ସୀତାରାମ ଅଗ୍ରୱାଲ ବାଣପୁର: କରୋନା ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ହୁ ହୁ ହୋଇ ବଢୁଛି। ବିଶେଷ କରି ବାଣପୁର ଗ୍ରାମାଞ୍ଚଳରେ ସ୍ଥିତି ବର୍ତ୍ତମାନ ବେଶ ଗମ୍ଭୀର ଅଛି। ଗତକାଲି ବାଣପୁର ବ୍ଲକର ଏକାଧିକ ଗ୍ରାମ କଣ୍ଟେନମେଣ୍ଟ ଘୋଷଣା ହୋଇଥିବାସ୍ଥଳେ […]
ଭୁବନେଶ୍ବର, ଆଜି ଇଲଟ୍ରୋନିକ୍ସ, ଆଇଟି ଏବଂ କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ସୋନପୁର ଗସ୍ତରେ ଆସି ଷ୍ଟାଡିୟମ ପରିଦର୍ଶନ କରିଥିଲେ। ଏଥିସହିତ ସ୍ଥାନୀୟ ସର୍କିଟ ହାଉସରେ ଏକ ଉଚ୍ଚସ୍ତରୀୟ ବୈଠକ କରି ଜିଲ୍ଲାର କ୍ରୀଡା ଭତ୍ତିଭୂମି ଉପରେ ଆଲୋଚନା କରିଥିଲେ। ଏଥିରେ ସୋନପୁର […]
ଭୁବନେଶ୍ବର, କୋଭିଡ ଜନିତ ଆର୍ଥକ ମାନ୍ଦା ଅବସ୍ଥାରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅର୍ଥନୈତିକ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜୀବିକା ପ୍ରକଳ୍ପକୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ହୁ ହୁ ହୋଇ ବଢୁଛି କରୋନା ମହାମାରୀ। ଯେମିତି କମିବାର ନାଁ ଧରୁନି ତଥାପି ସଚେତନ ହେଉନାହାନ୍ତି ଲୋକେ। ଜଗତସିଂହପୁର ଜିଲ୍ଲାରେ ଆଜି କରୋନା ପୂ୍ର୍ବର ସବୁ ରେକର୍ଡ଼ ଭାଙ୍ଗିଛି। ଜିଲ୍ଲାରୁ ଆଜି ସର୍ବାଧିକ […]
ସୀତାରାମ ଅଗ୍ରୱାଲ ଚିଲିକା: କରୋନା ମହାମାରୀ ବର୍ତ୍ତମାନ ତାର କରାଳ ରୂପ ଖୋର୍ଦ୍ଧା ଜିଲ୍ଲାରେ ଦେଖାଉଛି। ବିଶେଷ କରି ଚିଲିକା ନିର୍ବାଚନମଣ୍ଡଳୀ ରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ବର୍ତ୍ତମାନ ଏହା ସର୍ବାଧିକ ସ୍ଥାନକୁ ପହଁଚିଛି ଯାହା ବର୍ତ୍ତମାନ ଜିଲ୍ଲା […]
ଚିଲିକା: ଖୋର୍ଦ୍ଧା ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ତଥା ବାଲୁଗାଁ ଏନ୍ଏସିର ପୂର୍ବତନ ନଗରପାଳ ସତ୍ୟ ନାରାୟଣ ସେନାପତିଙ୍କ ଅକାଳ ବିୟୋଗରେ ଏବିଭିପି ଖୋର୍ଦ୍ଧା ଜିଲ୍ଲା ସହ ପ୍ରମୁଖ ସୀତାରାମ ଅଗ୍ରୱାଲ୍, ବାଲୁଗାଁ-ବାଣପୁର ନଗର ସମ୍ପାଦକ ବିକାଶ ସେଠୀ, ରାଷ୍ଟ୍ରୀୟ ସ୍ୱୟଂସେବକ […]
ହେମାଙ୍ଗ ପ୍ରସାଦ ରାଉଳ ଗଞ୍ଜାମ: ଓଡିଶା ବିଧାନସଭା ବାଚସ୍ପତି ଡ଼ଃ.ସୂର୍ଯ୍ୟ ନାରାୟଣ ପାତ୍ର ନିଜର ଜିଲ୍ଲା ପରିଷଦ ପ୍ରତିନିଧି ଭାବେ ଜଣେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବି.ଶଙ୍କର ନାରାୟଣ ସୁବୁଦ୍ଧିଙ୍କୁ ଦାୟିତ୍ତ୍ଵ ଦେଇଛନ୍ତି। ପୂର୍ବରୁ ଜଳସମ୍ପଦ ବିଭାଗରେ ବହୁ […]
ଭୁବନେଶ୍ବର: ବର୍ତ୍ତମାନ ବନ୍ୟା ନାଁ ରେ ବିଭିନ୍ନ ସ୍ଥାନରେ ପରିବାପତ୍ର ଦର ହୁତୁହୁତୁ ହୋଇ ବଢିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ଖାଉଟୀ ଅଧିକାରୀମାନେ ବିଭିନ୍ନ ପରିବା ବଜାର ଉପରେ ଚଢାଉ କରିଛନ୍ତି। ବିଶେଷ କରି ଆଳୁ ଓ ପିଆଜ […]
ଭୁବନେଶ୍ବର: ରେଳବାଇ କର୍ମଚାରୀ ସେମାନଙ୍କ ନିଜ ପରିସରକୁ ପରିଚ୍ଛନ୍ନତା ରଖିବା ସହିତ ଅନ୍ୟମାନଙ୍କୁ ଏଥିପ୍ରତି ପ୍ରେରଣା ଦେବାକୁ ଶପଥ ନେଲେ ଓ ସ୍ୱଚ୍ଛତା ପକ୍ଷରେ ପରିଚ୍ଛନ୍ନତା କାର୍ଯ୍ୟକ୍ରମ ପାଇଁ ବ୍ୟାପକ ଆୟୋଜନ ଓ ୧୬ ରୁ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଭାରତୀୟ […]
ଭୁବନେଶ୍ବର: ଆଜି ଉତ୍କଳ ସାମ୍ବାଦିକ ଭବନ ପରିସରରେ “ଆମ ଜନତା ଅଧିକାର” ସଂଗଠନ ତରଫରୁ ଏକ ପ୍ରେସମିଟ ଅନୁଷ୍ଠିତ ହୋଇଯାଇଛି। ସଦ୍ୟ ସମାପ୍ତ ହେଇଥିବା ଜେଇଇ ଓ ନିଟ ପରୀକ୍ଷାରେ ହଜାର ହଜାର ଗରୀବ ମେଧାବୀ ପରୀକ୍ଷାର୍ଥୀ ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏନେଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁରର ଅଗ୍ରଣୀ ସଂଗଠନ ପିପୁଲ ଫର ଦି ପବ୍ଲିକ ପକ୍ଷରୁ ନୂତନ ଭାବେ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଆଇଏଏସ ଅଧିକାରୀ କୀର୍ତ୍ତି ଭାସନଙ୍କୁ ସଂଗଠନ ପକ୍ଷରୁ ସ୍ଵାଗତ ଜଣାଇବା ସହ ସମ୍ବର୍ଦ୍ଧିତ କରାଯାଇଥିଲା। […]
ରମେଶ ମହାନ୍ତି ଜଗତସିଂହପୁର : ବାଲିକୁଦା ବ୍ଲକ ଅନ୍ତର୍ଗତ ଅଳାବୋଳ ପଞ୍ଚାୟତରେ ସରପଞ୍ଚ ଠିକାଦାରୀ କରିବା ପାଇଁ ମିଶନଶକ୍ତି ଗୃହ ନିର୍ମାଣରେ ମନମାନୀ କରୁଥିବା ଅଭିଯୋଗ ହେଉଛି। ସୂଚନାନୁଯାୟୀ ଆମଗାଁ ଆମବିକାଶ ଯୋଜନାରେ ଅଳାବୋଳ ପଞ୍ଚାୟତରେ ନିର୍ମାଣ ହେବାକୁ ଆସିଥିବା ମିଶନଶକ୍ତି […]
ଭୁବନେଶ୍ବର, ଆଜି ବିଜୁ ଜନତା ଦଳ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳିର ବରିଷ୍ଠ ନେତା ଅଶ୍ବନୀ କୁମାର ଦାସଙ୍କ ଉପରୁ ନିଳମ୍ବନ ଆଦେଶ ଉଠାଇ ନେଇଛି। ଆଜି ଏ ନେଇ ବିଜୁ ଜନତା ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ […]
ଭୁବନେଶ୍ୱର, ବାଲୁଗାଁ ଏନ.ଏ.ସିର ପୂର୍ବତନ ନଗରପାଳ ତଥା ଖୋର୍ଦ୍ଧା ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସତ୍ୟନାରାୟଣ ସେନାପତିଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ଗଭୀର ଶୋକ ବ୍ୟକ୍ତ କରିବା ସହ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର : ଆଜି ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିସହ ସଂସ୍ଥା ତରଫରୁ ପୂର୍ବରୁ କରୋନା ପାଇଁ ଚଳିତ ବର୍ଷ ହୋଲଡିଂ ଟେକ୍ସ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଦିନକୁ ଦିନ ହୁ ହୁ ହୋଇ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଯେପରି କମିବାର ନାଁ ଧରୁନି। ଗତକାଲି ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜିଲ୍ଲାରୁ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସହରରେ ଦେଖିବାକୁ ମିଳିଛି ଅଜବ ଘଟଣା। ଏହି ସହରର ଅନେକ ସ୍ଥାନରେ ଦିନ ରାତି ଷ୍ଟ୍ରିଟ ଲାଇଟ ଜଳୁଥିବା ବେଳେ ଅତି ଆବଶ୍ୟକୀୟ ଅଞ୍ଚଳରେ ଜମା ଜଳୁନି ଷ୍ଟ୍ରିଟ ଲାଇଟ। ଏଠି ଆମେ […]
ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 12 ତାରିଖରେ ମଧ୍ୟପ୍ରଦେଶର ‘ଗୃହ ପ୍ରବେଶମ୍’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ରାଜ୍ୟରେ ନିର୍ମିତ ହୋଇଥିବା 1.75 ଲକ୍ଷ ଘରର ଉଦ୍ଘାଟନ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ପ୍ରଧାନମନ୍ତ୍ରୀ ଉଦଘାଟନ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଗତକାଲି ୯୪ ଜଣ ଚିହ୍ନଟ ହୋଇଥିବା ବେଳେ ଆଜି ଜିଲ୍ଲାରୁ ସର୍ବାଧିକ ୧୦୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୧୦୯ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୩ଜଣ, ଏରସମା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କରୋନା ମହାମାରୀ ବର୍ତ୍ତମାନ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ତାଣ୍ଡବ ମଚାଉଛି। ସାଧାରଣ ଜନତାଙ୍କ ଠୁ ନେଇ କରୋନା ଯୋଦ୍ଧା ସମସ୍ତେ ଦିନକୁ ଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ବିଶେଷ କରି ବାଣପୁର ବ୍ଲକ ଏବଂ ଏନ.ଏ.ସି […]
ଭୁବନେଶ୍ବର, ଆଜି ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ବିଶୋଇଙ୍କୁ ସୂଚନା କମିଶନର ଭାବେ ଶପଥ କରାଇଛନ୍ତି। ଏଥିସହିତ ବରିଷ୍ଠ ଓକିଲ ବିକ୍ରମ ସେନାପତିଙ୍କୁ ମଧ୍ୟ ରାଜ୍ୟପାଳ ଅନ୍ୟତମ ସୂଚନା କମିଶନର ଭାବେ ଶପଥ କରାଇଛନ୍ତି। ବର୍ତ୍ତମାନ […]