ବାଲୁଗାଁ: ବାଲୁଗାଁ ଗୋପବନ୍ଧୁ ନଗର ସ୍ଥିତ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପକ୍ଷରୁ ଆଜି ଶ୍ରୀ ଅରବିନ୍ଦଙ୍କ ପବିତ୍ର ସିଦ୍ଧି ଦିବସ ଅବସରରେ ବିଂଶତମ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପଭିତ୍ତିକ ସାହିତ୍ୟ, ଇତିହାସ, ଚିତ୍ରକଳା ତଥା ସର୍ଜନାତ୍ମକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। […]
ବାଣପୁର: ବାଣପୁର ଏନଏସି ବଜାର ସାହିସ୍ଥିତ ପୋଷ୍ଟ ଅଫିସ ସମ୍ମୁଖରେ ଦୀର୍ଘ ଦିନ ହେବ ଜନସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ବିଛାଯାଇଥିବା ପାନୀୟ ପାଇପ ଫାଟି ପ୍ରତିଦିନ ହଜାର ହଜାର ଲିଟର ପାନୀୟ ଜଳ ନଷ୍ଟ ହେଉଥିବାର ଦେଖିବାକୁ ମିଳିଛି। ପୂର୍ତ୍ତ ବିଭାଗ […]
ବାଣପୁର: ବାଣପୁର ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଯୋଗଦେଇ ଏହାକୁ ଉଦଘାଟିତ କରିଥିଲେ। ସମ୍ମାନିତ […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗ ପକ୍ଷରୁ ଆଜି ବିଶ୍ୱ ଦର୍ଶନ ଦିବସ ଓ ରାଜ୍ୟ ସ୍ତରୀୟ ସମ୍ପାନ ଅଧ୍ୟକ୍ଷ ଡକ୍ଟର ଲକ୍ଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ଓ ମହାନ ଦାର୍ଶନିକ ସକ୍ରେଟିସଙ୍କ ଫଟୋଚିତ୍ର […]
ବାଣପୁର: ବାଣପୁର ବ୍ଳକ୍ ଅଧିନସ୍ଥ ଗୋଦାବରୀଶ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ତିନି ଦିନିଆ ପ୍ରଶିକ୍ଷଣ ଶିବିର ‘ବର୍ଣାଳୀ’ ତା ୨୦.୧୧.୨୦୨୪ ରିଖ ଦିନ ଉଦଯାପିତ ହୋଇଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ଵାରା ଉକ୍ତ କାର୍ଯ୍ୟକ୍ରମ ବାଣପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ […]
ବାଣପୁର: ଆଜି ବାଣପୁର ବ୍ଲକ ଅନ୍ତର୍ଗତ ପଦ୍ମଚରଣ ଉଚ୍ଚ ବିଦ୍ୟାଳୟ, ଅଲାଇଡ଼ିହଠାରେ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ପ୍ରଦର୍ଶନୀ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ, ପୂର୍ତ୍ତ […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ମା’ ଡୋମଣୀଙ୍କ ମନ୍ଦିରରେ ବୈଶ୍ୟ ସମାଜର ଯୁବକ ସେବା ସଂଘର ପୁନଃ ଗଠନ ହୋଇଯାଇଛି। ବୈଶ୍ୟ ସମାଜର ଯୁବକମାନଙ୍କୁ ନେଇ ଉକ୍ତ ସଭା ଆରମ୍ଭ ହୋଇଥିଲା। ସଭାରେ ପୁରୀ ଅଞ୍ଚଳର ବୈଶ୍ୟ ସଂଘ ର ଉପ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସରକାରୀ ଆଇଟିଆଇ ର କମ୍ପୁଟର ବିଭାଗର ଜୈନିକା ଛାତ୍ରୀଙ୍କ ମୃତ୍ୟୁ ହୋଥିବା ଜଣାପଡ଼ିଛି। ଆଜି ମଧ୍ୟାହ୍ନରେ ଛାତ୍ରୀ ଜଣକ ଗୁରୁତର ଅସୁସ୍ଥ ଅନୁଭବ ପରେ ତାଙ୍କୁ ତାଙ୍କୁ ଚିକିତ୍ସା ନିମନ୍ତେ ଅନୁଷ୍ଠାନ କର୍ତ୍ତୁପକ୍ଷ ଚିକିତ୍ସା […]
ବାଲୁଗାଁ: ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ଇଂଜନପୁର ଚିଲିକା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ର ବୃତ୍ତି ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି। ଭାରତୀୟ ନୌସେନାରେ କାର୍ଯ୍ୟରତ କମାଣ୍ଡିଙ୍ଗ ଅଫିସର ତପନ କୁମାର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବିଗତ ଦିନରେ ଦିଗପହଣ୍ଡି ଅଞ୍ଚଳରେ ଘନଘନ ବୋମାମାଡ କରି ଅଞ୍ଚଳ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି କରିଥିବା ଯୁବକ ମାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କିନ୍ତୁ ବୋମା ତିଆରି କରି ଅପରାଧୀମାନଙ୍କୁ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକର ବିଭିନ୍ନ ପଂଚାୟତରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଭଗବାନ ବିର୍ସା ମୁଣ୍ଡାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟା ଅର୍ପଣ […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଭଗବତୀ ସାହିସ୍ଥିତ ଶ୍ରୀ ଶ୍ରୀ ଶ୍ରୀ କାର୍ତ୍ତିକେଶ୍ୱର ପୂଜା କମିଟି ପକ୍ଷରୁ କାର୍ତ୍ତିକ ପୂଜା ମହାଆଡମ୍ବରରେ ପାଳିତ ହୋଇଯାଇଛି। ଉକ୍ତ ଅନୁଷ୍ଠାନ ଚଳିତ ବର୍ଷ ୫୧ ବର୍ଷରେ ପାଦ ଥାପିଥିବା ବେଳେ କମିଟି […]
ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରରେ ତିନିଦିନ ବ୍ୟାପୀ ଆୟୋଜିତ ହୋଇଥିବ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଏହି ଶିବିରକୁ ଉଦ୍ଘାଟନ କରି ସମାଜ ସେବା ଭଳି ମହତ କାମରେ ନିଜକୁ ନିୟୋଜିତ କରିବା ପାଇଁ ଉପଦେଶ […]
ରଣପୁର: ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ନଭେମ୍ବର ୧୪ ତାରିଖ, ୧୮୮୯ ମସିହାରେ ରେ ଜନ୍ମ ଗ୍ରହଣ କରିଥିଲେ। ସେ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ। ତାଙ୍କର ଜନ୍ମ ଦିନକୁ ସ୍ମରଣୀୟ କରି ରଖିବା ପାଇଁଁ ସାରା ଦେଶରେ […]
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଜି ଶିଶୁ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଝରଣା ଓଝା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି […]
ବାଲୁଗାଁ: ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠାରୁ ପବିତ୍ର ମାସ। ସେଥିପାଇଁ ଏହି ମାସରେ ବିଭିନ୍ନ ସ୍ଥାନରେ ନାମଯଜ୍ଞର ଆୟୋଜିତ ହୋଇଥାଏ। ସେହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ପାଳିତ ହେଉଛି ଅଷ୍ଟପ୍ରହରୀ ନାମଯଜ୍ଞ। ଯେଉଁଥିରେ ଚାଷଙ୍ଗରା […]
ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ପ୍ରେସ କ୍ଲବର କାର୍ଯ୍ୟକାରିଣୀ ବୈଠକ ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଚମ୍ପାଳୀ ବନବିଭାଗ ନର୍ସରୀ ଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରେଢ଼ାଖୋଲ ଉପଖଣ୍ଡ ଅଞ୍ଚଳର ପ୍ରେସ କ୍ଲବର ସାମ୍ବାଦିକ ସଦସ୍ୟ ମାନେ ଯୋଗ […]
ବାଣପୁର: ଜାତୀୟ ଆଇନ ସେବା ଦିବସ ଅବସରରେ ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ତିନି ଦିନ ବ୍ୟାପି ବାଣପୁର ଓ ବାଲୁଗାଁ ଅଞ୍ଚଳରେ ଏକାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ […]
ବାଲୁଗାଁ: ମରାଳମାଳିନୀ ନିଳାମ୍ବୁ ଚିଲିକାରେ ପର୍ଯ୍ୟଟନ ସେବା ବୃଦ୍ଧି ଏବଂ ପ୍ରୋତ୍ସାହନ ନିମିତ୍ତ ଓଡ଼ିଶା ପର୍ଯ୍ୟଟନ ବିଭାଗ ଓ ଆଇଆଇଟିଟିଏମ ଭୁବନେଶ୍ୱର ମିଳିତ ଆନୁକୂଲ୍ୟରେ ଦୀର୍ଘ ତିନି ଦିନ ଧରି ବଡ଼କୁଳ ସ୍ଥିତ ଆଦ୍ରଭୂମି ଅନୁସନ୍ଧାନ ତାଲିମ କେନ୍ଦ୍ର ଠାରେ ଦକ୍ଷତା […]
ବାଣପୁର: ବାଣପୁରସ୍ଥିତ ମା’ ଟିକିରାଇ ମନ୍ଦିର ପ୍ରାଙ୍ଗଣରେ ବାଣପୁର ବ୍ଲକର ମତ୍ସ୍ୟ ଚାଷୀମାନଙ୍କ ସହଯୋଗରେ ବ୍ଲକ ମତ୍ସ୍ୟ ଅଧିକାରୀ ପର୍ଶୁରାମ ଶବରଙ୍କ ଉଦ୍ଦେଶ୍ୟରେ ଏକ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ବିଡ଼ିଓ ଶୀତଲ ଅଗ୍ରୱାଲ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗିରି ରୋଡ୍ ସ୍ଥିତ ଭି.ଭି ଗିରି ସରକାରୀ ମହିଳା ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏବଂ ପୁରାତନ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଏଲ. କଳ୍ପନା ଙ୍କ ସହଯୋଗ ରେ […]