ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡିଶା ବିଦ୍ୟାଳୟ ଶିକ୍ଷା ପ୍ରାଧୂକରଣ କର୍ତ୍ତୃପକ୍ଷ (ଓସେପା), ଜିଲ୍ଲା ଶିକ୍ଷା ବିଭାଗର ପରାମର୍ଶକ୍ରମେ ଆସିକା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକଙ୍କ ବ୍ଳକସ୍ତରୀୟ ପ୍ରଶିକ୍ଷଣ ଶିବିର […]
ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ଆସିକା ଏନ୍ ଏସି ପକ୍ଷରୁ ସହରାଞ୍ଚଳର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନରେ ଚଢ଼ଉ କରାଯାଇ ବିପୁଳ ପରିମାଣର ପଲିଥିନ ଜବତ କରାଯାଇ ଜରିମାନା ଆଦାୟ କରାଯାଇଛି। ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର […]
ବାଲୁଗାଁ: ଆଜି ମଧ୍ୟାହ୍ନରେ ବାଲୁଗାଁ ପୋଲିସ ଅତର୍କିତ ଭାବେ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୫ଟି ବାଇକ ସମେତ ୪ ଅଭିଯୁକ୍ତକୁ ଗିରଫ କରିଛି। ଖବର ମୁତାବକ ବାଲୁଗାଁ ଥାନା ଅନ୍ତର୍ଗତ ସାମନ୍ତସିଂହାର ପୁର କଲେଜ ନିକଟ ବାତ୍ୟା ଆଶ୍ରୟ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହରର ସ୍ଥାନୀୟ ରାଣୀ ଅନ୍ନପୂର୍ଣ୍ଣା ସରକାରୀ ବାଳିକା ବିଦ୍ୟାଳୟ ପରିସରରେ ଗୁରୁବାର ଦିନ ଜାତୀୟ ଆଇନ ସଚେତନତା ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପଦ୍ମଶ୍ରୀ ଦାସ […]
ଚିଲିକା (ସୀତାରାମ ଅଗ୍ରୱାଲ): ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରର ଚାରି ଦ୍ଵାର ଖୋଲିବା ଏବଂ ବିଭିନ୍ନ ଦାବିକୁ ନେଇ ପ୍ରଦେଶ କଂଗ୍ରେସର ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ଆଜି କଂଗ୍ରେସ ପକ୍ଷରୁ ଅଭିନବ ଉପାୟରେ ବିରୋଧ ପ୍ରଦର୍ଶନ କରାଯାଇଛି। […]
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡର ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହନ୍ତ ଯୋଗ ଦେଇ ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ଉପ ଜିଲ୍ଲାପାଳଙ୍କୁ ଏକ ସ୍ଵଜନ୍ୟ ମୂଳକ ସାକ୍ଷାତକାର କରି ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ […]
ଚିଲିକା (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକାଧିକ ବ୍ୟକ୍ତି କ୍ଷିପ୍ରଗତିରେ ଏବଂ ବିକଟାଳ ଶବ୍ଦ କରି ମଟରସାଇକେଲ ଚଲାଉଥିବା ଅଭିଯୋଗ ହେବାପରେ ଆକ୍ସନ ମୋଡ଼କୁ ଆସିଛି ପୋଲିସ। ବାଲୁଗାଁ ଏସଡିପିଓ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ନାଚୁଣୀ […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ସାରା ଦେଶ ପାଳୁଛି ‘ଜାତୀୟ ଆଇନ ସେବା ଦିବସ’। ସୂଚନା ମୁତାବକ, ୧୯୯୫ ମସିହା ନଭେମ୍ବର ୯ ତାରିଖରେ ଆଇନ ସେବା ପ୍ରାଧିକରଣ ଆଇନ-୧୯୮୭ ଗୃହୀତ ହୋଇଥିଲା। ଦେଶବାସୀଙ୍କ ମଧ୍ୟରେ ଆଇନ ସଚେତନତାର ପ୍ରସାର ପାଇଁ […]
ସୀତାରାମ ଅଗ୍ରୱାଲ ବାଣପୁର: ବାଣପୁର ବ୍ଲକର ସମଗ୍ର ଶିକ୍ଷା, ଖୋର୍ଦ୍ଧା ପକ୍ଷରୁ ୧୦୦ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ନେଇ ଆରବିଏସକେ, ଆଲିମ କୋ, ସାଇଡ ସେଭର ଆଦି ବିଭାଗର ମିଳିତ ସହଯୋଗରେ ବାଣପୁର ସ୍ଥିତ ମାନସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଅନ୍ତରକିଆରୀ ଠାରେ […]
ସୀତାରାମ ଅଗ୍ରୱାଲ ବାଣପୁର: ବୁଧବାର ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକରେ ବିଜେଡିର ଏକ ତିନି ଦିନିଆ ପ୍ରଶିକ୍ଷଣ ଶିବିର ପଲଟଣ ପଡିଆ ସ୍ଥିତ କୃତିବାସ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଆଜିର ପ୍ରଥମ ଦିନରେ ୧୪ ଏବଂ ୧୫ […]
ସୀତାରାମ ଅଗ୍ରୱାଲ ବାଣପୁର: ବିକଟାଳ ଶବ୍ଦ କରି ମୋଟରସାଇକେଲ ଚଳାଇବା ମହଙ୍ଗା ପଡ଼ିଛି। ଏହି ମାମଲାରେ ଏକାଧିକ ବାଇକ ଜବତ କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ବାଣପୁର ସହରରେ ଟ୍ରାଫିକ ସମସ୍ୟା ବୃଦ୍ଧି ପାଉଥିବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଇକୋଶ୍ ଚକ୍ଷୁ ଚିକିତ୍ସା ଅନୁଷ୍ଠାନ ଓ ମହୁଡା ଫାର୍ମାସିଷ୍ଟ ମହାବିଦ୍ୟାଳୟ ଆନୁକୁଲ୍ୟରେ ପଞ୍ଚାୟତ କାର୍ଯ୍ୟାଳୟ ସାମନାରେ ଏକ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ନିକଟସ୍ଥ ୫ ଖଣ୍ଡ ଗ୍ରାମରୁ ସହସ୍ରାଧିକ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଶାସନ ଆମ୍ବ ଗାଁ ସ୍କୁଲ ସାହିରେ ମଧୁ ବେହେରା ନାମ୍ନୀ ଜଣେ ମହିଳା ପରିବାର ଲୋକଙ୍କ ଅନୁପସ୍ଥିତିରେ ଘରେ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୁଚନା ଅନୁଯାୟୀ ଜଣାପଡିଛି […]
ସୀତାରାମ ଅଗ୍ରହୱାଲ ବାଣପୁର: ରବିବାର ସନ୍ଧ୍ୟାରେ ବାଣପୁର ସ୍ଥିତ ବିଧାରପୁର ଠାରେ ଥିବା ଶୁଭମଙ୍ଗଳ କଲ୍ୟାଣ ମଣ୍ଡପ ନିକଟରେ ଗୋଲଖ ପରିଡାଙ୍କ ଆନୁକୂଲ୍ୟରେ ପରିଡା ପାଠାଗାରର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପାଠାଗାରକୁ ପାରିକୁଦ ରାଜା ସନ୍ତୋଷ କୁମାର […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଇଲେକ୍ଟ୍ରୋନିକସ ଏବଂ ଆଇଟି ବିଭାଗର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିଦର୍ଶନକୁ ଆସିଥିଲେ। ଏହି ଅବସରରେ ଶ୍ରୀ ପଟ୍ଟନାୟକ ବାଣପୁର ଅଞ୍ଚଳର ବିଭିନ୍ନ ମୋ ସେବା କେନ୍ଦ୍ର ଓ ୫ଟି ସ୍କୁଲ […]
ରଣପୁର: ଜଳ ଅଭାବରୁ ଧାନ ଫସଲ ଉଜୁଡ଼ି ଯିବାରୁ ଆତ୍ମହତ୍ୟା କଲେ ଚାଷୀ। ନୟାଗଡ ଜ଼ିଲ୍ଲା ରଣପୁର ବ୍ଲକ ଓସ୍ତପଡାର ଚାଷୀ ଗୋବିନ୍ଦ ସାହୁ ଧାର କରଜା କରି ଚାଷ କରିଥିବା ବେଳେ ଜଳ ସେଚନ ଅସୁବିଧାରୁ ଧାନ ଫସଲ ମରି […]
ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ୧୦ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ […]
ରେଢାଖୋଲ (କନ୍ଦର୍ପ ବେହେରା): କଦଳୀଗଡ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରତିଷ୍ଠାତା ଅର୍ଜୁନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦାନ […]
ନୟାଗଡ଼: ନୟାଗଡ଼ ସହରର ଜଣାଶୁଣା ସମାଜସେବୀ ସ୍ବର୍ଗତ ମୋତିଲାଲ ରାମଙ୍କ ଆଜି ଦ୍ଵାଦଶହ କାର୍ଯ୍ୟ ପୁରୁଣା ସହର ଫରେଷ୍ଟ ଚେକ ଗେଟ ନିକଟସ୍ଥ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗଦେଇଥିଲେ। ଉପସ୍ଥିତ ବ୍ୟକ୍ତିବିଶେଷ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ୧୯୪୯ ମସିହାରେ ପ୍ରତିଷ୍ଠିତ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ହୀରକ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି। ଦୀର୍ଘ ଦୁଇ ଦିନ ଧରି ୭୫ ବର୍ଷ ପୂର୍ତ୍ତି ଅବସରରେ ହୀରକ ଜୟନ୍ତୀ ସମାରୋହ ପାଳିତ ହେଉଥିବା […]
ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଓଏଏସ ଅଧିକାରୀ ଚକ୍ରଧର ପାଢ଼ୀ। କାର୍ଯ୍ୟରେ ଯୋଗଦେବା ପରେ ତାଙ୍କୁ ତହସିଲ କର୍ମଚାରୀ ମାନେ ସ୍ୱାଗତ କରିଥିଲେ। ଶ୍ରୀ ପାଢ଼ୀ ଏହା ପୁର୍ବରୁ […]