ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ମଣ୍ଡାସାହି ପଞ୍ଚାୟତ ଅଫିସରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ କମଳାକାନ୍ତ ରାଉତଙ୍କ ଅଧ୍ୟକ୍ଷତାରେ ପରିଚାଳିତ କାର୍ଯ୍ୟକ୍ରମରେ ଜଗତସିଂହପୁର ବିଡିଓ ସାଗର କୁମାର ନନ୍ଦ, […]
ସମୀକ୍ଷା ବ୍ୟୁରୋ ଶେରଗଡ : ଶେରଗଡ଼ ବ୍ଲକ ଅନ୍ତର୍ଗତ କୁରୁଳା ସ୍ଥିତ ସରକାରୀ କୁରୁଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ହିଞ୍ଜିଳିକାଟୁ ଶାଖା ତରଫରୁ ଚଳିତ ବର୍ଷ ପରୀକ୍ଷା ଦେଉଥିବା ବିଦ୍ୟାର୍ଥୀଙ୍କୁ ପୁଷ୍ପ,ଚନ୍ଦନରେ ବନ୍ଦାପନା କରି ଅଭିନନ୍ଦନ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗତକାଲି ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଦିନିକିଆ ଗଂଜାମ ଜିଲ୍ଲା ଗସ୍ତ କରିଥିଲେ। ଗାନ୍ଧିନଗର ସ୍ଥିତ କଂଗ୍ରେସ ଭବନରେ ବୈଠକରେ ଯୋଗଦେଇ ଗଂଜାମ, ଗଜପତି, କନ୍ଧମାଳ ଏବଂ ବୌଦ୍ଧ ଜିଲ୍ଲାରେ କଂଗ୍ରେସର ସାଙ୍ଗଠନିକ ସ୍ଥିତିକୁ […]
ସମୀକ୍ଷା ବ୍ୟୁରୋ ବ୍ରହ୍ମପୁର: ବୁଧବାର ଦିନ ଅଟୋରୁ ଖସି ପଡି ୫ ବର୍ଷର ଛାତ୍ରର ମୃତ୍ୟୁ ଘଟିଛି। ସ୍କୁଲପିଲାଙ୍କୁ ନେଇ ଯାଉଥିବା ଅଟୋରୁ ଖସିପଡିଛି ୫ ବର୍ଷର ଶିଶୁ। ଦିଗପହଣ୍ଡି ନିକଟ ତିଳେଶ୍ବର ରାମମନ୍ଦିର ନିକଟରେ ଛାତ୍ରଜଣକ ଖସିପଡିଥିଲେ। ଦିଗପହଣ୍ଡିର ଏକ […]
ଭୁବନେଶ୍ୱର, ଭୀମଟାଙ୍ଗି ପ୍ରଜାପତି ବ୍ରହ୍ମ କୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାର ଓ ବ୍ରହ୍ମକୁମାରୀ ମାନଙ୍କ ଦ୍ୱାରା ସୁନ୍ଦରପଦା ପାଲା ମଣ୍ଡପରେ ତ୍ରିମୂର୍ତ୍ତି ଶିବ ଜୟନ୍ତୀ ମହତ୍ସୋବ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ‘ମହାଶିବରାତ୍ରିର ମହାନ ତତ୍ତ୍ବ’ ଶୀର୍ଷକ ଆଧ୍ୟାତ୍ମିକ ଆଲୋଚନା […]
କନ୍ଦର୍ପ ବେହେରା ରେଢାଖୋଲ: ଓଡିଶାରେ ବହୁ ପର୍ଯ୍ୟଟନସ୍ଥଳୀ ରହିଛି । ସରକାରଙ୍କ ଉଦାସୀନତା ହେଉ ବା ରାଜନୈତିକ ଇଚ୍ଛାଶକ୍ତିର ଅଭାବଯୋଗୁଁ ଏହି ପର୍ଯ୍ୟଟନସ୍ଥଳୀ ଗୁଡିକ ଲୋକଲୋଚନକୁ ଆସିପାରୁନାହିଁ। ସରକାରଙ୍କର ପର୍ଯ୍ୟଟନ ବିଭାଗର ଅଧିକାରୀମାନଙ୍କର ଆନ୍ତରିକତାର ଅଭାବ ଯୋଗୁଁ ଅବହେଳିତ ଅବସ୍ଥାରେ ଥିବା […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାର ବିଭିନ୍ନ ନଦୀପଠାରୁ ଦୈନିକ ଶହଶହ ବାଲି ଆନ୍ଧ୍ରକୁ ଚୋରାଚାଲଣ ହେଉଥିବା ଅଭିଯୋଗ ହେଉଛି। ଯେତିକି ପରିମାଣରେ ବାଲି ନେବା କଥା ସେତିକି ପରିମାଣରେ ବାଲି ନନେବା ସହ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ଏମାନେ ଖୋଲାଖୋଲି […]
ସମୀକ୍ଷା ବ୍ୟୁରୋ ଉଦଳା : ଘର ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଶରତ ଥାନା ରୁଗୁଡି ଗାଁରେ ଏକ ଘର ଭିତରୁ ଜଣେ ମହିଳାଙ୍କ ଶବକୁ ଉଦ୍ଧାର କରିଛି ପୋଲିସ୍ । ଘରୋଇ କଳିରୁ ଗତ […]
ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ଗଂଜାମ ଜିଲ୍ଲାରେ କୃଷିଜାତ ପଦାର୍ଥର ମାର୍କେଟିଂ ସୁବିଧା ନଥିବାରୁ ଧାନ, ମୁଗ, ଚିନାବାଦାମ୍, ଲଙ୍କାମରିଚ ଓ ପନିପରିବା ଆଦି ଫସଲର ଅଭାବି ବିକ୍ରୀ ଯୋଗୁଁ ଗଂଜାମ ଜିଲ୍ଲାର ଚାଷୀ ପ୍ରତିବର୍ଷ ୧୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା […]
ରଞ୍ଜିତ୍ ପଣ୍ଡା ପାରାଦୀପ : ଆର୍ଥିକ ଅନଗ୍ରସର ମହିଳା ଓ ଯୁବତୀମାନଙ୍କୁ ସଶକ୍ତିକରଣ କରି ସ୍ବାବଲମ୍ବୀ କରିବାର ଲକ୍ଷ୍ୟ ରଖି ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ତରଫରୁ ସାହି ଏକ୍ସପୋର୍ଟର ମିଳିତ ସହଯୋଗରେ ଏକ ଦୁଇଦିନିଆ କର୍ମଶାଳା ପାରାଦ୍ବୀପସ୍ଥିତ ଜେଏସ୍ଡବ୍ଲ୍ୟୁ କାର୍ଯ୍ୟାଳୟରେ ଅନୁଷ୍ଠିତ […]
ରଞ୍ଜିତ୍ ପଣ୍ଡା ପାରାଦୀପ: ଚଳିତବର୍ଷ ମ୍ୟାଟ୍ରିକ ପରୀକ୍ଷାକୁ ସ୍ୱଚ୍ଛ କରିବା ପାଇଁ ସରକାର ବିଭିନ୍ନ ଦୃଢ ପଦକ୍ଷେପ ନେଇଥିବା ବେଳେ ଜଗତସିଂହପୁର ଜିଲ୍ଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଗତସିଂହପୁର ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘ ତେରବର୍ଷ ଧରି ଡେପୁଟେସନରେ ରହି […]
ରମେଶ ମହାନ୍ତି ଜଗତସିଂହପୁର : ଜଗତସିଂହପୁର ପୌର ପରିଷଦ ଅଞ୍ଚଳ ମଧ୍ୟରେ ମାଲ ପରିବହନ କରୁଥିବା ଭାରୀଯାନ ଗୁଡିକ ଚଳପ୍ରଚଳ କରୁଥିବାରୁ ଟ୍ରାଫିକ୍ ସମସ୍ୟା ଏବଂ ଜନସାଧାରଣଙ୍କ ଗମନାଗମନର ଅସୁବିଧା ପରିଲକ୍ଷିତ ହେଉଅଛି । ଏଣୁ ଉପରୋକ୍ତ ଯାନ ଗୁଡିକ ଚଳପ୍ରଚଳ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର ସ୍ଥିତ ଶ୍ରୀ ଶ୍ରୀ ରଙ୍କନାଥଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ତରଫରୁ ୧୦୮ ହନୁମାନ ଚାଳିଶା ଯଜ୍ଞ ନିମନ୍ତେ ଏକ ଭବ୍ୟ କଳସ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା। ଏହି ଅବସରରେ […]
କନ୍ଦର୍ପ ବେହେରା ରେଢାଖୋଲ: ନାକ୍ଟିଦେଉଳ ଥାନା ଅଂଚଳର ଜନୈକା ଯୁବତୀକୁ ଜନୈକ ଯୁବକ ବିବାହ ପ୍ରତିଶ୍ରୁତି ଦେଇ ଶେଷରେ ଦୁଷ୍କର୍ମ କରି ଅନ୍ୟତ୍ର ବିବାହ କରିବାକୁ ଉଦ୍ୟମ କରି ଶେଷରେ ଗିରଫ ହେବା ଘଟଣା ନାକ୍ଟିଦେଉଳ ଅଂଚଳରେ ଚର୍ଚ୍ଚାର ବିଷୟ ହୋଇଛି […]
ସମୀକ୍ଷା ବ୍ୟୁରୋ ସୋରଣ: ସୋରଣର କିଛି ଆରଏସଏସ୍ କର୍ମୀଙ୍କୁ କିଛି ମୁସଲମାନ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି। ଏନେଇ କୁହୁଡି ଫାଣ୍ଡିରେ ଅଭିଯୋଗ ମଧ୍ୟ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ସୋରଣର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଜନୈକ କର୍ମୀ ସୁଶାନ୍ତ […]
କନ୍ଦର୍ପ ବେହେରା ରେଢାଖୋଲ : ନାକ୍ଟିଦେଉଳ ବ୍ଲକ୍ ପରିସରରେ ସମ୍ବଲପୁର ଜିଲ୍ଲାପାଳଙ୍କ ପକ୍ଷରୁ ଏକ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନଶୁଣାଣିରେ ନାକ୍ଟିଦେଉଳ ବ୍ଲକର ୧୪ଟି ପଞ୍ଚାୟତର ବହୁ ଅଭିଯୋଗକାରୀ ଆସି ନିଜର ସମସ୍ୟା ସଂପର୍କରେ ଅଭିଯୋଗ କରିଥିଲେ […]
ରମେଶ ମହାନ୍ତି ଜଗତସିଂହପୁର : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନ ତରଫରୁ ଏକ ଯୁଗ୍ମଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ସଚିଦାନନ୍ଦ ସାହୁ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି ଅଭିଯୋଗ […]
ସମୀକ୍ଷା ବ୍ୟୁରୋ ଚିଲିକା : ଚିଲିକା ବ୍ଲକ ଅନ୍ତର୍ଗତ ହାଟବରଡି ଗ୍ରାମପଞ୍ଚାୟତର ଜୟନ୍ତିପୁର ଗ୍ରାମଠାରେ ପ୍ରାଥମିକ ମତ୍ସ୍ୟ ସମବାୟ ସମିତିର 30ଜଣ ହରିଜନ ଶିକ୍ଷିତ ମତ୍ସ୍ୟଜୀବୀମାନଙ୍କୁ ନେଇ ସପ୍ତାହବ୍ୟାପି ପ୍ରଶିକ୍ଷିଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଗତ 12 ତାରିଖଠାରୁ 17 […]
ଭୁବନେଶ୍ୱର, ୧୭.୨: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଚିଠି ନଂ ୨୪୭୨୧ ତା ୨୬.୯.୨୦୧୮ରିଖରେ ଯୁଗ୍ମ ସମ୍ପାଦକଙ୍କ ଦ୍ୱାରା ଘୋଷଣା କରାଯାଇଥିବା ରାଜ୍ୟର ୫୫ଟି ରକ୍ତଭଣ୍ଡାର ସରକାରୀ ମାନ୍ୟତା ପାଇଥିଲେ ମଧ୍ୟ ଏଥିରେ କାର୍ଯ୍ୟରତ ପ୍ରାୟ ୧୮୦ଜଣ […]
କୃଷ୍ଣଚନ୍ଦ୍ର ସୁଆଁସିଆ ଶେରଗଡ଼ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଠୁରୁବୁରାଇ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଚିତ୍ରସେନ ପୋଲାଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶେରଗଡ଼ ବିଡିଓ ସୁରଞ୍ଜନ ସାହୁ […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: କୁଜଙ୍ଗବ୍ଳକ ବିଶ୍ୱାଳୀ ଠାରେ ସ୍ଥାନୀୟ ନବଜ୍ୟୋତି ୟୁଥ କ୍ଳବ ପକ୍ଷରୁ ୨୫ତମ ବାର୍ଷିକ ମୁକ୍ତମଂଚ ନାଟକ ପ୍ରତିଯୋଗିତା ପାଇଁ ଆଜି ବିଭିନ୍ନ ପ୍ରତିଯୋଗୀ ଦଳ ମଧ୍ୟରେ ଲଟେରୀ ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ପ୍ରାରମ୍ଭରେ ୟୁଥ୍ […]