ରାଜକନିକା: ସମଗ୍ର ବିଶ୍ବ ଆଜି ମହାମାରୀ କରୋନା କବଳରେ କବଳିତ। ଭାରତରେ ମଧ୍ୟ କରୋନାର କାୟା ମେଲିସାରିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 5000 ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 149ରେ ପହଞ୍ଚିଛି। ସେହିପରି ରାଜ୍ୟରେ ମଧ୍ୟ କରୋନା ସ୍ଥିତି ବେଶ୍ ସଙ୍ଗୀନ […]
ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ପୌର ପରିଷଦର ପୂର୍ବତନ ଉପାଧ୍ୟକ୍ଷ ତଥା ପୂର୍ବତନ ଜଗତସିଂହପୁର ବିଜେଡ଼ିର ନଗର ସଭାପତି ରତ୍ନାକର ଲେଙ୍କା(୮୫) ଙ୍କ ର ମଙ୍ଗଳବାର ପରଲୋକ ହୋଇଯାଇଛି। ସେ ୨୦୦୩ ରୁ ୨୦୦୮ ପର୍ଯ୍ୟନ୍ତ ଜଗତସିଂହପୁର ପୌର ପରିଷଦର ଉପାଧ୍ୟକ୍ଷ […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୂତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା କରିବାକୁ ଆଗେଇ ଆସିଛନ୍ତି ଲୋକମାନେ। ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜଗତସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ବିଜୟ ଲକ୍ଷ୍ମୀ ବେହେରା କରୋନା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ବର୍ତ୍ତମାନ ସାରା ପୃଥବୀ ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଗତି କରୁଛି। ଏଭଳି ବିପତ୍ତି ବର୍ତ୍ତମାନର ମଣିଷ ମାନେ କେବେ ବି ଦେଖିନଥିଲେ। ହାହାକାରମୟ, ଆତଙ୍କିତ, ଆଶଙ୍କିତ ପରିବେଶ। ନୀରବତାର ପୃଥିବୀରେ ଏକରୁ ଅନେକ ମଣିଷ ମନରେ […]
କନ୍ଦର୍ପ ବେହେରା ରେଢାଖୋଲ: ଗତକାଲି ତେରବେଡା ଗ୍ରାମର ଜନୈକା ବିବାହିତା ମହିଳା ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇ ଆଉ ଘରକୁ ଫେରି ନ ଥିବା ଖବର ହସ୍ତଗତ ହୋଇଛି। ପ୍ରକାଶ ଯେ ଗତକାଲି ସକାଳେ ରେଢାଖୋଲ ଥାନା ତେରବେଡା ଗ୍ରାମର ଅଶ୍ୱିନୀ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: କୁଜଙ୍ଗରେ ସାପ୍ତାହିକ ହାଟରେ ଆଜି ଦେଖିବାକୁ ମିଳିଛି ସାମାଜିକ ଦୂରତ୍ବ। ସାମାଜିକ ଦୂରତ୍ବକୁ ମାନି ଲୋକମାନେ ହାଟରୁ ପରିବାପତ୍ର କିଣିଛନ୍ତି। ଦୋକାନୀଙ୍କଠାରୁ ଆରମ୍ଭ କରି ଗ୍ରାହକମାନେ ସମେସ୍ତ ଏହି ନିୟମକୁ ସଠିକ୍ ରୂପେ ପାଳନ କରିଛନ୍ତି। କୁଜଙ୍ଗ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: କରୋନା ମହାମାରୀକୁ ଗୁରୁତର ସହ ନେଇ କେନ୍ଦ୍ର ସରକାର ଜାରି କରିଥିବା ୨୧ଦିନିଆ ଲକ ଡାଉନର ନିର୍ଦ୍ଦେଶକୁ ରାଜ୍ୟ ସରକାର କଡ଼ାକଡ଼ି ଭାବେ ପୁରା ରାଜ୍ୟରେ ଲାଗୁ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ସମସ୍ତ ଜିଲ୍ଲାର […]
ବବୁଲୁ ସାହୁ କଳାହାଣ୍ଡି: ପଶ୍ଚିମ ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡିରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କଳାହାଣ୍ଡି ଜିଲ୍ଲାପାଳ କରୋନାକୁ ନେଇ ସଚେତନତାର ଏକ ଭିଡିଓ ବାର୍ତ୍ତା ଦେଇଛନ୍ତି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। କରୋନା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୂତାଣୁ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଏବେ ସମେସ୍ତ ସାହାଯ୍ୟର ହାତ ବଢାଇଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ପୂର୍ବାହ୍ନରେ ପାରାଦୀପ ଟ୍ରକ୍ ମାଲିକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ୍କୁ 5 ଲକ୍ଷ ଟଙ୍କା ଦାନ […]
ସମୀକ୍ଷା ବ୍ୟୁରୋ ରେଢାଖୋଲ: ରେଢାଖୋଲ ଡାକ୍ତରଖାନାର ଏକ ଫଟୋ ଉତ୍ତୋଳନ କରୁଥିବା ସମୟରେ ସାମ୍ବାଦିକ କନ୍ଦର୍ପ ବେହେରାଙ୍କୁ ସିକ୍ୟୁରିଟି ଗାର୍ଡ ବା ସୁରକ୍ଷାକର୍ମୀ ଦୁର୍ବ୍ୟବହାର କରିଥିବା ଜଣାପଡିଛି। ଆଜି ସକାଳେ ସାମ୍ବାଦିକ ଜଣକ ରେଢାଖୋଲ ଡାକ୍ତରଖାନାର ସାମ୍ନାପଟୁ ଏକ ଫଟୋ ଉଠାଉଥିବା […]
ବବୁଲୁ ସାହୁ କଳାହାଣ୍ଡି : ସମଗ୍ର ରାଜ୍ୟରେ ବା ସମଗ୍ର ଦେଶରେ କରୋନା ଭାଇରସକୁ ନେଇ ଲୋକେ ଆତଙ୍କିତ ରହୁଥିବାବେଳେ କରୋନା ସହ ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ୨୧ଦିନର ଲକଡାଉନ୍ ଘୋଷଣା କରିଛନ୍ତି। ରାଜ୍ୟସରକାର ମଧ୍ୟ ଏନେଇ ବେଶ୍ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବୃଦ୍ଧି ପାଉଥିବାବେଳେ ବହୁ କଡା ପଦକ୍ଷେପ ନିଆଯାଉଛି। ସେହିପରି ଅନ୍ୟ ଜିଲ୍ଲାଗୁଡିକରେ ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଜଗତସିଂହପୁର ଜିଲ୍ଲାପାଳ ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ […]
ରଞ୍ଜିତ ପଣ୍ଡା କୁଜଙ୍ଗ: ଗତକାଲି ବମିଖାଲରୁ 15 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହାକୁ ନେଇ ଏବେ ବେଶ୍ ଚିନ୍ତା ବଢିଯାଇଛି। ବମିଖାଲରୁ ସମୁଦାୟ 19 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ବରରୁ ମୋଟ୍ 32 ଜଣ […]
ବବୁଲୁ ସାହୁ କଳାହାଣ୍ଡି : କରୋନା ସହ ସାରା ବିଶ୍ବ ଆଜି ଯୁଦ୍ଧ କରୁଥିବାବେଳେ ଆମ ଦେଶ ଓ ରାଜ୍ୟ ସରକାର ମଧ୍ୟ ଏହାର ମୁକାବିଲା କରିବା ପାଇଁ ବେଶ୍ କଡା ପଦକ୍ଷେପମାନ ଗ୍ରହଣ କରୁଛନ୍ତି। ଦେଶର ଏପରି ଘଡିସନ୍ଧି ମୁହୂର୍ତ୍ତରେ […]
ସମୀକ୍ଷା ବ୍ୟୁରୋ ବାଲୁଗାଁ : ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ବାଲୁଗାଁ ଶାଖା ତରଫରୁ ବାଲୁଗାଁ ସହରାଞ୍ଚଳର କରୋନା ଲକ ଡାଉନ ପରିପ୍ରେକ୍ଷୀରେ ବିଭିନ୍ନ ସେବା କାର୍ଯ୍ୟ କରାଯାଇଅଛି। କରୋନା କଟକଣାକୁ ଦୃଷ୍ଟିରେ ରଖି ଏବିଭିପି ଓ ଶ୍ରୀ ପତିତପାବନ […]
ରମେଶ ମହାନ୍ତି ଜଗତସିଂହପୁର :କରୋନା ଭୂତାଣୁ ସଂକ୍ରମଣ ଜନିତ ଭୟାବହତାକୁ ଦୃଷ୍ଟିରେ ରଖି ଶୁକ୍ରବାର ସନ୍ଧ୍ୟାରେ ଜିଲ୍ଲା ସଂସ୍କୃତି ଭବନ ପରିସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାରେ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥାର ଜରୁରୀ କାଳୀନ […]
ସମୀକ୍ଷା ବ୍ୟୁରୋ ବାଲେଶ୍ବର: ବେଧଡକ ଭାବେ ବେଆଇନ ଦେଶୀ ମଦ କାରବାର ଚାଲିଥିବାର ଅଭିଯୋଗ ହୋଇଛି। ବାଲେଶ୍ବର ଜିଲ୍ଲାର ବାଲିଖଣ୍ଡ ପୁରୁଷୋତ୍ତମପୁର ଗ୍ରାମଠାରେ ଏପରି ହେଉଥିବାର ଖବର ମିଳିଛି। ଅନେକ ବର୍ଷ ଧରି ଏହି ଗାଁରେ ଦେଶୀ ମଦ ବେଆଇନି ଭାବରେ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ : କୁଜଙ୍ଗ ବ୍ଲକର ଅତିରିକ୍ତି ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ରାତି ଅଧିଆ ବଦଳି ପରେ ଆଜି ଜିଲ୍ଲାପାଳ ଅତିରିକ୍ତ ତହସିଲ ଦାରଙ୍କୁ ନୂତନ ବିଡିଓ ଦାୟିତ୍ବ ଦେଇଛନ୍ତି । ରାତିଅଧିଆ ଏବିଡିଓଙ୍କ ବଦଳିକୁ ନେଇ ଚର୍ଚ୍ଚା ସୃଷ୍ଟି […]
ରଞ୍ଜିତ୍ କୁମାର ପଣ୍ଡା କୁଜଙ୍ଗ : କୁଜଙ୍ଗ ବ୍ଲକର ଅତିରିକ୍ତି ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ରାତି ଅଧିଆ ବଦଳିକୁ ନେଇ ଚର୍ଚ୍ଚା। ମିଳିଥିବା ସୂଚନା ଅନୁସାରେ କୁଜଙ୍ଗ ବ୍ଲକର ବିଡିଓ ହେମନ୍ତ ନନ୍ଦ କାର୍ଯ୍ୟରେ ଯୋଗଦେବାର 10 ଦିନ ପରେ ଏକ […]
ରମେଶ ମହାନ୍ତି ଜଗତସିଂହପୁର: ଗୁରୁବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଓସୱାନ ଭି.ସି ରୁମ୍ ରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର ଓ ପୌର ନିର୍ବାହୀ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାରେ କରୋନା […]
ରମେଶ ମହାନ୍ତି ଜଗତସିଂହପୁର: କରୋନା ଭୂତାଣୁର ଦୃତ ସଂକ୍ରମଣ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବା ବେଳେ ଲକଡାଉନ୍ ଯୋଗୁଁ ଗରୀବ ଓ ମୁଲିଆ ଶ୍ରେଣୀର ଲୋକମାନେ ନିଜର ବୃତ୍ତି ହରାଇ ଭୋକ ଉପାସରେ ନାହିଁ ନଥିବା ଅସୁବିଧା ର […]