ସମୀକ୍ଷା ବ୍ୟୁରୋ ଶେରଗଡ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଗୋଠଗାଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷକ ଭାଗିରଥି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁରଞ୍ଜନ ସାହୁ ଉତ୍ସବରେ […]
ରମେଶ ମହାନ୍ତି ଜଗତସିଂହପୁର : ସୋମବାର ପୂର୍ବାହ୍ନରେ ଜଗତସିଂହପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜାତୀୟ କୃମି ନାଶକ ଦିବସ,ଫେବୃୟାରୀ-୨୦୨୦ର ଶୁଭାରମ୍ଭ ହୋଇଛି । ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ […]
ବବୁଲୁ ସାହୁ କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଯୁଜୁରାଙ୍ଗ ମା ବୀଣାପାଣି ସାସ୍କୃତିକ ଅନୁଷ୍ଠାନର ସପ୍ତମ ବାର୍ଷିକ ଉତ୍ସବ ପାଳିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି କୁଳମଣି ସିଂହ ଓ ଉମାଶଙ୍କର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବାବେଳେ […]
ଭୁବନେଶ୍ବର, ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ମୋଡେଲ ମିଳିତ ଜାତିସଂଘ ର ଆନ୍ତର୍ଜାତୀୟ ସଂସ୍କରଣ ଆୟୋଜିତ ହୋଇଯାଇଛି| ଏହି ଅବସରେରେ ଉଚ୍ଚ ଶିକ୍ଷା ,କୃଷି ଓ କୃଷକ ସଶକ୍ତିକରଣ ,ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ ମୁଖ୍ୟ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର : ବାଣପୁର ଭଗବତୀ ବିହାର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ (ଆରଏସ୍ଏସ୍) ପକ୍ଷରୁ ବାଣପୁର ଖଣ୍ଡ ସମିଳନୀ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସମ୍ମିଳନୀରେ ବହୁତ ପୁରାତନ ଓ ନୂତନ […]
କନ୍ଦର୍ପ ବେହେରା ରେଢାଖୋଲ: ସରକାର ଶିକ୍ଷାକୁ ବିଶେଷ ଭାବରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ପିଲାମାନଙ୍କର ବିକାଶ ପାଇଁ ଶିକ୍ଷକମାନଙ୍କୁ ବର୍ଷ ତମାମ୍ ତାଲିମ୍ ଦିଆଯାଉଛି। ହେଲେ ଶିକ୍ଷାର ମାନ ରହୁନାହିଁ। ଏଥିପାଇଁ ଶିକ୍ଷକମାନଙ୍କୁ […]
ରମେଶ ମହାନ୍ତି ଜଗତସିଂହପୁର: ଜିଲ୍ଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ନିମେନ୍ତ ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓପିଡି ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ବାସ୍ଥ୍ୟ ସମିତି ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଅଧ୍ୟକ୍ଷତା […]
ରଞ୍ଜିତ୍ ପଣ୍ଡା କୁଜଙ୍ଗ: ଭାରତର ଅଗ୍ରଣୀ ଇସ୍ପାତ ଉତ୍ପାଦନକାରୀ ତଥା ଜେଏସ୍ଡବ୍ଲୁ ଉତ୍କଳ ଷ୍ଟିଲ୍ ତରଫରୁ ଗଡକୁଜଙ୍ଗ ଅପଗ୍ରେଡ୍ ବିଦ୍ୟାଳୟରେ ଅନୁଷ୍ଠିତ ବାର୍ଷିକ କ୍ରୀଡ଼ା ଉତ୍ସବ ପାଇଁ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯାଇଛି। ଏରସମା ବ୍ଲକ୍ ଅନ୍ତର୍ଗତ ଗଡକୁଜଙ୍ଗ ପଞ୍ଚାୟତରେ ଥିବା […]
ସୀତାରାମ ଅଗ୍ରୱାଲ ବାଣପୁର: ଦୀର୍ଘ ମାସ ଧରି ଚାଲିଥିବା ନାଟକର ପରିଶେଷରେ ଯବନିକା ପଡିଛି। ପଦ ହରାଇଛନ୍ତି ଗମ୍ଭାରୀମୁଣ୍ଡା ପଞ୍ଚାୟତର ସରପଞ୍ଚ। ଗମ୍ଭାରୀମୁଣ୍ଡା ପଞ୍ଚାୟତର ସରପଞ୍ଚଙ୍କ ବିରୁଦ୍ଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଗୃହୀତ ହୋଇଛି। ଗମ୍ଭାରୀମୁଣ୍ଡା ପଞ୍ଚାୟତ ସରପଞ୍ଚ ବିମଳ ପଟ୍ଟନାୟକଙ୍କ […]
ସମୀକ୍ଷା ବ୍ୟୁରୋ ବ୍ରହ୍ମପୁର: ଜଣେ କର୍ତ୍ତବ୍ୟନିଷ୍ଠ ହୋମଗାର୍ଡ଼କୁ ପ୍ରତିକୂଳ ପାଗରେ ନିଜର କର୍ତ୍ତବ୍ୟ ସଂପାଦନ କରିଥିବାରୁ ବ୍ରହ୍ମପୁର ପୋଲିସ୍ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସୂଚନାଯୋଗ୍ୟ ଗତଦିନ ବ୍ରହ୍ମପୁରରେ ପ୍ରବଳ ବର୍ଷା ସତ୍ତ୍ୱେ ହୋମ୍ଗାର୍ଡ଼ ଏସ୍ ଚନ୍ଦ୍ରଶେଖର କମାପଲ୍ଲୀ ଛକରେ […]
ସମୀକ୍ଷା ବ୍ୟୁରୋ ଶରଣକୁଳ: ନୟାଗଡ଼ ଜିଲ୍ଲାର ଏକ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ଶରଣକୁଳ। ଏଠାରେ ମହାଦେବ ଲଡୁବାବା ଅବସ୍ଥିତ ଥିବାବେଳେ ଏହି ଅଞ୍ଚଳଟି ବେଶ୍ ଲୋକପ୍ରିୟ। ଏହା ଜିଲ୍ଲା ସଦର ମହକୁମା ନୟାଗଡ଼ ଠାରୁ ୦୯ କି.ମି. ଏବଂ ରାଜ୍ୟ ରାଜଧାନୀ […]
ସମୀକ୍ଷା ବ୍ୟୁରୋ ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନାଅଧିକାରୀ ଅଜୟ କୁମାର ବାରିକଙ୍କ ନେତୃତ୍ୱରେ ଏକ ଟିମ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛନ୍ତି। ପାଟପୁର ନିକଟବର୍ତ୍ତୀ ସୁମନ୍ତପୁର ମୁଖ୍ୟରାସ୍ତାରେ ଏକ ସ୍କୁଟି(ନଂ-ଓଡି-୦୭ ଡବ୍ଲୁ୭୯୭୭) ଗାଡ଼ିରେ ଯାଉଥିବା ବେଳେ ଅଟକାଇ […]
ସମୀକ୍ଷା ବ୍ୟୁରୋ ଶେରଗଡ : ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମପଞ୍ଚାୟତର ମା କରଞ୍ଜେଇ ପୀଠରେ ବ୍ଲକ ପ୍ରଶାସନ ଓ ବିଜୁ ଯୁବ ବାହିନୀର ମିଳିତ ଉଦ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାକୃତିକ ପରିବେଶର ଗନ୍ତାଘର […]
ରମେଶ ମହାନ୍ତି ଜଗତସିଂହପୁର : ବୁଧବାର ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ବାଲିକୁଦା – ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜଳସଂପଦ,ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏହି ବୈଠକରେ ଅଧ୍ୟକ୍ଷତା […]
ସମୀକ୍ଷା ବ୍ୟୁରୋ ଶେରଗଡ: ଗଞ୍ଜାମ ଜିଲ୍ଲା ଶେରଗଡ଼ ବ୍ଲକ ଅନ୍ତର୍ଗତ ଗୋଠଗାଁ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଚଳିତ ବର୍ଷ ଅଧ୍ୟୟନରତ ଦଶମ ଶ୍ରେଣୀ ବିଦ୍ୟାର୍ଥୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଛି। ପ୍ରଧାନଶିକ୍ଷକ ଭାଗିରଥି ପ୍ରଧାନଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମରେ […]
କନ୍ଦର୍ପ ବେହେରା ସମ୍ବଲପୁର/ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ର ଖଣ୍ଡିଆମୁଣ୍ଡା ସେବାଶ୍ରମ ବିଦ୍ୟାଳୟକୁ ଜିଲ୍ଲାପାଳ ଅଚାନକ ଗସ୍ତକରି ପିଲାମାନଙ୍କୁ ପାଠ ପଢାଇଛନ୍ତି। ସମ୍ବଲପୁର ଜିଲ୍ଲାପାଳ ଶୁଭମ୍ ସକ୍ସେନା କିସିଣ୍ଡା ପଂଚାୟତର ଖଣ୍ଡିଆମୁଣ୍ଡା ସେବାଶ୍ରମ ବିଦ୍ୟାଳୟକୁ ଯାଇ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇଥିବାର ଖବର ମିଳିଛି। […]
କନ୍ଦର୍ପ ବେହେରା ରେଢାଖୋଲ: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଂଚ ପ୍ରତିଷ୍ଠା ଦାବୀରେ ବହୁ ବର୍ଷ ହେଲା ଆନ୍ଦୋଳନ ଜାରି ରହିଛି। ହେଲେ ସରକାର ଏଥିପ୍ରତି ଆଦ୍ମୌ କର୍ଣ୍ଣପାତ କରୁନାହାନ୍ତି। ଏନେଇ ଆଜି ପଶ୍ଚିମ ଓଡିଶାରେ ବନ୍ଦ ପାଳନ କରାଯାଇଥିବା ବେଳେ ରେଢାଖୋଲରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ରାଜଭବନ ସମ୍ମୁଖରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ 86ତମ ଶ୍ରାଦ୍ଧ ଦିବସ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ପାଳିତ ହୋଇଯାଇଛି । ରାଜଭବନ ସମ୍ମୁଖ ପ୍ରତିମୂର୍ତ୍ତିରେ ଅଭିଯାନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ ସହ ସ୍ମୃତିଚାରଣ […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ଗତ ଦୁଇ ତାରିଖରେ ପଦାର୍ଥ ବିଜ୍ଞାନ ଓ ଓଡ଼ିଆ ବିଭାଗ ତରଫରୁ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ବିଭାଗ ତରଫରୁ ଆୟୋଜିତ ହୋଇଥିବା ବନ୍ଧୁମିଳନ ସମାବେଶକୁ ସଭାପତିତ୍ବ କରିଥିଲେ ପୁରାତନ […]
ସମୀକ୍ଷା ବ୍ୟୁରୋ କୋଣାର୍କ: କୋଣାର୍କର ଦର୍ଶନ ନାୟକ ଚଳିତଥର ଆରଡିସି ୨୦୨୦ରେ ଯୋଗଦାନ କରି ନିଜ ସ୍କୁଲ ତଥା ଅଞ୍ଚଳ ପାଇଁ ଗୌରବ ଅର୍ଜନ କରିଛନ୍ତି। କୋଣାର୍କର ଏସ୍ଏସ୍ଡି ସରକାରୀ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର ହେଉଛନ୍ତି ଦର୍ଶନ ନାୟକ। […]
ରମେଶ ମହାନ୍ତି ଜଗତସିଂହପୁର: ତିର୍ତ୍ତୋଲ ବ୍ଲକ ଅଂଚଳରେ ଏବେ ଆତଙ୍କରାଜ ଚଳାଇଛନ୍ତି ମାଙ୍କଡ। ଲୋକଙ୍କୁ ଦେଖିବାକ୍ଷଣି ଗୋଡେଇ ଗୋଡେଇ କାମୁଡୁଛନ୍ତି ଏହି ମାଙ୍କଡମାନେ। ସୂଚନାନୂଯାୟୀ ଉକ୍ତ ବ୍ଲକ ଅନ୍ତର୍ଗତ ଦଣ୍ଡମିର, ଆହାଣା, ବାଲିଝରୀ ଗ୍ରାମ ମାନଙ୍କରେ ମାଙ୍କଡ ଆତଙ୍କ ଯୋଗୁଁ ଲୋକେ […]