ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀ ଡକ୍ଟର ଅକ୍ଷୟ ମିଶ୍ରଙ୍କୁ ତାଙ୍କ କାର୍ଯ୍ୟ ଦକ୍ଷତା ସହ ଆଞ୍ଚଳିକ ସ୍ତରରେ ପରିବେଶ ସୁରକ୍ଷା ଓ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟ ପାଇଁ ଚଳିତବର୍ଷ ଓଡ଼ିଶା ଡାଇରେକ୍ଟୋରେଟ ପକ୍ଷରୁ ରାଜ୍ୟ ସ୍ତରରେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ନୂତନ ଜିଲ୍ଲାପାଳ ଚଞ୍ଚଳ ରାଣା ଆଜି ଅପରାହ୍ନରେ ବାଣପୁର ଗସ୍ତରେ ଆସି ପ୍ରଥମେ ମା’ ଭଗବତୀ ମନ୍ଦିର ଦର୍ଶନ କରିଛନ୍ତି। ମା’ ଙ୍କ ଆଶୀର୍ବାଦ କାମନା କରିବା ସହ ମନ୍ଦିର ଉନ୍ନୟନ ପ୍ରକଳ୍ପ ବିଷୟରେ ସ୍ଥାନୀୟ […]
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ଆନୂକୁଲ୍ୟରେ ଚିଲିକା ଷ୍ଟାଡିୟମରେ ଚାଲିଥିବା ଦ୍ବିତୀୟ ବାର୍ଷିକ ନିଳାମ୍ବୁ ମହୋତ୍ସବର ଦ୍ବିତୀୟ ସନ୍ଧ୍ୟା ସମ୍ବଲପୁରର ଡାଲଖାଇ ନୃତ୍ୟରେ ହଜାର ହଜାର ଦର୍ଶକ ବିମୋହିତ ହୋଇଥିବା ବେଳେ ଆଞ୍ଚଳିକ ତଥା ଓଡିଶାର ବିଭିନ୍ନ […]
ବାଣପୁର: ଶନିବାର ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମତେ ଗତକାଲି ବାଣପୁର ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ବିଶ୍ୱ ଓଡ଼ିଆ ସାହିତ୍ୟ ଓ ଭାଷା ସମ୍ମିଳନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉକ୍ତ ବିଦ୍ୟାଳୟରେ ୪ର୍ଥ ରୁ ଷଷ୍ଠ ଏବଂ ୭ମ […]
କନ୍ଦର୍ପ ବେହେରା ରେଢାଖୋଲ: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜର ଚାରମାଳ ନର୍ସରୀଠାରେ ଜଙ୍ଗଲରେ ନିଆଁ କିପରିି ଲାଗିବ ନାଇଁ ସେ ସଂପର୍କରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଚାରମାଳ ରେଞ୍ଜ ଅଧିକାରୀ ଦର୍ଶନୀଆ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବଡମାଳ ରେଞ […]
ବାଣପୁର (ସୀତାରାମ ଅଗ୍ରୱାଲ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ପ୍ରତୀଘରେ ରାଜ୍ୟ ସରକାରଙ୍କ ବିକାଶ ଧାରାକୁ ପହଂଚାଇବା ଲକ୍ଷରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆଜି ବାଣପୁର ବ୍ଲକ ଅଧିନସ୍ଥ ନନ୍ଦପୁର ଓ […]
ରଣପୁର: ସାରା ରାଜ୍ୟରେ ଆରମ୍ଭ ହୋଇଛି ଓଡିଆ ଭାଷାର ମହାପର୍ବ। ସାରା ରାଜ୍ୟ ଆଜି ଏକ ସମୟରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି ଏହି ମହୋତ୍ସବରେ ସାମିଲ ହୋଇଛନ୍ତି। ଏଥିରେ ସାରା ରାଜ୍ୟର ବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହୋଇଛନ୍ତି। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନୀ ଉପଲକ୍ଷେ ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଆଜି ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ସର୍ଜନାତ୍ମକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। […]
ବାଣପୁର (ସୀତାରାମ ଅଗ୍ରୱାଲ): ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଆମ ଓଡ଼ିଶା ର ଶାସ୍ତ୍ରୀୟ ମାନ୍ୟତା ଲାଭ କରିଥିବା ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ। ଆମ ପ୍ରିୟ ମାତୃଭାଷା ଓଡ଼ିଆ ଭାଷାର “ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ” ଆଜି […]
ଭୁବନେଶ୍ବର: ପୂର୍ବ ଭାରତରେ ସେବା ବୃହତ କ୍ୟାନ୍ସର ସେଣ୍ଟର ଭୁବନେଶ୍ବର ନୀଳାଦ୍ରି ବିହାର ସ୍ଥିତ, ରାଜ୍ୟର ପ୍ରମୁଖ ସୁପର ମଲ୍ଟି ସ୍ପେସାଲିଷ୍ଟ ଉତ୍କଳ ହସ୍ପିଟାଲରେ ବିଶ୍ଵ କ୍ୟାନ୍ସର ଦିବସ ଅବ୍ୟବହିତ ପୂର୍ବରୁ ଆଜି କ୍ୟାନ୍ସର ରୋଗର କାରଣ, ନିଦାନ ଓ ନିରାକରଣ […]
ବେଗୁନିଆପଡା (ଟୁକୁନା ପ୍ରଧାନ: ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକର ଜନତା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଆଜିର ଉଦଯାପିନୀ ଦିବସରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିଥିଲେ। ଆଜିକାର ଉଦଯାପିନୀ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣା ସ୍ଥଳରୁ ଉଭୟ ଗାଡି ଚାଳକ ଚମ୍ପଟ ମାରିଥିବା ବେଳେ ବସରେ ଥିବା ସମସ୍ତ ଯାତ୍ରୀ […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଚୋରି ଘଟଣା ସାମ୍ନାକୁ ଆସିଛି। ଘରେ କେହି ନଥିବା ବେଳେ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି କରି ଦୁର୍ବୁତ୍ତମାନେ ଫେରାର ହୋଇଯାଇଛନ୍ତି। ସୂଚନା ମୁତାବକ ବାଣପୁର ଏନଏସି କୁମାରାଙ୍ଗ […]
ଖୋର୍ଦ୍ଧା: ସୂଚନା ଅଧିକାର ଆଇନରେ ତଥ୍ୟ ମାଗି ମାଡ ଖାଇଲେ ଯୁବକ ଆଉ ମାଡ ମାରିଲେ ଖୋଦ ସରପଂଚଙ୍କ ସ୍ବାମୀ। ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର ଶଗଡଭଙ୍ଗା ପଚାଂୟତରୁ ଏହିଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ସୂଚନା ଅନୁଯାୟୀ ଗତ ୧୬ ତାରିଖରେ […]
ଛତ୍ରପୁର: ଗଞ୍ଜାମ ଜିଲ୍ଲା ତାମ୍ପରାଠାରେ ବିଶ୍ଵ ଆଦ୍ରଭୂମି ଦିବସ ପାଳିତ ହୋଇଯାଇଛି। କେଏନସିଏଫ, ଜାପାନଙ୍କ ସହାୟତାରେ ଉକ୍ତ ଦିବସ ତାମ୍ପରା ରାମଶର ସାଇଟ ଠାରେ ପାଳନ କରାଯାଇଛି। ଏଥିରେ ସ୍ଥାନୀୟ ଅଞ୍ଚଳର ମହିଳା, ମତ୍ସ୍ୟଜୀବୀ, ଚାଷୀ ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ। […]
ବାଣପୁର (ସୀତାରାମ ଅଗ୍ରୱାଲ): ଗତ କାଲିଠାରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ପଡ଼ିଥିବା ତାଲା ଉପ ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠିଙ୍କ ହସ୍ତକ୍ଷେପ ପରେ ଆଜି ମଧ୍ୟାହ୍ନରେ ଖୋଲିଛି। ପ୍ରକାଶଥାଉ କି ବାଣପୁର ବିଡ଼ିଓଙ୍କ ମନଇଚ୍ଛା ଛୁଟି ନେବା ଏବଂ ନିର୍ବାଚିତ ଜନପ୍ରତିନିଧିଙ୍କୁ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଶୁକ୍ରବାର ପୂର୍ବାହ୍ନରେ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ଚିଲିକା ବ୍ଳଜ ଅନ୍ତର୍ଗତ ସମାଜସେବା ଅନୁଷ୍ଠାନ “ଶାରିଆ ଭଗବାନ ମହତ୍ଵ ଟ୍ରଷ୍ଟ” ମିଳିତ ଆନୁକୂଲ୍ୟରେ ବଡ଼କୁଳ ସ୍ଥିତ ଆର୍ଦ୍ରଭୂମି ଗବେଷଣା ଓ ପ୍ରଶିକ୍ଷଣ କେନ୍ଦ୍ର ପରିସରରେ ବିଶ୍ଵ ଆର୍ଦ୍ରଭୂମି […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବାଲୁଗାଁ ଅଞ୍ଚଳର ଆରାଧ୍ୟ ଶୈବପୀଠ ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ଗମ୍ଭୀର ହୁଣ୍ଡି ଖୋଲାଯାଇଛି। ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ମନ୍ଦିର ଟ୍ରଷ୍ଟି ବୋର୍ଡ ସଦସ୍ୟ, ମନ୍ଦିର କମିଟି ସଦସ୍ୟ ଓ ସେବାୟତଙ୍କ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପ୍ରୋତ୍ସାହନରେ ବାଲୁଗାଁ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାରା ଚାଲିଥିବା ନୂତନ ଉନ୍ନତ ଅଭିଳାଷ ଓଡ଼ିଶା ଅନ୍ତର୍ଗତ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମର ଆଜି ଉଦଯାପନ ସମାରୋହ […]
ବାଣପୁର (ସୀତାରାମ ଅଗ୍ରୱାଲ): ଜିଲ୍ଲା ଛାଡିବା ପୁର୍ବରୁ ମା’ ଭଗବତୀ ମନ୍ଦିର ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ଖୋର୍ଦ୍ଧାର ବିଦାୟୀ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ। ଶ୍ରୀ ଚକ୍ରବର୍ତ୍ତୀ ଆଜି ପୂର୍ବାହ୍ନରେ ହଠାତ ମା’ ଭଗବତୀ ମନ୍ଦିର ପହଞ୍ଚି ମା’ […]
ରେଢାଖୋଲ: ନାକ୍ଟିଦେଉଳ ବ୍ଲକ୍ ଜଗନ୍ନାଥ ପ୍ରସାଦ ସରସ୍ବତୀ ଶିଶୁ ମନ୍ଦିର ର ଷୋଡଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ବିରଞ୍ଚିଶଙ୍କର ସାହୁଙ୍କ ସଭାପତିତ୍ବ ଓ ଗୀତାଞଳୀ ଦାଶ୍ ଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଡିଏଫ୍ଓ […]