ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତରଜଙ୍ଗା ପଞ୍ଚାୟତ ସ୍ଥିତ କୋଟକଣା ଛକଠାରେ ଆଜି କଂଗ୍ରେସ ଓ ବିଜେପି ଦୁଇ ଦଳର ନେତା ଗୋଟିଏ ମଞ୍ଚରେ ଏକାଠି ହୋଇ କଟକ-ପାରାଦ୍ବୀପ ରାସ୍ତା ନିକଟସ୍ଥ କୋଟକଣାରୁ ବାନାମ୍ବର ଘାଟ ମହାନଦୀ ଉପରେ […]
ବ୍ରହ୍ମପୁର: ଦେଶରେ କୋଟି କୋଟି ଲୋକ କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଛନ୍ତି। ଦେଶରେ ଏହି ମହାମାରୀ ଯୋଗୁଁ ପାଖାପାଖି ୧ ଲକ୍ଷ ଲୋକ ମୃତ୍ୟୁବରଣ କରିଥିବାବେଳେ ଅନେକଙ୍କ ଜୀବିକା ମଧ୍ୟ ଚାଲିଗଲାଣି। ଏହି ସମୟରେ କରୋନା ମୃତ୍ୟୁ ଠାରୁ ଅଧିକ ବିପଦ ହୋଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦେଶରେ ଚାଲିଥିବା କୋରନା ମହାମାରୀର ଉପଶମ, ପ୍ରତିକାର ଓ ଦେଶର ମଙ୍ଗଳ କାମନା କରି ବ୍ରହ୍ମପୁର ମହାନଗର ନିଗମ ଓ ସଲଗ୍ନ ବ୍ରାହ୍ମଣ ପୁରୋହିତ ପଣ୍ଡିତ ମାନଙ୍କ ଦ୍ବାରା ଗତ ୨୪ ତାରିଖ ଠାରୁ ଶୁଭାରମ୍ଭ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ତାର କାୟା ବିସ୍ତାର କରୁଥିବା ବେଳେ କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ତାରିଖରେ ବାଣପୁର ସହରାଞ୍ଚଳରେ କୋଭିଡର ୬ ଗୋଟି ଆକ୍ଟିଭ କେସ ଥିବାବେଳେ […]
ରମେଶ ମହାନ୍ତି ଜଗତସିଂହପୁର: ବାଲିକୁଦା ବ୍ଲକ ଅନ୍ତର୍ଗତ ଅଳାବୋଳ ପଞ୍ଚାୟତ ନବଜ୍ୟୋତି ମହାସଂଘ ମିଶନ୍ ଶକ୍ତି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏରସମା-ବାଲିକୁଦା ବିଧାୟକ ତଥା ରାଜ୍ଯ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ଦିବଂଗତ ଯୁବ ସଂଗଠକ ଯଥା ଅସୀମିତ ପ୍ରତିଭାର ଅଧିକାରୀ ସ୍ବର୍ଗତ ସତ୍ୟ ନାରାୟଣ ସେନାପତିଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଅଛି। ଦ୍ଵାଦଶହ ଦିବସ ଅବସରରେ ବାଲୁଗାଁ ସ୍ଥିତ କଳିଙ୍ଗ ଯୁବକ […]
ଭୁବନେଶ୍ବର: କରୋନା ମହାମାରୀରେ ଆର୍ଥିକ କଲବଲକୁ ବଢ଼ାଇ ଦେଇଛି ସରକାରଙ୍କ ବିଦ୍ୟତ ଶୁଳ୍କ ବୃଦ୍ଧି ଘୋଷଣା। ବର୍ତ୍ତମାନ ଅନ୍ୟ ସମସ୍ତ ରାଜ୍ୟ ଅପେକ୍ଷା ଓଡିଶାରେ ବିଦ୍ୟୁତ ଶୁଳ୍କ ଯଥେଷ୍ଟ ଅଧିକ ରହିଛି। ବିଦ୍ୟୁତ ଉତ୍ପାଦନ କରୁନଥିବା ରାଜ୍ୟଠାରୁ ମଧ୍ୟ ଏହା ଅଧିକ। କମ୍ପାନୀ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ଅନ୍ତର୍ଗତ ଯୋରାଡବରା ଗ୍ରାମ ପଞ୍ଚାୟତ ସ୍ଥିତ ଯୋରାଡବରା ସତ୍ୟସାଇ ମନ୍ଦିର ପ୍ରାଙ୍ଗଣରେ ନର୍ଲା, କେସିଙ୍ଗା, ମ;ରାମପୁର ଓ କର୍ଲାମୁଣ୍ଡା ବ୍ଲକ୍ ର ବ୍ରାହ୍ମଣ ମାନଙ୍କୁ ନେଇ ଗଠିତ ହୋଇଥିବା ଯୋରାଡବରା […]
ଭୁବନେଶ୍ୱର, ଭାରତୀୟ ଜନତା ପାର୍ଟି ର ପ୍ରତିଷ୍ଠାତା ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୧୦୫ ତମ ଜନ୍ମଜୟନ୍ତୀ ଉପଲକ୍ଷେ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚା ସାରା ଓଡ଼ିଶାର ସୁକନ୍ୟା ସମୃଦ୍ଧି ଯୋଜନା ଅଭିଯାନ ଆରମ୍ଭ କରିଛି। ମହିଳା ମୋର୍ଚ୍ଚା ତରଫରୁ ୩୬ଟି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ରାଜ୍ୟ ବିଜୁ ଛାତ୍ର ଜନତା ଦଳର ପୁନର୍ବିନ୍ୟାସ କରାଯାଇଛି। ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି ବିଜୁ ଛାତ୍ର ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଏବଂ ଜିଲ୍ଲା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଶୁକ୍ରବାର ଦିନିକିଆ ବେଗୁନିଆପଡ଼ା ବ୍ଳକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ବିଧାୟିକା ପ୍ରଥମେ କେ ବରିଡ଼ା ପଞ୍ଚାୟତର ବିରିବାଟିଆ ଠାରେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ୧୦୨. ତିର୍ତ୍ତୋଲ(ସଂ) ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଥିବା ଏକ ବିଜ୍ଞପ୍ତି ଅନୁଯାଇ ନିର୍ବାଚନ ଆୟୋଗ ଭାରତ ସରକାରଙ୍କ ପତ୍ରସଂଖ୍ୟା – 64/0R/2020-ES-ll ତା ୧୦.୦୯.୨୦୨୦ […]
ଭୁବନେଶ୍ବର, ଠିକ ଉପନିର୍ବାଚନ ତାରିଖ ଘୋଷଣା ହେବାର କିଛି ସମୟ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲ ପାଇଁ ବଡ ଘୋଷଣା କରିଛନ୍ତି। ତିର୍ତ୍ତୋଳ ନିର୍ବାଚନ ମଣ୍ଡଳିର ଲୋକଙ୍କ ପାଇଁ ଘୋଷଣା ହୋଇଛି ୧୧୮. ୫୬ କୋଟି ଟଙ୍କାର ବ୍ରିଜ ନିର୍ମାଣ କାମ। […]
ସୀତାରାମ ଅଗ୍ରୱାଲ ଚିଲିକା: ରୋଷେଇ କରିବାକୁ ନେଇ ଦୁଇ ଭଉଣୀଙ୍କ ମଧ୍ୟରେ ମନାନ୍ତର ହେବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ଆଙ୍କୁଲା ଚଟି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି। ଖବର […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଅନ୍ତରକିଆରୀ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଅଛି। ଯେଉଁଥିରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ବାଲୁଗାଁ ରାମପୁର ରୋଡ଼ରେ ରହୁଥିବା […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ସମୀକ୍ଷା ନିୟୁଜରେ ଚିଲିକା ବ୍ଲକ ମାନସିଂହପୁର ପଞ୍ଚାୟତରେ ରାସନ କାର୍ଡ ମହାଦୁର୍ନୀତିର ଖବର ପ୍ରସାରଣ ହେବାପରେ ଚେଇଁ ଉଠିଛି ଚିଲିକା ବ୍ଲକ ପ୍ରଶାସନ। ଚିଲିକା ବି.ଡ଼ି.ଓ ଶ୍ରୀମତୀ ସୁଷମା ବାରିକ ଯୋଗାଣ ନିରୀକ୍ଷକ ତ୍ରିଲୋଚନ ସାହୁଙ୍କୁ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ବ୍ଲକ ପ୍ରଶାସନ ତରଫରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କରୋନା ସଚେତନତା ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଁ ଜିତିବି ସମଗ୍ର ମାନବ ଜାତି ଜିତିବ ନାରା ଦେଇ କରୋନା ମହାମାରୀରୁ ସୁରକ୍ଷା […]
ସୀତାରାମ ଅଗ୍ରୱାଲ ଚିଲିକା: ଗତ କିଛି ଦିନ ହେଲା ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ କମୁଥିଲେ ମଧ୍ୟ ଜିଲ୍ଲା ଅଧିକାରୀମାନଙ୍କ ମାରାଥନ ଗସ୍ତ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଶ୍ରୀ ଅଶୋକ କୁମାର ବେହୁରିଆ ଏବଂ […]
କନ୍ଦର୍ପ ବେହେରା ରେଢାଖୋଲ: କେନ୍ଦ୍ର ସରକାର ଯେଉଁଭଳି ଭାବରେ ଅଗଣତାନ୍ତ୍ରୀକ ଉପାୟରେ ରାଜ୍ୟସଭାରେ କୃଷିବିଲ୍ ପାସ୍ କଲେ ତାହା ଠିକ୍ ହେଲା ନାଇଁ ବୋଲି ଆମ୍ ଆଦମୀ ପାର୍ଟି ତରଫରୁ ସମଗ୍ର ଭାରତବର୍ଷରେ ଘୋର ବିରୋଧ କରାଯାଇଛି। ରେଢାଖୋଲ ସବଡିଭିଜନ୍ ତରଫରୁ […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକା ନିର୍ବାଚନମଣ୍ଡଳୀରେ କରୋନା ଗ୍ରାଫ ଧୀରେ ଧୀରେ ତଳକୁ ଖସୁଥିବାବେଳେ ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନର ମନୋବଳ ବଢୁଛି। ଜିଲ୍ଲା ଏବଂ ସ୍ଥାନୀୟ ପ୍ରଶାସନ ସମଗ୍ର ନିର୍ବାଚନମଣ୍ଡଳୀରେ ଜିରୋ କୋଭିଡ କେସ ଲକ୍ଷ୍ୟ ନେଇ ପ୍ରୟାସ ଜାରି […]
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ସେକ୍ ମତଲୁବ ଅଲ୍ଲୀଙ୍କର ଆଜି ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। […]