ରଞ୍ଜିତ୍ ପଣ୍ଡା କୁଜଙ୍ଗ : ଆଜି କୁଜଙ୍ଗ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲା ପ୍ରଶାସନ ତରଫରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି […]
ବାଲୁଗାଁ : ଗତକାଲି ଚିଲିକାରେ ଡଙ୍ଗା ବୁଡି ପରେ ପ୍ରଶାସନ ଚେତିଛି । ଆଜି ବାଲୁଗାଁ ଫିସେରୀ ଡିଏଫ୍ଓ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ତହସିଲଦାର, ଡିଏଫ୍ଓ, ଆଇଡବ୍ଲ୍ୟଡି ଇଞ୍ଜିନିୟର ଓ ସିଡିଏ ପ୍ରମୁଖ ଉପସ୍ଥିତ […]
ସମୀକ୍ଷା ବ୍ୟରୋ ବରଗଡ : ସିଟି ହସ୍ପିଟାଲ ଦାବି ନେଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆଜି ବରଗଡ଼ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦକୁ ଜନସାଧାରଣ ସ୍ବତସ୍ଫୂର୍ତ୍ତ ଭାବରେ ସମର୍ଥନ କରି ଦୋକାନ ବଜାର ବନ୍ଦ ରଖିଛନ୍ତି । ସହର […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ଆଜିଠୁ ଭୁବନେଶ୍ୱରରେ ସିଲ ହେବ ବେଆଇନ କଲ୍ୟାଣ ମଣ୍ଡପ । ଏହି କ୍ରମରେ ଆଜି ପ୍ରଥମ ଦିନରେ ୫ଟି କଲ୍ୟାଣ ମଣ୍ଡପ ସିଲ କରାଯିବ । ରାଜଧାନୀ ଭୁବନେଶ୍ୱରରେ ଥିବା କିଛି କଲ୍ୟାଣ ମଣ୍ଡପ ହୋଲ୍ଡିଂ […]
ରଞ୍ଜିତ ପଣ୍ଡା ପାରାଦୀପ: ଗତକାଲି ପାରାଦ୍ବୀପଠାରେ ବିଳମ୍ବିତ ରାତ୍ରିରେ ଜଣେ ସାମ୍ବାଦିକଙ୍କ ଅମାନବୀୟ କାର୍ଯ୍ୟ ସାମ୍ନାକୁ ଆସିଛି। ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ମାଡ ଖାଇଥିବାର ଖବର ଶୁଣିବାକୁ ମିଳିଛି। ବ୍ୟକ୍ତି ଜଣକ ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇଥିବାବେଳେ ବଳପୂର୍ବକ […]
ରମେଶ ମହାନ୍ତି ଜଗତସିଂହପୁର:ମଣିଷ ତିଆରି କାରଖାନାରେ ଦିର୍ଘ ୩୪ବର୍ଷର କର୍ମମୟ ଜୀବନରୁ ଜଣେ ଶିକ୍ଷକ ଅବସର ଗ୍ରହଣ କରିବାର ଏକ ଭାବବିହ୍ୱଳିତ ପରିବେଶ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ ଭିତର ଅନ୍ଧାରି ପଞ୍ଚାୟତ ଉଚ୍ଚନୂଆଗାଁ ଶାରଳା ବିଦ୍ୟାପୀଠରେ। ଉଚ୍ଚ […]
ରଞ୍ଜିତ ପଣ୍ଡା କୁଜଙ୍ଗ: କୁଜଙ୍ଗ ବ୍ଲକ୍ ବାଗୋଇ ଗ୍ରାମପଞ୍ଚାୟତର ସରପଞ୍ଚ ତଥା କଂଗ୍ରେସର ବରିଷ୍ଠ ନେତା ଶ୍ରୀ ଅଧିର୍ କୁମାର ପ୍ରଧାନ ଆଜି ତାଙ୍କ ଜନ୍ମମାଟି ବାଗୋଇ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୪୫ ବର୍ଷ ବୟସ ହୋଇଥିଲା […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରର ତୋରସିଂ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଜଣେ ମହିଳା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ମୃତ ମହିଳାଙ୍କ ନାମ ପୁଷ୍ପାଞ୍ଜଳି ବେହେରା ବୋଲି ଜଣାପଡିଛି। ମହିଳା ଜଣଙ୍କ ବିଷ ପିଇଥିବା ବେଳେ ଗୁରୁତର ଅବସ୍ଥାରେ […]
ସମୀକ୍ଷା ବ୍ୟୁରୋ ଭୁବନେଶ୍ବର : ବାରମ୍ବାର ବିରୋଧ ସତ୍ତ୍ୱେ ଇସ୍କନର ଅଦିନିଆ ରଥଯାତ୍ରା କରିବା ଜଗନ୍ନାଥପ୍ରେମୀ ତଥା ସମସ୍ତ ହିନ୍ଦୁ, ଓଡ଼ିଆଙ୍କ ଧାର୍ମିକ ପରମ୍ପରାକୁ ଭଙ୍ଗ କରିବାକୁ ଇସ୍କନ ଯେଉଁ ପ୍ରୟାସ କରୁଛି ତାହାକୁ ନିଖିଳ ଓଡ଼ିଶା ପାଇକ ମହାସଂଘ ତୀବ୍ର […]
ସୀତାରାମ ଅଗ୍ରଓ୍ବାଲ ବାଣପୁର: ବାଣପୁରରେ ଏକ ନାବାଳକ ଯୌନ ନିର୍ଯାତନ ଘଟଣା ସାମ୍ନାକୁ ଆସିଛି। ନାବାଳକ ଜଣକ ଗୁରୁତର ଭାବରେ ଡାକ୍ତରଖାନାରେ ଭର୍ତ୍ତି ହେବା ପରେ ଏହି ଘଟଣା ସମ୍ମୁଖକୁ ଆସିଛି। ବାଣପୁର ଗାଁର ଦୁଇ ଜଣ ନାବାଳକ ଉକ୍ତ ନାବାଳକକୁ […]
ରମେଶ ମହାନ୍ତି ଜଗତସିଂହପୁର: ରାଜ୍ୟ ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର କିଛି ଅସାଧୁ କର୍ମଚାରୀ ଓ ଦୁର୍ନୀତିଖୋର୍ କୁଜିନେତାଙ୍କ ମଧୁଚନ୍ଦ୍ରିକା ଯୋଗୁଁ ଏହି ଯୋଜନା ସାଧାରଣ ଲୋକଙ୍କ ପାଖରେ ଅପହଞ୍ଚ । ଏପରିକି ରାଜ୍ୟରେ “5 ଟି”ର ଡିଣ୍ଡିମ […]
କନ୍ଦର୍ପ ବେହେରା ରେଢାଖୋଲ : ରେଢାଖୋଲ ଉପଖଣ୍ଡରେ ରହିଥିବା ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନଥିବାରୁ ଛାତ୍ରଛାତ୍ରୀଙ୍କୁ ଘରକୁ ଫେରିବାକୁ ପଡିଛି । ଏହା ସହିତ ସ୍ଥାୟୀ ଶିକ୍ଷକ ନଥିବାରୁ ଅଭିଭାବକଙ୍କ ପକ୍ଷରୁ ବିଦ୍ୟାଳୟକୁ ତାଲା ମାରି […]
ସମୀକ୍ଷା ବ୍ୟୁରୋ ବାଣପୁର: ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ବର ଗ୍ରାମପଞ୍ଚାୟତର ଭାପୁର(ବୃନ୍ଦାବନପୁର) ଗ୍ରାମର ଜଣେ ନାବାଳକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ନାବାଳକଙ୍କ ଘର ସମ୍ମୁଖରେ ରହିଥିବା ନନ୍ଦ ପୋଖରୀରେ ଏହି ଅଘଟଣ ଘଟିଛି। ଉଲ୍ଲେଖଯୋଗ୍ୟ ଯେ, ସମୀର ରାଉତଙ୍କ ୧୦ […]
ରଞ୍ଜିତ ପଣ୍ଡା : କୁଜଙ୍ଗ ବ୍ଲକ୍ର ନୂତନ ବ୍ଲକ୍ ଉନ୍ନୟନ ଅଧିକାରୀ ଭାବରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ହେମନ୍ତ କୁମାର ମହନ୍ତ । ଦୀର୍ଘ ଚାରି ମାସ ହେବ ଖାଲି ପଡିଥିବା ଏହି ସ୍ଥାନ ପାଇଁ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳର ବିଡିଓ […]
ଭୂବନେଶ୍ୱର : ପବିତ୍ର ସରସ୍ୱତୀ ପୂଜା ଅବସରରେ ବିଶିଷ୍ଟ କଥାକାର, ଗାଳ୍ପିକ, କବି, ଔପନ୍ୟାସିକ ଓ ଅଜୟ ସ୍ୱାଇଁଙ୍କ ନାମରେ ନାମିତ ‘ଅଜୟ ଉତ୍ସବ-୨୦୨୦’ ଭାରତୀୟ ବିଦ୍ୟାଭବନ, ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଅଛି । ଏହି ଉତ୍ସବରେ ଶତାଧିକ କଳା, ସଂସ୍କୃତି […]
ରଞ୍ଜିତ ପଣ୍ଡା ତିର୍ତ୍ତୋଲ : ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିରିଡି ଠାରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବତିମିରା ଠାରେ ଅଭିଭାବକ ତଥା ମାତୃ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି […]
ସୀତାରାମ ଅଗ୍ରଓ୍ବାଲ ଚିଲିକା : ଆରଏସଏସ୍ ପକ୍ଷରୁ ଚିଲିକାରେ ଏକ ନୂତନ ଗୋଶାଳା ନିମନ୍ତେ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଶ୍ରୀପଞ୍ଚମୀ ଅବସରରେ ସୋରଣ ଗ୍ରାମର ଆରଏସ୍ଏସ୍ ସଂସ୍କୃତି ଭବନ ପରିସରରେ ନୂତନ ଗୋଶାଳା ପ୍ରତିଷ୍ଠାର ଭୂମିପୂଜନ କାର୍ଯ୍ୟକ୍ରମ […]
ରଞ୍ଜିତ ପଣ୍ଡା/କୁଜଙ୍ଗ : କୁଜଙ୍ଗ ଥାନା ପରିସରରେ ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଆର୍ ପ୍ରକାଶ ରଙ୍ଗରାଜନ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପରିଚୟପତ୍ର ବଣ୍ଟନ କରିଥିଲେ । ଅନ୍ୟ ମାନଙ୍କ […]
ରଞ୍ଜିତ ପଣ୍ଡା ତିର୍ତୋଲ/ଜଗତସିଂହପୁର : ସାମାଜିକ ସଂଗଠନ ଆଉଟରିଚ ପକ୍ଷରୁ ନରୁଆ ଛକ ସାଗବାରିଆ ସ୍ଥିତ ଜ୍ଞାନ ବିକାଶ କ୍ଲବ ପରିସରରେ ଏକ ସାରସ୍ୱତ ବନ୍ଧୁ ମିଳନ, ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଉଟରିଚର ମୁଖ୍ୟ […]
ସମୀକ୍ଷା ବ୍ୟୁରୋ ରାଜନଗର : ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପଟିଆ ଗ୍ରାମର ମୁରୁମୁରାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଶିକ୍ଷକଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଧୁରନ୍ଧର ଦାସ ଏବଂ ସହକାରୀ ଶିକ୍ଷକ ଦାମୋଦର […]
ରଞ୍ଜିତ ପଣ୍ଡା କୁଜଙ୍ଗ : 71 ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଜେଏସ୍ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପକ୍ଷରୁ ଏରସମା ବ୍ଲକ୍ର 3ଟି ପଞ୍ଚାୟତର 25ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍କୁଲ ବ୍ୟାଗ ଏବଂ ମିଷ୍ଟାନ୍ନ ବଣ୍ଟନ କରାଯାଇଛି । 71 ତମ ସାଧାରଣତନ୍ତ୍ର […]