ରମେଶ ମହାନ୍ତି : ଜଗତସିଂହପୁର : ଶୁକ୍ରବାର ଭୁବନେଶ୍ବର ଠାରେ ରାଜ୍ୟର ଦଶଗୋଟି ପ୍ରମୁଖ ସାମ୍ବାଦିକ ସଙ୍ଗଠନକୁ ନେଇ ଏକ ମିଳିତ ସାମ୍ବାଦିକ ସଙ୍ଘ ମହାମଞ୍ଚ ରେ ସମ୍ମିଳିତ ହୋଇ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଯାଇଛି । ଏଥିରେ […]
କନ୍ଦର୍ପ ବେହେରା ରେଢାଖୋଲ: ଭୂବନେଶ୍ୱର ଲଳିତ କଳା ଏକାଡେମୀ ତରଫରୁ କୋଭିଡ୍ -୧୯ କୁ ନେଇ ଏକ ଚିତ୍ର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ପୁରସ୍କାର ପାଇବା ପାଇଁ ରେଢାଖୋଲ ମାଟିର ଯୁବ ଚିତ୍ରଶିଳ୍ପୀ ସୁଧୀର ସ୍ୱାଇଁ ମନୋନୀତ ହୋଇଛନ୍ତି। […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏଥିରୁ ବାଦ ପଡିନି ଚିଲିକା ବ୍ଲକ। ଆଜି ଚିଲିକା ବ୍ଲକ ଅନ୍ତର୍ଗତ ଡୁଙ୍ଗମାଳ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି କରୋନା ପଜିଟିଭ ଚି଼ହ୍ନଟ ହେଲାପରେ ସତର୍କତା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର, ରେଳ ପଣ୍ୟ ପରିବହନ କ୍ଷେତ୍ରରେ ଉପଭୋକ୍ତାଙ୍କୁ ସୁବିଧା ଓ ପରିବହନ ବୃଦ୍ଧି ନିମନ୍ତେ ପୂର୍ବ ତଟ ରେଳପଥ ଦ୍ବାରା ବିଜନେସ ଡେଭଲପମେଣ୍ଟ ୟୁନିଟ (ବିଡିୟୁ) ଗଠନ କରାଯାଇଛି। ଜୋନାଲ ସ୍ତରରେ ମୁଖ୍ୟ ମାଲ ପରିବହନ ପ୍ରବନ୍ଧକଙ୍କ […]
ସୀତାରାମ ଅଗ୍ରୱାଲ ଚିଲିକା, ଆଇଏନଏସ ଚିଲିକାର ପ୍ରଶିକ୍ଷାର୍ଥୀ ମାନଙ୍କ ପାଠ୍ୟକ୍ରମ ସମାପନ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି। ଭାରତୀୟ ନୌସେନା ତଟରକ୍ଷୀ ବାହିନୀ ପ୍ରଶିକ୍ଷାାର୍ଥୀମାନଙ୍କ ଏହି ପ୍ରଶିକ୍ଷଣ ସମାରୋହକୁ ଆଇଏନଏସ ଚିଲିକାର ଅଧିକାରୀ କମୋଡର ରୁତୁରାଜ ସାହୁ ନୀରିକ୍ଷକ ଅଧିକାରୀ ଭାବେ […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୋର୍ଟ ପ୍ରାଙ୍ଗଣରେ ଆଜି (ଶୁକ୍ରବାର) ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଜିଲ୍ଲାସ୍ତରୀୟ କ୍ଷୁଦ୍ର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ଜିଲ୍ଲା ଓ ଦୌରାଜଜ୍ ଶ୍ରୀ ଆନନ୍ଦ ଚନ୍ଦ୍ର ବେହେରା […]
ପାରଳାଖେମୁଣ୍ଡି, ଗଜପତି ଜିଲ୍ଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଗଜପତିବାସୀଙ୍କୁ ପଡ଼ୋଶୀ ଗଞ୍ଜାମ ଓ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାକୁ ଯିବାକୁ ବାରଣ କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଗଜପତି ଜିଲ୍ଲାପାଳ ଏପରି ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ […]
ପିଣ୍ଟୁ ବିଶୋୟୀ କୋଦଳା: ଗଞ୍ଜାମ ଜିଲ୍ଳା ପ୍ରଶାସନ, କୋଦଳା ଏନ୍ଏସି ଏବଂ ତହସିଲର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆରମ୍ଭ ହୋଇଛି ଥର୍ମାଲ ସ୍କ୍ରିନିଙ୍ଗ ଟେଷ୍ଟ। ନିୟୋଜିତ ହୋଇଥିବା ପାଞ୍ଚ ଜଣିଆ ଆୟୁଷ ଡାକ୍ତର ଟିମ୍ ସହିତ ପନ୍ଦର ଜଣିଆ ଅଙ୍ଗନୱାଡି କର୍ମୀ ସେମାନଙ୍କ […]
ସୀତାରାମ ଅଗ୍ରୱାଲ ବାଣପୁର: ସ୍ୱଳ୍ପ ବର୍ଷାରେ କୃତିମ ହ୍ରଦର ଭ୍ରମ ସୃଷ୍ଟି କରୁଛି ବାଣପୁର ସହର। ବାଣପୁର ଏନ.ଏ. ସି ଗଠିତ ହେବାଠାରୁ ଆଜି ଯାଏଁ ସହରରେ ଜଳ ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ହୋଇପାରି ନାହିଁ। ଯାହା ଫଳରେ ଅସରାଏ […]
କନ୍ଦର୍ପ ବେହେରା ରେଢାଖୋଲ: ବିଧାୟକ ତଥା ରାଜ୍ୟ ସରକାରଙ୍କ ଉପମୁଖ୍ୟ ସଚେତକ ଇଂ ରୋହିତ କୁମାର ପୂଜାରୀଙ୍କୁ ରାଜ୍ୟ ସରକାର କଳା ,ସଂସ୍କୃତି ଓ ମାନବ ସଂବଳ ବିଭାଗ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଂଚଳବାସୀ ଅଭିନନ୍ଦନ […]
ରମେଶ ମହାନ୍ତି ଜଗତସିଂହପୁର : ଦୃତ ଗତିରେ ବୃଦ୍ଧି ପାଉଥିବା କରୋନା ମହାମାରୀରୁ ଲୋକଙ୍କୁ ରକ୍ଷା କରିବା ପାଇଁ ପ୍ରାୟ ପ୍ରତିଦିନ ଲକଡାଉନ୍ ,ସଟଡାଉନ୍ ପରି ବିଭିନ୍ନ କଟକଣା ଲାଗୁ କରାଯାଉଛି। ଜୀବନ ଜୀବିକା ପାଇଁ ସବୁଠି ସଂଘର୍ଷ। ହେଲେ କଟକଣାକୁ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ବର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପେଣ୍ଡୁରାପଲ୍ଲୀ ଗାଁର ୩୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ସଂକ୍ରମିତ ହେବାପରେ ପ୍ରଶାସନ ତରଫରୁ କଡା ପଦକ୍ଷେପ ନେବା ସ୍ବରୂପ ସମ୍ପୃକ୍ତ ଅଞ୍ଚଳକୁ ୯ ତାରିଖ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲାର ବାଣପୁର ଏବଂ ବାଲୁଗାଁ ଅଞ୍ଚଳରେ କରୋନା ସଂକ୍ରମଣର ଭୟାବହତାକୁ ବେଖାତିର କରି କିଛି ଅମାନିଆ ଆଜି ତଣ୍ଡ ଗଣିଛନ୍ତି। ବାଣପୁର-ବାଲୁଗାଁ ଅଞ୍ଚଳ ବର୍ତ୍ତମାନ ବିପଦ ଜୋନରେ ରହିଥିବାରୁ ପ୍ରଶାସନ ବହୁ ସତର୍କତା ଅବଲମ୍ବନ କରୁଛି। ସ୍ଥିତି […]
ରମେଶ ମହାନ୍ତି ଜଗତସିଂହପୁର, ରାଜ୍ୟ ସରକାଙ୍କ ନିର୍ଦେଶ ଅନୁଯାୟୀ କୋଭିଡ-୧୯ ପରିଚାଳନା ରଣନୀତି ସଂକ୍ରାନ୍ତ ସଚେତନତା ପାଇଁ ଗ୍ରାମ ପଂଚାୟତ ଓ ସହରାଞ୍ଚଳ ୱାର୍ଡ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜଗତସିଂହପୁର ଜିଲ୍ଲାର ୮ଟି ବ୍ଲକ ଓ ୨ଟି ପୌର ପରିଷଦରେ ଆରମ୍ଭ […]
ବାଣପୁର: ନିଶାମୁକ୍ତ ଗାଁ କରିବାକୁ ଗ୍ରାମବାସୀଙ୍କ ସଫଳ ପ୍ରୟାସ। ଚୋରା ଚାଲାଣ ବେଳେ ପାଖାପାଖି ୧୨୫ ଲିଟର ଦେଶୀ ମଦ ଧରିବା ସହ ଏହି କାରବାର ଚଳାଇଥିବା ମଦବେପାରୀଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ଏହି ଘଟଣା ଘଟିଛି ବାଣପୁର ବ୍ଲକ ଅନ୍ତର୍ଗତ […]
ପାରଳାଖେମୁଣ୍ଡି, ଗଜପତି ଜିଲ୍ଲାପାଳ ଆଜି ପାରଳାଖେମୁଣ୍ଡି ସହରରୁ 3 ଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି। ଶୁକ୍ରବାର, ଶନିବାର ଓ ରବିବାର ଦିନ ସହର ସଟଡାଉନ ରହିବ। କରୋନା ସଂକ୍ରମଣ ବଢୁଥିବାରୁ ଜିଲ୍ଲାପାଳ ଏହି ପଦକ୍ଷେପ ନେଇଛନ୍ତି। ପାରଳାଖେମୁଣ୍ଡି ସହରକୁ ସଂଯୋଗ […]
ସମ୍ବଲପୁର, କୋଭିଡ-19 ସଂକ୍ରମଣ ବଢୁଥିବା ଦୃଷ୍ଟିରୁ ସମ୍ବଲପୁର ପ୍ରଶାସନ ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନର କିଛି ଅଞ୍ଚଳରେ ଦୁଇ ଦିନିଆ ସଟ୍ ଡାଉନ୍ ଘୋଷଣା କରିଛନ୍ତି। ଆସନ୍ତାକାଲିଠାରୁ ଏହା ଲାଗୁ ହେବ ବୋଲି ଆଜି ଘୋଷଣା କରାଯାଇଛି। ଏହି ସମୟରେ ବୁର୍ଲା ଅଞ୍ଚଳର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁର ବ୍ଲକ ସାନହନ୍ତୁଆଡର ଜଣେ ଯୁବକ ଏକ ମୋଟର ସାଇକେଲ୍ରେ ମେଘାମ୍ବରୀ ପଛପଟ କେନାଲ ରୋଡରେ ବାଲୁଗାଁ ଆଡକୁ ଯାଉଥିବାବେଳେ ସାମ୍ନା ପଟୁ ଏକ ଅଟୋ ଗାଡି ଧକ୍କା ଦେଇଥିଲା। ଅଟୋଟି ଦ୍ରୁତଗତିରେ ଥିବାବେଳେ ବେପରୁଆ ଗାଡି […]
କନ୍ଦର୍ପ ବେହେରା ରେଢାଖୋଲ: ପହିଲି ଆଷାଢରେ ବର୍ଷା ହେଉଥିଲା ଜୋରଜାର। ପ୍ରଥମ ବର୍ଷାରେ ମାଛ ମାରିବାର ଯେଉଁ ଆନନ୍ଦଥାଏ ତାକୁ ଉପଭୋଗ କରିବା ପାଇଁ କଦଳିଗଡ ପଂଚାୟତର ସମାସିଙ୍ଗା ଗ୍ରାମର ଭୀମସେନ ପ୍ରଧାନ(୬୦) ହାତରେ ଜାଲ ଧରି ବାହାରି ପଡିଲେ ମାଛ […]
ଭୁବନେଶ୍ବର, ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ଆଜି ପରଲୋକ ହୋଇଯାଇଛି। ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ 66 ବର୍ଷ ବୟସରେ ତାଙ୍କର ପରୋକ ହୋଇଛି। 6 ଥର ବିଧାୟକ, ଥରେ ସାଂସଦ ହୋଇଥିବା ବିଷ୍ଣୁ […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବା ପାଇଁ ବାଣପୁର ବ୍ଲକ ସାନହନ୍ତୁଆଡ଼ ଗାଁର ଅରୁଣିମା କ୍ଲବ୍ ହାତକୁ ନେଇଛି ଏକ ନିଆରା କାର୍ଯ୍ୟକ୍ରମ। ଆଜିଠାରୁ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମର ପ୍ରଥମ ଦିନରେ ତିନିଟି ପଞ୍ଚାୟତ ଗାଲୁଆ, ବିଷ୍ଣୁଡିହ, କୁମାରଙ୍ଗରେ […]