ସୀତାରାମ ଅଗ୍ରୱାଲ ବାଣପୁର: ଚିଲିକା ସଂଗୀତ ନାଟକ ଏକାଡେ଼ମୀ ବାଲୁଗାଁର ବାର୍ଷିକ ଉତ୍ସବ -୨୦୨୩ ବାଣପୁର ସ୍ଥିତ ଶୁଭ କଲ୍ୟାଣ ମଣ୍ଡପ ପରିସରରେ ସ୍ବାଧୀନତା ଦିବସ ଅବସରରେ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଶ୍ରୀଜଗନ୍ନାଥଙ୍କ ବିଗ୍ରହରେ ପୁଷ୍ପମାଲ୍ୟ ପ୍ରଦାନ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅନ୍ତର୍ଗତ ବଳରାମ ଦେବ ବିଦ୍ୟାପୀଠରେ ସ୍ଵାଧୀନତା ଦିବସ ପ୍ୟାରେଡ ଉତ୍ସବ ଧୂମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟର ପୁରାତନ ଛାତ୍ର ୧୯୯୭ ବ୍ୟାଚ ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଆଜି ୭୭ ତମ ସ୍ବାଧିନତା ଦିବସ ଅବସରରେ ସ୍ଥାନୀୟ ଖଲିକୋଟ ବିଶ୍ଵବିଦ୍ୟାଳୟ ଖେଳ ପଡିଆ ରେ ଉପଖଣ୍ଡ ସ୍ତରିୟ ସ୍ବାଧୀନତା ଦିବସ ପାଳନ ହୋଇଛି। ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି ଆଓ ମୁଖ୍ୟ ଅତିଥି ଭାବେ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: କରୁଣାଶାନ୍ତି ମହାବିଦ୍ୟାଳୟରେ ଆଜି ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବ୍ରହ୍ମପୁର ମହାନଗର ନିଗମର କର୍ପୋରେଟର ସଞ୍ଜିତ କୁମାର ପାଣିଗ୍ରାହୀ ଏବଂ କରୁଣାଶାନ୍ତି ବିଦ୍ୟାଳୟର ନିର୍ଦ୍ଦେଶକ ଦେବାଶିଷ ପଟ୍ଟନାୟକ ଓ SFDC ର ସହ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପବିତ୍ର ୭୭ ତମ ସ୍ୱାଧିନତା ଦିବସ ଅବସରରେ ବାଲୁଗାଁ ଏନ୍.ଏ.ସି. ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଏନ୍.ଏ.ସି. କାର୍ଯ୍ୟାଳୟଠାରେ ପ୍ରଥମେ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଏନ୍.ଏ.ସି. ର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। […]
ସୀତାରାମ ଅଗ୍ରୱାଲ ବାଣପୁର: ସମଗ୍ର ଭାରତବର୍ଷ ଦିଲ୍ଲୀ ଠାରୁ ପଲ୍ଲୀ ଯାଏଁ ଆଜି ଦେଶର ସତସ୍ତରୀ ତମ ସ୍ଵାଧୀନତା ଦିବସ ପାଳନକରୁଛି। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ସ୍ଵନାମଧନ୍ୟ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟ ରେ ଆନନ୍ଦ ଓ ଉତ୍ସାହର […]
ରଣପୁର: ସାରା ଦେଶ ଆଜି ୭୭ତମ ସ୍ୱାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୬ ଟାରେ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ଜିଲ୍ଲା ସଂସ୍କୃତି ସୁରକ୍ଷା ସମିତି ପକ୍ଷରୁ ‘ଅଖଣ୍ଡ ଭାରତ ସଂକଳ୍ପ ଦିବସ’ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ), […]
ବାଣପୁର: ସାରା ଦେଶ ଆଜି ପାଳୁଛି ୭୭ ତମ ସ୍ୱାଧୀନତା ଦିବସ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁର କୋର୍ଟ ପରିସରରେ ଧୁମଧାମରେ ପାଳିତ ହୋଇଯାଇଛି ସ୍ୱାଧୀନତା ଦିବସ। କୋର୍ଟ ପରିସରରେ ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ ମିଶ୍ର ଜାତୀୟ ପତାକା […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୭ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟଅତିଥି ରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଶ୍ୱ ଦରବାରରେ ଭାରତ ଏକ ଶକ୍ତିଶାଳୀ […]
ମାନସ ପୂର୍ଣ୍ଣ ଆଚାର୍ଯ୍ୟ ଆସିକା: ୭୭ତମ ସ୍ବାଧୀନତା ଦିବସକୁ ଲକ୍ଷ୍ୟ ରଖି ଛାତ୍ରଛାତ୍ରୀଙ୍କମଧ୍ୟରେ ଦେଶପ୍ରେମ ଭାବନାକୁ ଉଦ୍ଜୀବିତ କରିବା ପାଇଁ ଜାତୀୟ ସେବା ଯୋଜନାର ଏକ ଅଭିନବ ପ୍ରୟାସକୁ ସାକାର କରିବା ପାଇଁ ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ‘ମେରୀ ମାଟି ମେରା […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ନୂତନ ବିଜୁ ଯୁବ ଜନତା ଦଳର ସଭାପତି ଭାବେ କୈଳାଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ମହାପାତ୍ରଙ୍କୁ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟ ଏହି ନିଯୁକ୍ତି […]
ଭୁବନେଶ୍ୱର: ଡିଏଭି ପୋଖରୀପୁଟ ‘ଅଟଳ ଟିକରିଂ ‘ଲାବରେଟୋରିର ‘ଷଷ୍ଠ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ବିଦ୍ୟାର୍ଥୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଆଞ୍ଚଳିକ ବିଜ୍ଞାନ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଚିଲିକା- ବାଲୁଗାଁ ରୋଟାରୀ କ୍ଲବର ଅଷ୍ଟମ ଅଧିଷ୍ଠାନ ଉତ୍ସବ ଆଜି ସ୍ଥାନୀୟ ଦିଗନ୍ତିକା ହୋଟେଲ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଭଗବତୀ କଳାନିକେତନର ଓଡିଶୀ ଗୁରୂ ହରପ୍ରିୟା ବାରିକଙ୍କ ସଂଯୋଜନାରେ ଶିକ୍ଷାର୍ଥୀ ସୁଶ୍ରୀ ବାରିକ, ଅର୍ପିତା ଦାସ […]
ସୀତାରାମ ଅଗ୍ରୱାଲ ଚିଲିକା: ୫-ଟି ସଚିବ ଭିକେ ପାଣ୍ଡିଆନ ଅଗଷ୍ଟ ୨୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସିବେ ବୋଲି ଜଣାପଡିଛି। ଉକ୍ତ ଦିନ ଚିଲିକା ନିର୍ବାଚନମଣ୍ଡଳୀର ୫-ଟି ଉପକ୍ରମରେ ଜାରି ରହିଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପଗୁଡିକର ଉଦଘାଟନ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ବୁଗୁଡ଼ା ଥାନା ଅନ୍ତର୍ଗତ ବେତାରସିଂ ଗ୍ରାମ ରାସ୍ତାରେ ଏକ ବୋଲେରୋ ଗାଡ଼ି ଧକ୍କାରେ ରାଜେନ୍ଦ୍ର ସାହୁ ନାମକ ଜଣେ ଚାଉଳ ବ୍ୟବସାୟୀ ଗୁରୁତର ଆହତ ହୋଇ ବୁଗୁଡ଼ା ଡ଼ାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ହୋଇ ଭୁବନେଶ୍ୱରର ସ୍ଥାନାନ୍ତର […]
ଭୁବନେଶ୍ବର: ପ୍ରାୟ ଏକ ବର୍ଷ ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବାଲୁଗାଁରେ ପ୍ରବେଶ କରିଛନ୍ତି। କୋର୍ଟ କଟକଣା ପାଇଁ ସେ ଏକ ବର୍ଷ ଧରି ନିଜ ନିର୍ବାଚନ ମଣ୍ଡଳୀରେ ପ୍ରବେଶ କରିପାରୁ ନ ଥିଲେ। ହେଲେ ସେ କଟକଣା ଉଠିବା […]
ରଣପୁର: ପଟିଆ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଆ ଆଶ୍ରମ ବିଦ୍ୟାଳୟ ଠାରେ ଆଜି ବିଶ୍ଵ ହାତୀ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ପରିବେଶ ପାଇଁ ହାତୀର ଉପକାରିତା ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ। ଉକ୍ତ ଦିବସରେ […]
ସୀତାରାମ ଅଗ୍ରୱାଲ ଚିଲିକା: ଚିଲିକାବିଧାନସଭାର ଟାଙ୍ଗୀ, କଳକଳେଶ୍ଵର, ବଡ଼ପାରି, ଚଣ୍ଡେଶ୍ଵର, ସୋରଣ, ଚାନ୍ଦପୁର, କରିପଡା, ମାନସିଂହପୁର ପଞ୍ଚାୟତର ସମସ୍ତ ଜନତା କାଳୁପଡାଘାଟ ରେଳ ଷ୍ଟେସନ ଉପରେ ନିର୍ଭର। କିନ୍ତୁ ଏହି ଷ୍ଟେସନରେ ଅଧିକାଂଶ ଏକ୍ସପ୍ରେସ ଟ୍ରେନ ରହୁନଥିବା କାରଣରୁ ଚିଲିକାବାସୀ ଅନେକ […]
ସୀତାରାମ ଅଗ୍ରୱାଲ ଚିଲିକା: ବାଲୁଗାଁ ଏନଏସି ର ବିକାଶ ମୂଳକ କାର୍ଯ୍ୟ ପାଇଁ ରାଜ୍ୟ ସରକାର ୫୨ କୋଟି ଟଙ୍କା ପ୍ରଥମ ପର୍ଯ୍ୟାୟରେ ଅନୁମୋଦନ କରିଛନ୍ତି। ସେଥିରେ ବାଲୁଗାଁ ମେଡିକାଲର ଉନ୍ନତି କରଣ ନିମନ୍ତେ ୧୨ କୋଟି ଟଙ୍କା ଏବଂ ବାଲୁଗାଁ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଅଲାଇଡ଼ିହ ବାଇପାସ ନିକଟରେ ଥିବା ଏକ ଭଡାଘରେ ଜଣେ ଯୁବକ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି। ଖବର ମୁତାବକ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଗୋପାଳପୁର ଅଂଚଳର ଲକ୍ଷ୍ମୀଧର […]