ଗମ୍ଭାରୀମୁଣ୍ଡା (ସୀତାରାମ ଅଗ୍ରୱାଲ): ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗମ୍ଭାରୀମୁଣ୍ଡା ପରିସରରେ ନୂଆ-ଓ ନବୀନ ଓଡ଼ିଶା ଆନୁକୁଲ୍ୟରେ ଏକ ସାମାଜିକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ଅଧ୍ୟକ୍ଷ ପ୍ରେମରାଜ ପ୍ରଧାନ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ଛାତ୍ର […]
ଖୋର୍ଦ୍ଧା: ୨୦୨୪ ନିର୍ବାଚନ ଯେତିକି ପାଖେଇ ଆସୁଛି ଜଟଣୀ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଉଷ୍ମତା ସେତିକି ବଢ଼ିଚାଲିଛି। ତାରି ଭିତରେ ଆଜି ସମାଜସେବୀ, ଆଇନୀଜୀବୀ ଅର୍ଜୁନ ପରିଡାଙ୍କ ନେତୃତ୍ୱରେ ଜଟଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧ ନମ୍ବର ଜୋନ ଟାଙ୍ଗିଆପଡା ପଞ୍ଚାୟତ […]
ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ପଞ୍ଚୂପଲ୍ଲି ଭୀମ ବଳବନ୍ତରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଆ ନବୀନ ଓଡ଼ିଆ ଆନୁକୁଲ୍ୟରେ ସାମାଜିକ କାର୍ଯକ୍ରମର ୩ୟ ଦିବସରେ ପ୍ରାଥମିକ ସହାୟତା ଓ ପରିମଳ କାର୍ଯକ୍ରମ ଅନୁଷ୍ଠିତ ହୋଇଛି। ଅଧ୍ୟକ୍ଷ […]
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୮ ଗୋଟି ଅଭିଯୋଗ […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଗମ୍ଭାରୀମୁଣ୍ଡା ଠାରେ ଭାରତୀୟ ଜନତା ପାର୍ଟି ସିଦ୍ଧେଶ୍ଵରୀ ମଣ୍ଡଳର ଚ଼ିନ୍ତନ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ଲୋକପ୍ରିୟ ତଥା ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଖୋର୍ଦ୍ଧା ଜିଲ୍ଲା […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଆତ୍ମହତ୍ୟା ଜନିତ ମାମଲା ସାମ୍ନାକୁ ଆସିଛି। ଅପରାହ୍ନରେ ବିଷ୍ଣୁଡିହ ଗ୍ରାମର ସୁଦାମ ବାରିକଙ୍କ ପତ୍ନୀ ପଲିଶ୍ରୀ ବାରିକ (୪୬) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟରେ ଆରମ୍ଭ ହୋଇଥିବା ନୂଆ -ଓ ତଥା ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନ୍ତର୍ଗତ ସମାଜିକ ବିକାଶ କାର୍ଯ୍ୟକ୍ରମ ଜରିଆରେ ଆଜି ଚିଲିକା କୂଳରେ ପ୍ଲାଷ୍ଟିକସଫେଇ ସହିତ ବେଟି ପଢ଼ାଓ ଓ ବେଟି ବଚାଓ ସଚେତନତା […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟ ଇଂରାଜୀ ବିଭାଗ ପକ୍ଷରୁ ସମସାମୟିକ ଭାରତୀୟ ସାହିତ୍ୟ ଓ ସମାଜରେ ରାମାୟଣ ଓ ମହାଭାରତର ପରିବର୍ତ୍ତିତ ଦୃଷ୍ଟିକୋଣ ଶୀର୍ଷକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷl ଡକ୍ଟର କଳ୍ପନା ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କର କ୍ରୀଡ଼ା, ସାଂସ୍କୃତିକ ଓ ସମାଜସେବା କ୍ଷେତ୍ରରେ ଥିବା ପ୍ରତିଭା ତଥା ଦକ୍ଷତା ବିକାଶ ଉଦ୍ଦେଶ୍ୟରେ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ନୂତନ ଉନ୍ନତ ଅଭିଳାଷ ଓଡିଶା (ନୂଆ – ଓ ) କାର୍ଯ୍ୟକ୍ରମ […]
ଚିଲିକା (ସୀତାରାମ ଅଗ୍ରୱାଲ): ଆଙ୍କୁଲାଚଟି ସ୍ଥିତ ପି.ବି.ବି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ଓଡ଼ିଶା ନବୀନ ଓଡ଼ିଶା ଆନୁକୁଲ୍ୟରେ ଅଧ୍ୟକ୍ଷ ଦେବେନ୍ଦ୍ର ନାଥ ବିଶ୍ଵାଳଙ୍କ ସଭାପତିତ୍ବରେ ସାମାଜିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଛି। ଏଥିରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଅମ୍ଳାନ କୁମାର […]
ବାଣପୁର (ସୀତାରାମ ଅଗ୍ରୱାଲ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ବାଣପୁର ବ୍ଲକ ପରିସରରେ ଏକ ନିଯୁକ୍ତି ଭିତ୍ତିକ ତାଲିମ ଓ ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ବାଣପୁର ବିଡ଼ିଓ ଶୀତଲ ଅଗ୍ରୱାଲଙ୍କ ଆହ୍ୱାନ କ୍ରମେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ବ୍ଲକ […]
ବାଣପୁର (ସୀତାରାମ ଅଗ୍ରୱାଲ): ଗୋଟିଏ ପରେ ଗୋଟିଏ ପାହାଚ ଅତିକ୍ରମ କରି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବାଣପୁର ଆଜି ୨୫ ଟି ପାହାଚକୁ ପଛରେ ପକାଇ ତାର ବିମୋହିତ ପରିସରରେ ପାଳନ କରିବାକୁ ଯାଉଛି “ରଜତ ଜୟନ୍ତୀ” ସମାରୋହ। ସେହି […]
କୁଜଙ୍ଗ: ପୂର୍ବତନ ମନ୍ତ୍ରୀ ତଥା ପାରାଦୀପ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଡାକ୍ତର ଦାମୋଦର ରାଉତଙ୍କ ୮୨ ତମ ଜନ୍ମ ଦିନ ଆଜି କୁଜଙ୍ଗ ଠାରେ ନୀରାଡମ୍ବର ଭାବେ ପାଳିତ ହୋଇ ଯାଇଛି। ଡାକ୍ତର ଦାମୋଦର ରାଉତ ଜୟନ୍ତୀ କମିଟିର ସଭାପତି […]
କୁଜଙ୍ଗ; କୁଜଙ୍ଗ ଥାନା ଅଧିକାରୀ ରଶ୍ମୀରଞ୍ଜନ ଦାଶଙ୍କ ନେତୃତ୍ୱରେ ଗତକାଲି ଅନୋଳୀପାଟଣା ଗ୍ରାମରୁ ୮ ଲିଟର ବିଦଶୀ ମଦ ଓ ବାଣେସରା ଗ୍ରାମରୁ ୧୦ ଲିଟର ମଦ ଜବତ କରାଯାଇଛି। ଏହି ଘଟଣାରେ ଦୁଇ ଜଣ ଚୋରା ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। […]
କୁଜଙ୍ଗ: କୁଜଙ୍ଗ ପଂଚାୟତ ବଳରାମପୁର ଗ୍ରାମର ମା ବାସେଳୀ ପୀଠରେ ବଳରାମପୁର କର୍ଣ୍ଣଧାର ସମିତି ପକ୍ଷରୁ ୧୬ତମ ବାର୍ଷିକ ଯଜ୍ଞ ଆଜିଠାରୁ ଆରମ୍ଭ ହୋଇଛି। ତିନିଦିନ ଧରି ହେବାକୁ ଥିବା ଏହି ଯଜ୍ଞପାଇଁ ଆଜି ମହାନଦୀରୁ ଜଳପୂର୍ଣ୍ଣ କଳଷ ଏକ ଶୋଭାଯାତ୍ରାରେ […]
ନାଚୁଣୀ (ସୀତାରାମ ଅଗ୍ରୱାଲ): ଗୁରୁବାର ୧୨:୦୦ ଘଟିକା ସମୟରେ ନାଚୁଣୀ ନିକଟସ୍ଥ ସିଙ୍ଗିପୁର ପୂଜା ମଣ୍ଡପ ପ୍ରାନ୍ତରରେ ନାଚୁଣୀ ମହାବିଦ୍ୟାଳୟର ଉଦ୍ଭିଦବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡକ୍ଟର. ପ୍ରଦୀପ୍ତ କୁମାର ରଥଙ୍କ ଆହ୍ବାନ କ୍ରମେ ନାଚୁଣୀ ମହାବିଦ୍ୟାଳୟର ସମସ୍ତ ଛାତ୍ର/ଛାତ୍ରୀ ତଥା […]
ବାଣପୁର (ସୀତାରାମ ଅଗ୍ରୱାଲ): ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ପର୍କିତ ବ୍ଲକ ସ୍ତରୀୟ ଆଦର୍ଶ ଶ୍ରେଣୀଗୃହର ଶୁଭ ଉଦଘାଟନ ନନ୍ଦପୁର ପଞ୍ଚାୟତର ମାନସିଂହ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବାଣପୁର ବ୍ଲକର ଏଫଏଲଏନ ମଡେଲ ସ୍କୁଲ ରୂପେ […]
ବାଣପୁର (ସୀତାରାମ ଅଗ୍ରୱାଲ): ମୋଦି ସରକାରଙ୍କ ସଫଳତାକୁ ପ୍ରତ୍ୟେକ ଲୋକଙ୍କ ପାଖରେ ପହଂଚାଇବା ଭରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଲକ୍ଷରେ ‘ଆମ ସଂକଳ୍ପ ବିକଶିତ ଭାରତ’ ରଥ ବାଣପୁର ବ୍ଲକର ସବୁ ପଞ୍ଚାୟତକୁ ଯାତ୍ରା କରୁଛି। ଏହି ପରିପ୍ରେକ୍ଷୀରେ […]
ବାଣପୁର (ସୀତାରାମ ଅଗ୍ରୱାଲ): ବିଛା ୨୮ ଦିନ, ମାର୍ଗଶୀର ଶୁକ୍ଳ ଦ୍ଵିତୀୟା ତିଥି ଗୁରୁବାର ଅମୃତବେଳାରେ ଶ୍ରୀ ଶ୍ରୀଦକ୍ଷେଶ୍ଵର ଦେବ ଓ ମା’ ଭଗବତୀଙ୍କ ପାଖରେ ଲାଗି ହେଲା “ନବାନ୍ନ”। କାହିଁ କେଉଁ କାଳରୁ ଚଳି ଆସିଥିବା ପରମ୍ପରା ଅନୁସାରେ ମନ୍ଦିରଗଣକ […]
ରଣପୁର: ରଣପୁର ମହୋତ୍ସବ “ଅର୍ଜୁନ-୨୦୨୪” ପାଇଁ ଆଜି କ୍ଷୁଦ୍ର ଜଳସେଚନ ବିଭାଗ ଡାକ ବଙ୍ଗଳାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକ ମହୋତ୍ସବର ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଅଧ୍ୟକ୍ଷତାରେ ଏବଂ ଆବାହକ […]
ବାଣପୁର (ସୀତାରାମ ଅଗ୍ରୱାଲ): ମାର୍ଗଶୀର କୃଷ୍ଣ ଚତୁର୍ଦ୍ଦଶୀ, ଅମାବାସ୍ୟା, ଶୁକ୍ଳ ପ୍ରତିପଦା ତିଥିରେ ତିନି ଦିନ ଧରି ଲୀଳା କ୍ଷେତ୍ର ବାଣପୁରର ବ୍ରହ୍ମସ୍ପର୍ଶୀ ଆରାଧ୍ୟ ଠାକୁର ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ମହା ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି ଦେବଦୀପାବଳୀ […]