ଭୁବନେଶ୍ୱର: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟିଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗୋଦାବରୀଶ ମହାବିଦ୍ୟାଳୟର ୨୦୦୪ ବ୍ୟାଚ୍ର ଐତିହାସିକ ବନ୍ଧୁମିଳନ ରବିବାର ମହାବିଦ୍ୟାଳୟ ନିକଟରେ ଥିବା ମାଆ ଉତ୍ତରାୟଣୀଙ୍କ ମନ୍ଦିର ପ୍ରାଙ୍ଗଣରେ ସଫଳତାର ସହ ସମ୍ପନ୍ନ ହୋଇଛି। ଏହି […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ଏକାଦଶତମ ଅନ୍ତର୍ଜାତୀୟ ଯୋଗ ଦିବସ “ଯୋଗ ସଙ୍ଗମ” ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ଣରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧି ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରି ଯୋଗଦର୍ଶନ ଓ ପ୍ରାଚୀନ ଭାରତର ମହାନ ପରମ୍ପରା କିପରି […]
ରଣପୁର: ଆଜି ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ଭାବେ ପାଳିତ ୯ମ ଆନ୍ତର୍ଜାତୀୟ ଯୋଗ ଦିବସ ସଫଳ ଭାବେ ପାଳିତ ହୋଇ ଯାଇଛି। ସକାଳେ ବିଦ୍ୟାଳୟ ପ୍ରାଙ୍ଗଣରେ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ସମ୍ମିଳିତ ଭାବରେ ଯୋଗ ଅଭ୍ୟାସ କରିଥିଲେ। ଶିଶୁମାନେ ମୌଳିକ […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ମାଟିର ଜଣେ କୃତି ସନ୍ତାନ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପକ ତଥା ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିବା ସ୍ୱର୍ଗତ ଡ଼ଃ ମୃତ୍ୟୁଞ୍ଜୟ ଶତପଥୀଙ୍କ ଦ୍ୱାଦଶାହ ସ୍ମୃତିଚାରଣ ସଭା […]
ବାଲୁଗାଁ: ବାଲୁଗାଁ ଏନଏସି ଅନ୍ତର୍ଗତ ସାନ୍ତରାପୁର ସାହି ପୋଖରୀରୁ ଶୁକ୍ରବାର ସକାଳୁ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ଖବର ମୁତାବକ ଆଜି ସକାଳୁ ସାହି ପୋଖରୀରେ ଜଣେ ବୃଦ୍ଧ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ […]
ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ଭଗବତୀଙ୍କ ଭିତର ହୁଣ୍ଡି ଖୋଲାଯାଇ ହୁଣ୍ଡିରୁ ଆଦାୟ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ସହିତ ସୁନାରୂପାର କିଛି ଦ୍ରବ୍ୟ ସ୍ଥାନୀୟ ୟୁ.କୋ ବ୍ୟାଙ୍କରେ ଥିବା ମନ୍ଦିର ଜମା ଖାତାରେ ଜମା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ମହାନଗର ହରିହର ନଗର ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ପ୍ରତିଷ୍ଠାନ ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି ଚିର ସୁସ୍ଥ ରହିବା ପାଇଁ […]
ଭୁବନେଶ୍ୱର: ୨୧ ବର୍ଷ ଅପେକ୍ଷାର ଅନ୍ତ ଘଟିବ। ପଢା ଶେଷ କରିବା ପରେ ବହୁ ବର୍ଷ ଧରି ବନ୍ଧୁମାନେ ଏକାଠି ହେବା ପାଇଁ ଇଚ୍ଛା ପ୍ରକାଶ କରୁଥିଲେ ମଧ୍ୟ ବ୍ୟସ୍ତ ବହୁଳ ଜୀବନଶୈଳୀ ବାଧା ସୃଷ୍ଟି କରିଥିଲା। ଛାତ୍ରଜୀବନ ଆଉ ବର୍ତ୍ତମାନ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ବେଶ ଧୂମଧାମରେ ପାଳିତ ହୋଇଯାଇଛି ଦେବସ୍ନାନ ପୂର୍ଣ୍ଣିମା। ପ୍ରାଚୀନ କାଳରୁ ସ୍ଥାପିତ ଶ୍ରୀ ଶ୍ରୀ ପତିତପାବନ ଦେବଙ୍କ ପିଠରେ ପ୍ରଭୃ ସୁବାସିତ ଜଳରେ ସ୍ନାନ କରିଥିଲେ। ଭକ୍ତମାନେ ଏକାଠି ହୋଇ ପ୍ରଭୃ […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଡକ୍ଟର ମୃତ୍ୟୁଞ୍ଜୟ ଶତପଥୀଙ୍କ ବିୟୋଗରେ ଆଜି ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟାପକ ଡକ୍ଟର କୈଳାସ ଚନ୍ଦ୍ର ମହାରଣା, […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ପୁରାତନ ଛାତ୍ରୀ ତେଜସ୍ମିତା ସାହୁଙ୍କ ପରିଚାଳନାରେ ଅନୁଷ୍ଠିତ ବିଦାୟକାଳୀନ ସଭାରେ ବରିଷ୍ଠ […]
ବାଲୁଗାଁ: ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱବାଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ ଓ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ୪୩ ଲିଟର […]
ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ସ୍ଥିତ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ୫ ଜୁନ୍ ୨୦୨୫ ତାରିଖରେ ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରାଣାଙ୍କ ନେତୃତ୍ୱରେ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରର କାର୍ଯ୍ୟକର୍ତ୍ତୀ ପୁଷ୍ପମଞ୍ଜରୀ […]
ବାଲୁଗାଁ: ଆଜି ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପରିଦର୍ଶନରେ ରୋଟାରୀ ଜିଲ୍ଲା ଗଭର୍ଣ୍ଣର ଯଜ୍ଞାଶିଷ ମହାପାତ୍ର ଆସିଥିଲେ। ଏହି ଅବସରରେ ରୋଟାରୀ ସ୍ବାବଲମ୍ବୀ ଯୋଜନାରେ ବାଣପୁର ପଲଟନ ପଡିଆରେ ବାଣପୁରର ଚନ୍ଦ୍ରଶେଖର ସାହୁଙ୍କୁ ସ୍ବାବଲମ୍ବୀ କରାଇବା ନିମନ୍ତେ ଏକ ଠେଲା ଗାଡି […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ସନାତନ ଜାଲି (ଓଇଏସ) ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀ ଜାଲି ଏହା ପୁର୍ବରୁ ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେମୋରିଆଲ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟର […]
ଖୋର୍ଦ୍ଧା/ବାଣପୁର: ଆଜି ସକାଳ ୭ ଘଟିକା ସମୟରୁ ପୂର୍ବାହ୍ ୧୧ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ବାଣପୁର ବ୍ଲକ ଅନ୍ତର୍ଗତ ଗମ୍ଭାରିମୁଣ୍ଡା ଗ୍ରାମ ପଂଚାୟତର ପତିତପାବନ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ […]
ବାଣପୁର: ଆଜି ଓଡ଼ିଶା ସାହିତ୍ୟ ଏକାଡ଼େମୀ ଓ ପର୍ଶୁରାମ ସ୍ମୃତି କମିଟିଙ୍କ ମିଳିତ ଆନୁକୁଲ୍ୟରେ ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପ ଠାରେ ବିପ୍ଲବୀ ଜନନେତା, ନାଟ୍ୟକାର ତଥା ସ୍ବାଧିନତା ସଂଗ୍ରାମୀ ସ୍ବର୍ଗତ ପର୍ଶୁରାମ ହରିଚନ୍ଦନଙ୍କ ୪୮ତମ ଶ୍ରାଦ୍ଧୋତ୍ସବ ପାଳନ ହୋଇଯାଇଅଛି। […]
ବାଣପୁର: ବାଣପୁର ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ+୨ ଦ୍ୱିତୀୟ ବର୍ଷର ଛାତ୍ର ଛାତ୍ରୀ ମାନଙ୍କ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏହି ଅନୁଷ୍ଠାନର ବିଜ୍ଞାନ ବିଭାଗରେ ୨୯୬ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୨୮ ଜଣ […]
ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ସିଭିଲ କୋର୍ଟ ପରିସରରେ ସ୍ଥାୟୀ ଲୋକ ଅଦାଲତ(ଜନ ଉପଯୋଗୀ ସେବା), ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ, ମଧ୍ୟସ୍ଥତା କେନ୍ଦ୍ର ଆଦି ବିଷୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତାଲୁକ […]
ବାଣପୁର: କଥା ଦେଇ କଥା ରଖିଲେ ଆଇନ ମନ୍ତ୍ରୀ ତଥା ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ। ବାଣପୁର ଅଞ୍ଚଳର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ରଙ୍କନାଥ ଦେବଙ୍କ ପିଠର ଉନ୍ନତିକରଣ ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଚଳିତ ମହାଶିବରାତ୍ରି ଅବସରରେ ରଙ୍କନାଥ ଦେବ […]
ଚ଼ିଲିକା: ଆଜି ଚ଼ିଲିକା ବ୍ଲକ ସମ୍ମିଳନୀ କକ୍ଷ ଠାରେ ହରିପୁର ଶାସନ ଗ୍ରାମର ଆରାଧ୍ୟ ଦେବତା ପଶ୍ଚିମାଭିମୁଖୀ ମହାଶମ୍ଭୁ ଶ୍ରୀ ଶ୍ରୀ ଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ରୁଦ୍ର ମହାଯଜ୍ଞ ଓ ଅଷ୍ଟତ୍ରିଂଶ ଶମ୍ଭୁ ମିଳନ ପର୍ବ ନିମନ୍ତେ ଆୟୋଜିତ ପ୍ରସ୍ତୁତି […]