ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ନୀଳକଣ୍ଠନଗର ସରସ୍ୱତୀ ଶିଶୁମନ୍ଦିରର ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ସାରା ରାଜ୍ୟରେ ର୍ୟାଙ୍କ ରଖିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଏସ୍ବିଆଇ ଜୋନାଲ୍ ଅଫିସ, ବ୍ରହ୍ମପୁର ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟଅତିଥି ଭାବେ ସ୍କୁଲର ସଂପାଦକ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଚଳିତବର୍ଷ ମାର୍ଚ୍ଚ ମାସରେ ଅନୁଷ୍ଠିତ +୨କଳା ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି। ଦକ୍ଷିଣାଞ୍ଚଳ ଅଧୀନସ୍ଥ ଗଂଜାମ, ଗଜପତି, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ କନ୍ଧମାଳ ଆଦି ଆଠଟି […]
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ୪ଟାରେ ଉଚ୍ଚ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ ପାଇବ। ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଏବଂ ୭ ହଜାର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ ବହୁ ଦିନ ପରେ ଆଜି କରୋନା ସଂକମ୍ରଣ ଶହେ ତଳକୁ ଖସିଛି। ଫଳରେ ଗଂଜାମବାସୀ ଟିକେ ଅଶ୍ୱସ୍ତି ହୋଇଥିବା ଦେଖିବାକୁ ମିଳିଛି। କିନ୍ତୁ ଏହି ଅଶ୍ୱସ୍ତିକୁ ନିୟମ ମାନିବାରେ ଅବହେଳାରେ ପରିଣତ କରିଲେ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜଗତସିଂହପୁର ଜିଲ୍ଲା ପିସି.ପି.ଏନ୍. ଡି.ଟି ପରାମର୍ଶଦାତା କମିଟିର ଏକ ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାରେ ଥିବା ଅଲଟ୍ରାସାଉଣ୍ଡ ସେଣ୍ଟର ଗୁଡିକର ସମୀକ୍ଷା କରାଯାଇଥିଲା। […]
ସୀତାରାମ ଅଗ୍ରୱାଲ ବାଣପୁର: ଜଣେ ଦୋକାନ ମାଲିକ କୋଭିଡ ହୋମ ଆଇସୋଲେସନ ନିୟମ ଉଲଂଘନ କରିବାରୁ ସ୍ଥାନୀୟ ପ୍ରଶାସନ ବଡ କାର୍ଯ୍ଯାନୁଷ୍ଠାନ ନେଇଛି। ସ୍ଥାନୀୟ ପ୍ରଶାସନ ଦୋକାନ ସିଲ କରିବା ସହ ଦୋକାନ ମାଲିକଙ୍କୁ ଦେବାକୁ ପଡିଲା ପାଞ୍ଚ ହଜାର ଟଙ୍କା […]
ସୀତାରାମ ଅଗ୍ରଓ୍ବାଲ ଚିଲିକା: ଦୀର୍ଘବର୍ଷର ସ୍ବପ୍ନ ପୂରଣ ହୋଇଛି ହେଲେ ତାହା ଅଧପନ୍ତରିଆ। ଏଠି ଆମେ କହୁଛୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ-ବାଣପୁର ରେଳବାଇ ଓଭରବ୍ରିଜ ବିଷୟରେ। ଅଗଣିତ ଆନ୍ଦୋଳନ ଏବଂ ଦାବି ପରେ ବାଣପୁର ଏବଂ ବାଲୁଗାଁକୁ ସଂଯୋଗ କରୁଥୁବା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ବାଣପୁର ବ୍ଲକରେ ମଧ୍ୟ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ଆଜି ବାଣପୁର ବ୍ଲକ ଉନ୍ନୟନ ଅଧିକାରୀ ଡ. ଶୁଭଶ୍ରୀ ତ୍ରିପାଠୀ କରୋନାରେ ସଂକ୍ରମଣ ହୋଇଛନ୍ତି। ଏନେଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଜ୍ୟ ସରକାର ପିସି କାରବାରକୁ ବନ୍ଦ କରିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଥିବାବେଳେ ଗଂଜାମ ଜିଲ୍ଲାରେ ଏହା ବନ୍ଦ ହେବାର ନାମ ହିଁ ନେଉନାହିଁ। ପ୍ରତ୍ୟେକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ପିସି ନଦେଲେ ସଂପୃକ୍ତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାର ସଂକ୍ରମଣର ମାତ୍ରା ଧିରେ ଧିରେ କମିବାରେ ଲାଗିଛି। ପୂର୍ବରୁ ପାଖାପାଖି ଦୁଇଶହ ଚିହ୍ନଟ ହେଉଥିବାବେଳେ ଆଜି କେବଳ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେପଟେ କିଛି ମାସ ହେଲା ରାଜ୍ୟରେ କରୋନା […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକରୁ ଆଜି ଚିହ୍ନଟ ହୋଇଥିବା ୧୦ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ତିର୍ତ୍ତୋଲ ଥାନାର ଦୁଇଜଣ ପୋଲିସ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ତିର୍ତ୍ତୋଲ ଥାନା ପରିସରରେ ଥାନାରେ କାର୍ଯ୍ୟରତ ପୋଲିସ୍ ମାନଙ୍କର କରୋନା ଟେଷ୍ଟ ନିମନ୍ତେ ସ୍ୱାବ୍ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ବେଗୁନିଆପଡ଼ା ବ୍ଳକ ଗସ୍ତ। ପଞ୍ଚାୟତ ପ୍ରତିନିଧିଙ୍କ ସମେତ ବିଭାଗୀୟ ଅଧିକାରୀମାନଙ୍କୁ ନେଇ କୋଭିଡ୍ ମୁକାବିଲାର ସମୀକ୍ଷା କଲେ ଜିଲ୍ଲାପାଳ। ବର୍ତ୍ତମାନ ବି କରୋନା ମହାମାରୀର ବିପତ୍ତି ଟଳିନାହିଁ ତେବେ ଏଥିପାଇଁ […]
ମାଲାକାନାଗିରି, ଗତକାଲି ମାଲକାନାଗିରି ରାତିରେ ପୋଲିସ ଏକ ବଡ ଗଂଜେଇ ବେପାରୀଙ୍କ ଧରିବାରେ ସକ୍ଷମ ହୋଇଛି। ସେମାନଙ୍କଠାରୁ ଦୁଇ କ୍ବଣ୍ଟା 76 କେଜି ଗଂଜେଇ ଜବତ କରାଯାଇଛି। ରାତିରେ 8 ଜଣ ଦୁଇଟି କାର ଏବଂ ଗୋଟିଏ ମୋଟର ସାଇକେଲରେ ଗଂଜେଇ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପୁଣି ଥରେ ଗୋଟିଏ ଦିନରେ ଗଂଜାମ ଜିଲ୍ଲାରେ ମୃତ୍ୟୁସଂଖ୍ୟା ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଗତକିଛି ଦିନ ହେଲା ମୃତ୍ୟୁର ସଂଖ୍ୟା କମ୍ ଥିବାବେଳେ ଆଜି ପୁଣି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୧୬୯ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତ ଅଗଷ୍ଟ ମାସ ୧୫ ତାରିଖରେ କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କ ସେବା ନିମନ୍ତେ ଏକ ଆପ୍ ସହାୟ ଜାରୀ କରାଯାଇଥିଲା। ଏହି ଆପ୍ ଜରିଆରେ ସାଧାରଣ ଲୋକ ନିଃଶୁଳ୍କ ଡ଼ାକ୍ତରୀ ପରାମର୍ଶ, ଔଷଧ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଜ୍ୟ ସରକାର ଗଂଜାମ ଜିଲ୍ଲାରେ କରୋନା ସଂକ୍ରମଣକୁ ଦେଖି ବ୍ରହ୍ମପୁର ତଥା ଜିଲ୍ଲାରେ ଟ୍ରେନ ସେବା ବ୍ୟବସ୍ଥାକୁ ବନ୍ଦ କରିଦେଇଥିଲେ। ଓଡ଼ିଶାରୁ ପ୍ରାୟ ୨୦ଟି ଯାତ୍ରୀବାହୀ ଟ୍ରେନ ବିଭିନ୍ନ ରୁଟ୍ରେ ଯାତାୟତ କରୁଛି। ବ୍ରହ୍ମପୁର ରେଳ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ପୁଣି ୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୧୩ଜଣ, ବାଲିକୁଦା ବ୍ଲକରୁ ୩ଜଣ, ପାରାଦ୍ଵୀପ ମ୍ୟୁନିସିପାଲିଟିରୁ ୩୬ଜଣ, ତିର୍ତ୍ତୋଲ ବ୍ଲକରୁ ୪ଜଣ, ରଘୁନାଥପୁର ବ୍ଲକରୁ ୨ଜଣ […]
ସୀତାରାମ ଅଗ୍ରଓ୍ବାଲ ଟାଙ୍ଗୀ : ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଟାଙ୍ଗୀ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ବେଆଇନ ଭାବେ ଗୋରୁ ଚାଲାଣ କରାଯାଉଥିବା ସନ୍ଦେହରେ ଗୋଟିଏ ଟ୍ରକ୍ କୁ ଅଟକାଇ ଟ୍ରକ୍ ରୁ ୧୨ ଟି ଜୀବନ୍ତ ଗୋରୁକୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ସାରା ବିଶ୍ୱ ଏବେ କରୋନା ମହାମାରୀ ର କବଳରେ । ତଥାପି ଜୀବନ ଓ ଜୀବିକାକୁ ଗୁରୁତ୍ୱ ଦେଇ ସରକାର ବର୍ତ୍ତମାନ ଅନଲକ ପ୍ରକ୍ରିୟା ଜାରି ରଖିଛନ୍ତି। ହେଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳରେ କରୋନା […]
ପୁରୀ, ପୁରୀ ଗୋବର୍ଦ୍ଧନ ପୀଠର ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ଦୁଇମାସ ଧରି ଚାଲିଥିବା ଚାତୁର୍ମାସ ବ୍ରତ ଉଦଜାପିତ ହୋଇଛି। ଏହି ବ୍ରତ ଆଷାଢ ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇ ଭାଦ୍ରବ ପୂର୍ଣ୍ଣିମା ପର୍ଯ୍ୟନ୍ତ କରାଯାଇଥାଏ। ଏହି ସମୟରେ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜା ଅନ୍ୟ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଜଗତସିଂହପୁର ଜିଲ୍ଲା ଗସ୍ତ କରି ଦେବୀ ନଦୀର ସମ୍ବେଦନଶୀଳ ଦଳେଇଘାଇ ନଦୀବନ୍ଧ ପରିଦର୍ଶନ କରି ବନ୍ୟାସ୍ଥିତି ଅନୁଧ୍ୟାନ କରିଥିଲେ।ଜଳସମ୍ପଦ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଓ […]