ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହ୍ଲାଦ ନଗର ତୃତୀୟ ଗଳିରେ ଥିବା ଏକ ଜୁଆଆଡ୍ଡା ଉପରେ ବଡ଼ବଜାର ଥାନା ପୋଲିସ୍ ଚଢ଼ାଉ କରି ୧୭ ଜଣ ଜୁଆଡ଼ିକୁ ଗିରଫ କରିଥିବା ଜଣାପଡ଼ିଛି । ଘଟଣାରୁ ପ୍ରକାଶ ଯେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତକାଲି ଏକ ବଡ଼ଧରଣର ଗୁଟ୍ଖା କାରଖାନା ଉପରେ ତହସିଲ୍ଦାର ଏବଂ ଉପଜିଲ୍ଲାପାଳ ଚଢ଼ାଉ କରି ଦେଢ଼କୋଟି ଟଙ୍କାର ଗୁଟ୍ଖା ଏବଂ ସରଞ୍ଜାମ ଜବତ କରିଥିବାବେଳେ ଆଜି ପୁଣି ତହସିଲ୍ଦାର ଏକ ବେଆଇନ ମଦ ପ୍ରସ୍ତୁତ କାରଖାନା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ତହସିଲ ରୋଡରେ ଏକ ଦୁର୍ଘଟଣା ଘଟିଛି। ଆଜି ଅପରାହ୍ନରେ ଜଣେ ବାଇକ ଚାଳକ ଜଣେ ସାଇକେଲ ଆରୋହୀ ଝିଅ ଟିକୁ ଆଗ ପଟୁ ଧକ୍କା ଦେବାରୁ ଝିଅଟି ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସଂପ୍ରତି କରୋନା ମହାମାରୀ ଲାଗି ରାଜ୍ୟରେ ସୃଷ୍ଟି ହୋଇଥିବା ରକ୍ତ ଅଭାବ ଦୂର କରବା ପାଇଁ ମୁଖ୍ୟମନ୍ତ୍ରୀ ସ୍ୱେଚ୍ଚାକୃତ ରକ୍ତଦାନ ସକାଶେ ଆହ୍ୱାନ ଦେଇଛନ୍ତି। ବ୍ରହ୍ମପୁର ସରକାରୀ ରକ୍ତଭଣ୍ଡାରରେ ଗଚ୍ଛିତ ରକ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିବା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି ଏକ ବଡ଼ଧରଣର ଅବକାରୀ ଚଢ଼ାଉ ହୋଇ ବିପୁଳ ପରିମାଣରେ ଦେଶୀ ମଦ ଜବତ ହୋଇଛି। ଘଟଣାରୁ ପ୍ରକାଶ ଯେ କୁକୁଡ଼ାଖଣ୍ଡି ବ୍ଲକ୍ ଅନ୍ତର୍ଗତ କମ୍ଭଝରୀ ଗ୍ରାମରେ ବ୍ୟାପକ ଦେଶୀ ମଦ କାରବାର ହେଉଥିବା ନେଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସମ୍ପ୍ରତି କରୋନା ମହାମାରୀ ଯୋଗୁଁ ଲୋକଙ୍କ ସ୍ବାସ୍ଥ୍ୟ ଗତ ସମସ୍ୟା ଦିନକୁ ଦିନ ବିଗିଡିବାରେ ଲାଗିଛି। ଯେତେ ସବୁ ସରକାରଙ୍କ ରିପୋର୍ଟ ଆସୁଛି ପ୍ରାୟ ଲୋକ କୋଭିଡ ପରିବର୍ତ୍ତେ ଅନ୍ୟାନ୍ୟ ରୋଗରେ ଅଧିକା ଆକ୍ରାନ୍ତ କିମ୍ବା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁର-ବାଲୁଗାଁରେ ଚୋରା ଦେଶୀ ମଦବେପାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ପୋଲିସ ଏବଂ ଅବକାରୀ ହାତରେ ଧରା ପଡ଼ି ଗିରଫ ହେଲେ ସୁଦ୍ଧା ଏମାନଙ୍କ ଚେତା ପଶୁନି। ଲକ ଡ଼ାଉନରେ ଘରେ ଘରେ ସମସ୍ତେ ନିଜକୁ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଅପରାହ୍ନରେ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେଅନୁଷ୍ଠିତ ଏକ ବୈଠକରେ ଯୋଗଦେଇ ରାଜ୍ୟ ଜଳ ସଂପଦ,ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଏବଂ ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଶେଷରେ ଗଣଧାରଣାରେ ବସିଲେ ଡାଲଗୁମା ପଞ୍ଚାୟତ ବାସିନ୍ଦା ।ମନରେଗା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ନେଇ ଗତ 6 ଓ 9 ତାରିଖ ଦିନ ଜିଲ୍ଲା ପ୍ରଶାସନ ନିକଟରେ ଦାବି କରିଥିଲେ। କିନ୍ତୁ ଏ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢୁଥିବା ବେଳେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳୁଛି। ତେବେ ବର୍ତ୍ତମାନ କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯ରେ ପହଂଚିଥିବା ବେଳେ ଗତକାଲି […]
ନବରଙ୍ଗପୁର, କୋରାପୁଟ ପରେ ନବରଙ୍ଗପୁର ଜିଲ୍ଲାକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ଜିଲ୍ଲାପାଳ ଏହା ଘୋଷଣା କରିଛନ୍ତି। ଅଗଷ୍ଟ 1 ତାରିଖ ସକାଳ 5ଟାରୁ 2 ତାରିଖ ମଧ୍ୟରାତ୍ରି ଯାଏଁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ବର୍ଦ୍ଧିତ କରୋନା ସଂକ୍ରମଣ ରୋକିବା […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ଅନ୍ତର୍ଗତ ଧୂଆଁନଳୀ ସଂରକ୍ଷିତ ଜଙ୍ଗଲରୁ ଶାଗୁଆନ କାଠ ଚୋରି ଉଦ୍ୟମ ବିଫଳ ହୋଇଛି। ଏହି ଘଟଣାରେ ଦୁଇ ଶାଗୁଆନ ଚୋରକୁ ବାଲୁଗାଁ ଜଙ୍ଗଲ ବିଭାଗ କର୍ମଚାରୀ ଗିରଫ କରିଛନ୍ତି। ଗତକାଲି ରାତିରେ ଏକ ବିଶ୍ୱସ୍ତ ସୂତ୍ରରୁ ଖବର […]
ଭୁବନେଶ୍ୱର, ଖୋର୍ଦ୍ଧା ଜିଳ୍ଲାବାସୀଙ୍କ ତରଫରୁ ୨ୟ ପର୍ଯ୍ୟାୟରେ କୋଭିଡ଼୍-୧୯ ଲଢ଼େଇରେ ସହଯୋଗ ରାଶି ଭାବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ କୋଟି ୩୧ ଲକ୍ଷ ୮୨ ହଜାର ୪୪୫ ଟଙ୍କା ପ୍ରଦାନ କରାଯାଇଛି । ଖୋର୍ଦ୍ଧାର ଜିଲ୍ଲାପାଳ ଶ୍ରୀ ସିତାଂଶୁ ରାଉତ, […]
ରମେଶ ମହାନ୍ତି ଜଗତସିଂହପୁର: ଗତକାଲି ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ୍ ଫଳ ପ୍ରକାଶ ପାଇଛି। ଜଗତସିଂହପୁର ଜିଲ୍ଲlରେ ସଫଳତା ହାର ୭୯.୨୫ ପ୍ରତିଶତ ରହିଛି। ଜିଲ୍ଲାରେ ଚଳିତ ବର୍ଷ ୧୫୩ ୯୮ ପରୀକ୍ଷାର୍ଥୀ ଫର୍ମ ଫିଲପ୍ କରିଥିବା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି କର୍ଲାମୁଣ୍ଡା ସ୍ଥିତ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତଦାନ ଶିବିରରେ […]
କନ୍ଦର୍ପ ବେହେରା ରେଢାଖୋଲ: ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ରେଢାଖୋଲ ସବଡିଭିଜନରେ ସକସେସ୍ ସୁମନ୍ ସାହୁ ୫୪୫ ମାର୍କ ରଖି ଟପ୍ପର ହୋଇଛନ୍ତି। ରେଢାଖୋଲ ବ୍ଲକ୍ ଭରତାପୁର ପଂଚାୟତର ବଡଖୋଳ ଗ୍ରାମର ରବିନ୍ଦ୍ରନାଥ ସାହୁ ଓ ସୁକାନ୍ତି ସାହୁଙ୍କ କନିଷ୍ଠ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର / ବାଲୁଗାଁ: ଆଜି ଚିଲିକା ନିର୍ବାଚନ ମଣ୍ଡଳୀରୁ ୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଦୁର୍ଭାଗ୍ୟର ବିଷୟ ଯେ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ କରୋନା ଯୋଦ୍ଧା ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ବାଣପୁରର ଦୁଇ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଟାଙ୍ଗୀ ତହସିଲ ଅଂଚଳରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ଚୋରା ମାଙ୍କଡା ପଥର କାରବାର। ଚୋରା ପଥର ବେପାରୀ ମାନେ ଧରାକୁ ସରା ନମାନି ଵେଧଡକ ଭାବେ ଚଳାଇଛନ୍ତି ସେମାନଙ୍କର କାରବାର। ଏଭଳି କାରବାରକୁ ରୋକ୍ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ରାଜ୍ୟ ସରକାର ଓଏଏସ୍ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଆଜି ୧୩ ଜଣ ଓଏଏସ୍ ଅଫିସରଙ୍କୁ ବଦଳି କରାଯିବା ସହ ନୂତନ ନିଯୁକ୍ତି ଦିଆଯାଇଛି। ଏହିକ୍ରମରେ କଳାହାଣ୍ଡିର ଅତିରିକ୍ତ ଜିଲ୍ଲାପାଳ ଥିବା ବିଶ୍ବଜିତ୍ ରାୟଙ୍କୁ କେନ୍ଦ୍ରାପଡା […]
ରମେଶ ମହାନ୍ତି ଜଗତସିଂହପୁର: ବର୍ତ୍ତମାନ ବିଶ୍ୱ ତାପମାତ୍ରା ବୃଦ୍ଧିକୁ ଆଖି ଆଗରେ ରଖି, “ଗ୍ରୀନ ଭିଲେଜ କ୍ଳିନ ଭିଲେଜ” ବିଷୟବସ୍ତୁକୁ ଆଧାର କରି ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଉପଲକ୍ଷେ ନାଉଗାଁ ବ୍ଲକର ତିରୁଣା ପଞ୍ଚାୟତରେ ଏକତା ସ୍ପୋଟିଙ୍ଗ କ୍ଲବ୍ ତିରୁଣା […]
ସୀତାରାମ ଅଗ୍ରୱାଲ ବାଣପୁର: ରାଜ୍ୟ ସରକାର ଲୋକଙ୍କ ପାଇଁ ବିଭିନ୍ନ ପ୍ରକାର ଯୋଜନାରେ ପ୍ରତ୍ୟେକ ଗାଁକୁ କଂକ୍ରିଟ ରୋଡ଼ କରିବା ସକାଶେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ଏଥିରୁ କିନ୍ତୁ ବାଦ ପଡିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ମୋରମୋରୀ ପଂଚାୟତର […]