କନ୍ଦର୍ପ ବେହେରା ରେଢାଖୋଲ : କିଛି ଦିନ ହେଲା ପଙ୍ଗପାଳ ଭାରତ ଭିତରକୁ ପଶିଆସି ଚାଷୀ ମାନଙ୍କର ବହୁ ଫସଲ ନଷ୍ଟ କରିଦେବା ସହ ମୂଲ୍ୟବାନ ଗଛ ସବୁ ନଷ୍ଟ କରିଦେଉଥିବାର ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଲୋକଙ୍କ ମଧ୍ୟରେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାର ଅନେକ ଶ୍ରମିକ ବିଭିନ୍ନ ରାଜ୍ୟରୁ ଫେରୁଥିବା ବେଳେ ଗୋଆରୁ ନିଜ ଖର୍ଚ୍ଚରେ ୪୧ ଜଣ ଶ୍ରମିକ କଳାହାଣ୍ଡିରୁ ଫେରିଥିବା ଜଣାପଡିଛି । ଗୋଆରୁ ୨ଲକ୍ଷ ୪୭ ହଜାର ଟଙ୍କା ଖର୍ଚ୍ଚ କରି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ବିଜେପିର ସଭାପତି ଭାବେ ପୂର୍ବତନ ସଭାପତି ତଥା ବରିଷ୍ଠ ଓକିଲ ଦେବେନ୍ଦ୍ର ମହାନ୍ତିଙ୍କୁ ମନୋନୀତ କରାଯାଇଛି । ଶ୍ରୀ ମହାନ୍ତି ଏହାପୂର୍ବରୁ କଳାହାଣ୍ଡି ଜିଲ୍ଲା ବିଜେପିର ଏକକ ସାଧାରଣ ସଂପାଦକ ଭାବେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆସନ୍ତା କାଲି ଅନୁଷ୍ଠିତ ହେବାକୁ ଥିବା ସ୍ନାନ ଯାତ୍ରା ପୂର୍ବରୁ ବାଣପୁର ତହସିଲଦାର ଏକ ଗାଇଡ୍ଲାଇନ୍ ଜାରି କରିଛନ୍ତି। ବାଣପୁରରେ ଅବସ୍ଥିତ ଶ୍ରୀ ଶ୍ରୀ ଚରଣ ଚକାଦେବ ଏବଂ ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ପରିଚାଳନା […]
ଦୂଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ତୁଳାପଡା କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ […]
କନ୍ଦର୍ପ ବେହେରା ରେଢାଖୋଲ: ଦିନକୁ ଦିନ ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ବଢିଚାଲିଥିବା ବେଳେ ସମ୍ବଲପୁର ଜିଲ୍ଲା ରେଢାଖୋଲ ଅଂଚଳରେ ଉକ୍ତଟ ପାନୀୟ ଜଳର ଅଭାବ ଦେଖା ଦେଇଛି। ରେଢାଖୋଲ ଏନ୍ଏସିର ଶୁଣ୍ଢିମୁଣ୍ଡା ଗ୍ରାମରେ ପାନୀୟ ଜଳର ଅଭାବକୁ ନେଇ ରାସ୍ତା ଅବରୋଧ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କ୍ବାରେଣ୍ଟିନ୍ ସେଣ୍ଟରରେ ଅବ୍ୟବସ୍ଥାର ଖବର ସାମ୍ନାକୁ ଆସୁଛି। ଏନେଇ ପ୍ରବାସୀ ମାନେ ଅଭିଯୋଗ କରିବା ସହ ଧାରଣା ମଧ୍ୟ ଦେଉଛନ୍ତି। ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ନାଚୁଣୀ କ୍ବାରେଣ୍ଟିନ୍ ସେଣ୍ଟର ଅବ୍ୟବସ୍ଥାକୁ ନେଇ ଏକ ଚର୍ଚ୍ଚାର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କୋଭିଡ୍ -୧୯ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡକୁ ସାହାଯ୍ୟ କରିଛନ୍ତି ବାଣପୁର ଓ ଚିଲିକା ବ୍ଲକର ସମସ୍ତ ଶିକ୍ଷକ ଓ କର୍ମଚାରୀବୃନ୍ଦ। ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ବନ୍ଦନା ମହାପାତ୍ରଙ୍କ ଜରିଆରେ ବାଣପୁର ବ୍ଲକ ବିଇଓ ସନାତନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ହଳଦିଆପଦର ନିକଟସ୍ଥ ନୂଆ ବସ୍ଷ୍ଟାଣ୍ଡ ଆଗକୁ ହାଇୱେଠାରେ ଓଡ଼ିଶା ମୋ ପରିବାର ପକ୍ଷରୁ କନଭେନର ଅରୁପ ପଟ୍ଟନାୟକଙ୍କ ନେତୃତ୍ୱରେ ଟ୍ରକ, ବସ୍ରେ ଆସୁଥିବା ଶ୍ରମିକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି । ଆଜିକୁ ମିଶାଇ ଶୁଖିଲା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର ବୁରୁଝରୀ ପଞ୍ଚାୟତକୁ ସଟଡାଉନ କରାଯାଇଛି । ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତକୁ ସଟ୍ଡାଉନ ଘୋଷଣା କରିଛନ୍ତି ସରପଞ୍ଚ କସ୍ତୁରୀ ପରିଡା । କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଦେଇଥିବା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ମେ ମାସ ଲକ୍ଡ଼ାଉନ୍ର ଅବଧି ଶେଷ ପରେ ରାଜ୍ୟ ସରକାର ଜୁନ୍ ମାସ ପାଇଁ ନୂତନ ଗାଇଡ଼୍ଲାଇନ୍ ଜାରି କରିଛନ୍ତି । ରାଜ୍ୟର ଅନ୍ୟ ୧୦ଟି ଜିଲ୍ଲା ସହ ଗଂଜାମ ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ଅଧିକ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଜ୍ୟରେ ଅଙ୍ଗନୱାଡ଼ି କର୍ମୀମାନେ ମଧ୍ୟ କରୋନା ମୁକାବିଲାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି । ଏହି ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ବ୍ରହ୍ମପୁର ମହାନଗର ନିଗମ ୩୧ ନମ୍ବର ୱାର୍ଡ଼ରେଂ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ […]
କନ୍ଦର୍ପ ବେହେରା ରେଢାଖୋଲ : ସରକାର କରୋନା ଯୋଗୁଁ କୌଣସି ସରକାରୀ ବା ବେସରକାରୀ ବ୍ୟାଙ୍କ ଲୋନ୍ ଅସୁଲି ପାଇଁ ଚାପ ପକାଇ ପାରିବେ ନାହିଁ ବୋଲି ଘୋଷଣା କରିଛନ୍ତି । ସରକାରଙ୍କ ନୀତିନିୟମକୁ ବେଖାତିର ଭାବି ରେଢାଖୋଲରେ କିଛି ବେସରକାରୀ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା : ମଦ ବିରୋଧରେ ତେଜିଲେ ସ୍ୱୟଂ ସହାୟକ ଗୋଷ୍ଠୀ। ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବଡ଼ଖଇରଖମା ପଞ୍ଚାୟତର କେ.ନୂଆପଲ୍ଲୀ ଗ୍ରାମରେ ମହିଳା ମାନେ ବେଆଇନ ମଦକୁ ବିରୋଧ କରି ଏକାଠି ହୋଇଛନ୍ତି ମହିଳା। 13ଟି ସ୍ୱୟଂ ସହାୟକ ଗୋଷ୍ଠୀର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ମହାମାରୀ କରୋନା ଯୋଗୁଁ ବାଣପୁର ବ୍ଲକର ଆଉ ଦୁଇଟି ପଞ୍ଚାୟତ ସଟ୍ଡାଉନ୍ କରାଯାଇଛି। ଆଜିଠାରୁ ଆଗାମୀ ୪୮ ଘଣ୍ଟା ପାଇଁ ଦୁଇଟି ପଞ୍ଚାୟତକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ନାଚୁଣୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବେଆଇନ ମଦ ଚାଲାଣ ଅଭିଯୋଗରେ ଆଜି ଅବକାରୀ ବିଭାଗ ୩ ଜଣଙ୍କୁ ଗିରଫ କରିଛି । ଗିରଫମାନେ ହେଲେ ଚିକିଟିର ଶ୍ରୀକାନ୍ତ ବେହେରା, ବ୍ରହ୍ମପୁରର ରବୀନ୍ଦ୍ର କୁମାର ନାୟକ ଏବଂ ସୁରଜ ହାତୀ । ଘଟଣାରୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଲକ୍ଡାଉନ୍ ସମୟରେ ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଏକ ଗାଡି ଚୋରି ହୋଇଛି। ବାଣପୁରର ଦକ୍ଷ ପ୍ରଜାପତି ମନ୍ଦିର ସମ୍ମୁଖରୁ ଏକ ଗାଡି ଚୋରି ହୋଇଛି। ଘଟଣାରୁ ପ୍ରକାଶ ଯେ, ଗାଡିର ମାଲିକ ୯ ନମ୍ବର ଓ୍ବାର୍ଡର ରମେଶ […]
କନ୍ଦର୍ପ ବେହେରା ରେଢାଖୋଲ : ରେଢାଖୋଲରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରେଢାଖୋଲ ବ୍ଲକ୍ ଲୁହାପଙ୍କ ହାଇସ୍କୁଲରେ ଥିବା କ୍ବାରେଣ୍ଟିନ୍ ସେଣ୍ଟରର ଜନୈକ ବ୍ୟକ୍ତିଙ୍କ ଠାରେ କରୋନା ପଜିଟିଭ୍ ଥିବା ଜଣା ପଡିଛି । ଆକ୍ରାନ୍ତଙ୍କୁ ତାଳଚେର […]
ବାଣପୁର: ସାଧରଣ ଜନତାଙ୍କ ଆଇନ ସହାୟତା ପାଇଁ ଆଂଚଳିକ ସମସ୍ତ ନ୍ୟାୟାଳୟରେ ସିନିୟର ଜଜଙ୍କ ତତ୍ତ୍ବାବଧାନରେ ତାଲୁକ ଲିଗାଲ କମିଟି ଗଠନ କରାଯାଇଛି। ସେହି କମିଟିରେ ଆଇନଜୀବି ଓ ପାରା ଲିଗାଲ ଭଲିଣ୍ଟିୟର(PLV)ରେଜିଷ୍ଟ୍ରୀଭୁକ୍ତ ସଭ୍ୟଙ୍କ ସହାୟତାରେ ଜାତୀୟ ସର୍ଭିସ ଅଥୋରିଟ୍ ଆକ୍ଟ୧୮୮୭ର […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ କରୋନା ଯୋଦ୍ଧାଙ୍କ ସମ୍ମାନରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ନେତୃତ୍ଵରେ ବେଗୁନିଆପଡା ବ୍ଲକ ଠାରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାୟିକା କହିଥିଲେ ନିଜ ଜୀବନକୁ ବାଜି […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆସନ୍ତା ୩୧ ତାରିଖରୁ ଗମ୍ଭାରୀମୁଣ୍ଡା ବଜାରକୁ ତିନି ଦିନ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଗମ୍ଭାରୀମୁଣ୍ଡାରେ ରହିଥିବା କ୍ବାରେଣ୍ଟିନ୍ ସେଣ୍ଟରରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା କାରଣରୁ ସରପଞ୍ଚ ଜ୍ୟୋତ୍ସ୍ନାରାଣୀ ମହାରଥାଙ୍କ ପକ୍ଷରୁ ଏହି ପଦକ୍ଷେପ […]