ଆଞ୍ଚଳିକ

ରମେଶ ମହାନ୍ତି ଜଗତସିଂହପୁର: ଗାଁ ଗହଳିର ଉନ୍ନତିକରଣ ନିମନ୍ତେ ସରକାରଙ୍କ ତରଫରୁ କୋଟି କୋଟି ଟଙ୍କାର ଅନୁଦାନ ଆସୁଥିବା ବେଳେ ଠିକାଦାରଙ୍କ ସହ ବିଭାଗୀୟ କିଛି ଅସାଧୁ…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ବୋରିଗାଁ ଗ୍ରାମରେ ଇଲେଭେନ ଷ୍ଟାର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅଷ୍ଟାଦଶତମ ସଂସ୍କରଣ ଉଦଯାପିତ ହୋଇଯାଇଛି। ଏହି ଟୁର୍ଣ୍ଣାମେଣ୍ଟକୁ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ଥିବା ଶାଳିଆ ଡ୍ୟାମ ନିକଟରୁ ଶନିବାର ସନ୍ଧ୍ୟାରେ ତିନି ଜଣ ଅଜଣା ଦୁର୍ବୃତ୍ତ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ପୋଲିସକୁ ମିଳିଛି ସଫଳତା। ତୋରସିଂହ ଗ୍ରାମରେ ଘଟିଥିବା ଲକ୍ଷାଧିକ ଟଙ୍କା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ବାଣପୁର…

ସୀତାରାମ ଅଗ୍ରୱାଲ ବାଣପୁର: କରୋନାର ଦ୍ଵିତୀୟ ଲହର ଏବେ ସାରା ଦେଶରେ ଶିଖରରେ ପହଁଚିଛି।  ଓଡ଼ିଶାରେ ମଧ୍ୟ ଲଗାତାର ଭାବେ କିଛି ଦିନ ହେବ ୬ ହଜାରରୁ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନାର ଦ୍ଵିତୀୟ ଲହର କ୍ଷିପ୍ର ଗତିରେ କାୟା ବିସ୍ତାର କରିଚାଲିଛି। ଗତକାଲି ଚିଲିକା ବ୍ଲକରେ ଏକାଧିକ କରୋନା…

ସୀତାରାମ ଅଗ୍ରୱାଲ ଚିଲିକା: ଉଚ୍ଚ ନ୍ୟାୟଳୟର ନିର୍ଦ୍ଦେଶକ୍ରମେ ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦକୁ ଘେରି ମୁକ୍ତ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଉଦ୍ୟମ ଅବ୍ୟାହତ ରଖିଛି।…

ସୀତାରାମ ଅଗ୍ରୱାଲ ଚିଲିକା: ଦୀର୍ଘ ମାସ ପରେ ଚିଲିକାକୁ ପୁଣିଥରେ କଣ୍ଟେନମେଣ୍ଟ ଜୋନ ଫେରିଛି। କରୋନା ଦ୍ଵିତୀୟ ଲହରରେ ସାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଥିବାବେଳେ ଏବେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ…

ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ୍ତ। ଏସମୟରେ ରାଜ୍ୟ ସରକାର ତଥା ଜିଲ୍ଲା ପ୍ରଶାସନ ସମସ୍ତେ ଏକାସାଙ୍ଗରେ କରୋନାକୁ ଆୟତ୍ତ କରିବା…

ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀର ଦୃତ ସଂକ୍ରମଣ ଯୋଗୁ ବିଶ୍ୱରେ ହାହାକାର ପଡିଥିବା ବେଳେ ଏହି ମହାମାରୀର ପ୍ରକୋପରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ…

ସୀତାରାମ ଅଗ୍ରୱାଲ ଚିଲିକା: ସଟଡ଼ାଉନ, ଲକଡ଼ାଉନ, କଣ୍ଟେନମେଣ୍ଟ ନାଁ ଶୁଣିଲେ ସାଧାରଣ ଜନତା ଭୟଭୀତ ହୁଅନ୍ତି। କିନ୍ତୁ ଏହି ସମୟରେ କିଛି ଅସାଧୁ ବେପାରୀ ଲାଭବାନ ହୁଅନ୍ତି।…

ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଦିନକୁ ଦିନ ଟାଙ୍ଗୀ ତହସିଲ ଅଂଚଳରେ ପଥର ମାଫିଆଙ୍କ ଆତଙ୍କ ବଢିବାରେ ଲାଗିଛି। କେତେବେଳେ ତହସିଲଦାର ତ କେତେବେଳେ ରାଜସ୍ୱ ନୀରିକ୍ଷକ ପଥର…

ଭୁବନେଶ୍ଵର: ଭୁବନେଶ୍ବରର ସ୍ମାର୍ଟ ସିଟି ଅନଲାଇନ ଅଟୋ ଗ୍ରୁପ ପକ୍ଷରୁ ଏକ ଅଭିନବ ପ୍ରୟାସ। ଏହି ଗ୍ରୁପ ପକ୍ଷରୁ ଏକ ପାନୀୟ ଜଳ ସେବା ଶିବିର ଆରମ୍ଭ…

ସୀତାରାମ ଅଗ୍ରୱାଲ ଚିଲିକା: ଆଜିଠାରୁ ଚିଲିକା ନିର୍ବାଚନମଣ୍ଡଳୀର ସମସ୍ତ ଧର୍ମାନୁଷ୍ଠାନ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ବନ୍ଦ ରହିବ। ଅଞ୍ଚଳର ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର ସମେତ…

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ବରିଷ୍ଠ ସାମ୍ବାଦିକ ଦୀନେଶ ପଣ୍ଡାଙ୍କ ଗତ ରବିବାର ସଂଧ୍ୟାରେ ଭବାନୀପାଟଣା ଜିଲ୍ଲା ସଦରମହକୁମା ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ୫୫…

ଭୁବନେଶ୍ୱର, ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ଭଜନ ମଣ୍ଡପରେ ୬ଦିନ ଧରି ହେବାକୁଥିବା ଲିଙ୍ଗରାଜ ମହୋତ୍ସବ କୋଭିଡ଼୍ ଯୋଗୁ ବନ୍ଦ କରି ଦିଆଯାଇଛି । ଶ୍ରୀଲିଙ୍ଗରାଜଙ୍କ…

ରମେଶ ମହାନ୍ତି ଜଗତସିଂହପୁର: ବାଲିକୁଦା ବ୍ଲକ୍ ଓଷକଣା ହାଇସ୍କୁଲର ପୁର୍ବତନ ପ୍ରଧାନ ଶିକ୍ଷକ ଗଦାଧର ସ୍ବାଇଁଙ୍କ ଏକାଦଶାହ ଉପଲକ୍ଷେ ବାଲିକୁଦାର ପୂଜ୍ୟପୁଜା ସଂସଦ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଅଚାନକ ଭାବେ ବାଣପୁର ଗସ୍ତ କରିଥିଲେ। ଜିଲ୍ଲାପାଳ ସ୍ୱଳ୍ପ ସମୟ ରହଣି ମଧ୍ୟରେ ବାଣପୁରର…

ରମେଶ ମହାନ୍ତି ଜଗତସିଂହପୁର: ଏକତା ସ୍ପୋର୍ଟିଂ କ୍ଳବ କାର୍ଯ୍ୟାଳୟ, ଚାରିଛକ ତିରୁଣା ଠାରେ ଏକ ମାଗଣା ମୋତିଆ ବିନ୍ଦୁ ଚିହ୍ନଟ ଶିବିର ଅନୁଷ୍ଠିତ ହେଇଯାଇଛି। ତିରୁଣା ପଞ୍ଚାୟତର…

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ “ମୋ ସ୍କୁଲ୍” ଯୋଜନା ଅଧିନରେ ପୁରାତନ ଛାତ୍ର ଛାତ୍ରୀ ଓ ବିଦ୍ୟାଳୟକୁ ଦାନ କରିଥିବା…

ରମେଶ ମହାନ୍ତି ଜଗତସିଂହପୁର: ଓଡିଶା ସରକାର ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନୀୟ କ୍ଷେତ୍ର ଅଞ୍ଚଳରେ ସ୍ୱଦେଶୀ ତିଆରି ଠିପିବନ୍ଦ ବିଦେଶୀ ମଦ ଦୋକାନ ୨୦୨୧-୨୨ ଆର୍ଥିକ ବର୍ଷ…