ହେମାଙ୍ଗ ପ୍ରସାଦ ରାଉଳ ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ମେରୁ ସଂକ୍ରାନ୍ତି ଅବସରରେ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ଯାତ୍ରା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷେଧାଦେଶ ଜାରି କରାଯାଇଛି। ଜନ ଗହଳିରୁ ଲୋକଙ୍କୁ ଦୂରେଇ ରଖିବା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ପାଇଁ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକୀୟ ତ୍ୱରିତ ପଦକ୍ଷେପ ମାନ ଗ୍ରହଣ କରାଯାଇଛି । ରବିବାର ସୁଦ୍ଧା ଜିଲ୍ଲାର ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟର ୭୬୦୫୯ ଛାତ୍ର ଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନର ଶୁଖିଲା ଖାଦ୍ୟ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ବାଣପୁରଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ବାଁଳୋଇ ଗ୍ରାମର ବଡ ପୋଖରୀରରେ ବୁଡି ଛ’ ବର୍ଷ ଶିଶୁ ପୁତ୍ରର ମୃତ୍ୟୁ ଘଟିଛି। ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ବର ଗ୍ରାମପଞ୍ଚାୟତର ବାଁଳୋଇ ଗ୍ରାମରେ ଜଣେ ନାବାଳକ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଆଜି ଶାଳିଆ ନଈ କୂଳରୁ ନବଜାତ ଶିଶୁ ପୁତ୍ରର ଶବକୁ ଉଦ୍ଧାର କରାଯାଇଛି। ଅଚ୍ୟୁତରାଜପୁର ଗ୍ରାମ ନିକଟରୁ ଏହି ନବଜାତର ମୃତଦେହକୁ ଉଦ୍ଧାର କରାଯାଇଛି। କେଉଁ ଦୂରରୁ ଭାସି ଆସି ଶିଶୁଟି ଏହି ଗ୍ରାମର କୂଳରେ ଲାଗିଛି। […]
ବବୁଲୁ ସାହୁ କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଲକ୍ଡାଉନ ସମୟରେ ଭବାନୀପାଟଣା ରାମନଗର ପଡ଼ାଠାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। ବିଶ୍ବରେ କରୋନା ମହାମାରୀ ଆତଙ୍ଗ ଖେଳି ଯାଇଥିବା ଯୋଗୁଁ ଲୋକେ ଘରୁ ବାହାରୁ ନାହାନ୍ତି। ଏହି ସମୟରେ ଜଣେ […]
ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାରେ ପ୍ରଥମଥର ପାଇଁ ଦୁଇ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ଗତକାଲି ଚିହ୍ନଟ ହୋଇଥିବା ଚାରି ପଜିଟିଭ୍ଙ୍କ ମଧ୍ୟରେ ସୁନ୍ଦରଗଡରୁ ଦୁଇଜଣ ରହିଛନ୍ତି । ସୁନ୍ଦରଗଡ ଜିଲ୍ଲା ପ୍ରଶାସନ ଏନେଇ ସୂଚନା ଜାରି କରିଛି । […]
ରଞ୍ଜିତ ପଣ୍ଡା କୁଜଙ୍ଗ: ଏରସମା ବ୍ଳକ ଗଡ଼କୁଜଙ୍ଗ ପଂଚାୟତର ଯୁବସରପଂଚ ସମ୍ପଦ କୁମାର ବାରିକଙ୍କ କାର୍ଯ୍ୟକୁ ଏବେ ସ୍ଥାନୀୟ ଅଂଚଳରେ ବେଶ ପ୍ରଶଂସା କରାଯାଇଛି। କୋଭିଡ଼-୧୯ ପରିଚାଳନା ନେଇ ପଂଚାୟତକୁ ରାଜ୍ୟସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଥିବା ଦାୟିତ୍ୱକୁ ନେଇ ସେ ବେଶ୍ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ସାରା ବିଶ୍ବକୁ କରୋନା ମହାମାରୀ କବଳିତ କରିଛି। ଭାରତରେ ମଧ୍ୟ ଏହାର ପ୍ରଭାବ କିଛି କମ୍ ନାହିଁ। ଭାରତରେ ଏହାର ଦ୍ରୁତ ପ୍ରସାର ଦେଖି ଭାରତ ସରକାର ଲକ୍ ଡାଉନ୍ର ଘୋଷଣା କରିଛନ୍ତି। ଉଭୟ କେନ୍ଦ୍ର ଓ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗ ବ୍ଳକ ଅନ୍ତର୍ଗତ ଜଳକ୍ଳିଷ୍ଟ ବିଶ୍ୱାଳୀ ପଂଚାୟତକୁ ଗ୍ରାମ୍ୟ ଜଳଯୋଗାଣ ଏବଂ ପରିମଳ ବିଭାଗ ପକ୍ଷରୁ ଯୋଗାଣ କରାଯାଉଥିବା ପାନୀୟ ଜଳରେ ବିଷାକ୍ତ ପୋକ ରହୁଥିବାବେଳେ ଟାଙ୍କିକୁ ସଠିକ୍ ଭାବେ ପରିଚ୍ଛନ୍ନ କରାଯାଉନଥିବା ନେଇ ସ୍ଥାନୀୟ ଜନସାଧାରଣ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣକୁ ମୁକାବିଲା କରିବା ନିମନ୍ତେ ସରକାର ଯୋରଦାର ଉଦ୍ୟମ ଚଳାଇଛନ୍ତି।ଏଭଳି ପରିସ୍ଥିତିରେ ଏକାଧିକ ଲୋକ ଏକାଠି ହେବା ବିପଦ ସୃଷ୍ଟି କରିପାରେ। ଏପରିକି ଗତବର୍ଷ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା ବେଳେ ହୋଇଥିବା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୁତାଣୁର ଦୃତ ସଂକ୍ରମଣରେ ସାରାବିଶ୍ୱ ସହିତ ଭାରତ ପ୍ରଭାବିତ ହୋଇଛି। ଏଥିନେଇ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏପରି […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କରୋନା ମୁକାବିଲାକୁ ନେଇ ପୁରା ଭାରତବର୍ଷର ପ୍ରଶାସନ ଅତି ସମ୍ବେଦନଶୀଳ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନ.ଏ.ସି ପ୍ରଶାସନ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି। ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲ କେବଳ ଲୋକ ଦେଖାଣିଆ ସଚେତନ […]
ରମେଶ ମହାନ୍ତି ଜଗତସିଂହପୁର: ବିଜୁ ଯାତ୍ରୀ ନିବାସ ପାରାଦ୍ବୀପ ଠାରେ ୧୦୦ ଶଯ୍ୟା ବିଶିଷ୍ଟ ଉତ୍ସର୍ଗୀକୃତ କୋଭିଡ୍ ସ୍ୱାସ୍ଥ୍ୟକେନ୍ଦ୍ର (Dedicated Covid Health Centre)ପାଇଁ ତ୍ରୀପାକ୍ଷିକ ରାଜିନାମା ସ୍ୱାକ୍ଷର ହୋଇଛି। ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳ ସଂଗ୍ରାମ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ତଥା କୁଜଙ୍ଗ ଥାନା ଅର୍ନ୍ତଗତ ବାଲିତୁଠ ଅଞ୍ଚଳର ଦୀପୁ ମହାନ୍ତିକୁ ଗତକାଲି ଏରସମା ବିଡ଼ିଓ କୈଳାସ ଚନ୍ଦ୍ର ବେହେରାଙ୍କ ଅଭିଯୋଗ ଆଧାରରେ କୁଜଙ୍ଗ ଥାନା ଅଧିକାରୀ ଦିଲ୍ଲୀପ କୁମାର ସାହୁ […]
ଦେବାଶିଷ ପାଢୀ ଯାଜପୁର: ବରୀ ଥାନା ଅଧୀନ କାଇପଡା ଷ୍ଟେଟ୍ ବ୍ୟାଙ୍କ୍ ଗ୍ରାହକ ସେବା କେନ୍ଦ୍ରରୁ ଗତକାଲି ବିଳମ୍ବିତ ରାତିରେ କେହି ଦୃର୍ବୃତ୍ତ ଟଙ୍କା ଲୁଟି ନେବା ସହ ଉକ୍ତ କେନ୍ଦ୍ରରେ ନିଆଁ ଲଗାଇ ଦେଇଥିବା ବରୀ ଥାନାରେ ଅଭିଯୋଗ ହୋଇଛି। […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: ଦେଶରେ କରୋନାକୁ ମୁକାବିଲା କରିବା ପାଇଁ ଜାରି ରହିଛି ଲକ୍ ଡାଉନ୍। ଆମ ରାଜ୍ୟ ଓଡ଼ିଶା ମଧ୍ୟ ଦୃଢତାର ସହ ଏହି ମହାମାରୀ ସହ ଲଢେଇ ଜାରି ରଖିଛି। ଲକ୍ ଡାଉନ୍କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର […]
ସୀତାରାମ ଅଗ୍ରୱାଲ ବାଣପୁର: କରୋନାର ତାଣ୍ଡବରେ ବିଶ୍ଵବାସୀ ଆତଙ୍କିତ। ଏହିକ୍ରମରେ ଭାରତରେ ମଧ୍ୟ କାରୋନାର ପ୍ରଭାବ ବଢିବାରେ ଲାଗିଛି। ରାଜ୍ୟରେ ଏବେ ଅବସ୍ଥା ସଙ୍ଗୀନ ହେବାକୁ ଯାଉଛି। ଓଡିଶା ସରକାର ଏହି ଭୂତାଣୁ ଦାଉରୁ ରକ୍ଷା ପାଇବା ପାଇଁ ବିଭିନ୍ନ ପ୍ରକାର […]
ବବୁଲୁ ସାହୁ ମ.ରାମପୁର( କଳାହାଣ୍ଡି): ସମଗ୍ର ରାଜ୍ୟ କରୋନା ସହ ଲଢେଇ କରୁଥିବା ବେଳେ ମ.ରାମପୁର ବ୍ଲକର ଅସହାୟ ନୀରିହ ଲୋକେ ଘରୁ ବାହାରି ନ ପାରି ନାନା ପ୍ରକାର ହଇରାଣ ହରକତ ହେେଉଛନ୍ତି। ପ୍ରତ୍ୟହ କାମଧନ୍ଦା କରି ଜୀବିକା ନିର୍ବାହ […]
ଦୁଷ୍ମନ୍ତ ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ରକ୍ତଦାନ କ୍ଷେତ୍ରରେ ଦେଖାଯାଉଥିବା ଅସୁବିଧାକୁ ପୂରଣ କରିବା ପାଇଁ ଏବଂ ସାଂପ୍ରତିକ ପରିସ୍ଥିତିରେ ଜିଲ୍ଲାରେ ରକ୍ତର ଅଭାବ ପୂରଣ କରିବା ଲକ୍ଷ୍ୟ ନେଇ କଳାହାଣ୍ଡି ପୋଲିସ ପ୍ରଶାସନ ପକ୍ଷରୁ ସମଗ୍ର ଜିଲ୍ଲାରେ ସ୍ୱେଚ୍ଛାକୃତ ରକ୍ତଦାନ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : ଆଜିଠୁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ବାହାରକୁ ଗଲେ ମୁହଁରେ କପଡ଼ା ଦେବା ଜରୁରୀ। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । ଏଣିକି ସମସ୍ତେ ମାସ୍କ ପିନ୍ଧିବାକୁ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: ଆଜି ଅପରାହ୍ନ ୧ ଟା ୩୦ ମିନିଟ୍ରେ ଢଙ୍କିଆ ଗ୍ରାମ ପଞ୍ଚାୟତର ଗୋବିନ୍ଦପୁର ଗ୍ରାମ ଧରାଶ ପାଟଣାପଡାରେ ଦୁଇ ବଖରା ଚାଳଘର ସମ୍ପୂର୍ଣ୍ଣ ଭସ୍ମ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ ଏହି ଗ୍ରାମର ଛବିନ୍ଦ୍ର ଦଳାଇ, ପିତା-ବିଶ୍ବାନାଥ […]