ରମେଶ ମହାନ୍ତି ଜଗତସିଂହପୁର: ବନ୍ୟାଜଳରେ ପ୍ରଭାବିତ ହୋଇ ତିର୍ତ୍ତୋଲ ବ୍ଲକ ଧୋୟା ଅଞ୍ଚଳର ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଗତକାଲି ତିର୍ତ୍ତୋଲ ତାରତୋଲ ରାସ୍ତାର ଆଦିବାସୀ ପଡା ନିକଟ ରାସ୍ତାରେ ଏକ ଘାଇସୃଷ୍ଟି ହେବା ସହିତ […]
ଭୁବନେଶ୍ବର,ବର୍ତ୍ତମାନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପାଣି ଜମି ରହିଛି। ଆଜି ମାସର ପହିଲା ହୋଇଥିବାରୁ ଆଇସିଡିଏସର ଟେକ ହୋମ ରାସନ ବଣ୍ଟା ଯିବା କଥା। ହେଲେ ଏହି ବନ୍ୟା ପ୍ଲାବିତ ଅଞ୍ଚଳରେ ମଧ୍ୟ ଅଙ୍ଗନବାଡି କର୍ମିମାନେ ଘରକୁ ଘର ବୁଲି […]
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ଜଙ୍ଗଲ ଅଧିକାରୀମାନେ ପ୍ରାୟ ୧୯ କିଲୋଗ୍ରାମର ୧୪ ଟି ହାତୀ ଦାନ୍ତ ଜବତ କରିଛନ୍ତି। ତିନି ଜଣଙ୍କୁ ଗିରଫ କରାଯାଇଛି ବୋଲି କେନ୍ଦୁଝର ଜଙ୍ଗଲ ବିଭାଗ କହିଛି। ସୋମବାର ବିଳମ୍ବିତ ରାତିରେ ପିଟାପିଟି ଗ୍ରାମ ନିକଟରୁ ଏକ […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ସଂସ୍କୃତି ଭବନ ଠାରେ ଜଗତସିଂହପୁର ପୌରପ୍ରଶାସନ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜଗତସିଂହପୁର ପୌରପରିଷଦକୁ ସରସସୁନ୍ଦର ଓ ପ୍ରଗତିଶୀଳ କରିବା ପାଇଁ ୩କୋଟି ୮୪ଲକ୍ଷ ୪୧ହଜାର ୨୧୨ଟଙ୍କା ବ୍ୟୟ […]
ଖୋର୍ଦ୍ଧା : ଚଳିତ ବର୍ଷ ଖୋର୍ଦ୍ଧା ପୌରପରିଷଦ ତରଫରୁ ନିରାଡ଼ମ୍ବର ଭାବେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଅଛି । ଏହି ଅବସରରେ ଜିଲ୍ଲାପାଳ ତଥା ପୌର ପ୍ରଶାସକ ଶ୍ରୀ ସନତ କୁମାର ମହାନ୍ତି ଜାତୀୟ ପତାକା ଉତ୍ତୋଳନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜାଗୃତି ଆର୍ଟ ଏବଂ କଲଚର ଅନୁଷ୍ଠାନ ତରଫରୁ ସୋମବାର ଦିନ ଜାଗୃତି ଜୁମ୍ବା ଓ ଫିଟ୍ନେସ ପଏଣ୍ଟ ଉଦ୍ଘାଟିତ ହୋଇଯାଇଛି। ଦୁର୍ନୀତି ନିବାରଣ ଅଧିକ୍ଷକ ଶାନ୍ତନୁ କୁମାର ପାଢ଼ୀ ଏବଂ ଆନ୍ତର୍ଜାତିକ ଭାରତ୍ତୋଳକ କେ. ରବି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମରେ ସଂକ୍ରମଣ କମିଗଲା ବୋଲି ଭାବି ନିୟମଗୁଡ଼ିକ ପାଳନ ନକରିଲେ ଆଗକୁ ପୁଣିଥରେ ସଂକ୍ରମଣ ବଢ଼ିପାରେ। ତେଣୁ ସେପ୍ଟେମ୍ବର ମାସରେ ମଧ୍ୟ ଜନସାଧାରଣ କରୋନା କଟକଣାଗୁଡ଼ିକୁ ପାଳନ କରିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି। ଆଜି ନୂତନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ସମସ୍ତ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ କୋଭିଡ଼୍ ପରିଚାଳନାଗତ ବିସ୍ତୃତ ଆଲୋଚନା ହୋଇଥିଲା। ଆଲୋଚନାରେ ଆର୍ଟିପିସିଆର୍ ଏବଂ ଆଣ୍ଟିଜେନ୍ ପରୀକ୍ଷା, ଗ୍ରାମ୍ୟପଂଚାୟତ ଓ ୱାର୍ଡ଼ସ୍ତରୀୟ କୋଭିଡ଼୍ ପରିଚାଳନା, […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: କରୋନା ଭୟାବହତା ଯୋଗୁଁ ଆଧାର ପଂଜିକରଣ କେନ୍ଦ୍ରଗୁଡ଼ିକ ମାର୍ଚ୍ଚ ମାସ ୨୦ ତାରିଖଠାରୁ ବନ୍ଦ କରାଯାଇ ପଂଜିକରଣ କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା। ଏଥିଯୋଗଁ ଅନେକ ହିତାଧିକାରୀ ବିଭିନ୍ନ ଯୋଜନାରୁ ବଂଚିତ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି […]
କିଶୋର ପଟ୍ଟନାୟକ ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ଶିକ୍ଷକ ମାନଙ୍କ ପଦୋନ୍ନତି ତାଲିକା ତ୍ରୁଟିପୂର୍ଣ୍ଣ ଥିବା ଦର୍ଶାଇ ଆଜି ନବରଙ୍ଗପୁର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନେ ନୂତନ ଓ ସଂଶୋଧନ ପଦୋନ୍ନତି ତାଲିକା ପ୍ରସ୍ତୁତ କରିବାକୁ ଦାବି କରି ଆଜି ନବରଙ୍ଗପୁର […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ଏବଂ ବାଲୁଗାଁ ଏନ.ଏ.ସି ଅଞ୍ଚଳରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଅଛି। ଉକ୍ତ ଦୁଇଟି ସହରର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଆଜି ପୂର୍ବାହ୍ନରେ ତିର୍ତ୍ତୋଲ ଓ କୁଜଙ୍ଗ ବ୍ଲକର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରି ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ବନ୍ୟା ଆଶ୍ରୟସ୍ଥଳୀରେ ରହିଥିବା ଲୋକ ମାନଙ୍କୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବନ୍ୟାଜନିତ ପରିସ୍ଥିତିର ପରିଚାଳନା, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ତଦାରଖ ଦାୟିତ୍ବରେ ଥିବା ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆଜି ତିର୍ତ୍ତୋଲ ବ୍ଲକ, କୁଜଙ୍ଗ […]
ରାୟଗଡା, ବର୍ତ୍ତମାନ ସାରା ରାଜ୍ୟରେ କୋଭିଡ19 ନିୟମ ଲାଗୁ କରାଯାଇଥିବା ବେଳେ ଅନେକ ଏହାକୁ ଉଲ୍ଲଘଂନ କରିବାରେ ଲାଗିଛନ୍ତି। ଏପରି ପରିସ୍ଥିତିରେ ରାୟଗଡା ପୋଲିସ ଗତ କିଛିଦିନ ଧରି ଏହି ଉଲ୍ଲଘଂନକାରୀଙ୍କୁ ଚିହ୍ନଟ କରି ଜରିମାନା ଆଦାୟ କରିଛି। ଏଥିରେ 56 […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନ ଉପଖଣ୍ଡ ନାକଟିଦେଉଳ ବ୍ଲକ ଜାମୁଜୋରୀ ପଞ୍ଚାୟତ କୁଡ଼ାନାଳୀ ଗ୍ରାମରେ ଜନୈକ ବୃଦ୍ଧଙ୍କୁ ଭାଲୁ ଆକ୍ରମଣ କରିଥିବା ଖବର ହସ୍ତଗତ ହୋଇଛି। ସୂଚନାଯୋଗ୍ୟ ଯେ, ଜାମୁଜୋରୀ ପଞ୍ଚାୟତ କୁଡ଼ାନାଳୀ ଗ୍ରାମର ଚିଲାଣ୍ଟୁ ସାହୁ (୮୦) ନାମକ […]
କେନ୍ଦୁଝର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଜେଇଇ ଏବଂ ନିଟ ପରୀକ୍ଷାର୍ଥିଙ୍କୁ ନେଇ କେନ୍ଦୁଝରରୁ ଏକ ବସ ବାହାରିଛି। ଏଥିରେ ପରୀକ୍ଷାର୍ଥୀଙ୍କ ସହିତ ତାଙ୍କର ଅଭିଭାବକ ମଧ୍ୟ ଯାଇଛନ୍ତି। ଜିଲ୍ଲା ପ୍ରଶାସନ ସହିତ ସ୍ଥାନୀୟ ନୋଡାଲ ଅଫିସରଙ୍କ ସହଯୋଗରେ ଏହି […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଜପତି ଜିଲ୍ଲାରୁ ଖୋର୍ଦ୍ଧାକୁ ଚାଲାଣ ହେଉଥିବା ବିପୁଳ ପରିମାଣର ଗଂଜେଇକୁ ଗତକାଲି ବ୍ରହ୍ମପୁରରେ ଇଆଇ ଆଣ୍ଡ ଆଇବି ବ୍ରହ୍ମପୁର ପକ୍ଷରୁ ଜବତ କରାଯାଇଛି। ଘଟଣାରୁ ପ୍ରକାଶ ଯେ ଗତକାଲି ସକାଳ ୫.୩୦ ସମୟରେ ଗଂଜେଇ ଭର୍ତ୍ତି […]
ସୀତାରାମ ଅଗ୍ରୱାଲ ବାଣପୁର: ସାମ୍ପ୍ରତିକ ପରିସ୍ଥିତିରେ ସମଗ୍ର ବିଶ୍ବ କରୋନା ମହାମାରୀ କବଳରେ କବଳିତ। ଏଥିରୁ ବାଦ୍ ପଡ଼ିନାହିଁ ଓଡିଶା। ଖୋର୍ଦ୍ଧା ଜିଲ୍ଲାର ବାଣପୁର ଅଞ୍ଚଳରେ କରୋନା ମହାମାରୀ ଏହାର କାୟ ବିସ୍ତାର କରିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଗତକାଲି ସାମାଜିକ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଟାଉନଥାନା ଆଇ.ଆଇ.ସି. ସତ୍ୟନନ୍ଦ ଙ୍କ ଉଦ୍ୟମରେ ଏହି ଅଞ୍ଚଳର ବାଇକ୍ ଲୁଟେରାଙ୍କ ରାକେଟର ପର୍ଦ୍ଦାଫାସ କରିଛି ପୋଲିସ। ୭ ଟି ବାଇକ ଜବତ କରିବାସହ ୭ ଜଣ ଚୋରଙ୍କୁ ଗିରଫ କରିଛି […]
ସୀତାରାମ ଅଗ୍ରୱାଲ ଚିଲିକା: ବର୍ତ୍ତମାନ ସମଗ୍ର ରାଜ୍ୟରେ ଲକ ଡ଼ାଉନ ଚାଲିଥିବାବେଳେ ଏଥିରୁ ବାଦ ପଡିନି ଚିଲିକା ନିର୍ବାଚନମଣ୍ଡଳୀ। ବାଣପୁର, ବାଲୁଗାଁ ଅଞ୍ଚଳ ବର୍ତ୍ତମାନ ହଟସ୍ପଟ ଅଞ୍ଚଳ ଥିବାବେଳେ ଏସବୁ ନିୟମକୁ ଫୁ କରି ଉଡାଇଦେଉଛନ୍ତି ଚୋରା ମଦ ବେପାରୀମାନେ। ଲକ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ବେଗୁନିଆପଡା ବ୍ଲକ ଏସ. ଛଚିନା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ଠାରେ ବିଜେଡିର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ ଯୋଗ ଦେଇ ଲୋକଙ୍କ ଅଭିଯୋଗ […]