ପ୍ରମୋଦ କୁମାର ମାହାକୁଡ କେନ୍ଦୁଝର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ନିକଟରେ ଥିବା ବୈତରଣୀ ସେତୁ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ରାଜ୍ୟରେ କରୋନା ମାମଲା ବୃଦ୍ଧି ପାଉଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକରେ ମଧ୍ୟ ଦିନକୁ ଦିନ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। […]
ସୀତାରାମ ଅଗ୍ରଓ୍ବାଲ ଚିଲିକା : ଆଜି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି ଜିଲ୍ଲାର ଏକ ନମ୍ବର ହଟସ୍ପଟ କରୋନା ଅଞ୍ଚଳ ବାଲୁଗାଁ-ବାଣପୁର ଗସ୍ତ କରିଥିଲେ। ଉକ୍ତ ଗସ୍ତରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଅଜେୟ ପ୍ରତାପ ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ମନୋଜ […]
ଭୁବନେଶ୍ବର, ସାରା ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ବର୍ତ୍ତମାନ ମିଳିଥିବା ସୂଚନା ଅନୁସାରେ ରାଜ୍ୟର 4ଟି ନଦୀର ଜଳ ବର୍ତ୍ତମାନ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସେଗୁଡିକ ହେଲା ନରାଜଠାରେ ମହାନଦୀ, ଆନନ୍ଦପୁର […]
ଭୁବନେଶ୍ବର, ରାଜ୍ୟରେ ବର୍ଷା ଓ ସମ୍ଭାବିତ ବନ୍ୟା ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ଭିସି ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକ କରିତିଲେ। ଏଥିରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇ କହିଥିଲେ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବୁଗୁଡ଼ା ବଡ଼ଶଙ୍ଖ ଠାରେ ଓଡ଼ିଶା ସରକାର ପୂର୍ତ୍ତବିଭାଗ ରାଜ୍ୟ ଯୋଜନା ପାଣ୍ଠିରୁ ବାଲିପଦର, କରସିଂ ରାଜ୍ୟ ରାଜପଥ-୩୩ କୁସମିସେତୁର ପ୍ରଶସ୍ତିକରଣକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଆଜି ଶୁଭ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଏକ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ପୋଲିସ୍ ଏବଂ ବ୍ରହ୍ମପୁର ପୋଲିସ୍ ଦ୍ଵାରା ଅମାନିଆଙ୍କଠାରୁ ଜୋରିମାନା ଆଦାୟ ଜାରି ରହିଛି। ଆଜି ବ୍ରହ୍ମପୁର ପୋଲିସ୍ ଜିଲ୍ଲା ପକ୍ଷରୁ ବିଭିନ୍ନ ସ୍ଥାନରେ ପେଟ୍ରୋଲିଂ ଏବଂ ଚଢ଼ାଉ ଜାରି ରହିଥିଲା। ସାମାଜିକ ଦୂରତା ଉଲ୍ଲଂଘନରେ […]
ଭୁବନେଶ୍ବର, କୋଭିଡ19 ମୁକାବିଲା ପାଇଁ ଏଣିକି ବିଧାୟକମାନେ ତାଙ୍କର ଆଞ୍ଚଳିକ ବିକାଶ ପାଣ୍ଠିରୁ ମାସ୍କ କିଣିପାରିବେ। ତେବେ କୌଣସି କଂପାନୀରୁ ନୁହେଁ, ନିଜ ଅଞ୍ଚଳର SHG ମା’ମାନଙ୍କଠାରୁ ଏହି ମାସ୍କ କିଣିପାରିବେ। ଆଜି ଏକ ଭିଡିଓ କନଫ୍ରେସିଂ ମାଧ୍ୟମରେ ଏକ ସମୀକ୍ଷା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ଟ୍ରାଫିକ୍ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଗେଟ୍ବଜାର ମୁଖ୍ୟ ଛକଠାରୁ ବସ୍ ଏବଂ ଭାରିଯାନ ଯିବା ବନ୍ଦ କରି ନୂଆବସ୍ଷ୍ଟାଣ୍ଡ ରୋଡ଼୍ ଗୋକର୍ଣ୍ଣେଶ୍ୱର ମନ୍ଦିର ଦେଇ ଲୋଚାପଡ଼ା ଆଡ଼କୁ ଯିବାର ବ୍ୟବସ୍ଥା କରାଯାଇଥିଲା। ବର୍ତ୍ତମାନ […]
ଭୁବନେଶ୍ବର, ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି କୋଭିଡ19 ନିୟନ୍ତ୍ରଣ ପାଇଁ ଏକ ଭିଡିଓ କନଫ୍ରେସିଂ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଦିନକୁ ଦିନ କରୋନାର ସ୍ଥିତି ସୁଧୁରିବାରେ ଲାଗିଛି। ଯାହା ପ୍ରଶାସନ ତରଫରୁ ଆସୁଥିବା ସ୍ପଷ୍ଟ ଚିତ୍ରରୁ ଅନୁମାନ କରାଯାଉଛି। ସୂଚନାଥାଉକି ତଳ ଦିନେ ଗଂଜାମ ଜିଲ୍ଲା ଏକ ସଙ୍କଟଜନିତ ମୁହୂର୍ତ୍ତରେ ପହଞ୍ଚିଯାଇଥିଲା। ଏହି ଜିଲ୍ଲାରେ ରେଡ଼୍ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ସୋମବାରଠାରୁ ଗଂଜାମ ଜିଲ୍ଲାରେ କୋଭିଡ଼୍ ନିୟମରେ କିଛି କୋହଳ କରାଯାଇଛି। ସକାଳ ୫ରୁ ସନ୍ଧ୍ୟା ୮ ପର୍ଯ୍ୟନ୍ତ ଦୋକାନବଜାର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଦତ୍ତ ପଞ୍ଚସୂତ୍ରୀ ନିୟମ ପାଳନ ପୂର୍ବକ ଖୋଲିବାକୁ ଅନୁମତି ଦିଆଯାଇଛି। ଦୋକାନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଜାତୀୟ ଚକ୍ଷୁଦାନ ପକ୍ଷ ଆଜିଠାରୁ ଆରମ୍ଭ ହୋଇଛି। ଏମ୍କେସିଜି ଚକ୍ଷୁବିଜ୍ଞାନ ବିଭାଗ ନିକଟରେ ଚକ୍ଷୁଦାନ ପାଇଁ ଉତ୍ସାହିତ କରିବା ସକାଶେ ଏକ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଥିଲା। ଏହି ପକ୍ଷ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଜ୍ୟ ଇପିଏଫ୍ ପେନସନରସ୍ ସଂଘ, ଗଂଜାମ ଶାଖା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦକ୍ଷିଣାଞ୍ଚଳ ଆର୍ଡ଼ିସିଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ବ୍ରହ୍ମପୁର ଶାଖାର ପ୍ରାୟ ୨୦ ହଜାରରୁ ଉର୍ଦ୍ଧ୍ୱ ପେନସନରସ୍ ଭୁକ୍ତ ସମସ୍ତ ସୁବିଧା […]
ରମେଶ ମହାନ୍ତି ଜଗତସିଂହପୁର: ବାଲିକୁଦା -ଏରସମା ବିଧାୟକ ତଥା ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଦ୍ଵାରା ମଙ୍ଗଳବାର ଦିନ ଏରସମା ବ୍ଲକ ସମ୍ମିଳନୀ କକ୍ଷରେ ଢିଙ୍କିଆ ପଞ୍ଚାୟତର ହିତାଧିକାରୀ ମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଚେକ୍ ବଣ୍ଟନ […]
ରମେଶ ମହାନ୍ତି ଜଗତସିଂହପୁର: ଦୃତ ବେଗରେ ସଂକ୍ରମଣ ହେଉଥିବା କରୋନା ମହାମାରୀର ଭୟାବହତା ଓ ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଦୃଷ୍ଟିରେ ରଖି ରାହାମା ବଜାରକୁ ୩ଦିନ ପାଇଁ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ବଜାର କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। କଟକ-ପାରାଦ୍ୱୀପ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ସର୍ବାଧିକ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କୁଜଙ୍ଗ ବ୍ଲକରୁ ୩୩ଜଣ, ବାଲିକୁଦା ବ୍ଲକରୁ ୨ଜଣ, ଏରସମା ବ୍ଲକରୁ ୩ଜଣ, ଜଗତସିଂହପୁର ବ୍ଲକରୁ ୩ଜଣ, ରଘୁନାଥପୁର ବ୍ଲକରୁ ଜଣେ, ତିର୍ତ୍ତୋଲ […]
ଭୁବନେଶ୍ୱର : ଓଡ଼ିଶାରେ ବ୍ରୋଞ୍ଜ ପ୍ରତିମୂର୍ତ୍ତି ନିର୍ମାଣର ଜନକ ପ୍ରଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସ୍ୱର୍ଗତ ବିପ୍ରଚରଣ ମହାନ୍ତିଙ୍କ ୧୧ତମ ଶ୍ରାଦ୍ଧବାର୍ଷିକୀ ୨୫ ଅଗଷ୍ଟ ମଙ୍ଗଳବାର ଦିନ ପାଳନକରାଯାଇଛି। ଏହି ଅବସରରେ ବିପ୍ରଚରଣ ମହାନ୍ତି ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଶାସ୍ତ୍ରୀନଗରସ୍ଥିତ ଶିଳ୍ପୀଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ […]
ରମେଶ ମହାନ୍ତି ଜଗତସିଂହପୁର: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ କୋଭିଡ୍ ମାର୍ଗଦର୍ଶିକା ଅନୁଯାୟୀ ଦୁର୍ଗା ଓ ହରପାର୍ବତୀ ମେଢର ସ୍ୱଳ୍ପ ସଂଖ୍ୟକ କର୍ମକର୍ତ୍ତାଙ୍କୁ ନେଇ ଦୁର୍ଗାପୂଜା ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସଂଗ୍ରାମ କେଶରୀ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ଜନସାଧାରଣଙ୍କ ଗମନାଗମନ ଓ ମାଲ୍ ପରିବହନ ସଂପୂର୍ଣ୍ଣ କଟକଣା ମୁକ୍ତ ହୋଇଥିବାବେଳେ ଓଡ଼ିଶା ରାଜ୍ୟ ସରକାର ଏହାକୁ ପାଳନ କରିବାରେ ଅବହେଳା କରିଥିବା ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଆଜିଠାରୁ ଗଂଜାମ ଜିଲ୍ଲାରେ ଜୀବନଜୀବିକା ପାଇଁ କଟକଣାକୁ କୋହଳ କରାଯାଇଛି। ଦୋକାନ ଖୋଲିବା ସମୟ ସୀମା ସକାଳ ୫ ଘଣ୍ଟରୁ ରାତ୍ର ୮ ଘଣ୍ଟା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ବର୍ତ୍ତମାନ ମଧ୍ୟ ଗଂଜାମ ଜିଲ୍ଲାରେ କରୋନା […]