କନ୍ଦର୍ପ ବେହେରା ରେଢାଖୋଲ: ଦୁଇ ଦିନ ତଳେ ଖୋଲଗଡ ମନ୍ଦିରରୁ ଚୋରି ହୋଇଥିବା ଚୋରୀ ସାମଗ୍ରୀକୁ କିସିଣ୍ଡା ପୋଲିସ୍ ଆଜି ସକାଳୁ ଡଇଁଚା ଗ୍ରାମରୁ ଜବତ କରିବା ସହ ୨ ଜଣ ଚୋରକୁ ଧରିବାରେ ସଫଳ ହୋଇଛି। ପୋଲିସ୍ ସୂତ୍ରରୁ ପ୍ରକାଶ […]
ରମେଶ ମହାନ୍ତି ଜଗତସିଂହପୁର: ନାମାଙ୍କନପତ୍ର ଦାଖଲର ଆଜି ଶେଷ ଦିନ ଥିବାବେଳେ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ଓ ଦୁଇଜଣ ସ୍ୱାଧୀନ ପ୍ରାର୍ଥୀ ସଚିତ୍ର ମଲ୍ଲିକ ଏବଂ ଗୋଲାପ ମଞ୍ଜରି ଭୋଇ ନିଜର […]
ସୀତାରାମ ଅଗ୍ରଓ୍ବାଲ ଚିଲିକା: କରୋନା ମହାମାରୀ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ କମି କମି ଯାଉଛି। ବିଶେଷତଃ ବାଲୁଗାଁ ସହର ଏବଂ ଚିଲିକା ବ୍ଲକର କିଛି ପଞ୍ଚାୟତ ଗଞ୍ଜାମ ଜିଲ୍ଲାର ସୀମାନ୍ତ ଅଞ୍ଚଳ ହୋଇଥିବାସ୍ଥଳେ ଏହାକୁ ବେଶ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ତହସିଲରେ ବେଆଇନ ପଥର ମାଫିଆଙ୍କ ଉପରେ ତହସିଲ ପ୍ରଶାସନ ପକ୍ଷରୁ ଚଢ଼ାଉ ଜାରି ରହିଛି। ସତେ ଯେମିତି ଅଞ୍ଚଳରୁ ଖଣି ଓ ପଥର ମାଫିଆଙ୍କ ଚି଼ହ୍ନବର୍ଣ୍ଣ ଲିଭେଇବାର ଶପଥ ନେଇଛନ୍ତି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସହର ସଂଲଗ୍ନ ଲାଞ୍ଜିପଲ୍ଲୀ-ଆଙ୍କୁଲି ରାସ୍ତାରେ ଥିବା ରୋଲାଣ୍ଡ କଲେଜ ସମ୍ମୁଖରୁ ଏକ ୭ ଫୁଟର ଅଜଗର ସାପକୁ ଉଦ୍ଧାର କରାଯାଇଛି। ବନ କର୍ମଚାରୀ ଶାନ୍ତି ପ୍ରସାଦ ବେହେରା ଘରୁ ଅଫିସକୁ ଆସୁଥିବାବେଳେ ରାସ୍ତା ଉପରେ ଲୋକଙ୍କ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଳକର କାର୍ଯ୍ୟରତ ଆଇସିଡିଏସର ସିଡିପିଓ ଶ୍ରୀମତୀ ଦୀପ୍ତିମୟୀ ମାର୍ଗରେଟ ଖଣ୍ଡପାଣିଙ୍କ ବଦଳି ଦାବିରେ ଅନଶନ ଓ ଧାରଣା ଦିଆଯାଇଛି। ମନମୁଖୀ କାର୍ଯ୍ୟ ଓ ବେଆଇନ କାମ କରୁଥିବା ଅଭିଯୋଗ ନେଇ ସ୍ଥାନୀୟ […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ଆକ୍ସିସ ବ୍ୟାଙ୍କ କର୍ମଚାରୀଙ୍କୁ ଦୁର୍ବୃତ୍ତ ମାନେ ମାଡ଼ ମାରି ଲୁଟି ନେଇଛନ୍ତି ମୋବାଇଲ ଏବଂ ହଜାର ହଜାର ଟଙ୍କା। ଏ ନେଇ ବାଣପୁର ଥାନାରେ ଆଜି ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ କର୍ମଚାରୀ। କର୍ମଚାରୀ ଜଣକ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଅନେକ ଦିନ ବ୍ୟବଧାନରେ ଆଜି କୁକୁଡ଼ାଖଣ୍ଡି ବ୍ଲକ୍ ପରିସର ମଧ୍ୟରେ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ରଙ୍କ ତତ୍ତ୍ୱାବଧାନରେ ଏହି ବୈଠକ ଅନୁଷ୍ଠିତ ହୋଇଛି। କରୋନା ମହାମାରୀଠାରୁ କୌଣସି ପ୍ରକାର […]
ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାର ରଘୁନାଥପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧୀନସ୍ଥ ଏକ ବିଦ୍ୟାଳୟରେ ନଅ ମାସ ହେବ ଦୁଇ ଜଣ ପ୍ରଧାନ ଶିକ୍ଷକ କାର୍ଯ୍ୟ କରୁଥିବା ଦେଖିବାକୁ ମିଳୁଛି। ସୂଚନାନୁଯାୟୀ ଏ ବିଷୟରେ ଦୁଇ ଥର ଅଭିଯୋଗ କରାଯାଇଥିଲେ ବି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ କରୋନା ସଂକ୍ରମଣ କିଛି ମାସ ପୂର୍ବେ ଏକ ନମ୍ବର ସ୍ଥାନରେ ରହିଥିବାବେଳେ ବର୍ତ୍ତମାନ ଧୀରେ ଧୀରେ ଏହା ତଳକୁ ଖସିବାରେ ଲାଗିଛି। ଉଭୟ ସ୍ଥାନୀୟ ଏବଂ ଜିଲ୍ଲା ପ୍ରଶାସନ ଏହାକୁ ଅତି […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଭିଡ଼ିଓ କନଫରେନ୍ସ ଦ୍ୱାରା ଦୁଇଗୋଟି ପର୍ଯ୍ୟାୟରେ କୋଭିଡ ସ୍ଥିତିକୁ ନେଇ ସମୀକ୍ଷା ବୈଠକ କରିଥିଲେ। ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ବ୍ଲକର ବି.ଡ଼ି.ଓ ଏବଂ ସରପଞ୍ଚମାନେ ଅଂଶଗ୍ରହଣ କରିଥିଲେ। […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ନିର୍ବାଚନ ମଣ୍ଡଳୀରେ କିଛି ଅଞ୍ଚଳରେ ବିଦ୍ୟୁତ ସରବରାହ ନିର୍ଦ୍ଦିଷ୍ଟ ସମୟ ପାଇଁ ବନ୍ଦ ରହିବା ନେଇ ସୂଚନା ମିଳିଛି। ବାଣପୁର ଗ୍ରାମାଞ୍ଚଳ, ସହରାଞ୍ଚଳ ଏବଂ ଚିଲିକା ବ୍ଲକର କିଛି ଗ୍ରାମଗୁଡିକରେ ଆଜିଠାରୁ ଅକ୍ଟୋବର ୨୫ ଯାଏଁ ପର୍ଯ୍ୟାୟକ୍ରମେ ବିଦ୍ୟୁତ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନ.ଏ.ସି ରେ ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ହୋଇନଥିବାରୁ ଜନସାଧାରଣ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅସରାଏ ବର୍ଷା ହେଲେ ସହରର ମୁଖ୍ୟ ରାସ୍ତାରେ କୃତ୍ରିମ ହ୍ରଦ ପରି […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନର ପ୍ରଶାସନିକ ପ୍ରସ୍ତୁତ କାର୍ଯ୍ୟ ତ୍ବରାନ୍ବିତ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ମୋଟ୍ ଭୋଟର ସଂଖ୍ୟା ୨,୩୯,୧୫୩ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୨୪,୧୬୮ ଜଣ ପୁରୁଷ ଭୋଟର ଓ ୧,୧୪,୯୫୬ ଜଣ ମହିଳା […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୪ ଜଣ, ବିରିଡ଼ି ବ୍ଲକରୁ ଜଣେ, ଏରସମା ବ୍ଲକରୁ ୮ ଜଣ ,କୁଜଙ୍ଗ ବ୍ଲକରୁ ୪ଜଣ, ତିର୍ତ୍ତୋଲ ବ୍ଲକରୁ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: କିଛି ମାସର ବ୍ୟବଧାନ ପରେ ପୁଣି ସକ୍ରିୟ ହୋଇଉଠିଛନ୍ତି ଟାଙ୍ଗୀରେ ଖଣି ମାଫିଆ ଏବଂ ବେଆଇନ ମାଙ୍କଡା ପଥର ଚାଲାଣକାରୀ। ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ତହସିଲ ଏବଂ ଟାଙ୍ଗୀ ପୋଲିସର ମିଳିତ ସହଯୋଗରେ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ବେଗୁନିଆପଡା ବ୍ଲକ ଗ୍ରସ୍ତ। ମଙ୍ଗଳବାର ଦିନ ଜିଲ୍ଲାପାଳ କେ.ବରିଡା ସ୍ଥିତ ଅମରେଶ୍ବର ମନ୍ଦିର ପରିସରରେ ନିର୍ମାଣାଧୀନ ପାର୍କର ଅଗ୍ରଗତିର ସମୀକ୍ଷା କରିଛନ୍ତି। ନିର୍ମାଣଧୀନ ପାର୍କର ସୌନ୍ଦର୍ଯ୍ୟପୂର୍ଣ୍ଣ ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ […]
ସୀତାରାମ ଅଗ୍ରୱାଲ ବାଣପୁର: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ବର୍ତ୍ତମାନ କରୋନାରେ ଆକ୍ରାନ୍ତ ହୋଇ ସଙ୍ଗରୋଧରେ ଅଛନ୍ତି। ଏହି ଖବର ତାଙ୍କର ହଜାର ହଜାର ଅନୁଗାମୀମାନଙ୍କୁ ବ୍ୟଥିତ କରିଛି। ସେପ୍ଟେମ୍ବର ୨୮ ତାରିଖରେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ […]
ରମେଶ ମହାନ୍ତି ଜଗତସିଂହପୁର : ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଦାଇଁଲୋ ପଞ୍ଚାୟତରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନାନୁଯାୟୀ ଆଜି ଦିନ ପାଖାପାଖି ୧୨ଟା ବେଳେ ଦାଇଁଲୋ ଗ୍ରାମର ଭରତ କୁମାର ଷଣ୍ଢ (୫୫) ନିକଟସ୍ଥ ଦାମୋଦରପାଟଣା ଗାଁ […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଆଜି ସରୋଜ କୁମାର ମିଶ୍ର ପୂର୍ବତନ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ନୂତନ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ କାର୍ଯ୍ୟ କ୍ଷେତ୍ରରେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୮ଜଣ, ବିରିଡ଼ି ବ୍ଲକରୁ ୩ଜଣ, ଏରସମା ବ୍ଲକରୁ ୪ଜଣ ,କୁଜଙ୍ଗ ବ୍ଲକ ଓ ତିର୍ତ୍ତୋଲ ବ୍ଲକରୁ ୭ଜଣ ଲେଖାଏଁ,ନାଉଗାଁ ବ୍ଲକରୁ […]