ବାଣପୁର: ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଦୁଇ ଦିବସୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ବିଭିନ୍ନ ବର୍ଗର କ୍ରୀଡା […]
ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାନବାଧିକାର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଆଇନ ସଚେତନତା ସଭାର ଆୟୋଜନ ହୋଇଥିଲା। ତାଲୁକ ଆଇନ ସେବା ସମିତି […]
ବାଣପୁର: ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ ବାଣୀ ମନ୍ଦିରର ୧୯୯୪ ବ୍ୟାଚ୍ ର ଛାତ୍ରଛାତ୍ରୀ ମାନଙ୍କ ସମୂହ ପ୍ରଚ଼େଷ୍ଟାରେ ଦ୍ବିତୀୟ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ୮ ଡ଼ିସେମ୍ବର ୨୦୨୪ ମସିହା ରବିବାର ଦିନ ପଙ୍କାଳ ସ୍ଥିତ ଷଷ୍ଢା ଡ୍ୟାମ୍ ଠାରେ ଅନୁଷ୍ଠିତ […]
ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଯୁକ୍ତ ଦୁଇ ଅଧ୍ୟକ୍ଷ ତଥା ପ୍ରତ୍ନତତ୍ତ୍ୱ ଓ ସଂଗ୍ରହାଳୟ ଵିଭାଗୀୟ ମୁଖ୍ୟ ଡ଼ ରଣବୀର ସିଂହ, ବାଣିଜ୍ୟ ବିଭାଗୀୟ ମୁଖ୍ୟ ଅଧ୍ୟାପକ ତଥାଗତ ରାଉତ, […]
ବାଣପୁର: ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ବାଣପୁରସ୍ଥିତ ମା’ ଭଗବତୀ ମନ୍ଦିରରେ ଭକ୍ତମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି। ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ନିମନ୍ତେ ବାଣପୁର ଏନଏସି ପକ୍ଷରୁ ନିର୍ମିତ ଶୌଚାଳୟ କୁ ଭାଙ୍ଗିଦିଆଯାଇଥିବା ବେଳେ ଉକ୍ତ ସ୍ଥାନରେ ଏନଏସି […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀ ମନ୍ଦିରରେ ଶ୍ରଦ୍ଧାଳୁମାନଙ୍କ ସୁବିଧା ପାଇଁ ମନ୍ଦିର କାର୍ଯ୍ୟାଳୟର କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସଙ୍କ ଅନୁରୋଧକ୍ରମେ ବାଣପୁର ୟୁକୋ ବ୍ୟାଙ୍କ ତରଫରୁ ଏକ ଇ. ହୁଣ୍ଡି (E-HUNDI) ପ୍ରତିଷ୍ଠା କରାଯାଇ […]
ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ ଓ ଟାଙ୍ଗୀ ରେଞ୍ଜ ଅବକାରୀ ଅଧିକାରୀ ରାଧାକାନ୍ତ ଭୋଇଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ, ବାଣପୁର, ନାଚୁଣି ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ […]
ରଣପୁର: ରଣପୁର ସିଭିଲ୍ କୋର୍ଟ ପରିସର ମଧ୍ୟରେ ଟିଏଲଏସସି ଚେୟାରମ୍ୟାନ ତଥା ବିଚାରପତି ଅନୁଶ୍ରୁତି ଚୌଧୁରୀ ଙ୍କ ଅଧ୍ୟକ୍ଷତା ରେ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାର ଆସୋସିଏସନ ସଭାପତି ସୁବାସ ଚନ୍ଦ୍ର ଜେନା, ସରକାରୀ ଓକିଲ ନାରାୟଣ […]
ବାଣପୁର: ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ଅବସରରେ ଆଜି ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି […]
ବାଣପୁର: ବାଣପୁର ନିକଟସ୍ଥ ବେତୁଲି ଗ୍ରାମରେ ଚାଲିଥିବା ଅଷ୍ଟପ୍ରହରୀ ନାମଯଜ୍ଞ ଆଜି ଶେଷ ହୋଇଛି। ଆଜି ଭୋରରୁ ନାମଜପ ଶେଷ ହେବା ପରେ ନଗର କୀର୍ତ୍ତନ ପରିବେଷଣ କରାଯାଇଥିଲା। ଏଥିରେ ଗ୍ରାମ କଳାକାରମାନେ ବିଭିନ୍ନ ବେଶ ହୋଇ ନଗର ପରିକ୍ରମା କରିଥିଲେ। […]
ବାଣପୁର: ଆଜି ସକାଳ ୦୮ ଘଟିକା ସମୟରେ ଗୋଦାବରୀଶ ମହାବିଦ୍ୟାଳୟର ରୋଭରର୍ସ, ରେଞ୍ଜର୍ସ ମାନେ ମହାବିଦ୍ୟାଳୟର ଫାଟକ ଠାରୁ ଏଡସ ସଚେତନତା ସାଇକେଲ ରାଲି ଆରମ୍ଭ କରି କୋଶରଡା ଗ୍ରାମରେ ପହଞ୍ଚି ବସ୍ତ୍ର ବଣ୍ଟନ କରି ୧୧.୦୦ ଘଟିକା ସମୟରେ ଫେରିଥିଲେ। […]
ରେଢ଼ାଖୋଲ (କୈଳାଶ ଚନ୍ଦ୍ର ଚୌଧୁରୀ): ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ ଠାରେ ୟୁଥ୍ ରେଡ୍ କ୍ରସ୍ ଏବଂ ରେଡ୍ ରିବନ୍ କ୍ଲବ୍ ର ମିଳିତ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ୍ ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କଲେଜ୍ ର ଅଧ୍ୟକ୍ଷ […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା, ୟୁଥ ରେଡ଼କ୍ରସ, ରେଡ ରିବନ କ୍ଲବ ଓ ରାଷ୍ଟ୍ରୀୟ ସମର ଶିକ୍ଷାର୍ଥୀ ବାହିନୀର ମିଳିତ ଉଦ୍ୟମରେ ଆଜି ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଆଜି ପ୍ରାତଃ ସମୟରୁ ଛାତ୍ର ଛାତ୍ରୀମାନେମହାବିଦ୍ୟାଳୟ ପରିସରରୁ […]
ବାଣପୁର: ବାଣପୁର ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ସାଗର ପ୍ରଧାନଙ୍କ ମୃତ୍ୟୁ ହୋଇଛି l ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ଏନେଇ ବାଣପୁର ମେଡିକାଲରୁ ସୂଚନା ପାଇ ପୋଲିସ କେସ ନମ୍ବର 21/24 ରେ ଏକ ଅପମୃତ୍ୟୁ ମାମଲା ରୁଜୁ […]
ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ କୋର୍ଟ ପରିସରରେ ପୋକ୍ସୋ ଆଇନ, କିଶୋର ନ୍ୟାୟ ଯତ୍ନ ଓ ସୁରକ୍ଷା ଅଧିନିୟମ ଏବଂ ଉକ୍ତ ଆଇନ ଅଧୀନ ମହିଳା ପୀଡ଼ିତା ଓ ଶିଶୁ ଙ୍କ ନିମନ୍ତେ […]
ଚ଼ିଲିକା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭୁବନେଶ୍ୱର ଆଗମନ ଅବସରରେ ସ୍ୱାଗତ କରିବା ପାଇଁ ଚିଲିକା ନିର୍ବାଚନ ମଣ୍ଡଳୀର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନଙ୍କ ନାଚୁଣୀ ସ୍ଥିତ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ହୋଟେଲ ଦିଗନ୍ତିକା ର ସଭା କକ୍ଷରେ ଝାଂଣ୍ଡୁ ଇଣ୍ଡିଆ ର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ପୁରାତନ ସ୍ୱାସ୍ଥ୍ୟ ସମସ୍ୟା ରେ ଆୟୁର୍ବେଦିକ ସ୍ଵର୍ଣ ଘଟିତ ଔଷଧର ଉପଯୋଗୀତା ନେଇ […]
ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଜୋନ ସ୍ତରୀୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି। ଆଜିର ଖେଳରେ ମାଳି ସାହି, କିସ୍, ଇଟାମାଟି, ହଳଦିଆ ସମେତ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୋଗଦେଇଥିବା ବେଳେ […]
ବାଣପୁର: ଆଜି ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ଓ ବରିଷ୍ଠ ଆଇନଜୀବୀ ଶରତ […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଆଜି ସମ୍ବିଧାନ ଦିବସର ଉଦଯାପନ ସମାରୋହ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସପ୍ତାହବ୍ୟାପୀ ମହାବିଦ୍ୟାଳୟରେ ବିଭିନ୍ନ ସାଂସ୍କୃତିକ ଓ ବୌଦ୍ଧିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏଥିସହ ଗତକାଲି ମହାବିଦ୍ୟାଳୟର […]
ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ। ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ କରିବା ପାଇଁ ଖୋର୍ଦ୍ଧା ଜିଲ୍ଲାପାଳ ଆଉ ପାଦେ ଆଗେଇଛନ୍ତି। ସେ ତାଙ୍କର ଅଭିଯୋଗ […]