ରମେଶ ମହାନ୍ତି ଜଗତସିଂହପୁର: ଖରିଫ୍ ଋତୁ ପାଇଁ କୃଷକ ମାନଙ୍କଠାରୁ ଧାନ ସଂଗ୍ରହ ନିମନ୍ତେ ଆସନ୍ତା ଅଗଷ୍ଟ ୧ ତାରିଖ ଠାରୁ ଅଗଷ୍ଟ ମାସ ୩୧ ତାରିଖ ପର୍ଯ୍ୟନ୍ତ କୃଷକମାନଙ୍କର ଅନ୍ ଲାଇନ୍ ରେଜିଷ୍ଟ୍ରେସନ୍ ପ୍ରକ୍ରିୟା ଚାଲିବ। ରାଜ୍ୟ ସରକାରଙ୍କ ଖାଦ୍ୟ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସହରରେ ଏବେ କରୋନା କାୟା ବିସ୍ତାର କରି ଚାଲିଛି। କରୋନାକୁ ନେଇ ରାଜ୍ୟସରକାର ଅନେକ କଡା ପଦକ୍ଷେପ ଗ୍ରହଣ କରୁଥିବାବେଳେ ଏହା କେତେଦୂର କାର୍ଯ୍ୟକାରୀ ହେଉଛି ତାହା ଏବେ ପ୍ରଶ୍ନର ବିଷୟ। ବାଣପୁର […]
ରମେଶ ମହାନ୍ତି ଜଗତସିଂହପୁର, ଜଗତସିଂହପୁର ଜିଲ୍ଲାରୁ ଆଜି ନୂଆ 34 ଜଣ କରୋନା ସଂକ୍ରମିତ ଚିହ୍ମଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏଯାବତ ଜିଲ୍ଲାରେ ମୋଟ କରୋନା ପଜିଟିଭ ସଂଖ୍ୟା 608ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ମୋଟ 387 ଜଣ ସୁସ୍ଥ ହୋଇଛନ୍ତି। […]
ସୀତାରାମ ଅଗ୍ରୱାଲ ନାଚୁଣୀ: ଲକ ଡାଉନ କଟକଣାକୁ ମାନି ଲୋକେ ନିଜେ ଘରେ ରହୁଥିବାସ୍ଥଳେ କେତେଜଣ ଅସାଧୁ ବ୍ୟକ୍ତି ନିଜ ନିଜର ବେଆଇନ କାରବାର ବଢାଇ ଚାଲିଛନ୍ତି। କିନ୍ତୁ ସେମାନଙ୍କୁ କଡା ଜବାବ ଦେବାପାଇଁ କରୋନା ଯୋଦ୍ଧା ମାନେ ଦିନ ରାତି […]
ସୀତାରାମ ଅଗ୍ରୱାଲ ବାଣପୁର, କରୋନା ପଜିଟିଭ ଚିହ୍ନଟ ପରେ ବାଣପୁର ଏନଏସିର ୯ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏହି ଆଦେଶ ଆଜି ୨୧ ତାରିଖ ସନ୍ଧ୍ୟା ୭ଟାରୁ ଆସନ୍ତା ୨୪ ତାରିଖ ସନ୍ଧ୍ୟା ୭ଟା ଯାଏଁ ବଳବତ୍ତର […]
ରମେଶ ମହାନ୍ତି ଜଗତସିଂହପୁର: ବିଗତ ଦିନରେ କ୍ୟାସ୍ବୁକ୍ ଅଡିଟ୍ ଯୋଗୁଁ ଜଗତସିଂହପୁର ବ୍ଲକରେ ହୋଇଥିବା ୨୦ ଲକ୍ଷ ଟଙ୍କାର ହେରଫେର ଲୋକଲୋଚନକୁ ଆସିପାରିଥିଲା, ତଥାପି ଏପରି ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ଜଗତସିଂହପୁର ଜିଲ୍ଲାର ବ୍ଲକ ଅଧିକାରୀମାନେ ପୁନଶ୍ଚ ଏହି କାର୍ଯ୍ୟକୁ ବିଳମ୍ବ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ ଆଉ ତିନି ପାଇଁ ବନ୍ଦ ରହିବ। ଚିକିତ୍ସାଳୟର କର୍ମଚାରୀ ଓ ରୋଗୀ କରୋନା ସଂକ୍ରମିତ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଓପିଡି ତିନିଦିନ ବନ୍ଦ ନେଇ ରେଢାଖୋଲ […]
ନବରଙ୍ଗପୁର, କରୋନା ସଂକ୍ରମଣ ରୋକିବା ପାଇଁ ନବରଙ୍ଗପୁର ଜିଲ୍ଲାକୁ ଆସନ୍ତା ଦୁଇ ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ଆସନ୍ତାକାଲି ସକାଳ 5ଟାରୁ 22 ତାରିଖ ମଧ୍ୟରାତ୍ର ଯାଏଁ ସଟଡାଉନ ଘୋଷଣା କରାଯାଇଛି। ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢିବା ପରେ […]
ରମେଶ ମହାନ୍ତି ଜଗତସିଂହପୁର: ମଣିଜଙ୍ଗା ଜଳସେଚନ ବିଭାଗ ଅଧିନସ୍ଥ କେତେକ କେନାଲ ସଫେଇ ନାଁରେ ହଡପ ଉଦ୍ୟମ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ ତିର୍ତ୍ତୋଲ ବ୍ଲକ୍ ଅନ୍ତର୍ଗତ ନୂଆପଡ଼ା ଠାରେ ତାଳଦଣ୍ଡା ମୁଖ୍ୟ କେନାଲରୁ ବାହାରିଥିବା ୧୨ନଂ କେନାଲ ଏବଂ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସି ରେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାର ସୂଚନା ଦେଇଛନ୍ତି ବାଣପୁର ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ। ସମସ୍ତ ଆକ୍ରାନ୍ତ ଲୋକାଲ କେସ ବୋଲି ଜଣାପଡିଛି। ଆକ୍ରାନ୍ତଙ୍କ […]
ରମେଶ ମହାନ୍ତି ଜଗତସିଂହପୁର, କରୋନା ପ୍ରତିଷେଧକମୂଳକ ବ୍ୟବସ୍ଥାକ୍ରମେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପାରାଦୀପ ସ୍ଥିତ ଆଇ.ଓ.ସି.ଏଲର ରିଫାଇନେରି, ତାହାର ଚତୁଃପାର୍ଶ୍ବ ଏବଂ ଏଲ ଏଣ୍ଡ ଟିର ଦୁଇଟି କଲୋନୀ ଅଭୟଚନ୍ଦ୍ରପୁର ଓ ବଗଡିଆରେ 144 ଧାରା ଜାରି କରିଛନ୍ତି। ଏଲ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁରରେ କରୋନା ସ୍ଥିତି ଜଟିଳ ହୋଇପଡିଲାଣି। ନିକଟରେ ବାଣପୁର ସବ ଜେଲ ରୁ ଜଣେ ବିଚାରାଧୀନ କଏଦୀ ଜାମିନରେ ଘରକୁ ଗଲା ପରେ ରିପୋର୍ଟ ପଜିଟିଭ ଆସିଥିବେଳେ ସେହି ଆଧାରରେ ଗତ […]
ରମେଶ ମହାନ୍ତି ଜଗତସିଂହପୁର : ମଣିଜଙ୍ଗା ଜଳସେଚନ ବିଭାଗରେ ମହାଦୁର୍ନୀତିର ଅଭିଯୋଗ। ଠିକାଦାରଙ୍କ ପ୍ରେମରେ ବିଭାଗୀୟ ଯନ୍ତ୍ରୀମାନେ ଉବୁଟୁବୁ ହେଉଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ତିର୍ତ୍ତୋଲ ବ୍ଳକ ଅଧିନସ୍ଥ ନୂଆପଡ଼ା ଠାରୁ ମୁଖ୍ୟ ତାଳଦଣ୍ଡା କେନାଲରୁ ବାହାରିଥିବା ଶାଖା […]
ଭୁବନେଶ୍ବର, ସତ୍ୟନଗର ଲେଡିଜ୍ ଫୋରମ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ମହିଳା କମିଶନ କାର୍ଯ୍ୟାଳୟ ନିକଟରେ ଆୟୋଜିତ ଉତ୍ସବରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । କରୋନା ମହାମାରୀକୁ ଭୟ ନକରି ନିଜ କର୍ତ୍ତବ୍ୟରେ ଅଟଳ ରହିଥିବା କିଛି ସୈନିକଙ୍କୁ ଏହି ସମ୍ମାନ ଜଣାଇଛି […]
ପିଣ୍ଟୁ ବିଷୋୟୀ କୋଦଳା – ଗଞ୍ଜାମ ଜିଲ୍ଲାରେ ଦ୍ରୁତ ଗତିରେ ସଂକ୍ରମିତ ହେଉଛି କରୋନା ମହାମାରୀ । ବେଗୁନିଆପଡା ବ୍ଲକ ଓ କୋଦଳା ଏନଏସି ସେହି ତୁଳନାରେ ବଢିବାରେ ଲାଗିଛି ।ରୋଗୀମାନଙ୍କୁ ବିଭି୍ନ୍ନ କୋଭିଡ ମେଡିକାଲ ନ ପଠାଇ ନିଜ ଅଞ୍ଚଳ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆସନ୍ତାକାଲି ଠାରୁ ୨୪ ଜୁଲାଇ ଯାଏଁ ସକାଳ ୯ ଘଟିକାରୁ ଦିବା ୩ ଘଟିକା ଯାଏଁ ବାଲୁଗାଁ ସରଳାପଦର ଛକରୁ ବାଲୁଗାଁ ବଜାର ଦେଇ ବଡକୁଳ ବଜାର ଯାଏଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଉକ୍ତ ସମୟରେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ବିଜୁ ଛାତ୍ର ଜନତା ଦଳ କଳାହାଣ୍ଡି ତରଫରୁ ଆଜି ଭବାନୀପାଟଣା କଲେଜ ଛକ ଠାରେ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍ ସିଇ ଆର୍ ଟି) ବିପକ୍ଷରେ ବିକ୍ଷୋଭ କରାଯାଇଛି। ଏନ୍ ସିଇ […]
ବ୍ରହ୍ମପୁର, ଗଞ୍ଜାମ ଜିଲାରେ ଆଜି(ଶୁକ୍ରବାର) ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍ଡାଉନ୍ ପ୍ରକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାର ୯ଟି ସହରରେ ୨୧ ତାରିଖ ପର୍ଯ୍ୟନ୍ତ ଜାରି ହୋଇଥିବା ସଟ୍ଡାଉନ୍କୁ ଉଠାଇ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡ଼ା, ଏବର୍ଷ ସିବିଏସ୍ଇ ଦଶମ ପରୀକ୍ଷାରେ ବେଗୁନିଆପଡା ବ୍ଲକ ଅନ୍ତର୍ଗତ ରାଜପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ସନ୍ଧ୍ୟା ପ୍ରିୟଦର୍ଶିନୀ ପଟ୍ଟନାୟକ ୯୭ ଦଶମିକ ୨ ପ୍ରତିଶତ ମାର୍କ ରଖି ରାଜ୍ୟର ଟପ୍ ଟେନ୍ ତାଲିକାର ସପ୍ତମ […]
କନ୍ଦର୍ପ ବେହେରା ରେଢାଖୋଲ: ଚାରି ଦିନ ଦିନ ତଳେ ରେଢାଖୋଲ ଡାକ୍ତରଖାନାରେ ଏକ ଶିଶୁର ମୃତ୍ୟୁକୁ ନେଇ ଶିଶୁର ପିତା ମାତା ରେଢାଖୋଲ ଥାନାରେ ଓ ଏସ୍ଡିଏମ୍ଓ ଙ୍କ ଠାରେ ଅଭିଯୋଗ କରିଥିଲେ। ଯାହାକି ଡାକ୍ତର ମହାଶୟ ଏହା ମିଥ୍ୟା ଓ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଅଂଚଳରୁ ଚୋରା ବେପାରୀମାନେ କେନ୍ଦୁପତ୍ର ଚାଲାଣ କରୁଥିବା ସମୟରେ ବନବିଭାଗ ହାତରେ ଧରା ପଡିଛନ୍ତି। ପ୍ରକାଶ ଯେ, ରେଢାଖୋଲ ବନଖଣ୍ଡ ଗୋଗୁଆ ପଂଚାୟତର ଲାଇଜା ପାଖରେ ଆଜି ଭୋରରୁ ଏକ ହାଇଭା ଗାଡିରେ କେନ୍ଦୁପତ୍ର ଚୋରା […]