ରମେଶ ମହାନ୍ତି ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକରୁ ୪ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ଜଗତସିଂହପୁର ମ୍ୟୁନିସିପାଲିଟିରୁ ୭ଜଣ, କୁଜଙ୍ଗ ବ୍ଲକରୁ ୭ଜଣ, ପାରାଦ୍ଵୀପ ମ୍ୟୁନିସିପାଲିଟିରୁ […]
ରମେଶ ମହାନ୍ତି ଜଗତସିଂହପୁର: ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଆଜି ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତିର୍ତ୍ତୋଲ, ସାମନ୍ତରାପୁର ଗ୍ରାମ ପଞ୍ଚାୟତ ସିରସ୍ତା ଅଞ୍ଚଳର ଜଳମଗ୍ନ ଅଞ୍ଚଳ,କୋଲର ପଞ୍ଚାୟତର ବନ୍ୟାଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ଭାରତୀୟ ହକିର କିମ୍ବଦନ୍ତୀ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯ ତାରିଖ ଦିନଟି ଦେଶର କ୍ରୀଡାବିତ୍ମାନଙ୍କ ପାଇଁ ଉତ୍ସର୍ଗୀକୃତ କ୍ରୀଡା ଦିବସ ଭାବରେ ନାମିତ । କ୍ରୀଡା ଭାରତୀ ବାଣପୁର ଶାଖା ତରଫରୁ ସ୍ଥାନୀୟ […]
ହେମାଙ୍ଗ ପ୍ରସାଦ ରାଉଳ ଛତ୍ରପୁର : ଆସନ୍ତା ବର୍ଷ ଜାନୁୟାରୀ ମାସ ଶେଷଠାରୁ ମାର୍ଚ୍ଚ ୩୧ ମଧ୍ୟରେ ଚାଷୀ ମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିବ । ଏହାକୁ ଦୃଷ୍ଟିରେ ରଖି ଚାଷୀ ଯେପରି ସଂଘର୍ଷମୁକ୍ତ ହୋଇ ଧାନ ବିକ୍ରୟ କରିପାରିବେ […]
ଭୁବନେଶ୍ବର, ଆଜି କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ ଦ୍ଵାଦଶ ପ୍ରତିଷ୍ଠା ଦିବସ ଅନଲାଇନ୍ ମାଧ୍ୟମରେ ଅନୁଷ୍ଠିତ ହେବ । ପ୍ରାରମ୍ଭରେ ମହାମହିମ ରାଷ୍ଟ୍ରପତି ତଥା ବିଶ୍ୱବିଦ୍ୟାଳୟର ଭିଜିଟର୍ ରାମନାଥ କୋବିନ୍ଦଙ୍କ ଶୁଭେଚ୍ଛା ବାର୍ତ୍ତା ପାଠ କରାଯିବ। ଏହାପରେ ରାଜ୍ୟପାଳ ପ୍ରଫେସର ଗଣେଶୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି କେସରିୟା ହିନ୍ଦୁ ବାହିନୀ ତରଫରୁ ଗଂଜାମ ଏବଂ ବ୍ରହ୍ମପୁରରେ ସମସ୍ତ ରେଳ ଯାତାୟତ ପୁନଃ ଚାଲୁ କରିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଗଂଜାମ ଜିଲ୍ଲାରେ କରୋନା ସଂକ୍ରମଣ […]
ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେଇଇ ମେନ ଏବଂ ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ଯେଉଁମାନେ ପରୀକ୍ଷା କେନ୍ଦ୍ରକୁ ଆସିବେ ସେମାନଙ୍କର ଯିବା ଆସିବା ଏବଂ ରହିବା ରାଜ୍ୟ ସରକାର ବହନ କରିବେ। ପରୀକ୍ଷାର୍ଥୀ ନିଜ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସକାଳୁ ବ୍ରଜନଗର ସ୍ଥିତ ମୋ ପରିବାର ଜିଲ୍ଲା ସଂଯୋଜକ ତଥା ରାଜ୍ୟ ସଂପାଦକ ସୁବାସ ମହାରଣାଙ୍କ ତତ୍ତ୍ୱାବଧାନରେ ଓ ସାହି ବାସିନ୍ଧାଙ୍କ ସହଯୋଗରେ ରେଡ଼ିଓ ଷ୍ଟେସନର ବିଭିନ୍ନ ଗଳି ରାସ୍ତାରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଜିଲ୍ଲାରେ କରୋନାର ସ୍ଥିତି ନିୟନ୍ତ୍ରଣରେ ରହିଥିବା ଆଜି ଜିଲ୍ଲାପାଳ ଏକ ଭିଡ଼ିଓ ମାଧ୍ୟମରେ ଜଣାଇଛନ୍ତି। ସେ ଗଂଜାମରେ ସମସ୍ତ ଲୋକ କରୋନା ନିୟମ ମାନୁଥିବାରୁ ଧନ୍ୟବାଦ ଜଣାଇଥିଲେ। ଏହାସହ କରୋନା ନୂଆ ନୂଆଁ ରୂପରେ ଆସି ପୁଣିଥରେ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଖୋର୍ଦ୍ଧା ବ୍ଲକରେ ବନ୍ୟାଞ୍ଚଳ ପରିଦର୍ଶନକରିଛନ୍ତି। ଲଘୁଚାପ ବର୍ଷା ଯୋଗୁଁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ମହାନଦୀ ବନ୍ୟାପାଣି ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତର ୧୦ଖଣ୍ଡ ଗାଁରେ ବନ୍ୟା ଜଳ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପୁରୁଷୋତ୍ତମପୁର ବ୍ଲକ୍ର ବିଭିନ୍ନ ପଂଚାୟତରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବାରେ ଅନିୟମିତତା ହୋଇଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହିକ୍ରମରେ ବ୍ରହ୍ମପୁର ଭିଜିଲାନସ ବିଭାଗର ଏକ ଟିମ୍ ପରିଦର୍ଶନ କରି ଏହି ଦୁର୍ନୀତିର ଅନୁଧ୍ୟାନ କରିଥିଲେ। ସୂଚନାଯୋଗ୍ୟ […]
ସୀତରାମ ଅଗ୍ରଓ୍ବାଲ ବାଣପୁର: ଆଜି ଦିନ ଦ୍ବିପହରରେ ଖୋର୍ଦ୍ଧା ଜିଲ୍ଲା ସ୍ଥିତ ବାଣପୁର ସହରରୁ ଏକ ବଡ ଧରଣର ଡକାୟତି ହୋଇଛି। ଦୁଇ ଜଣ ଡକାୟତ ଲୁଟି ନେଇଛନ୍ତି ଦେଢ଼ ଲକ୍ଷ ଟଙ୍କା ଓ ବହୁ ମୂଲ୍ୟବାନ ଜିନିଷ। ମିଳିଥିବା ସୂଚନା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ବାଲେଡିହରୁ ମୁକ୍ତାଦେଇପୁର ପର୍ଯ୍ୟନ୍ତ ଦେଢ କିଲୋମିଟର ରାସ୍ତାର ଅବସ୍ଥା ବେଶ୍ ଶୋଚନୀୟ ହୋଇପଡିଛି। ବର୍ଷା ଯୋଗୁଁ ରାସ୍ତା ଉପରେ ପାଣିଜମି ରହିବାଫଳରେ ଲୋକମାନେ ଯିବା ଆସିବା ଲାଗି ନାହିଁ ନଥିବାର ହଇରାଣ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜି ଚିକିଟି ମହାବିଦ୍ୟାଳୟ ଏବଂ ଚିକିଟି ତହସିଲ୍ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ କୋଭିଡ଼୍-୧୯ ପାଇଁ ଉପଜିଲ୍ଲାପାଳଙ୍କ ଜରିଆରେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜି ଚିକିଟି କଲେଜର କର୍ମକର୍ତ୍ତାମାନେ ଏକାଠି କରିଥିବା ୮୦ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାର ନଦୀପଠାଗୁଡ଼ିକରୁ ବହୁଦିନ ହେଲା ଚୋରାରେ ବାଲିଚାଲଣ ହେଉଛି। ଏଥିଯୋଗ୍ୟୁ ରାଜ୍ୟ ସରାକର ବିପୁଳ ପରିମାଣରେ ରାଜସ୍ୱ ହରାଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ଚୋରା ବାଲିଚାଲାଣ ରୋକିବା ଏବଂ ନଦୀପଠାଗୁଡ଼ିକର […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ନ୍ୟାୟ ଦାବି ନେଇ ଜଣେ ମହିଳା ଆଜି ନିଜର ଭିନ୍ନକ୍ଷମ ପୁଅଙ୍କୁ ଧରି ଏସ୍ପିଙ୍କ ନିକଟରେ ଦ୍ୱାରସ୍ଥ ହୋଇଛି। ସୂଚନାଥାଉକି ମହିଳା ଜଣକ ହେଲେ ବ୍ରହ୍ମପୁର ବ୍ରିଟ କଲୋନୀରେ ରହୁଥିବା ସ୍ୱର୍ଗତ ନକୁଳ ବେହେରାଙ୍କ ସ୍ତ୍ରୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ସନ୍ନିକଟ ଲାଠି ନିକଟସ୍ଥ ଏକ ନିଛାଟିଆ ସ୍ଥାନରେ ଲକ୍ଷାଧିକ ଟଙ୍କାର କାଠପଟା ଜବତ ହୋଇଛି। ଘଟଣାରୁ ପ୍ରକାଶ ଯେ ଲାଠି ନିକଟସ୍ଥ ଏକ ନିର୍ମାଣାଧୀନ ଘର ପାଖରେ ଶାଳ, ଶାଗୁଆଣି କାଠପଟା ଥିବା ଖବରପାଇ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଚଳିତ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ପାଇଁ ଚାଷୀମାନଙ୍କ ଆଗୁଆ ପଞ୍ଜିକରଣ ପକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବେଗୁନିଆପଡା ବ୍ଲକ ଓଏଲମ କକ୍ଷରେ ସୋସାଇଟ ସମ୍ପାଦକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚାଷୀମାନେ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ : ଅନ୍ ଲାଇନ୍ କ୍ଲାସ ହେଲା କାଳ। ମୃତ୍ୟୁ ମୁଖରୁ ଅଳ୍ପକେ ବଂଚିଲେ ୭ ମ ଶ୍ରେଣୀର ଛାତ୍ର ବ୍ଲେସନ ପ୍ରଭୁ ଦାସ। ଘଟଣା ଘଟିଛି ଖୋରଧା ଜିଲା ଟାଙ୍ଗୀ ଥାନା ପାରି ଓରଡ ଗ୍ରାମରେ। କୋରୋନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁରରୁ ଆନ୍ଧ୍ରକୁ ରୂପା ଚାଲାଣ ବେଳେ ପୋଲି ହାତରେ ଧରାପଡ଼ିଛନ୍ତି ଚାଲାଣକାରୀ। ଓଡ଼ିଶା ପୋଲିସ ଠାରୁ ଖସି ଯାଇଥିବା ବେଳେ ଇଚ୍ଛାପୁରରେ ଆନ୍ଧ୍ର ପୋଲିସ ଦ୍ବାରା ଗିରଫ ହୋଇଛନ୍ତି ତିନି ଜଣ ଅଭିଯୁକ୍ତି । ଏହି […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋରଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ କୟଥପଲା ଗ୍ରାମର ଏକ କ୍ରସରରେ କାମ କରୁଥିବା ଜଣେ ଶ୍ରମିକଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଶ୍ରମିକର ନାମ ମନୋଜ ସାହୁ(୩୦)। ତାଙ୍କ ଘର ଗଂଜାମ ଜିଲା ପୋଲସରା ଥାନା […]