ଭଦ୍ରକ : ଭଦ୍ରକରେ 24 ଘଣ୍ଟିଆ କର୍ଫ୍ୟୁ ଜାରି କଲା ଜିଲ୍ଲା ପ୍ରଶାସନ। ଭଦ୍ରକ ଚରମ୍ପା ଅଞ୍ଚଳରେ 24 ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି । ଆଜି ଦିନ 2ଟାରୁ ଆସନ୍ତାକାଲି ଦିନ 2ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରାଯାଇଛି। ଡଗରାସାହି […]
ଢେଙ୍କାନାଳ : ଢେଙ୍କାନାଳଠାରେ ଏକ ହାତୀ ଯୁବକଙ୍କୁ ଦଳି ଦେଇଥିବାର ସୂଚନା ମିଳିଛି । ବାଇକ୍ରେ ଯାଉଥିବାବେଳେ ଯୁବକଙ୍କୁ ଦଳି ଦେଇଛି ହାତୀ । ହିନ୍ଦୋଳ ରେଞ୍ଜ ଜାମୁଚକଡା ଗାଁରେ ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ବାଇକ୍ରେ […]
କୋଣାର୍କ : ଡଙ୍ଗା ଯୋଗେ ଚନ୍ଦ୍ରାଭାଗାରେ ପହଞ୍ଚିଛନ୍ତି 16 ମତ୍ସ୍ୟଜୀବୀ। ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ନିକଟ ଟୁନିରୁ ଡଙ୍ଗାରେ ଏହି ମତ୍ସ୍ୟଜୀବୀମାନେ ଫେରିଛନ୍ତି। ଏହି ମତ୍ସ୍ୟଜୀବୀଙ୍କ ମଧ୍ୟରେ ପୁରୀ ପେଣ୍ଠକଟାର 5 ଜଣ ଓ ଚନ୍ଦ୍ରଭାଗା ନୋଳିଆ ସାହିର 11 ଜଣ ରହିଛନ୍ତି […]
ବାଲେଶ୍ବର : 48 ଘଣ୍ଟା ପାଇଁ ଖଇରା ପଞ୍ଚାୟତକୁ ସଟ୍ ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ। କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ସରପଞ୍ଚମାନଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ବାଲେଶ୍ବର ଜିଲ୍ଲା ଖଇରା ପଞ୍ଚାୟତକୁ ଆଜି ସକାଳ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାକୁ ଗତ ତିନି ତାରିଖ ଠାରୁ ପ୍ରବାସୀ ଓଡ଼ିଆ ପର୍ଯ୍ୟାୟ କ୍ରମେ ଆସି ବିଭିନ୍ନ ବ୍ଲକରେ ହୋଇଥିବା କ୍ୱାରେଣ୍ଟାଇନ୍ ସେଣ୍ଟରରେ ଅବସ୍ଥାନ କରୁଛନ୍ତି। ଏହି କ୍ରମରେ ୧୦ ତାରିଖରେ ଆନ୍ଧ୍ରପ୍ରଦେଶରୁ ୨୬ଜଣ, ତାମିଲନାଡୁରୁ ୧୮ଜଣ, ତେଲେଙ୍ଗାନାରୁ […]
ସୀତାରାମ ଅଗ୍ରଓ୍ବାଲ ଚିଲିକା: ଚିଲିକା ବ୍ଲକ୍ ଅନ୍ତର୍ଗତ ଛୋଟରାୟପୁର ଶାସନ ଗ୍ରାମରେ ଏକ କରୋନା ସଚେତନତା ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କରୋନା ଯୋଦ୍ଧା ତଥା ନାଚୁଣୀ ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁ, ସହକାରୀ ଅଧିକାରୀ ହାଡିବନ୍ଧୁ […]
ଗୁରୁପଦ ବେରା କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ପରିସରରେ ସୂଚନା ଅଧିକାର କର୍ମୀ ଗଣଧାରଣାରେ ବସିଛନ୍ତି । କରୋନା ମହାମାରୀ ସମୟରେ ରାସନ ସାମଗ୍ରୀ ହେରଫେର ଅଭିଯୋଗରେ ଏହି ଗଣଧାରଣା କରାଯାଇଛି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କରୋନା ଭୂତାଣୁ ସଂକ୍ରମଣ ପାଇଁ ସାରାଦେଶକୁ ଲକଡାଉନ ଘୋଷଣା କରାଯାଇଛି । ଏହି ସମୟରେ ଗୁରୁତ୍ୱପୂର୍ଣ୍ଣ କାମ ନଥିଲେ କେହି ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ମଧ୍ୟ ଦିଆ ଯାଇଛି । ଲୋକ ବାହାରକୁ ବାହାରି […]
ଗୁରୁପଦ ବୋରା କେନ୍ଦ୍ରାପଡା : କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ଆଖୁଆ ଗ୍ରାମରେ ଜମିବାଡ଼ିକୁ ନେଇ ଗଣ୍ଡଗୋଳରେ ଦୁଇ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଉକ୍ତ ଗ୍ରାମର କୈଳାସ ପରିଡା ଏବଂ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା : କରୋନା ମହାମାରୀ ସହିତ ସମଗ୍ର ବିଶ୍ୱ ବର୍ତ୍ତମାନ ଲଢେଇ କରୁଛି । ଦେଶର ବିଭିନ୍ନ ରାଜ୍ୟରେ ପ୍ରବାସୀ ଓଡ଼ିଆ ମାନେ ଫସି ରହିଛନ୍ତି। ଏଭଳି ସ୍ଥିତିରେ ଓଡିଶା ସରକାର ପ୍ରବାସୀ ଓଡିଆମାନଙ୍କୁ ନିଜ ରାଜ୍ୟକୁ ଫେରାଇ […]
ରଞ୍ଜିତ୍ କୁମାର ପଣ୍ଡା କୁଜଙ୍ଗ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ୍ ଥାନା ଅନ୍ତର୍ଗତ ଗରେଇ ପଞ୍ଚାୟତ କୋଠମୁଳଠାରେ ଦୁର୍ବୃତ୍ତମାନେ ଛାଡି ପଳାଇଥିବା ଏକ ଆଇ ଟ୍ବେଣ୍ଟି କାରକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ୍ […]
କନ୍ଦର୍ପ ବେହେରା ରେଢାଖୋଲ : ବର୍ତ୍ତମାନ ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଥିବା ବେଳେ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଉଛି । ଏହି ଅବସରରେ ଭାରତ ସ୍କାଉଟ ଗାଇଡ ମାନଙ୍କ ଦ୍ୱାରା ଭିନ୍ନଢଙ୍ଗରେ ସଚେତନତା କାର୍ଯ୍ୟକ୍ରମ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ନୀଳାଦ୍ରିପ୍ରସାଦରେ କରୋନା ମୁକାବିଲାରେ ଯୋଦ୍ଧା ସାଜିଛି ପିପୁଲ୍ ଫଣ୍ଡ ଅଫ୍ ଅରାଙ୍ଗ ସ୍ବେଚ୍ଛାସେବୀ ସଙ୍ଗଠନ। ଆଦିବାସୀ ବହୁଳ ଏହି ଅଞ୍ଚଳରେ ସରକାରୀ ସହାୟତା ପହଞ୍ଚୁ ନଥିବା ବେଳେ ଲକ୍ଡାଉନ୍ରେ ଅନାହାରଙ୍କୁ ରାସନଠୁ […]
ଗୁରୁପଦ ବେରା କେନ୍ଦ୍ରାପଡା : କରୋନା ଜନିତ ଲକ୍ ଡାଉନ ସମୟରେ ସମସ୍ତଙ୍କ ଜୀବନ ଜୀବିକା ପ୍ରଭାବିତ । କେନ୍ଦ୍ରାପଡ଼ାର ଜାତୀୟ ରାଜପଥ ଓ ସହରରେ ଭିକ୍ଷା ବୃତ୍ତି କରି ଚଲୁଥିବା କିନ୍ନର ମାନେ ମଧ୍ୟ ନିଜା ରୋଜଗାର ହରାଇ ଭୋକ […]
ରମେଶ ମହାନ୍ତି ଜଗତସିଂହପୁର : କରୋନା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକୀୟ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି। ରାଜ୍ୟ ବାହାରୁ ଆସୁଥିବା ବ୍ୟକ୍ତି ମାନଙ୍କୁ ସ୍ୱାବ ସଂଗ୍ରହ ପରେ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପ୍ରେରଣ ଦିଗରେ ଜିଲ୍ଲାପାଳ ସଂଗ୍ରାମ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର : ରାଜ୍ୟବ୍ୟାପୀ କରୋନା ସଙ୍କଟ ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ଡିଜିପି । ଏହି ଗସ୍ତ ସମୟରେ କରୋନା ମୁକାବିଲାକୁ ନେଇ ପୋଲିସର ରଣନୀତି ସମ୍ପର୍କରେ ଆଲୋଚନା କରିଛନ୍ତି ଡିଜିପି ଏବଂ […]
କନ୍ଦର୍ପ ବେହେରା ରେଢାଖୋଲ: ସାରା ଦେଶରେ କରୋନା ପାଇଁ ଲକ୍ ଡାଉନ୍ ଚାଲିଥିବା ବେଳେ ରେଢାଖୋଲରେ କାମ କରିବାକୁ ଆସିଥିବା କିଛି ବଙ୍ଗାଳୀ ଲୋକ ଆଜି ସାଇକେଲରେ ପଶ୍ଚିମବଙ୍ଗ ଯାତ୍ରା କରିଛନ୍ତି। ପ୍ରକାଶ ଯେ ବହୁମାସ ହେଲା ସେମାନେ ରେଢାଖୋଲରେ ଏକ […]
ହେମାଙ୍ଗ ରାଉଳ ବ୍ରହ୍ମପୁର : କୁକୁଡାଖଣ୍ଡି ବ୍ଲକ ସଦର ଥାନା ଅନ୍ତର୍ଗତ ରହିଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏହି ସଂଘର୍ଷରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ପୂର୍ଣ୍ଣଜେନା। ପୂର୍ବତନ ବିଜେଡ଼ି […]
କନ୍ଦର୍ପ ବେହେରା ରେଢାଖୋଲ: ରାଜ୍ୟରେ ଦିନକୁ ଦିନ ନାରୀ ଅତ୍ୟାଚାର ବଢିଚାଲିଛି। ସରକାର ଯେତେ ନୀତି ନିୟମ ବାହାର କରିଥିଲେ ମଧ୍ୟ ଅପରାଧିମାନେ ନାରୀମାନଙ୍କ ପ୍ରତି ପାଶବିକ ଅତ୍ୟାଚାର କରୁଛନ୍ତି। ଏଭଳି ଏକ ଘଟଣା ଘଟିଛି ନାକଟିଦେଉଳ ବ୍ଲକ୍ ଜାମୁଜୋରି ପଂଚାୟତର […]
ରଞ୍ଜିତ ପଣ୍ଡା କୁଜଙ୍ଗ : ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସାଧାରଣ ଲୋକଙ୍କ ସହାୟତା ପାଇଁ ଶତାଧିକ ଯୋଜନା ପ୍ରଣୀତ । ତେବେ ଏହି ଯୋଜନାର ରୂପରେଖ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚୁ ନାହିଁ । ଏପରି ଏକ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ମା କାଳିଜାଇ ଟେଣ୍ଟ ଆଣ୍ଡ ସାଉଣ୍ଡ ଲାଇଟ ମଙ୍ଗଳ ମାଲିକ ସଂଗଠନ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ବାଣପୁର ବାଲୁଗାଁର ସମସ୍ତ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଛି। ବାଣପୁର ଥାନାଧିକାରୀ ସଞ୍ଜୟ ପଟ୍ଟନାୟକ, […]