ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକରେ ନଜରକୁ ଆସିଛି ରାସନ କାର୍ଡର ମହାଦୁର୍ନୀତି। ଦୀର୍ଘ ବର୍ଷ ଧରି ମୃତ ବ୍ୟକ୍ତିଙ୍କ ରାସନ କାର୍ଡରୁ ରାସନ ସାମଗ୍ରୀ ଉଠୁଥିବା ନେଇ ଅଭିଯୋଗ ହେଉଛି। ମାନସିଂହପୁର ପଞ୍ଚାୟତରେ ଏପରି ଜଘନ୍ୟ କାରନାମା […]
ବୋଲଗଡ଼, କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ଦୁଇଟି କୃଷି ବିଲକୁ ବିରୋଧ କରି ସାରା ଭାରତ ବର୍ଷର କୃଷକ ସଂଗଠନଗୁଡିକ ଆସନ୍ତା 25 ତାରିଖରେ ଭାରତ ବନ୍ଦ କରୁଛନ୍ତି। ସେଥିରେ ନବନିର୍ମାଣ କୃଷକ ସଂଗଠନ ଅଂଶଗ୍ରହଣ କରିବ ବୋଲି ଏକ ସାମ୍ବାଦିକ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ପୁଣି ୧୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ସର୍ବାଧିକ ୩୨ଜଣ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୧୪ଜଣ, ବିରିଡ଼ି ବ୍ଲକରୁ ୧୭ଜଣ, ଏରସମା ବ୍ଲକରୁ ୨୯ଜଣ, […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ ବେଶୀ ବ୍ୟାପୁଥିବାବେଳେ ସ୍ଥାନୀୟ ପ୍ରଶାସନ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛି। ବାଣପୁର ତହସିଲଦାର ତଥା କୋଭିଡ ଏନ୍ଫୋର୍ସମେଣ୍ଟ କମିଟି ଚେୟାରମ୍ୟାନ ଶ୍ରୀ ମନ୍ମଥ […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ବାଣପୁର ବ୍ଲକ ଅନ୍ତର୍ଗତ କୁମାରଙ୍ଗ ପଞ୍ଚାୟତ ନୀଳକଣ୍ଠେଶ୍ୱର ବିଦ୍ୟାପୀଠର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀ ନବଘନ ଦଳାଇଙ୍କ ପରଲୋକ ହୋଇଯାଇଛି। ମାତ୍ର ୬୭ ବର୍ଷ ବୟସରେ ଶ୍ରୀ ନବଘନ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ସୂଚନା ଅନୁସାରେ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆସନ୍ତାକାଲି ଠାରୁ କୋଭିଡ଼ ସଚେତନ ସପ୍ତାହ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଳାଙ୍ଗେ ସୂଚନା ଦେଇଛନ୍ତି। ଜନପ୍ରତିନିଧି ଏବଂ ସ୍ଵେଚ୍ଚାସେବୀମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ରାଲି ମାଧ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ […]
ସୀତାରାମ ଅଗ୍ରୱାଲ ଚିଲିକା: ଗତକାଲି ସଂଧ୍ୟାରେ ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲା ସୀମାରେ ଅବସ୍ଥିତ ମା’ ନାରାୟଣୀଙ୍କ ମନ୍ଦିର ପରିସରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଏକାଧିକ ଆହତ ହୋଇଛନ୍ତି। ଏବଂ ଏହାକୁ ନେଇ ଦୁଇ ଗୋଷ୍ଠୀ ତରଫରୁ ଭେଜିପୁଟ […]
ମାଲାକାନାଗିରି, ଆଜି ଛଅ ଜଣ କୋଭିଡ ଯୋଦ୍ଧା ସେମାନଙ୍କର ପ୍ଲାଜମା ଦାନ କରିଛନ୍ତି। ଏହି ଛଅ ଜଣ ମାଲାକାନାଗିରି ଜିଲ୍ଲା ପୋଲିସରେ କାର୍ଯ୍ୟରତ ଥିବା ବେଳେ କୋଭିଡ ପଜେଟିଭ ଚିହ୍ନଟ ହୋଇଥିଲେ। ଏହାପରେ ସେମାନେ ସୁସ୍ଥ ହେବା ପରେ ସେମାନଙ୍କର ପ୍ଲାଜମା […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ବ୍ଲକ ଅନ୍ତର୍ଗତ ମା’ ପାଣ୍ଡବାଶୁଣୀ ମନ୍ଦିରରେ ନୂତନ ଓଡିଆ ଚଳଚ୍ଚିତ୍ର ‘ତୋ ପାଇଁ କିଛି ବି କରିପାରେ’ ର ଶୁଭ ମହୁରତ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଲିଉଡ ଅଭିନେତା ଅମ୍ଲାନ ଓ ଅଭିନେତ୍ରୀ ରିୟା […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ ଚିଲିକା ନିର୍ବାଚନମଣ୍ଡଳୀ ରେ ତାର କାୟା ବିସ୍ତାର କରୁଛି। ବର୍ତ୍ତମାନ ଅନଲକ ୪.୦ ରେ ପ୍ରାୟତଃ ନବେ ପ୍ରତିଶତ କଟକଣା ଉଠିଯାଇଥିବାବେଳେ ଚିଲିକା ନିର୍ବାଚନମଣ୍ଡଳୀ ରେ ଏହାର ଓଲଟା ପ୍ରଭାବ ପଡ଼ିଛି। କଟକଣା ଉଠିଯିବାରୁ ପ୍ରତିଦିନ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଟାଙ୍ଗୀ ଥାନା କୁହୁଡି ବଘେଇ ସାହିରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। କୂଅରେ ପଡି ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ସୂଚନା ରହିଛି। ମୃତ ନାବାଳିକା ଜଣକ ପବି ଭୁଜବଳଙ୍କ ୯ ବର୍ଷର ଝିଅ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡ ଗୋଗୁଆ ପଂଚାୟତର ଲାଇଜା ଗ୍ରାମରେ ଆଜି ରାତିରେ ହାତୀପଲ ଆସି ବ୍ୟାପକ ଫସଲ ଖାଇବା ସହ ନଷ୍ଟ କରିଦେଇଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ ,ଗତକାଲି ରାତି ୧୨ ଟା ପାଖାପାଖିରେ ହାତୀପଲ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଆୟତପୁର ପଞ୍ଚାୟତରେ ରାସନ ସାମଗ୍ରୀ ଏବଂ ଭତ୍ତା ବଣ୍ଟନରେ ଦେଖାଯାଇଛି ସାଙ୍ଘାତିକ ଅନିୟମିତତା। ପଞ୍ଚାୟତବାସି ସେପ୍ଟେମ୍ବର ମାସର ରାସନ ସାମଗ୍ରୀ ଓ ଭତ୍ତା ଆଜି ସୁଦ୍ଧା(୨୨.୦୯.୨୦) ପାଇନାହାନ୍ତି। ଯାହାଦ୍ୱାରା ସେମାନେ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡ ଗୋଗୁଆ ଗ୍ରାମରେ ବାରହା ମାଂସ ଭୋଜି କରୁଥିବା ସମୟରେ ବନବିଭାଗ ୨ ଜଣ ଶିକାରୀଙ୍କୁ ଧରିବାରେ ସଫଳ ହୋଇଛି। ପ୍ରକାଶ ଯେ, ଗତ କାଲି ରେଢାଖୋଲ ବନଖଣ୍ଡ ଗୋଗୁଆ ଗ୍ରାମର ନରୋତମ ସାହୁ ଓ […]
ରମେଶ ମହାନ୍ତି ଜଗତସିଂହପୁର :କରୋନା ରୋଗରୁ ଆରୋଗ୍ୟ ହୋଇ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲରେ ପ୍ଲାଜମା ଦାନ କରିଥିବା ୪ଜଣ ବ୍ୟକ୍ତିଙ୍କୁ ରବିବାର ଦିନ ସଂନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପୁଷ୍ପଗୁଚ୍ଛ ଓ ପ୍ରମାଣପତ୍ର ଦେଇ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ନାଚୁଣୀ ପଞ୍ଚାୟତର ଜୀବନଦେଇପୁର ଶାସନ ଗ୍ରାମର ମା ସର୍ବମଙ୍ଗଳା ମନ୍ଦିରରୁ ଚୋରି ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ଭୋର ଚାରି ଘଟିକାରେ ପ୍ରତିଦିନ ପରି ମନ୍ଦିର ସାମ୍ନାରେ ଥିବା […]
କନ୍ଦର୍ପ ବେହେରା ରେଢାଖୋଲ: ବନ ସଂରକ୍ଷଣ ସମିତି ରଖିଥବା ଜଙ୍ଗଲକୁ ନେଇ ଡଇଁଚା ଓ ହିନ୍ତରାଇ ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଥିବା ବେଳେ ଡଇଁଚା ଗ୍ରାମବାସୀ ଡିଏଫ୍ଓଙ୍କ ଠାରେ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ରେଢାଖୋଲ ବନଖଣ୍ଡ ଅନ୍ତର୍ଗତ ଡଇଁଚା ଗ୍ରାମରେ […]
ରମେଶ ମହାନ୍ତି ଜଗତସିଂହପୁର :ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ କୋଲର ପଞ୍ଚାୟତର ବନ୍ୟା ପୀଡିତଙ୍କୁ ମହାଶକ୍ତି ଫାଉଣ୍ଡେସନ୍ (ସ୍ମାଟ୍ ପାୱାର ଇଣ୍ଡିଆ) ପକ୍ଷରୁ ଶନିବାର ଦିନ ରିଲିଫ୍ ବଣ୍ଟନ କରାଯାଇଛି। କୋଲର ପଞ୍ଚାୟତର ସରପଞ୍ଚ ଦିପ୍ତିମୟୀ ରାୟ ଓ ସମିତି ସଭ୍ୟ ରଞ୍ଜିତ […]
ନୂଆଦିଲ୍ଲୀ, ଗତ ୨ ବର୍ଷ ମଧ୍ୟରେ ମୋଦି ସରକାର ନ୍ୟାସନାଲ୍ ପ୍ଲାନ୍ ଫର୍ କନଜରଭେସନ୍ ଅଫ୍ ଆକ୍ୱାଟିକ ଇକୋସିଷ୍ଟମ (ଏନପିସିଏ) ଅଧୀନରେ ଓଡ଼ିଶାକୁ ୪.୭ କୋଟି ଟଙ୍କା ଦେଇଛନ୍ତି । ଭାରତର ସର୍ବବୃହତ ଲୁଣି ହ୍ରଦ ଚିଲିକା ଏବଂ ଓଡିଶାର ସର୍ବବୃହତ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଇଲେକ୍ଟ୍ରିକାଲ ଡିଭିଜନ (ଟି.ପି.ସି.ଓ.ଡ଼ି.ଏଲ) କାର୍ଯ୍ୟାଳୟ ସମ୍ମୁଖରେ ନଅ ଦଫା ଦାବି ନେଇ ଇଲେକ୍ଟ୍ରିକାଲ କର୍ମଚାରୀ ସଂଘ (ମିଟର ରିଡିଙ୍ଗ ଓ କଲେକ୍ସନ ) କରୋନା କଟକଣାର ସମସ୍ତ ସତର୍କତା […]
ସୀତାରାମ ଅଗ୍ରୱାଲ ବାଣପୁର: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ଅଣାୟତ୍ତ ହେଲାଣି କରୋନା। କୋଭିଡ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଯଥା ସମ୍ଭବ ରଣନୀତି ପ୍ରୟୋଗ କରୁଛି। ପ୍ରତିଦିନ ଚିଲିକା ନିର୍ବାଚନମଣ୍ଡଳୀକୁ ଜିଲ୍ଲା ଅଧିକାରୀମାନଙ୍କ ଗସ୍ତ […]