ପିଣ୍ଟୁ ବିଶୋୟୀ ବେଗୁନିଆପଡା: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ସଂକ୍ରମଣ ସାମ୍ନାକୁ ଆସିବାରେ ଲାଗିଛି। ଏଥିଲାଗି ବିଭିନ୍ନ ପଞ୍ଚାୟତ ଗୁଡିକୁ ସରପଞ୍ଚମାନେ ସଟଡାଉନ ଘୋଷଣା କରିଛନ୍ତି। […]
କନ୍ଦର୍ପ ବେହେରା ରେଢାଖୋଲ: ଗତ ୨୭ ତାରିଖରେ ନାକଟିଦେଉଳ ରେଞ୍ଜ ଜାମୁଜୋରୀ ପଂଚାୟତର ବିନ୍ଦୁପୁର ଗ୍ରାମରେ ଜନୈକ ବ୍ୟକ୍ତିଙ୍କୁ ହାତୀ ମାରି ଦେବା ପରେ ତାକୁ ବୁର୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ଚିକିତ୍ସାଧିନ ଥିବା ସମୟରେ ଆଜି ସକାଳୁ ତାର ମୃତ୍ୟୁ ହୋଇଥିବା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଅନ୍ତର୍ଗତ ଭେଟେଶ୍ବର ଗ୍ରାମ ପଂଚାୟତ ଅନ୍ତର୍ଗତ ଜଗନ୍ନାଥପୁର ଓ ପେଣ୍ଡୁରାପଲ୍ଲୀ ଗାଁକୁ ସଟ୍ ଡାଉନ ଘୋଷଣା କରାଯାଇଛି। ଆଜି ସନ୍ଧ୍ୟା ୫ଟାରୁ ୯ ତାରିଖ (ଗୁରବାର) ସକାଳ ୫ଟା ଯାଏଁ ସଟ୍ ଡାଉନ୍ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ବ୍ଲକ୍ ଡଇଁଚା ପଂଚାୟତରେ ଜଣେ ମହିଳା କରୋନା ରୋଗୀ ଚିହ୍ନଟ ହୋଇଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ, ନାକଟିଦେଉଳ ବ୍ଲକର ଡଇଁଚା ପଂଚାୟତ ଅନ୍ତର୍ଗତ ତେରବେଡା ଗ୍ରାମର ନୂଆଁସାହିରେ […]
ସୀତାରାମ ଅଗ୍ରୱାଲ ଚିଲିକା: ବାଣପୁର-ବାଲୁଗାଁ ଅଞ୍ଚଳରେ ଅନଲକର ସୁଯୋଗ ନେଇ ଚୋରା ଦେଶୀ ମଦବେପାରୀ ସେମାନଙ୍କ ଚୋରା ପସରା ଖୋଲିଥିବାବେଳେ ଗତ କିଛିଦିନ ହେବ ଅବକାରୀ ବିଭାଗ ଲାଗି ସେମାନଙ୍କ ପସରାର ଫସର ଫାଟିଯାଉଛି। ଗତକାଲି ଅବକାରୀ ବିଭାଗ ବାଲୁଗାଁରୁ ୫୧ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ସମସ୍ତ କଳ୍ପନାଜଳ୍ପନା , ବାଦ ବିବାଦ ପରେ ଶେଷରେ ଘଣ୍ଟନିଧି ପାଣି ପଞ୍ଚାୟତର ସଭାପତି ହେଲେ ଗିରିଜା ପ୍ରସାଦ ନାୟକ ବର୍ମା ଓରଫ ଟିକୁ ନାୟକ । ସମ୍ପାଦକ ଭାବେ ବିଷ୍ଣୁ ପ୍ରସାଦ ଦାଶ (ଟୁନା) […]
ଜଗତସିଂହପୁର : ଜିଲ୍ଲାପାଳ କାର୍ଯ୍ୟାଳୟ ରେକର୍ଡରୁମ୍ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତ-ତଥା-କର୍ମଚାରୀ କ୍ଷତିପୂରଣ କମିଶନରଙ୍କ କାର୍ଯ୍ୟାଳୟର ନୂତନ ଗୃହ ଓଡିଶାର ଜଳ ସଂପଦ,ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ଶୁଭ ଉଦ୍ଘାଟିତ ହୋଇଯାଇଅଛି । ଜିଲ୍ଲାରେ […]
ରମେଶ ମହାନ୍ତି ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା ବିଜୁଜନତା ଦଳର ପୂର୍ବତନ ସଭାପତି ତଥା ଜିଲ୍ଲାରୁ ୬ଥର ବିଧାୟକ ହୋଇଥିବା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ଶରୀର ଏବେ ଗୁରୁତର ଅସୁସ୍ଥ ଥିବାବେଳେ ସେ ଏବେ ଭୂବନେଶ୍ବର ଆପୋଲ ହସପିଟାଲରେ ଚିକିତ୍ସାଧିନ ଅବସ୍ଥାରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଦିନକୁ ଦିନ ବାଣପୁର-ବାଲୁଗାଁ ଅଞ୍ଚଳରେ ବିଦ୍ୟୁତ ବିଭାଗର ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ମାନବିକତା ହରେଇ ବସିଲାଣି ବିଦ୍ୟୁତ ବିଭାଗ। ସାରା ରାଜ୍ୟରେ ଲକ ଡାଉନ ଓ ୧୧ ଟି ଜିଲ୍ଲାରେ ସାପ୍ତାହିକ ସଟଡାଉନ ଜାରି ରହିଥିବା […]
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଛତ୍ରପୁର ଏନଏସିକୁ ୭ ଦିନ ପାଇଁ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ। ଆସନ୍ତାକାଲିଠାରୁ ଆଗାମୀ ୭ ଦିନ ପାଇଁ ଛତ୍ରପୁର ଏନଏସିକୁ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। ଜୁନ ୩୦ ତାରିଖ […]
କନ୍ଦର୍ପ ବେହେରା ରେଢାଖୋଲ: ସରକାର କମ୍ ବୟସରୁ ବାହାଘର ନ ହେବା ପାଇଁ ଗଣ ମାଧ୍ୟମରେ ବାରମ୍ବାର ସଚେତନ କଲେ ମଧ୍ୟ ଗ୍ରାମାଂଚଳର ଲୋକମାନେ ମାନୁ ନାହାନ୍ତି। ବରପାତ୍ର ମିଳିଗଲା ପରେ ଅତି କମ୍ ବୟସରୁ ବାହାଘର କରି ନିଜ ମୁଣ୍ଡରୁ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜୁନାଗଡ ନିୟନ୍ତ୍ରିତ ବଜାର କମିଟି ( ଆରଏମସି) ରେ ହୋଇଥିବା ଦୁର୍ନୀତିର ତଦନ୍ତ କରିବାକୁ ଦାବୀ କରିବାରୁ ଆଏମସି ଅଧ୍ୟକ୍ଷ ତଥା ଧର୍ମଗଡ ଉପଜିଲ୍ଲାପାଳ ଅଭିଯୋଗକାରୀଙ୍କୁ ଧମକପୂର୍ଣ୍ଣ ଚିଠି ଦେଇଥିବା ଜଣାପଡିଛି। ଦୁର୍ନୀତିଗ୍ରସ୍ତ ହିସାବ ରକ୍ଷକଙ୍କୁ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟଣା ସହର ଅନ୍ତର୍ଗତ ୱାର୍ଡ ନଂ.୧୦ ଅଧିନସ୍ଥ ଅର୍କାବାହାଲିପଡାକୁ ଜିଲ୍ଲାପ୍ରଶାସନ କଂଟେନମେଂଟ ଜୋନ ଘୋଷଣା କରାଯାଇଥିବା ଜଣାପଡିଛି। ଅର୍କାବାହାଲିପଡାର ଜଣେ ୫୮ ବର୍ଷୀୟ ବ୍ୟକ୍ତି ଜଣକ କରୋନା ପଜିଟିଭ ଚିହ୍ନଟ ହେବାପରେ […]
ପିଣ୍ଟୁ ବିଶୋୟୀ ବେଗୁନିଆପଡା: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଉପ ଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି ଶନିବାର ଦିନ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ସାମ୍ପ୍ରତିକ ପରିସ୍ଥିତିରେ କରୋନା ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ସମୀକ୍ଷା କରିଥିଲେ। […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ଶିକ୍ଷକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଶିକ୍ଷକ ମାନେ ଟଙ୍କା ଦାନ କରିଥିବା ଜଣାପଡିଛି। ଶିକ୍ଷକ ସଂଘ ତରଫରୁ ସମସ୍ତ ଶିକ୍ଷକ ମୋଟ ଚାରିଲକ୍ଷ ବୟାଅସୀ ହଜାର ସାତ ଶହ ସତାଅଶୀ ଟଙ୍କା ଦାନ […]
ଭୁବନେଶ୍ୱର: ପ୍ରତିବର୍ଷ କଳିଙ୍ଗ ସାହିତ୍ୟ ମହୋତ୍ସବ ଓ ଓଡିଶା ଡାଏରୀ ଫାଉଣ୍ଡେସନ୍ (ଓଡିଏଫ୍)ର ମିଳିତ ଆନୁକୂଲ୍ୟରେ କନ୍ଧମାଳ ସାହିତ୍ୟ ମହୋତ୍ସବ ଅନୁଷ୍ଠିତ ହୋଇ ଆସୁଅଛି। ବର୍ତ୍ତମାନର ଅଭାବିତ ସଙ୍ଗରୋଧ ସମୟ ଯୋଗୁଁ ଏପରି ଅନଲାଇନ୍ ସାହିତ୍ୟ ମହୋତ୍ସବର ଆୟୋଜନ କରାଯାଉଛି, ଯାହା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଆଜି ସ୍ଥାନୀୟ ଗାନ୍ଧିପାର୍କଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସହିଦ ଙ୍କୁ ସଲାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଗାନ୍ଧିପାର୍କ ଠାରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଭକ୍ତ […]
ଭୁବନେଶ୍ବର: କରୋନା ଯୋଦ୍ଧାଙ୍କୁ ସମ୍ମାନ ଦାବିରେ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ ପକ୍ଷରୁ ଏକ ଡିଜିଟାଲ ଆନ୍ଦୋଳନ ଆରମ୍ଭ କରାଯାଇଛି। କରୋନା ଭଳି ବିଶ୍ଵ ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ହଜାର ହଜାର ଚୁକ୍ତିଭିତ୍ତିକ ସରକାରୀ କର୍ମଚାରୀମାନେ […]
ସୀତାରାମ ଅଗ୍ରୱାଲ ବାଣପୁର: ଗରିବଙ୍କ ପାଇଁ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଘର ନଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇ ଦିଆଯାଉଛି। କିନ୍ତୁ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ମିଳିବା ନେଇ କୁଜି ନେତାମାନେ ଲାଞ୍ଚ ମାଗୁଥିବାର ଅଭିଯୋଗ ହେଉଛି। ଏପରି […]
ବବୁଲୁ ସାହୁ କେସିଙ୍ଗା : ଗରିବ ଲୋକଙ୍କ ପାଇଁ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି । କିନ୍ତୁ ଅସଲ ହିତାଧିକାରୀ ଏହି ଯୋଜନାର ବଞ୍ଚିତ ହେଉଛନ୍ତି । ଜଣେ ଗରିବ ଦୁଃଖିନୀଟେ ପାଇଁ ସରକାରୀ ଯୋଜନା ଆକାଶ କଇଁଆ ଚିଲିକା […]
ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଥିଲା। ଆଜି ପୂର୍ବାହ୍ନ ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ବାଣପୁର-ବାଲୁଗାଁ ନଗର ଶାଖା ପକ୍ଷରୁ ଚୀନ୍ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କରୋନା କଟକଣାକୁ […]