ସୀତାରାମ ଅଗ୍ରଓ୍ବାଲ ଚିଲିକା: ଚିଲିକା ଷ୍ଟେସନ ପାଖ ଏନ୍ଏଚ୍ରେ ଏକ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ ରାତ୍ରି ୨ଟା ସମୟରେ ଓଆର ୦୯ ଏନ ୫୮୨୮ ନମ୍ବରର ଆଇରନ ବୋଝେଇ ଟ୍ରକ କେନ୍ଦୁଝରରୁ ଗୋପାଳପୁର ପୋର୍ଟ ଅଭିମୁଖେ ଯାଉଥିବା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସାଂପ୍ରତିକ ସ୍ଥିତିରେ ସମଗ୍ର ଦେଶ କୋଭିଡ-୧୯ ସହ ସଂଗ୍ରାମ ଜାରି ରଖିଥିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାର ବିପର୍ଯ୍ୟୟ ପାଣ୍ଠିରୁ ଅନେକ ଯୋଜନା ପ୍ରଣୟନ କରୁଥିବା ଜଣାପଡିଛି। ଏହି ଅବସରରେ ବିଭିନ୍ନ ସାମାଜିକ ସଂସ୍ଥା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣ ଏବଂ ପୂର୍ବ ବର୍ଷ ମାନଙ୍କରେ ଚନ୍ଦନ ଯାତ୍ରା ପର୍ବରେ ହୋଇଥିବା ଜନସମାଗମକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବିଭିନ୍ନ ଧର୍ମାନୁଷ୍ଠାନ ମାନଙ୍କରେ ଚନ୍ଦନ ଯାତ୍ରା ପର୍ବ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବାଲିକୁଦା/ଏରସମା ବ୍ଲକ ଅଧିନସ୍ଥ ବିଭିନ୍ନ ପଞ୍ଚାୟତ ମାନଙ୍କରେ ଗରିବ ଅସହାୟ ମାନଙ୍କୁ ମାସ୍କ, ସାବୁନ୍, ଶୁଖିଲା ଖାଦ୍ୟ ବଣ୍ଟନ କରିବା ସହିତ ସାମାଜିକ ଦୂରତ୍ୱ ରକ୍ଷା କରି ନିଜେ ନିଜକୁ ସ୍ୱଚ୍ଛ ରଖିବା ପାଇଁ […]
ରଞ୍ଜିତ ପଣ୍ଡା କୁଜଙ୍ଗ: ମହାମାରୀ କରୋନା ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଲକ ଡାଉନ ଘୋଷଣା କରାଯାଇଛି। ଏଥି ସହିତ ପୋଲିସ ପ୍ରଶାସନ ତରଫରୁ ବାରମ୍ବାର ଡାକ ବାଜୀ ଯନ୍ତ୍ର ଯୋଗେ ପ୍ରଚାର ପ୍ରସାର ହେଲେ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗ ବ୍ଲକ୍ ଅନ୍ତର୍ଗତ ପାରାଦ୍ୱୀପ ଗଡ଼ ପଞ୍ଚାୟତରେ ଚାଲିଛି ପ୍ରଚାର। ପଞ୍ଚାୟତର ସରପଞ୍ଚ ମିହିର ରଂଜନ ସାହୁ ପାରାଦ୍ୱୀପ ଲକ ଥାନା ଅଧିକାରୀ ପ୍ରଭାସ ଚନ୍ଦ୍ର ସାହୁ ଓ ଯାତ୍ରା ଅଭିନେତା ଦେବୀ ପ୍ରସାଦ ରଥ ପ୍ରମୁଖ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ପ୍ରସିଦ୍ଧ ବିଭୂତିକ୍ଷେତ୍ର ଭାବେ ପରିଚିତ କେରେକେରା ସ୍ଥିତ ପ୍ରଭୁ ଗୋରେଖନାଥଙ୍କ ପୀଠରେ ଆସନ୍ତା ତା.୨୬.୪.୨୦ ଠାରୁ ୦୩.୦୫.୨୦ରିଖ ପର୍ଯ୍ୟନ୍ତ ହେବାକୁ ଥିବା ବାର୍ଷିକ ଯଜ୍ଞ ଓ ଜନସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସଂଗ୍ରାମ କେଶରୀ […]
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିରାମହାରାଜପୁର ବ୍ଲକର ସାନକିରାସିରା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସୁଛି। ଏହି ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ ହୋଇ ଦୁଇଟି ଘର ନଷ୍ଟ ହୋଇଯାଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣିବାକୁ ମିଳୁଛି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ସାଂପ୍ରତିକ ଲକଡାଉନ ସ୍ଥିତିରେ କଳାହାଣ୍ଡି ଜିଲ୍ଲାସାରା ପ୍ରାୟ ପ୍ରତ୍ୟେକ ଗ୍ରାମପଂଚାୟତରେ ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ମାନ ସ୍ଥାପନ କରାଯାଇଛି। ଅଚାନକ ଭାବେ ଯଦି ସେଭଲି କିଛି ଲକ୍ଷଣ ଜଣାପଡିଲେ ସେଭଲି ବ୍ୟକ୍ତିକୁ ଏବଂ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁ କୋଭିଡ୍-୧୯ର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିିରେ ରଖି ସାମାଜିକ ଦୂରତ୍ୱ ବଜାୟ ରଖିବା ଓ ସଂଗରୋଧର ଅତ୍ୟାବଶ୍ୟକକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜଗତସିଂହପୁର ସୋମନାଥ ହାଟ ଓ କୁଜଙ୍ଗ ହାଟକୁ […]
ରମେଶ ମହାନ୍ତି ଜଗତସିଂହପୁର: ମହାମାରୀ କରୋନା ପ୍ରଭାବରେ ଫଟୋ ଭିଡିଓ ଗ୍ରାଫୀ ଶିଳ୍ପ ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇିଛି। ଏହାଦ୍ୱାରା ଫଟୋ ଓ ଭିଡିଓଗ୍ରାଫୀକୁ ନିଜର ଜୀବନ ଓ ଜୀବିକା ଭାବେ ଗ୍ରହଣ କରିଥିବା କିଛି ଫଟୋ ଓ ଭିଡିଓଗ୍ରାଫର ପରିବାର […]
ବବ୍ଲୁ ସାହୁ କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଏମ.ରାମପୁର ଥାନା ଅନ୍ତଗର୍ତ ତୁଜୁଙ୍ଗ ନିକଟର ଆଜି ଦିନ ପ୍ରାୟ ଏଗାରଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହେଇଥିବାବେଳେ ପୁଅ ଗୁରୁତର ହୋଇଛନ୍ତି । […]
ଚନ୍ଦ୍ରକାନ୍ତି ବୌଦ୍ଧ ନରସିଂହପୁର: କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗନ୍ତ ଗୋପୀନାଥପୁରର ମହାନଦୀ ଅବବାହିକାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ପ୍ରସିଦ୍ଧ ଶୈବପୀଠ ବାବା ସିଂହନାଥଙ୍କ ନିକଟସ୍ଥ ମହାନଦୀରୁ ଗତକାଲି ନିଖୋଜ ଥିବା ଯୁବକ ଜଗବନ୍ଧୁ ମହାରଣା ଓରଫ ପପୁ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୋଭିଡ୍ -୧୯ ମହାମାରୀ ସମୟରେ ନିରାଶ୍ରୟ ଓ ଅସହାୟ ଲୋକମାନଙ୍କୁ ମାଗଣା ଖାଦ୍ୟ ବଣ୍ଟନ କରିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଘୋଷଣା କରିଛନ୍ତି। ବୟସ୍କ ବ୍ୟକ୍ତି ମାନଙ୍କ ମୁଣ୍ଡ ପିଛା ଦୁଇ ବେଳା ହିସାବରେ ୬୦ […]
ଦେବାଶିଷ ପାଢୀ କୋରେଇ : କୋରେଇ ବ୍ଲକରେ ଚଳିତ ମାସ 20ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ଲକ୍ର ବିଭିନ୍ନ ଅଞ୍ଚଳରେ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଆଜି […]
ସୀତାରାମ ଅଗ୍ରଓ୍ବାଲ ବାଲୁଗାଁ: କରୋନା ସହ ମୁକାବିଲା କରିବା ନେଇ ରାଜ୍ୟ ସରକାର ଦୃଢ ପଦକ୍ଷେପମାନ ନେଉଛନ୍ତି। କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ନିୟମ ଉଲ୍ଲଂଘନ କଲେ କଡା କାର୍ଯ୍ୟନୁଷ୍ଠାନ ସହ ଜରିମାନା ମଧ୍ୟ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବ୍ରହ୍ମପୁର ପୋଲିସ୍କୁ ମିଳିଛି ବଡ ସଫଳତା। ବୁଧବାର ପୋଲିସ୍ ପକ୍ଷରୁ ଚଢାଉ କରାଯାଇ ୪ ହଜାର ଲିଟର ଦେଶୀ ମଦ ଜବତ କରିବା ସହିତ ୧୪ ଜଣଙ୍କୁ ଗିରଫ କରିଛି। ବୈଦ୍ୟନାଥପୁରର ଆଇଆଇସିଙ୍କ ନେତୃତ୍ବରେ ଏକ […]
ଗୁରୁପଦ ବେରା କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର ଜାତୀୟ ରାଜପଥ ହଜାରୀ ଛକ ନିକଟରୁ ପାଞ୍ଚଜଣ ପ୍ରବାସୀ ଶ୍ରମିକଙ୍କୁ ମାର୍ଶାଘାଇ ତହସିଲଦାର ଉଦ୍ଧାର କରିଛନ୍ତି। ଉଦ୍ଧାର ଶ୍ରମିକ ମାନେ ପାରାଦ୍ୱୀପରେ ଶ୍ରମିକ ଭାବରେ କାମ […]
ଦେବାଶିଷ ପାଢୀ ଯାଜପୁର: ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ପାଇଁ ରହିବା ଏବଂ ଖାଦ୍ୟପେୟ ନିମନ୍ତେ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ତୃଣମୂଳ ସ୍ତରରେ ଏହା ବିଫଳ ହୋଇଛି। ଏପରି ଏକ ନଜିର ଯାଜପୁର ଅଞ୍ଚଳରେ ଦେଖିବାକୁ ମିଳିଛି। ଯାଜପୁରର […]
ରମେଶ ମହାନ୍ତି ଜଗତସିଂହପୁର: ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାରେ ଅତ୍ୟାବଶ୍ୟକୀୟ ଦୋକାନ ଗୁଡିକର ସମୟରେ ପରିବର୍ତ୍ତନ କରିଛନ୍ତି। ଔଷଧ ଦୋକାନ ବ୍ୟତୀତ ଅତ୍ୟାବଶ୍ୟକୀୟ ଦୋକାନ ଗୁଡିକ ପ୍ରତ୍ୟହ ସକାଳ ୬ଟାରୁ ଅପରାହ୍ନ ୧ଟା […]
ଚନ୍ଦ୍ରକାନ୍ତି ବୌଦ୍ଧ ନରସିଂହପୁର: କରୋନା ପାଇଁ ଶପଥ ନେଇଛନ୍ତି ସରପଞ୍ଚ। କଟକ ଜିଲ୍ଲା ଅଧିନରେ ଥିବା ୧୪ ଗୋଟି ବ୍ଲକର ଭିସି ହଲରେ ଶପଥପାଠ କରିଛନ୍ତି ସମସ୍ତ ସରପଞ୍ଚ। ଆଠଗଡ ବ୍ଲକ ଭିସି ହଲରେ ଆଜି ଆଠଗଡ ବିଡିଓ ଆଠଗଠ ବ୍ଲକ […]