ବଡଚଣା: କଥାରେ ଅଛି “ଗାଁ ପରିମଳ ଧୋବା ତୁଠରୁ” ପରିଷ୍କାର ପରିଚ୍ଛନ୍ନତା ଏକ ମାନବୀୟ ଜୀବନର ମୁଖ୍ୟ ଆଦର୍ଶଣୀୟ ଜୀବନଚର୍ଯ୍ୟା। କେବଳ ପାଠ୍ୟପୁସ୍ତକର ଅଧ୍ୟାୟ ଭାବରେ ନୁହେଁ ବା କୈାଣସି ସାର ଗର୍ଭକ ଭାଷଣର ଧାଡି, ସୁଧ ଆଚରଣ ଯେପରି ଜଣେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ଜଙ୍ଗଲ ଏବଂ ଦାଶରଥିପୁର ଗ୍ରାମରେ ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଚଢ଼ାଉ କରି ବିପୁଳ ପରିମାଣରେ ପୋଚ ଓ […]
ଭୁବନେଶ୍ଵର: ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ବାଲିପାଟଣା ବ୍ଲକରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଡା ବାଦଲ କୁମାର ମହାନ୍ତି ଏବଂ ସିଡ଼ିଏମଓ ଡଃ ଆର୍ତ୍ତବନ୍ଧୁ ନାୟକ ଯୋଗଦେଇ ଜନସାଧାରଣଙ୍କ ଅଭିଯୋଗ […]
ଚିଲିକା (ସୀତାରାମ ଅଗ୍ରୱାଲ): ସାରା ରାଜ୍ୟରେ ପ୍ରତିଟି ନିର୍ବାଚନ ମଣ୍ଡଳୀରେ ବହୁ ଆଡମ୍ବରରେ ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ କ୍ରିଷ୍ଣା ମଣ୍ଡପରେ ନଗରମଣ୍ଡଳ ସଭାପତି ଜୟନ୍ତ କୁମାର […]
ବାଣପୁର (ସୀତାରାମ ଅଗ୍ରୱାଲ): ପଲ୍ଲୀ ସଂସ୍କୃତି କଳା ପରିଷଦର ସଭାପତି ଦୁଷ୍ମନ୍ତ ହରିଚ଼ନ୍ଦନଙ୍କ ସଭାପତିତ୍ବରେ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ୯୯ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ଵୀରାଜ ହରିଚ଼ନ୍ଦନ ମୁଖ୍ୟଅତିଥି […]
ଗମ୍ଭାରୀମୁଣ୍ଡା( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଗମ୍ଭାରୀମୁଣ୍ଡାରେ ବିଶିଷ୍ଟ ସମାଜସେବୀ, ପରଶୁରାମ ମହାବିଦ୍ୟାଳୟର ପ୍ରତିଷ୍ଠାତା, ବାଣପୁର ପଂଚାୟତ ସମିତିର ପୂର୍ବତନ ଅଧ୍ୟକ୍ଷ ଓ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ସ୍ବର୍ଗତ ଶଶିଭୂଷଣ ହରିଚନ୍ଦନଙ୍କର 24ତମ ଶ୍ରାଦ୍ଧଉତ୍ସବ ପାଳିତ ହୋଇଯାଇଛି। […]
ବାଣପୁର( ସୀତାରାମ ଅଗ୍ରୱାଲ): ଆଜି ଅଯୋଧ୍ୟା ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ନିମନ୍ତେ ବାଣପୁର ଓ ବାଲୁଗାଁରେ ଅକ୍ଷତ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସକାଳେ ଅଯୋଧ୍ୟା ରୁ ଆସିଥିବା ଅଭିମନ୍ତ୍ରିତ ଅକ୍ଷତ କଳସ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟାଳୟ ରୁ ବାହାରି ପ୍ରତ୍ୟେକ […]
ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ଓଭରବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଖବର ମୁତାବକ ଆଜି ଅପରାହ୍ନରେ ବାଲୁଗାଁ ଥାନା ବ୍ରାହ୍ମଣକୋଷଡିହ ଗ୍ରାମର ଗୁରୁଚରଣ […]
ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲ ପରିସରରେ ଆଜି ‘ମାଗଣା ହାଟ’ ନାମକ ଏକ ନିଆରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ଅନ୍ତର୍ଗତ ବହୁ ହିତାଧିକାରୀମାନେ ନିଃଶୁଳ୍କ ଭାବେ ବିଭିନ୍ନ ନିତ୍ୟ […]
ଖୋର୍ଦ୍ଧା: ଗତକାଲି ପି.ଏନ.କଲେଜ ଠାରେ ପୌର ପରିଷଦ, ଖୋର୍ଦ୍ଧା ତରଫରୁ “ନୁଆ ଓ” କ୍ରୀଡା ପ୍ରତିଯୋଗୀତା ର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଜୋତିରିନ୍ଦ୍ର ନାଥ ମିତ୍ର କ୍ରୀଡା ପ୍ରତିଯୋଗୀ ମାନଙ୍କୁ ଉଦବୋଧନ ଦେଇ ଉତ୍ସାହିତ କରିଥିଲେ। ମୁଖ୍ୟମନ୍ତ୍ରୀ […]
ବାଲୁଗାଁ( ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟ ଓ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍ଦେଶ୍ୟରେ ଏକ ମାସ ଧରି ଚାଲିଥିବା ନୂତନ ଉନ୍ନତ ଅଭିଳାଷ ଓଡିଶା (ନୂଆ -ଓ ) ଅନ୍ତର୍ଗତ ସମାଜ ବିକାଶ […]
ବାଲୁଗାଁ( ସୀତାରାମ ଅଗ୍ରୱାଲ): ଆଜି ବାଲୁଗାଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚତୁଃବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପରିଚାଳନା ସମିତି ସଭାପତି ଦୁର୍ଯ୍ୟୋଧନ ସ୍ୱାଇଁଙ୍କ ସଭାପତିତ୍ୱ କରିଥିବା ବେଳେ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ କଣ୍ଟ୍ରାକ୍ଟର ଆସୋସିଏସନ […]
ବାଣପୁର( ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲ ପରିସରରେ ଏକ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ସକାଳ ୧୦ଟାରେ ବିଦ୍ୟାଳୟର ଅଧ୍ୟକ୍ଷ ଡ. ଶକ୍ତି ପ୍ରସାଦ ମହାନ୍ତି ପ୍ରଦୀପ ପ୍ରଜ୍ବଳନ କରି ଶିବିରକୁ […]
ବାଣପୁର( ସୀତାରାମ ଅଗ୍ରୱାଲ): ଓଡିଶା ସରକାରଙ୍କ ନୂତନ ଓଡିଶା ଓ ଉନ୍ନତ ଓଡିଶା କାର୍ଯ୍ୟକ୍ରମ ଓଡିଶାର ସମସ୍ତ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକରେ ପାଳିତ ହେଉଛି । ଆଜି ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ […]
ବାଣପୁର( ସୀତାରାମ ଅଗ୍ରୱାଲ): ନାବାଳିକାଙ୍କୁ ପ୍ରେମ ନିବେଦନ କରିବା ସହ ଅଶ୍ଳୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା। ଉତ୍ତମ ମଧ୍ୟମ ଦେଇ ଥାନା ଜିମା ଦେଲେ ଜନସାଧାରଣ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ। ଆଜି ସକାଳେ ନାଚୁଣୀ […]
ବାଣପୁର( ସୀତାରାମ ଅଗ୍ରୱାଲ): ଆସନ୍ତା ୨୬ ତାରିଖରେ ଜନ୍ମମାଟି ବାଣପୁର ଆସିବେ ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ। ବାଣପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ରଜତ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଜ୍ୟପାଳ ଶ୍ରୀ ହରିଚନ୍ଦନ। ସୂଚନା ଥାଉକି […]
ବାଣପୁର( ସୀତାରାମ ଅଗ୍ରୱାଲ): ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ପରିଚାଳନା ପରିଷଦର ପ୍ରଥମ ସାଧାରଣ ବୈଠକ ସଭାପତି ଗୋପୀନାଥ ମହାରଣାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଥା ସାତଲକ୍ଷ୍ୟ ଟଙ୍କା ବ୍ୟୟରେ […]
ଚିିଲିକା( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ପଞ୍ଚୁପଲ୍ଲୀ ଭୀମ ବଳବନ୍ତରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡିଶା ନବୀନ ଓଡିଶା ଆନୁକୁଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଶ୍ରୀଯୁକ୍ତ […]
ନିରାକାରପୁର: ଓଡିଶାର ମହାନ ଶକ୍ତି ପୀଠ ଓ ତନ୍ତ୍ର ପୀଠ ଗୁଡ଼ିକ ମଧ୍ୟରୁ ମା ଉଗ୍ରତାରା ପୀଠ ଅନ୍ୟତମ। ଆଜି ଦିଵା ଦଶ ଘଟିକା ସମୟରେ ମନ୍ଦିରର ହୁଣ୍ଡି ଖୋଲାଯାଇଛି । ମା ଉଗ୍ରତାରା ଟ୍ରଷ୍ଟ ବୋର୍ଡ ସଭାପତି ଟାଙ୍ଗୀ ତହସିଲଦାର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲାର ବାଣପୁର ଏକ ବହୁ ପୁରାତନ ଓ ଗୁରୁତ୍ୱପୂର୍ଣ ସହର ହୋଇଥିବା ବେଳେ ୧୯୭୩ ମସିହାରେ ଏହାକୁ ଏନଏସି ମାନ୍ୟତା ମିଳିଥିଲା। ତେବେ ୫୦ ବର୍ଷ ପରେ ମଧ୍ୟ ସହରର ଆଖିଦୃଷ୍ଟିଆ ଉନ୍ନତି ହୋଇପାରିନାହିଁ। ପ୍ରଶାସନ […]
ବାଲୁଗାଁ ( ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆରମ୍ଭ ହୋଇଥିବା ନୂତନ ଉନ୍ନତ ଅଭିଳାଷ ଓଡିଶା (ନୂଆ -ଓ ) କାର୍ଯ୍ୟକ୍ରମରେ ଆଜି ସକାଳେ ଶିକ୍ଷାର୍ଥୀମାନଙ୍କ ପାଇଁ ଯୋଗାଭ୍ୟାସ କରାଯାଇ ଯୋଗର ବିଭିନ୍ନ ସକାରାତ୍ମକ ପ୍ରଭାବ ସମ୍ପର୍କରେ ଆଲୋଚନା କରାଯାଇଥିଲା। […]