ରମେଶ ମହାନ୍ତି ଜଗତସିଂହପୁର: ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ୧୦୨ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ନିମନ୍ତେ ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନର୍, ବିଧାନସଭା ସ୍ତରୀୟ ମାଷ୍ଟର ଟ୍ରେନର୍, ରିଟର୍ଣ୍ଣିଂ ଅଫିସର, ସହକାରୀ ରିଟର୍ଣ୍ଣିଂ ଅଫିସର ମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। […]
କନ୍ଦର୍ପ ବେହେରା ରେଢାଖୋଲ: ସରକାର ଗରୀବ ଲୋକମାନଙ୍କ ପାଇଁ ବହୁ ପ୍ରକାର ଯୋଜନା ପ୍ରଣୟନ କରିଛନ୍ତି। ଯାହାର ଘର ନାହିଁ ତାକୁ ବିଜ୍ଜୁପକ୍କାଘର ହେଉ ବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ଘର ଯୋଗାଇ ଦେବାକୁ ବ୍ୟବସ୍ଥା କରିଛନ୍ତି। ସରକାରଙ୍କ […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ତାର କରାଳ ରୂପ ଖୋର୍ଦ୍ଧା ଜିଲ୍ଲାରେ ଦେଖାଉଛି। ବିଶେଷ କରି ଚିଲିକା ନିର୍ବାଚନମଣ୍ଡଳୀରେ କିଛିଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବାବେଳେ ଏବେ ପୁଣି ଏହା ବଢ଼ିବାରେ ଲାଗିଛି। ଯାହା ବର୍ତ୍ତମାନ ଜିଲ୍ଲା ଏବଂ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ଜଗତସିଂହପୁରରୁ ସର୍ବାଧିକ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୦ଜଣ, କୁଜଙ୍ଗ ବ୍ଲକରୁ ୧୧ଜଣ, ପାରାଦ୍ଵୀପରୁ ୬ଜଣ, […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ବ୍ଲକ ନନ୍ଦପୁର ଗ୍ରାମର ମା’ ବରୁଣେଇ ମନ୍ଦିର ପ୍ରାଙ୍ଗଣରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୧ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନେହେରୁ ଯୁବା କେନ୍ଦ୍ର ସଂଗଠନ, ବାଣପୁର ବ୍ଲକ ତରଫରୁ ବରୁଣେଇ ସେବା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ସମସ୍ୟାର ସମାଧାନକୁ ଦୃଷ୍ଟିରେ ରଖି ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଆଜି ନାଉଗାଁ ବ୍ଲକ୍ ଅନ୍ତର୍ଗତ ତିରୁଣା ଏକତା ସ୍ପୋର୍ଟିଂ କ୍ଳବ ଏବଂ ଓଡ଼ିଆ ମୋ […]
ରମେଶ ମହାନ୍ତି ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା ସଦର ମହକୁମା ଠାରେ ଆଜି ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି।ଏହି ଅବସରରେ ଜିଲ୍ଳାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ଥାନା ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧିଛକରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର : ପବିତ୍ର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଭାପୁର ବଜାର ମିଲିଟାରୀ ଲାଇନ ଠାରେ ଗଞ୍ଜାମ ଜିଲ୍ଲା କ୍ରୀଡ଼ା ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ସାହୁଙ୍କ ପୌରହିତରେ ଚାଲି ଆସୁଥିବା […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍ ଠାରେ ଏକ ୨୨୦,୧୩୨ ଏବଂ ୩୩ କେଭି ଗ୍ରୀଡ ସବ୍ଷ୍ଟେସନକୁ ଉଦ୍ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି ଫିଡର […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସାଂପ୍ରତିକ କରୋନା ମହାମାରୀ ସ୍ଥିତିରେ ପୋଲିସ ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ଭୂମିକା ପ୍ରଦର୍ଶନ କରିପାରିଛନ୍ତି। କଳାହାଣ୍ଡି ପୋଲିସ ପ୍ରଶାସନ ପକ୍ଷରୁ ବହୁ ପଦାଧିକାରୀ ଗୁରୁଦାୟୀତ୍ୱ ନିର୍ବାହ କରୁଥିବା ବେଳେ ଅନେକେ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେବାପରେ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ପୁଣି ଜଗତସିଂହପୁର ଜିଲ୍ଲାରୁ ୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କୁଜଙ୍ଗ ବ୍ଲକରୁ ୧୪ଜଣ, ବାଲିକୁଦା ବ୍ଲକରୁ ୧୩ଜଣ, ପାରାଦ୍ୱୀପରୁ ୧୩ଜଣ,ଜଗତସିଂହପୁର ମ୍ୟୁନିସିପାଲିଟିରୁ […]
ଭୁବନେଶ୍ବର, ରାଉରକେଲା-ଭୁବନେଶ୍ୱର-ରାଉରକେଲା ଆନ୍ତ ରାଜ୍ୟ ଟ୍ରେନର ସେବାକୁ 31 ଡିସେମ୍ବର, 2020 ପର୍ଯ୍ୟନ୍ତ ନିମ୍ନଲିଖିତ ଅନୁଯାୟୀ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ସେହି ଅନୁସାରେ … 02861/02862 ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ୱତନ୍ତ୍ର ଟ୍ରେନ ରାଉରକେଲା ରୁ ଶନିବାର ଏବଂ ରବିବାର ବ୍ୟତୀତ ପ୍ରତିଦିନ […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମଣିଜଙ୍ଗା ନୋଡାଲ ହାଇସ୍କୁଲରେ ଗୁରୁ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଚାରି ଦଶନ୍ଧି ଧରି ଶିକ୍ଷକତା କରିଆସୁଥିବା ଦୁଇ କୃତି ଶିକ୍ଷକଙ୍କୁ ଅବସରକାଳିନ ଭବ୍ୟ ସମ୍ବର୍ଦ୍ଧନା କରାଯାଇଛି।ମଣିଜଙ୍ଗା ନୋଡାଲ ହାଇସ୍କୁଲର ଭାରପ୍ରାପ୍ତ […]
ସୀତାରାମ ଅଗ୍ରୱାଲ ଚିଲିକା: ନିକଟରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ମାନସିଂହପୁର ଗ୍ରାମପଞ୍ଚାୟତରେ ଦୁଇ ଜଣ ମୃତ ବ୍ୟକ୍ତିଙ୍କ ଚାରି ଚାରି ବର୍ଷ ଯାଏଁ ରାସନ କାର୍ଡ କାର୍ଯ୍ୟକ୍ଷମ ରହିଥିବାର ଦେଖିବାକୁ ମିଳିଥିଲା। ଏହି ଖବର ଆମେ ପ୍ରସାରଣ କରିବାପରେ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରେ ୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଜିଲ୍ଲା ପ୍ରଶାସନ ସୂଚନା ଦେଇଛି। ଜଗତସିଂହପୁର ବ୍ଲକରୁ ସର୍ବାଧିକ ୨୮ ଜଣ ଆକ୍ରାନ୍ତ […]
ରମେଶ ମହାନ୍ତି ଜଗତସିଂହପୁର: ଗତକାଲି ତିର୍ତ୍ତୋଲ-ପୋଷଲ ଏବଂ ଜଇପୁର-କଟିକଟା ମହାନଦୀ ଉପରେ ଏହି ୨ଟି ବ୍ରିଜ୍ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଶିଳାନ୍ୟାସ ହେବା ପରେ ଆଜି କୋଟକଣା-ବାନାମ୍ବର ବ୍ରିଜ୍ ନିର୍ମାଣ ପାଇଁ ତେଜିଲା ଆନ୍ଦୋଳନ। କଟକ-ପାରାଦ୍ୱିପ ରାସ୍ତା ଅବରୋଧ କଲେ ଶତାଧିକ ଲୋକ। […]
ହେମାଙ୍ଗ ପ୍ରସାଦ ରାଉଳ ଛତ୍ରପୁର: ଆମେ ନିହାତି ଗରିବ, ଅସହାୟ ଓ ମେହନତି ଖଟିଖିଆ ଶ୍ରେଣୀର ମହିଳା ଅଟୁ। ଆମେ ରାସନ କାର୍ଡ଼ ପ୍ରଦାନ କରିବା ନିମନ୍ତେ ଯୋଗ୍ୟ ହିତାଧିକାରୀ। ତେଣୁ ଆମମାନଙ୍କୁ ତୁରନ୍ତ ରାସନ କାର୍ଡ଼ ପ୍ରଦାନ କରିବା ଦାବି […]
ରମେଶ ମହାନ୍ତି ଜଗତସିଂହପୁର :ତିର୍ତ୍ତୋଲ ବାର୍ ଆସୋସିଏସନର ପ୍ରତିଷ୍ଠାତା ସଭାପତି ତଥା ବରିଷ୍ଠ ଆଇନଜିବୀ ରାଜକିଶୋର ପଟ୍ଟନାୟକଙ୍କ ଗତ ଶନିବାର ତା ୨୬.୯.୨୦ରିଖ ଦିନ ୧୦ଟା୧୫ ମିନିଟରେ ହୃଦଘାତରେ ପରଲୋକ ହେବା ପରେ ଆଜି ତିର୍ତ୍ତୋଲ ବାର୍ ଆସୋସିଏସନ ସଭାଗୃହରେ ଏକ […]
ଭୁବନେଶ୍ବର, ଉପ ନିର୍ବାଚନକୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପାଇଁ ଚଳଚଞ୍ଚଳ ହୋଇପଡିଛି ଶାସକ ବିଜେଡି। ଆଜି ସେହି ଅଞ୍ଚଳର ମହାନଦୀ ଉପରେ ଦୁଇଟି ବ୍ରିଜର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୋଟିଏ ହେଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୧୧୮.୫୬ […]
ଭୁବନେଶ୍ବର, ଓଡିଆ ଖାଦ୍ୟର ପ୍ରଚାର ପ୍ରସାର ପାଇଁ ଖୁବ ଶିଘ୍ର ଓଡିଶା ପର୍ଯ୍ୟଟନ ବିଭାଗ ରାଜ୍ୟରେ ଖୋଲିବ ରେସ୍ତୋରାଁ। ଯାହାର ନାମ ରଖାଯାଇଛି ‘ନିମନ୍ତ୍ରଣ’ ବୋଲି ପର୍ଯ୍ୟଟନ ବିଭାଗ ସଚିବ ବିଶାଲ ଦେବ କହିଛନ୍ତି। ଏଥିରେ ଓଡିଆ ଖାଦ୍ୟ ପ୍ରସ୍ତୁତିରେ ଅଭିଜ୍ଞତା […]
ଉମରକୋଟ, ଆଜି ଉମରକୋଟ ପୋଲସି ତରଫରୁ ଗୋଟିଏ ଗାଁରେ ଚଢାଉ କରି ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଉମରକୋଟ ଥାନା ଅଧିନରେ ଥିବା ଧୋଦ୍ରା ଗାଁରେ ଏହି ଚଢାଉ କରାଯାଇଥିଲା। ଏଥିରେ ପ୍ରାୟ 131.59 ଲିଟର ମଦ ଜବତ […]