କନ୍ଦର୍ପ ବେହେରା ରେଢାଖୋଲ: ସୁରତରେ ଫସିଥିବା ୨୧ ଜଣ ଶ୍ରମିକ ନିଜ ଜନ୍ମମାଟିକୁ ଫେରିଆସିଥିବା ଖବର ଆମର ହସ୍ତଗତ ହୋଇଛି । ସରକାରୀ ସୂତ୍ରରୁ ପ୍ରକାଶ ଯେ ସମ୍ବଲପୁର ଜିଲ୍ଲା ରେଢାଖୋଲ ଓ ନାକଟିଦେଉଳ ବ୍ଲକର ୨୧ ଜଣ ଶ୍ରମିକ ଗୁଜୁରାଟର […]
ରଞ୍ଜିତ ପଣ୍ଡା କୁଜଙ୍ଗ: ଇଣ୍ଡିଆନ କୋଷ୍ଟଗାର୍ଡ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ମାନ ପ୍ରଦାନ କରାଯାଇଛି। ଦୁଇ ଘଣ୍ଟା ପର୍ଯ୍ୟନ୍ତ କୋଷ୍ଟଗାର୍ଡର ସମସ୍ତ ଜାହାଜକୁ ଆଲୋକିତ କରାଯିବା ସହିତ ରଙ୍ଗୀନ ଲାଇଟ ଫାୟାର କରାଯାଇଛି। ଓଡିଶା ସମୁଦ୍ରରେ ନିୟୋଜିତ ଥିବା କୋଷ୍ଟଗାର୍ଡର ତିନୋଟି […]
ଭୀଷ୍ମ ସାହୁ କଳାହାଣ୍ଡି : ନର୍ଲା ଥାନା ଅନ୍ତର୍ଗତ ସାନ୍ତପୁର ପଞ୍ଚାୟତର ବଡ ଚିଚିଙ୍ଗ ଗ୍ରାମରେ ଶନିବାର ଦିନ କୂଅରେ ପଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି । ଶନିବାର ୧୧ଟା ସମୟରେ ଉକ୍ତ ଗ୍ରାମର ଗୁଡ଼ ସାହୁଙ୍କ ପୁଅ ପଙ୍କଜ […]
ବବ୍ଲୁ ସାହୁ କଳାହାଣ୍ଡି : କୋକସରା ବ୍ଲକ ଦେଇ ଯାଇଥିବା ଜାତୀୟ ରାଜପଥ ୨୬ର କାଉଡୋଳା ଛକ ନିକଟରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ଜଣେ ୱେବ ମିଡ଼ିଆରେ କାର୍ଯରତ ସାମ୍ବାଦିକ ଯୋଗୀନ୍ଦ୍ର କୁମାର ବାରିକ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ :ଜଗତସିଂହପୁର ଜିଲ୍ଲା ପାରାଦ୍ଵୀପ ପୌରପାଳିକା ଅନ୍ତର୍ଗତ ସ୍ମାଇଲ ଚାରିଟେବୁଲ ଟ୍ରଷ୍ଟ ତରଫରୁ କରୋନାର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୫,୦୦୦ ଟଙ୍କାର ଏକ ଚେକ୍ ପ୍ରଦାନ କରାଯାଇଛି। ପାରାଦ୍ୱୀପଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପାରାଦ୍ୱୀପ ସ୍ମାଇଲ […]
ବେଗୁନିଆପଡା :ସୁରତରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତରେ ପହଞ୍ଚିଛି । ଏହି ବସରେ ୭୦ ଜଣ ଓଡ଼ିଆ ଶ୍ରମିକ ଆସିଥିବାର ସୂଚନା ରହିଛି । ସମସ୍ତ ଶ୍ରମିକ ମାନେ ସୁରତ ଡାଇମଣ୍ଡ […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା : ଶନିବାର ଦିନ ସୁରତର ଭାଗଲ ଅଞ୍ଚଳରୁ ବେଗୁନିଆପଡା ବ୍ଲକକୁ 58 ଜଣ ପ୍ରବାସୀ ଓଡିଆ ଫେରିଛନ୍ତି। ସୁରତରୁ ବୁଧବାର ଦିନ ନିଜସ୍ଵ ଖର୍ଚ୍ଚରେ ବସରେ ବାହାରିଥିଲେ ଏହି 58 ପ୍ରବାସୀ ଓଡିଆ । ଏହି ପ୍ରବାସୀ […]
ଭୁବନେଶ୍ବର : ଲକ୍ଡାଉନ୍ ପ୍ରଭାବରେ ଅନେକ ଲୋକ ଅନାହାରରେ ରହୁଥିବା ବେଳେ ଏହି ବ୍ୟକ୍ତିଙ୍କ ସହାୟତା ପାଇଁ ଆଗକୁ ଆସିଛନ୍ତି ଭାରତୀୟ ସେନାର ଜନୈକ ଯବାନ୍ । ଭାରତୀୟ ସେନାର ଲେଫ୍ଟନାଣ୍ଟ କଲୋନେଲ୍ କପିଲ୍ ଜୋହରୀ ଏବଂ ଡିଆରଡିଓର ମିଳିତ ଉଦ୍ୟମରେ […]
ରଞ୍ଜିତ ପଣ୍ଡା କୁଜଙ୍ଗ : କୋଭିଡ ୧୯ ସମୟରେ ତିର୍ତୋଲ ନିର୍ବାଚନ ମଣ୍ଡଳୀରେ ଥିବା ତିନିଟି ବ୍ଲକର ପ୍ରବାସୀ ଓଡ଼ିଆ ମାନଙ୍କ ସୁବିଧା ପାଇଁ ଆଗକୁ ବଢିଛନ୍ତି ବିଧାୟକ ବିଷ୍ଣୁ ଦାସ । ତିର୍ତ୍ତୋଲର ତିନି ବ୍ଲକ୍ର ବିଡିଓଙ୍କ ସହିତ ଏ […]
ବବ୍ଲୁ ସାହୁ କଳାହାଣ୍ଡି : କଳାହାଣ୍ଡି ଜିଲ୍ଲାର କାଦୋପଡା ଅଞ୍ଚଳରେ ଏକ ଗ୍ୟାସ୍ ଟାଙ୍କି ବିସ୍ଫୋରଣ ଘଟି ଦୁଇ ମହିଳା ଅର୍ଦ୍ଧଦଗ୍ଧ ହୋଇଛନ୍ତି। ଉତକେଲା ଥାନା ଅନ୍ତର୍ଗତ କାଦୋପଡାରେ ଶନିବାର ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ ଉତକେଲା […]
କନ୍ଦର୍ପ ବେହେରା ରେଢାଖୋଲ : ରେଢାଖୋଲ ସହରର ଭୀମଭୋଇ ଛକ ଠାରେ ଭୀମଭୋଇ ଆର୍ଟ ସୋସାଇଟି ରେଢାଖୋଲ ତରଫରୁ ଚିତ୍ର କଳା ମାଧ୍ୟମରେ କରୋନା ସଂପର୍କରେ ଜନ ସଚେତନତା ସୃଷ୍ଟି କରାଯାଇଛି । ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ଓ […]
ବବୁଲୁ ସାହୁ କଳାହାଣ୍ଡି : କଳାହାଣ୍ଡି ବିଜୁ ଯୁବ ବାହିନୀ କରୋନା ଭଳି ମହାମାରୀ ସମୟରେ ସହରାଂଚଳର ବିଭିନ୍ନ ଓ୍ବାର୍ଡକୁ ଯାଇ ଲୋକଙ୍କୁ ସଚେତନ କରିବା ପାଇଁ ଅଣ୍ଟା ଭିଡିଛି । ଆଜି ଭବାନୀପାଟଣା ପୌରାଞ୍ଚଳ ବିଜୁ ଯୁବବାହିନୀର ସ୍ବେଚ୍ଛାସେବୀ ମାନେ […]
ଚନ୍ଦ୍ରକାନ୍ତି ବୌଦ୍ଧ ନରସିଂହପୁର : କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ସାଗର ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ସାଗର ଗ୍ରାମରେ ଥିବା କାହ୍ନପୁରା ପୋଖରୀରୁ ନିଲାମଧାରୀ ମାନେ ମାଛ ମାରୁଥିବା ବେଳେ ତାଙ୍କ ଜାଲରୁ ଗୋଟିଏ ମଣିଷ […]
ମୋହନା : ଅଡବା ଥାନା ବୁଢାଡିହ ଗ୍ରାମ ନିକଟରେ ଥିବା ଏକ ଡ୍ୟାମ୍ରୁ ମାଇଁ ଭାଣିଜୀଙ୍କର ମୃତଦେହ ମିଳିଛି। ଡ୍ୟାମ୍ରେ ବୁଡି ମାଇଁ ଓ 10 ବର୍ଷର ଭାଣିଜୀ ମୃତବରଣ କରିଛନ୍ତି । କାଲି ସନ୍ଧ୍ୟାରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ସମଗ୍ର ଦେଶବ୍ୟାପୀ ଲକ୍ଡାଉନ୍ କାରଣରୁ ପ୍ରବାସୀ ଶ୍ରମିକ ମାନେ ଦୁସ୍ଥ ସ୍ଥିତିରେ ଜୀବନଯାପନ କରୁଛନ୍ତି। ଏପରିକି କିଛି ଶ୍ରମିକ ସାଇକେଲରେ ୧୭ ଶହ କିମି ଆସିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା। ସେହିପରି ଭାବରେ ବାଣପୁର ବ୍ଲକ୍ର […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା : ବେଗୁନିଆପଡା ବ୍ଳକ ଅନ୍ତର୍ଗତ କୋଦଳାଠାରେ ଗତକାଲି ପୋଖରୀରେ ବୁଡି ଜଣେ 64 ବର୍ଷୀୟ ବୃଦ୍ଧ ମୃତ୍ୟୁବରଣ କରିଥିଲେ। ଖବର ପାଇ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୃତ୍ୟୁ ବ୍ୟକ୍ତିଙ୍କ ଘରକୁ ଯାଇ ଆର୍ଥିକ ସହାୟତା ଦେବା […]
ପିଣ୍ଟୁ ବିଷୋୟୀ ବେଗୁନିଆପଡା: କରୋନା ପାଇଁ ଲକ ଡାଉନ ସମୟରେ ଖାଦ୍ୟ ସାମଗ୍ରୀରୁ ବଞ୍ଚିତ ହୋଇଥିବା ଗରିବ ଅସହାୟଙ୍କୁ ଖାଦ୍ୟ ଯୋଗାଇବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଛି ମିଲ୍ କାର୍ଯ୍ୟକ୍ରମ। କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ବେଗୁନିଆପଡା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର : କରୋନାକୁ ନେଇ ଏବେ ସାରା ବିଶ୍ୱରେ ଲଢେଇ ଚାଲିଛି। ଆଉ ଏହାକୁ ମୁକାବିଲା କରିବା ଲାଗି ଦେଶ ଓ ରାଜ୍ୟରେ ଲକ ଡାଉନ ଘୋଷଣା କରାଯାଇଛି। ଏହାର ମୁଖ୍ୟ କାରଣ ହେଲା ସାମାଜିକ ଦୂରତା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କରୋନା ମୁକାବିଲା ଲାଗି ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଥିବାବେଳେ ଏହି ସମୟରେ ସରକାରୀ ଓ ବେସରକାରୀ ସ୍ତରରେ ସହାୟତା ଯୋଗାଇ ଦିଆଯାଉଛି। ଅନେକ ସରକାରୀ ଓ ବେସରକାରୀ ସଂସ୍ଥାମାନେ ଏହି ଲକ୍ ଡାଉନ୍ ସମୟରେ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ରାଜ୍ୟ କିମ୍ବା ଦେଶ ସରକାରଙ୍କର ମହାମାରୀ ସହାୟତା ଅର୍ଥ କୋଣ ଅନୁକୋଣରେ ପହଂଚାଉଥିବା ବେଳେ ଅନେକ ସ୍ବେଚ୍ଛାସେବୀ ସଙ୍ଗଠନ ମଧ୍ୟ ସହାୟତାର ହାତ ବଢାଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ତୁମୁରାପୁଟ ପଞ୍ଚାୟତର ଓଡିଶା ଜୀବିକା ମିଶନ […]
ଭୁବନେଶ୍ବର : କରୋନା ପ୍ରଭାବରେ ଦେଶବ୍ୟାପୀ ଲକ୍ଡାଉନ୍ ଜାରି ରହିଥିବା ବେଳେ ବୁଲା ପଶୁପକ୍ଷୀ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମୟରେ ସହାୟତାର ହାତ ବଢାଇଛି ସ୍ବେଚ୍ଛାସେବୀ ସଙ୍ଗଠନ ପିପୁଲ୍ ଫର୍ ଆନିମଲ୍ । ସଙ୍ଗଠନ ପକ୍ଷରୁ ବିଭିନ୍ନ […]