳି ଗାନ୍ଧିନଗର ସ୍ଥିତ ମଧୁବାବୁଙ୍କ ଓ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ) -୨୦୨୦ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ବେଗୁନିଆପଡା ବ୍ଲକ ପାଇଁ ଗୌରବ ଆଣିଛନ୍ତି ଏମ. ଶୃତୀ ସାଗରିକା ରାଓ। ସର୍ବ ଭାରତୀୟ ସ୍ତରରେ ନିଟ ପରୀକ୍ଷାରେ ମୋଟ ୭୨୦ ମାର୍କରୁ ୬୪୩ […]
ପିଣ୍ଟୁ ବିଷୋୟୀ କୋଦଳା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଦଳା ତହସିଲରେ ନୂତନ ତହସିଲଦାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ତହସିଲଦାର ଅବନୀ କୁମାର ସାହୁ ନୂତନ ତହସିଲଦାର ଭାବେ ବୁଧବାର ଦିନ ଯୋଗ ଦେଇ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଅକ୍ଟୋବର ଶେଷ ହେବାକୁ ବସିଲାଣି ଜୁନାଗଡ ନିୟନ୍ତ୍ରିତ ବଜାର କମିଟୀ (ଆରଏମସି) ର କର୍ମଚାରୀ ମାନେ ସେପ୍ଟେମ୍ବର ମାସର ଦରମା ପାଇପାରିନଥିବା ଜଣାପଡିଛି। ବର୍ତ୍ତମାନର ମହଙ୍ଗା ସମୟରେ କର୍ମଚାରିମାନେ ଅଭାବ ଅନାଟନ ମଧ୍ୟରେ ଗତି କରୁଥିବା […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ସଦ୍ଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଦୁର୍ନିତୀ ନିବାରଣ ସଚେତନତା ସପ୍ତାହ କୋଭିଡି-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ଶ୍ରୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଚଳିତ ମାସ ୨୭ ତାରିଖଠାରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ପାଳିତ ହେବ। ଚଳିତବର୍ଷର ବିଷୟବସ୍ତୁ ସତର୍କ ଭାରତ, ସମୃଦ୍ଧ ଭାରତ ରଖାଯାଇଛି। ଏହି ଅବସରରେ ଆଜି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ଯେଭଳି ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ନ ହେବେ ଏବଂ ଏହି ସଂକ୍ରମଣକୁ ରୋକିବା ନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଭି.ସି. ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାରେ ସଂକ୍ରମିତଙ୍କ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତଦୁଇ ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଆଜି ଏଥିରେ କିଛି ହ୍ରାସ ଘଟିଛି। ଆଜି ନୂତନ ଭାବେ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୨ ଜଣ ସୁସ୍ଥ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କୁମାରପୂର୍ଣ୍ଣିମା ପାଖେଇ ଆସୁଥିବାବେଳେ ଗଂଜାମ ଜିଲ୍ଲା ତଥା ବ୍ରହ୍ମପୁର ମହାନଗର ନିଗମରେ ଜୁଆଆଡ୍ଡା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରହ୍ମପୁର ପୋଲିସ୍ ପକ୍ଷରୁ ଜୁଆଆଡ୍ଡା ବିରୋଧରେ ଜୋର୍ଦାର ଚଢ଼ାଉ ଜାରି ରହିଥିଲେ ମଧ୍ୟ କିଛି ଅମାନିଆ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି ବାଲୁଗାଁ ୩୩ କେଭି ଗ୍ରୀଡ଼ ଅଧିନସ୍ଥ ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ନିର୍ଦ୍ଦିଷ୍ଟ ସମୟ ପାଇଁ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡ଼ି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳାଇ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ ଆସନ୍ତାକାଲି […]
ବାଣପୁର: ଆଜି ଓଡ଼ିଶାର ସାରସ୍ଵତ ପ୍ରତିଭା, କଳା, ସାହିତ୍ୟ, ଶିକ୍ଷା, ସଂସ୍କୃତି ଓ ସମାଜସେବାର ମଙ୍ଗୁଆଳ ପଣ୍ଡିତ ଗୋଦାବରୀଶ ମିଶ୍ର ଙ୍କ ୧୩୪ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଅଛି। ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ରାଜ୍ୟ ସରକାରଙ୍କ କୋଭିଡ ନିୟମକୁ ଅନୁପାଳନ ଓ ପୂଜ୍ୟପୂଜାର ପରମ୍ପରାକୁ […]
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଥୂଆମୁଳ ରାମପୁର ବ୍ଲକ ପାଡେପଦର ଗ୍ରାମ ପଞ୍ଚାୟତର ଖମାରପଦର ଗ୍ରାମର ଭୁତଗୁଡା ଠାରେ ଥିବା ଜଳ ପ୍ରପାତରେ ପଡି ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକ ଜଣକ ଭୁତଗୁଡା ପଡାର ସାନ୍ ଟିବୁ ମାଝୀ ଙ୍କ ପୁଅ ସୋଭା […]
ରମେଶ ମହାନ୍ତି ଜଗତସିଂହପୁର : ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କନକପୁର ପଞ୍ଚାୟତରେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ପ୍ରତାପ ଚନ୍ଦ୍ର ମହାନ୍ତିଙ୍କର ଶତବାର୍ଷିକୀ ଜନ୍ମୋତ୍ସବ ତାଙ୍କ ବାସଭବନରେ ପ୍ରତାପ ଚନ୍ଦ୍ର ମହାନ୍ତି ସ୍ମୃତି କମିଟି ପକ୍ଷରୁ ପାଳିତ ହୋଇଯାଇଛି। କନକପୁର ପଞ୍ଚାୟତର ସରପଞ୍ଚ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଧରାପୃଷ୍ଠରେ ଅବତରଣ କରିଛନ୍ତି ମହିଷା ମର୍ଦ୍ଧିନୀ ମା’ ଦୁର୍ଗା। ମା’ ଙ୍କ ଆଗମନ ପାଇଁ ଗାଁ ଠୁ ସହର ଚଳଞ୍ଚଚଳ। କୋଭିଡ କଟକଣା ଭିତରେ ବେଗୁନିଆପଡା ବ୍ଲକ ବଡ଼ଖଇରଖମା ପଞ୍ଚାୟତର ପାଇକପଡାରେ ଆରମ୍ଭ ହୋଇଛି ମା’ ଙ୍କର […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକର ଖୁଣ୍ଟୁପଲ୍ଲି ଗ୍ରାମରେ ଜଣେ ଦୃଷ୍ଟିହୀନ ଅସହାୟ ବ୍ୟକ୍ତିଙ୍କୁ ସହାୟତାର ହାତ ବଢ଼ାଇଛି ଓଡ଼ିଶାର ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ‘ସମାଜର ଦର୍ପଣ ହେଲ୍ପ ଗ୍ରୁପ’। ଦୃଷ୍ଟିହୀନ ବ୍ୟକ୍ତି ଜଣକ ହେଲେ କୁମାରାଙ୍ଗ […]
ଭୁବନେଶ୍ୱର, ଓଡ଼ିଶାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପ୍ରତିଷ୍ଠାତା ସମ୍ପାଦକ, ପ୍ରଗତିଶୀଳ ସାହିତ୍ୟର ଧାରା ପ୍ରବର୍ତ୍ତନ ସହ ନବଯୁଗ ସାହିତ୍ୟ ସଂସଦର ପ୍ରତିଷ୍ଠାତା ତଥା ମୁକ୍ତି ସଂଗ୍ରାମୀ ଭଗବତୀ ଚରଣ ପାଣିଗ୍ରାହୀଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସମାରୋହ ଗତକାଲି ସନ୍ଧ୍ୟାରେ ଅଶୋକନଗରସ୍ଥିତ ଲୋକନାଥ ସ୍ମାରକୀ […]
ରମେଶ ମହାନ୍ତି ଜଗତସିଂହପୁର : ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନିମନ୍ତେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀ ମାନଙ୍କର ନିର୍ବାଚନ ସଂକ୍ରାନ୍ତୀୟ ଖର୍ଚ୍ଚ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତି ପାଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଦ୍ୱାରା ନିରୀକ୍ଷଣ କରାଯିବ ବୋଲି ଜିଲ୍ଲାପାଳ ତଥା ଜିଲ୍ଲା […]
ରମେଶ ମହାନ୍ତି ଜଗତସିଂହପୁର: ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନର ସୁପରିଚାଳନା ଓ ତଦାରଖ ନିମନ୍ତେ ନିଯୁକ୍ତି ପାଇଥିବା ସାଧାରଣ ପର୍ଯ୍ୟବେକ୍ଷକ ପି.ରାଜେନ୍ଦ୍ର ଚୋଲନ୍ ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍ ପରିଦର୍ଶନ କରିଛନ୍ତି। ସେ ଗତ ଅକ୍ଟୋବର ୨୧ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ସ୍ଥିତ ଆନନ୍ଦମଣ୍ଡପ ଠାରେ ତିର୍ତ୍ତୋଲ ପଞ୍ଚାୟତ ବିଜେଡିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମହାକାଳପଡ଼ା ବିଧାୟକ ତଥା ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ, ଜନ୍ମେଜୟ ଲେଙ୍କା, ବିଜେଡିର ଜିଲ୍ଲା ସଭାପତି ତଥା ଜଗତସିଂହପୁର […]