ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ପୁର: ୧୯୯୯ ମସିହା କାର୍ଗିଲ୍ ଯୂଦ୍ଧରେ ବହୁ ଭାରତୀୟ ବୀର ଜବାନ ଦେଶ ମାତୃକା ପାଇଁ ପ୍ରାଣବଳି ଦେଇଥିଲେ। ଏଥିରେ ଷଷ୍ଠ ଓଡ଼ିଆ ଭାବେ ଗଂଜାମ୍ ଜିଲ୍ଲା କୁକୁଡ଼ାଖଣ୍ଡି ବ୍ଲକ୍ ତଥା ବ୍ରହ୍ମପୁର୍ ସହର ନିକଟବର୍ତ୍ତି ଜଗଦଳପୁର୍ […]
କନ୍ଦର୍ପ ବେହେରା ରେଢାଖୋଲ: ବିଶ୍ୱରେ କରୋନା ଯୋଗୁଁ ଛାତ୍ରଛାତ୍ରୀମାନେ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହୋଇଛି। ସରକାର ଗତ ମାର୍ଚ୍ଚ ମାସରୁ ବିଦ୍ୟାଳୟ, ମହାବିଦ୍ୟାଳୟ ଗୁଡିକୁ ସଂପୂର୍ଣ ବନ୍ଦ କରିଥିବା ବେଳେ ଛାତ୍ରଛାତ୍ରୀମାନେ ଅନଲାଇନରେ ପାଠ ପଢିବାକୁ ସରକାର ଶିକ୍ଷକ ମାନଙ୍କୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ସତ୍ୟବାଦୀର ସାରସ୍ବତ ସାଧକ ଉତ୍କଳର ବରପୁତ୍ର ସ୍ବର୍ଗତ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ୬୪ ତମଶ୍ରାଦ୍ଧ ଦିବସ ତଥା ବାଣପୁର ଅଞ୍ଚଳର ସ୍ବନାମଧନ୍ୟ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟର ୫୮ ତମ ପ୍ରତିଷ୍ଠା ଦିବସ। କରୋନା ସଂକ୍ରମଣ ଯୋଗୁଁ […]
ସୀତାରାମ ଅଗ୍ରଓ୍ବାଲ ଚିଲିକା : ଚିଲିକା ନିର୍ବାଚନମଣ୍ଡଳୀରେ ଲକ ଡ଼ାଉନ ସମୟରେ ଚୋରା ଦେଶୀ ମଦ ବେପାର ଅହେତୁକ ଭାବେ ବୃଦ୍ଧି ପାଉଥିବା ସ୍ଥଳେ ଏହାକୁ ବ୍ରେକ ଦେବା ପାଇଁ ବର୍ତ୍ତମାନ ସାଧାରଣ ଜନତା ଅଣ୍ଟା ଭିଡିଛନ୍ତି l ଏହାର ଏକ […]
ରମେଶ ମହାନ୍ତି ଜଗତସିଂହପୁର: ସରକାରଙ୍କ (ଏନ୍.ଡି.ପି.ଏସ୍)ଆଇନକୁ ତିର୍ତ୍ତୋଲ ଅବକାରୀ ବିଭାଗ ପକ୍ଷରୁ ଖୋଲାଖୋଲି ଭାବରେ ଉଲ୍ଲଙ୍ଘନ କରାଯାଉଥିବା ଜଣାପଡୁଛି। ତିର୍ତ୍ତୋଲକୁ ନୂଆ କରି ଆସିଥିବା ଅବକାରୀ ଅଫିସରଙ୍କ ସରଳତାର ଫାଇଦା ଉଠାଇ ଜନୈକ କନଷ୍ଟେବଳ ନିଜର ସ୍ୱାର୍ଥସାଧନ ଲକ୍ଷରେ ଏପରି କରୁଥିବା ଶୁଣିବାକୁ […]
ପିଣ୍ଟୁ ବିଷୋୟୀ କୋଦଳା: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସମୟରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଆଜି ବେଗୁନିଆପଡା ଓ କବିସୂର୍ଯ୍ୟନଗର ବ୍ଲକ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିଛନ୍ତି। ସୁମଣ୍ଡଳ ପଞ୍ଚାୟତର ଭାଲ୍ୟାଝର […]
ପିଣ୍ଟୁ ବିଷୋୟୀ କୋଦଳା(ଗଂଜାମ), ହଜିଗଲା ମାନବିକତା, ଭୁଲିଗଲେ ମଣିଷ ପଣିଆ। ମୃତ୍ୟୁ ପରେ ଅଛୁଆଁ ହୋଇଗଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କୋଦଳାରେ। କୋଦଳା ମେଡିକାଲ ବାହାରେ ପଡି ରହିଥିଲା କରୋନା ମୁକାବିଲାର ଆଗଧାଡିର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର/ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଶେଷ କରି ବାଣପୁର-ଚିଲିକା ଅଞ୍ଚଳରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡ ବ୍ୟାଥାର କାରଣ ପାଲଟିଛି। ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆଜି ବାଣପୁର ବ୍ଲକର ନନ୍ଦପୁର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଡ଼ାକ୍ତର, ପୋଲିସ୍, ସରକାରୀ କର୍ମଚାରୀ କିମ୍ବା ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀମାନେ ଆଗଧାଡ଼ିରେ କରୋନା ସହ ଲଢ଼େଇ କରି ମୃତ୍ୟୁବରଣ କରିଲେ ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ପ୍ରଦାନ କରି ବୀମା ରାଶି ପ୍ରଦାନ କରୁଛନ୍ତି। କିନ୍ତୁ ଏହା […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବାଣପୁର ବ୍ଲକର ଦୁଇଟି ପଂଚାୟତର ତିନିଟି ଗାଁରେ ସଟଡାଉନ ଲାଗୁ କରାଯିବା ସହ ବାଣପୁର ଏନଏସିର କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାଣପୁର ବ୍ଲକ ତୋରସିଂହ ଗ୍ରାମ ପଞ୍ଚାୟତର ନଛିପୁର […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଆଜି ପୁଣି ୧୨ କରୋନା ପଜିଟିଭ ରିପୋର୍ଟ ଆସିଥିବା ବେଳେ ଜିଲ୍ଲାପ୍ରଶାସନ ପକ୍ଷରୁ ଭବାନୀପାଟଣା ସହରକୁ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ସଟଡାଉନ କରାଯାଇଥିବା ସୂଚନା ମିଳିଛି। ଦଶ ଜଣ କରୋନା ଯୋଦ୍ଧାଙ୍କ ପଜିଟିଭ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ସଂକଟ ସମୟରେ ବାଣପୁର ଅଞ୍ଚଳରେ ଜୁଆ ଆଡ୍ଡା ଉପରେ ଚଢାଉ। ବାଣପୁର ଥାନା ଅନ୍ତର୍ଗତ ଓଡ଼ଗାଁ ଗାଁ ପାଖ ପାହାଡିଆ ଅଞ୍ଚଳରୁ ଚାଲିଥିବା ଏକ ଜୁଆ ଆଡ୍ଡାରୁ ବହୁ ସଂଖ୍ୟାରେ ଜୁଆ ସାମଗ୍ରୀ, ମୋବାଇଲ, 6ଟି […]
ରମେଶ ମହାନ୍ତି ଜଗତସିଂହପୁର, ଆଜି ଜଗତସିଂହପୁର ଜିଲ୍ଲାରୁ 2 ଜଣ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାର ମୋଟ ପଜିଟିଭ ସଂଖ୍ୟା 614ରେ ପହଞ୍ଚିଛି। ଏଯାବତ ଜିଲ୍ଲାରେ 425 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ […]
ରମେଶ ମହାନ୍ତି ଜଗତସିଂହପୁର : କରୋନା ଭଳି ମହାମାରୀ ସମୟରେ ଅନେକ ପରିବାର ରୋଜଗାର ହରାଇଛନ୍ତି। ଏପରି ଅସମୟରେ ମୂଲ ଲାଗିଥିବା ଏକ ରାଜମିସ୍ତ୍ରୀ ମଜୁରୀ ବାବଦ ଟଙ୍କା ମାଗିବାରୁ ତା ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଏପରି ଏକ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କୁମାରାଙ୍ଗ ପଞ୍ଚାୟତର କେତୋଟି ଗ୍ରାମକୁ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ସଟ ଡ଼ାଉନ ଘୋଷଣା କରିଛନ୍ତି ସରପଞ୍ଚ ମନୋଜ କୁମାର ପ୍ରଧାନ। କୁମାରାଙ୍ଗ ପଞ୍ଚାୟତର ଚମ୍ପାଦେଇପୁର ଗ୍ରାମରେ ଦୁଇ ଜଣ […]
ପିଣ୍ଟୁ ବିଷୋୟୀ କୋଦଳା: ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କୋଦଳା ଏନ୍ଏସିରେ ମଧ୍ୟ ବୃଦ୍ଧି ପାଇଛି ପଜେଟିଭ୍ ସଂଖ୍ୟା। ପୂର୍ବରୁ ୱାର୍ଡ ୭ ଓ ୧୦ ରେଡ଼ ଜୋନ୍ ଭାବେ ଘୋଷଣା ହୋଇଥିବା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡ଼ା: ସ୍ୱାମୀଙ୍କ ମୃତ୍ୟୁର ୫ ଦିନ ପୂରଣ ଦିନ ପତ୍ନୀ ଆଖି ବୁଜିଲେ। ଏପରି ଦୁଃଖଦ ଘଟଣା ଘଟିଛି ବେଗୁନିଆପଡ଼ା ବ୍ଲକ୍ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତର ଭାଲିଆଝର ଗ୍ରାମରେ। ଗତ ୧୮ ତାରିଖ ଦିନ ଉକ୍ତ ଗ୍ରାମର ଅବସରପ୍ରାପ୍ତ […]
ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ: ଅଙ୍କୁଶପୁର ଗ୍ରାମରେ ଗତ ଜୁଲାଇ ମାସର ୧୩ ତାରିଖ ଦିନ ଗାଁରେ ମାଙ୍କଡ଼ ଆତଙ୍କ ଦେଖା ଦେଇଥିଲା ତେବେ ସେହି ଘଟଣାରେ ଗାଁର ୬ ଜଣ ଲୋକଙ୍କୁ ମାଙ୍କଡ଼ କାମୁଡି ଥିଲା। ସେମାନଙ୍କ ମଧ୍ୟରୁ ଜଣେ […]
ସୀତାରାମ ଅଗ୍ରୱାଲ ଚିଲିକା: ସମୀକ୍ଷା ନ୍ୟୁଜରେ ଜଣେ ଅସହାୟଙ୍କ ସମ୍ପର୍କରେ ଖବର ପ୍ରକାଶ ପରେ ‘ଇୟୋରସ ହୋପ’ ଫାଉଣ୍ଡେସନ ନାମରେ ଏକ ସ୍ବେଚ୍ଛାସେବୀ ସଂଗଠନ ସହାୟତାର ହାତ ବଢାଇଛି। ଏହି ସଂସ୍ଥାର ସହାୟତାରେ ପକ୍ଷାଘାତରେ ପୀଡିତ ରୋଗୀ ଜଣଙ୍କ ଏବେ କ୍ରମଶଃ […]
ଭୁବନେଶ୍ୱର, ଗତ ଜୁଲାଇ୨୦ ତାରିଖରେ କିଛି ଦୃର୍ବୁତ କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତ ବାଗଚୁଆଁ ଗାଁର ଜଣେ ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ କରି ହତ୍ୟା କରିଥିଲେ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ସ୍ମୃତି […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ କରୋନା ସ୍ଥିତି ନେଇ ଆଜି ଖୋର୍ଦ୍ଧା ଉପ ଜିଲ୍ଲାପାଳ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ଆଗକୁ କରୋନା ମହାମାରୀ ରୋକିବା ପାଇଁ କଣ ସବୁ ପଦକ୍ଷେପ ନିଆଯିବ ସେ ନେଇ ମଧ୍ୟ […]