ଛତ୍ରପୁର: ଗଞ୍ଜାମ ଜିଲ୍ଲା ତାମ୍ପରାଠାରେ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ ହୋଇଯାଇଛି। କେଏନସିଏଫ, ଜାପାନଙ୍କ ସହାୟତାରେ ଉକ୍ତ ଦିବସ ତାମ୍ପରା ରାମଶର ସାଇଟ ଠାରେ ପାଳନ କରାଯାଇଛି। ଏଥିରେ ସ୍ଥାନୀୟ ଅଞ୍ଚଳର ମହିଳା, ମତ୍ସ୍ୟଜୀବୀ, ଚାଷୀ ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। […]
ବାଣପୁର (ସୀତାରାମ ଅଗ୍ରୱାଲ): ଗତ କାଲିଠାରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ପଡ଼ିଥିବା ତାଲା ଉପ ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠିଙ୍କ ହସ୍ତକ୍ଷେପ ପରେ ଆଜି ମଧ୍ୟାହ୍ନରେ ଖୋଲିଛି। ପ୍ରକାଶଥାଉ କି ବାଣପୁର ବିଡ଼ିଓଙ୍କ ମନଇଚ୍ଛା ଛୁଟି ନେବା ଏବଂ ନିର୍ବାଚିତ ଜନପ୍ରତିନିଧିଙ୍କୁ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଶୁକ୍ରବାର ପୂର୍ବାହ୍ନରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ଚିଲିକା ବ୍ଳଜ ଅନ୍ତର୍ଗତ ସମାଜସେବା ଅନୁଷ୍ଠାନ “ଶାରିଆ ଭଗବାନ ମହତ୍ଵ ଟ୍ରଷ୍ଟ” ମିଳିତ ଆନୁକୂଲ୍ୟରେ ବଡ଼କୁଳ ସ୍ଥିତ ଆର୍ଦ୍ରଭୂମି ଗବେଷଣା ଓ ପ୍ରଶିକ୍ଷଣ କେନ୍ଦ୍ର ପରିସରରେ ବିଶ୍ଵ ଆର୍ଦ୍ରଭୂମି […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବାଲୁଗାଁ ଅଞ୍ଚଳର ଆରାଧ୍ୟ ଶୈବପୀଠ ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ଗମ୍ଭୀର ହୁଣ୍ଡି ଖୋଲାଯାଇଛି। ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ମନ୍ଦିର ଟ୍ରଷ୍ଟି ବୋର୍ଡ ସଦସ୍ୟ, ମନ୍ଦିର କମିଟି ସଦସ୍ୟ ଓ ସେବାୟତଙ୍କ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରୋତ୍ସାହନରେ ବାଲୁଗାଁ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାରା ଚାଲିଥିବା ନୂତନ ଉନ୍ନତ ଅଭିଳାଷ ଓଡ଼ିଶା ଅନ୍ତର୍ଗତ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ଆଜି ଉଦଯାପନ ସମାରୋହ […]
ବାଣପୁର (ସୀତାରାମ ଅଗ୍ରୱାଲ): ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀ ମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ଶ୍ରୀ ଚକ୍ରବର୍ତ୍ତୀ ଆଜି ପୂର୍ବାହ୍ନରେ ହଠାତ ମା’ ଭଗବତୀ ମନ୍ଦିର ପହଞ୍ଚି ମା’ […]
ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ଜଗନ୍ନାଥ ପ୍ରସାଦ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିରଞ୍ଚିଶଙ୍କର ସାହୁଙ୍କ ସଭାପତିତ୍ବ ଓ ଗୀତାଞଳୀ ଦାଶ୍ ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡିଏଫ୍ଓ […]
ଗମ୍ଭାରୀମୁଣ୍ଡା: ରାଜ୍ୟ ସରକାରଙ୍କ ନୂଆ-ଓ, ଯୁବ ଓଡିଶା, ନବୀନ ଓଡ଼ିଶା ପ୍ରୋତ୍ସାହନରେ ସାହିତ୍ୟ ପ୍ରତିଯୋଗିତା ଅନ୍ତର୍ଗତ ବିଶ୍ଵ ଭାଷା ସମ୍ମିଳନୀର ଆୟାଜନ ଓ ଶ୍ରୀ ମନ୍ଦିର ପ୍ରକଳ୍ପର ଉଦଘାଟନ ପରିପ୍ରେକ୍ଷୀରେ “ଓଡ଼ିଶାର କଳା ଓ ସାହିତ୍ୟରେ ଶ୍ରୀ ଜଗନ୍ନାଥ ସଂସ୍କୃତିର ପ୍ରଭାଵ” […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ପ୍ରୋତ୍ସାହନରେ ନୂଆ -ଓ ସାହିତ୍ୟ ପ୍ରତିଯୋଗିତା ଅନ୍ତର୍ଗତ ଭାଷା, ସାହିତ୍ୟ,ସଂସ୍କୃତି ସମ୍ପର୍କିତ ବିଭିନ୍ନ ଆଲୋଚନାଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନରେ ଅତିଥି […]
ନାଚୁଣୀ (ସୀତାରାମ ଅଗ୍ରୱାଲ): ଆଜି ସଂନ୍ଧ୍ୟାରେ ନାଚୁଣୀ ଥାନା ଗମ୍ଭାରୀମୁଣ୍ଡା ସ୍କୁଲ ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି, ଯେଉଁଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଢ଼େଙ୍କନାଳ ଜିଲ୍ଲା ରାସଳୋ ଥାନା ଅନ୍ତର୍ଗତ ହିଲିସର ଗ୍ରାମର ଚନ୍ଦନ ଦେହୁରୀ […]
ରଣପୁର: ଆଜି ଚାନ୍ଦପୁର ଜୋନ-୨୪ କଂଗ୍ରେସ କମିଟି ତରଫରୁ ବରକନ୍ୟା ଠାରେ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବରିଷ୍ଠ ନେତା ସାରଙ୍ଗ ପ୍ରଧାନଙ୍କ ସଭାପତିତ୍ବରେ ଉକ୍ତ ବୈଠକରେ ପୁରୁଖା କର୍ମୀ ସୁକାନ୍ତ ସେନାପତି, ରଙ୍କନିଧି ମହାପାତ୍ର, ଭିକାରୀ ପାତାଳସିଂ, ରମେଶ […]
ବେଗୁନିଆପଡା: (ଟୁକୁନା ପ୍ରଧାନ) ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତର ହଂସତୁଳି ଗ୍ରାମରେ ଗତକାଲି ରାତିରେ କୌଣସି କାରଣରୁ ଭୟାଭୟ ଅଗ୍ନିକାଣ୍ଡ ଘଟି ଛକ ସାହିର ଛବିତା ଡାକୁଆ, ରଙ୍କ ଡାକୁଆ, ନାରାୟଣ ଡାକୁଆ, ଅଜୟ ନାୟକ, ପ୍ରଭାକର […]
ଖୋର୍ଦ୍ଧା: ଖୋର୍ଦ୍ଧା ନିକଟସ୍ଥ ଉଇଲକିଶନ ନଗର ଗ୍ରାମର ମା ଅଁଳାଇ କ୍ରିକେଟ ଖେଳ ପଡିଆ ଠାରେ ୨ ଦିନିଆ ନୂଆଗାଁ ପ୍ରିମୀୟର ଲିଗ ଆଜି ଉଦଘାଟିତ ହୋଇଯାଇଛି। ଗ୍ରାମର ସମସ୍ତଙ୍କ ପ୍ରିୟ ତଥା କ୍ରୀଡ଼ାବିତ ଜିତେନ୍ଦ୍ର ମହାରଣା ମହାମାରୀ କୋଭିଡ ସମୟରେ […]
ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୂଷ୍ଠିତ ହୋଇଯାଇଛି। ବରିଷ୍ଠ ଅଧ୍ୟାପକ ସଂଜୀବ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଫିଟ୍ ଜି ଭୁବନେଶ୍ବରର ନିର୍ଦ୍ଦେଶକ ପ୍ରଫୁଲ୍ଲ କୁମାର ଦାଶ ଅତିଥି ଭାବେ ଯୋଗଦେଇ […]
ବେଗୁନିଆପଡା ( ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ତାଳସର ପଞ୍ଚାୟତ ର ହଂସତୁଳି ଗ୍ରାମରେ ଗତକାଲି ରାତିରେ କୌଣସି କାରଣରୁ ଭୟାଭୟ ଅଗ୍ନିକାଣ୍ଡ ଘଟି ଛକ ସାହିର ଛବିତା ଡାକୁଆ, ରଙ୍କ ଡାକୁଆ, ନାରାୟଣ ଡାକୁଆ, ଅଜୟ […]
ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ଓ ବାର୍ଷିକ କ୍ରୀଡା ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଜୀବନ ଦ୍ୟୁତି […]
ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା କୋଦଳା ଥାନାରେ ନୂତନ ଥାନାଧିକାରୀ ଭାବେ ଯୋଗ ଦେଲେ ସୁବାଷ ବେହେରା। ଆଗରୁ ଶ୍ରୀ ବେହେରା ନୟାଗଡ଼ ଜିଲ୍ଲାର ଇଟାମାଟି ଥାନାରେ କାର୍ଯ୍ୟରତ ଥିଲେ। ନୂତନ ଥାନା ଅଧିକାରୀ ଶ୍ରୀ ବେହେରାଙ୍କୁ ବିଭିନ୍ନ ମହଲରୁ […]
ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ୭୫ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଅଛି। ଅଧ୍ୟକ୍ଷା ବିନେତା ସ୍ବାଇଁ ପତାକା ଉତ୍ତୋଳନ କରିବା ପରେ ୱାର୍ଡ ନଂ ୫ ହାଟ ପଦା ଠାରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି, […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କରୁଣା ଶାନ୍ତି ଆନୁକୂଲ୍ୟରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପତାକା ଉତ୍ତୋଳନ ଓ ଅନୁଷ୍ଠାନ ର ଛାତ୍ର ଓ ଛାତ୍ରୀ ମାନଙ୍କର ପେରେଡ୍ ଓ କ୍ରୀଡା କୌଶଳ କାର୍ଯ୍ୟକ୍ରମ ବହୁତ ସୁନ୍ଦର ଭାବରେ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଟି ଆଓ ପତାକା ଉତ୍ତୋଳନ କରିବା ସହ ବାବାସାହେବ ଆମ୍ବେଦକରଙ୍କୁ ସ୍ମରଣ କରିଥିଲେ।ପୁର୍ବଜ ସ୍ବାଧୀନତା […]
ବାଲୁଗାଁ( ସୀତାରାମ ଅଗ୍ରୱାଲ): ଚିଲିକାରୁ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛି ବାଲୁଗାଁ ଅଗ୍ନିଶମ ବାହିନୀ। ଖବର ମୁତାବକ ଶନିବାର ସକାଳେ ବାଲୁଗାଁ ସାମନ୍ତରାପୁର ଗ୍ରାମର ଅଭି ଦିହୁଡ଼ିଙ୍କ ପୁଅ ମୁନା ଦିହୁଡ଼ି ଯାହାର ବୟସ ୩୦ ବର୍ଷ, କଂସାରି ନଈରେ […]