ଆଞ୍ଚଳିକ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଶୁକ୍ରବାର ସକାଳେ ଚିଲିକା ବ୍ଲକ ଅଠରବାଟିଆ ପଞ୍ଚୟତ ଅନ୍ତର୍ଗତ ବିଧାରପୁର ଗ୍ରାମରେ ଏକ ଅଘଟଣ ଦେଖିବାକୁ ମିଳିଛି। ଗାଁ ପୋଖରୀରେ ଗାଧେଇବାକୁ ଯାଇଥିବା…

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ବେଲପଡା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ…

ରେଢାଖୋଲ (କନ୍ଦର୍ପ ବେହେରା): ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡିଶା ସରକାରଙ୍କ ପ୍ରାୟୋଜିତ ସମନ୍ଵିତ ଯୁବ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଅଛି। ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ…

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତର ନୂଆଁଗଡ଼ ଗ୍ରାମ ଶ୍ମଶାନ ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ସତେ ଯେମିତି ଏହା…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସକାଳେ ଚିଲିକା ବ୍ଲକ ବଡକୁଳ ପଞ୍ଚାୟତ ଅନ୍ତର୍ଗତ ମହାନ୍ତି ସାହିର ଲୋକନାଥ ସାହୁଙ୍କ ଘରେ ଗ୍ୟାସ ଟାଙ୍କିରୁ ଗ୍ୟାସ ଲିକ ହୋଇ…

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ସାମାଜିକ ସୁରକ୍ଷା ଓ ଭିନକ୍ଷମ ସଶକ୍ତିକରଣ ବିଭାଗ, ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବାଣପୁର ବ୍ଲକ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ…

ବାଣପୁର (ସୀତାରାମ ଅଗ୍ରୱାଲ): ୭୨ ତମ “ଗୋ” ସମ୍ବର୍ଦ୍ଦନା ସପ୍ତାହ ପାଳନ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗାଲୁଆ ଗ୍ରାମ ପାଞ୍ଚାୟତ ଅଧିନସ୍ଥ ସାନହନ୍ତୁଆଡ଼ ଗ୍ରାମରେ…

ରଣପୁର: ରାଜସୁନାଖଳା ମହୋତ୍ସବ କମିଟିର ପୂର୍ବପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସର୍ବ ପ୍ରଥମେ ସମସ୍ତ ସଦସ୍ୟଙ୍କ ଗହଣରେ ରାଜସୁନାଖଳାର ଅଧିଷ୍ଠାତ୍ରୀ ଦେବୀ ମା’ କାଉଁରୀଙ୍କ ପୂଜାର୍ଚ୍ଚନା ପରେ…

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲାର ସୀମାନ୍ତରେ ଥିବା ଶାଳିଆ ଡ୍ୟାମ ଠାରେ ସୋମବାର ଦିନ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ଜଣାଶୁଣା ବିଜେଡି ନେତା ସୀତାରାମ ପାଣିଗ୍ରାହୀଙ୍କ ନେତୃତ୍ଵରେ…

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ପବିତ୍ର ଗୋପାଷ୍ଟାମୀ। ଏହି ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ସୋଲାରୀଠାରେ ମା’ ବନଦୁର୍ଗା ଗୋଶାଳାରେ ଗୋ ପୂଜନ ଏବଂ ଯଜ୍ଞ…

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଣପୁର ବ୍ଲକ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧକ୍ଷତାରେ…

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ, ଭୁବନେଶ୍ୱର ତରଫରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକମାନଙ୍କ…

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ତୋରସିଂହ ଗ୍ରାମରେ ଜଣେ ନବ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ବାଲୁଗାଁ…

ଚିଲିକା (ସୀତାରାମ ଅଗ୍ରୱାଲ): ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ବାଣପୁର ଓ ବାଲୁଗାଁ ଶାଖା ଦ୍ୱାରା ସାଧନା ଦିବସ ପାଳିତ ହୋଇଯାଇଛି। ବିବେକାନନ୍ଦ କେନ୍ଦ୍ର ପ୍ରତିଷ୍ଠାତା ଏକନାଥ୍ ରାଣାଡ଼େ…

ବାଣପୁର (ସୀତାରାମ ଅଗ୍ରୱାଲ): ସମ୍ୱନ୍ୱିତ ଯୁବ ବିକାଶ ଯୋଜନା ମାଧ୍ୟମରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା କଲେଜ ପରିସରରେ ଏକ ପରିମଳ ସଚେତନତା କାର୍ଯ୍ୟକ୍ରମ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗାଙ୍ଗପୁର ଥାନା ଅନ୍ତର୍ଗତ ଝରପାରି ଗ୍ରାମର ତୋଫାନ ଗୌଡ଼ ନାମକ ଜଣେ ଯୁବକକୁ ଛୁରୀରେ ଆକ୍ରମଣ ଅଭିଯୋଗରେ ନିକଟସ୍ଥ କେଶପୁର ଗ୍ରାମ…

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକ ଅପମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଉକ୍ତ ଥାନା ଅନ୍ତର୍ଗତ ଖଜୁରିଆ ଗ୍ରାମର ବିଦେଶୀ ପ୍ରଧାନ…

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟ ଯୁବରେଡକ୍ରସ ଶାଖା ତରଫରୁ ଏକ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ୱରେ…

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ସତସଙ୍ଗ ବିହାର ଆନୁକୁଲ୍ୟରେ ପରମପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କର ୧୩୬ତମ ଜନ୍ମ ମହାମହୋତ୍ସବ ଓ ବାଣପୁର ସତସଙ୍ଗ ବିହାରର ୫ମ…

ଟାଙ୍ଗୀ: ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଟାଙ୍ଗୀରେ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ଟାଙ୍ଗୀର ମା’ ରତ୍ନମାଳୀ କଲ୍ୟାଣ ମଣ୍ଡପ…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟ ଦର୍ଶନ ବିଭାଗ ପକ୍ଷରୁ ଆଜି ବିଶ୍ୱ ଦର୍ଶନ ଦିବସ ତଥା ବିଶ୍ୱର ମହାନ ଦାର୍ଶନିକ ସକ୍ରେଟିସଙ୍କ ଜନ୍ମତିଥି ଅବସରରେ ଏକ…