ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟରେ ‘ଜିରୋ ଫାଟାଲିଟ ଉଇକ୍’ ପାଳନ ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁର ବିଭିନ୍ନ ସ୍ଥାନରେ ଚାଲିଛି ଚଢାଉ। ରାସ୍ତା ସାରା ଜଗି ରହୁଛନ୍ତି ପୋଲିସ ଏବଂ ଆରଟିଓ କର୍ମଚାରୀ। ହେଲମେଟ, ଗାଡି କାଗଜପତ୍ର, ସିଟ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଅପରାହ୍ନରେ ବାଲୁଗାଁ ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୩ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନୂତନ ଦିଗନ୍ତର ନୂତନ ଚିନ୍ତାଧାରା ନେଇ ଉଡାଣ-୨୦୨୩ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିଳ୍ପପତି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରେ ଭାରତର ଦ୍ଵିତୀୟ ବୃହତମ ରାଷ୍ଟ୍ରାୟତ ବ୍ୟାଙ୍କ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ନୂତନ ଶାଖା ଉଦଘାଟିତ ହୋଇଯାଇଛି। ବାଲୁଗାଁ ମା’ ଉତ୍ତରାୟିଣି ମନ୍ଦିର ନିକଟରେ ଉକ୍ତ ବ୍ୟାଙ୍କ ଶାଖା ଉଦଘାଟିତ ହୋଇଛି। […]
ରଣପୁର: ଗୋପାଳପୁର ଉଚ୍ଚ ବିଦ୍ୟାଳୟ ପରିସରରେ ଲିଙ୍ଗ ସମାନତା ଓ ପାଠ୍ୟକ୍ରମରେ ସଂଜୋଜିକରଣ ତିନ ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୫୦ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦାନ୍ କରି ତାଲିମ ଗ୍ରହଣ କରିଛନ୍ତି। ପ୍ରଶିକ୍ଷକ ଭାବରେ ଜ୍ୟୋତି ରଞ୍ଜନ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଶିମିଳିପାଳ ପଂଚାୟତର ଶିହିଳିଆ ଗ୍ରାମରେ ଥିବା ନୂତନ ଅଙ୍ଗନଓାଡି କେନ୍ଦ୍ରର କୋଠା ୨ ବର୍ଷ ଆଗରୁ ସଂପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହି କାର୍ଯ୍ୟରେ ନିୟୋଜିତ ଥିବା ଠିକାଦାର ଟଙ୍କା ପାଇ ନ […]
ରଣପୁର: ଦୀର୍ଘ ୬୦ ବର୍ଷ ହେବ ନୟାଗଡ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ନୂଆଗାଁ ଗ୍ରାମରେ ମା’ ସର୍ଵମଙ୍ଗଳାଙ୍କ ଝାମୁ ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି। ମା’ଙ୍କ ଦୈନନ୍ଦିନ ପୂଜା ନୀତି ସମ୍ପନ୍ନ ହେଲା ପରେ ମା’ଙ୍କ କଳସ […]
ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ ଏକ ମିକ୍ସଚର ଫାକ୍ଟ୍ରିରେ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖବର ମୁତାବକ ଉକ୍ତ ମିକ୍ସଚର ଫାକ୍ଟ୍ରିରେ ଅସ୍ୱାସ୍ଥ୍ୟକର ଖାଦ୍ୟ ପ୍ରସ୍ତୁତ ହେଉଥିବାର ଅଭିଯୋଗ ପାଇଥିଲେ ଖୋର୍ଦ୍ଧା ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ବୁଧବାର ଅପରାହ୍ନରେ ବାଲୁଗାଁ ସହରରେ ଏକ ନୀଲକମଲର ଫର୍ନିଚର ସୋ ରୁମ ଉଦଘାଟନ ହୋଇଯାଇଛି। ଏଥି ପୂର୍ବରୁ ଓଡ଼ିଶାରେ ନୀଲକମଲର ଭୁବନେଶ୍ୱର, ବଲାଙ୍ଗୀର ଏବଂ କୋରାପୁଟ ସହରରେ ସୋ ରୁମ ଥିବାବେଳେ ବାଲୁଗାଁ ସହରରେ ଏହା ନୀଲକମଲର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଓଏଏସ ଅଧିକାରିଣୀ ଶୀତଲ ଅଗ୍ରୱାଲ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀମତୀ ଅଗ୍ରୱାଲ ଏହା ପୁର୍ବରୁ ନୟାଗଡ଼ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ। କାର୍ଯ୍ୟରେ ଯୋଗଦେବା […]
ସୀତାରାମ ଅଗ୍ରୱାଲ ବାଣପୁର : ଛାତ୍ରଛାତ୍ରୀ ମାନଙ୍କୁ ଉଚିତ ମାର୍ଗଦର୍ଶନ ନିମନ୍ତେ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଛାତ୍ରଛାତ୍ରୀ ମାନେ ପାଠ୍ୟପୁସ୍ତକ ବ୍ୟତୀତ ସାମାଜିକ ଗଠନ ମୁଲକ ତତ୍ତ୍ୱ ବିଷୟରେ ଶିକ୍ଷା ଗ୍ରହଣ କରିବା ନିତାନ୍ତ ଆବଶ୍ୟକ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା […]
ଖୋର୍ଦ୍ଧା: ଆଜି ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ଜନ ଆରୋଗ୍ୟ ଓ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ -୨୦୨୨-୨୩ ପୂର୍ବାହ୍ନ ୧୧ ଘଟିକା ରେ ଜୟୀ ରାଜଗୁରୁ ଟାଉନ ହଲ ରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ […]
କଳାହାଣ୍ଡି: ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସଙ୍କ […]
ନାଚୁଣୀ : ନାଚୁଣୀ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ନାରାୟଣ ବଳିୟାରସିଂ। ସେ ପୂର୍ବରୁ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଗଣିତ ବିଭାଗର ଅଧ୍ୟାପକ ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ଵ ଗ୍ରହଣ ସମୟରେ ପୂର୍ବତନ ଅଧ୍ୟକ୍ଷ ପ୍ରକୃତି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ‘ଶାଳିଆ ପ୍ରେସ କ୍ଲବ’ ପକ୍ଷରୁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।ଏହି ଅବସରରେ ‘ଶାଳିଆ ପ୍ରେସ କ୍ଲବ’ର ସଦସ୍ୟମାନଙ୍କ ପକ୍ଷରୁ ପୁଷ୍ପଗୁଛ, […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରସଂଘ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଉକ୍ତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ପାଳନ କରିବାକୁ ଯାଉଛି। ସେଥିପାଇଁ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ମହା ସମାରୋହରେ ଓଡିଶା ଦିବସ ପାଳନ ହୋଇଯାଇଛି। ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥିଲା। ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯାଇଥିଲା। ମୁଖ୍ୟ ଅତିଥି, ଏବଂ ଉପସ୍ଥିତ ଅତିଥି ମାନଙ୍କ ଗହଣରେ ପ୍ରଦୀପ ପ୍ରଜ୍ବଳନ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ବାଲୁଗାଁ ଏନଏସି ରେ ଉତ୍କଳ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବାଲୁଗାଁ ଏନଏସି ନଗରପାଳିକା ସୁକାନ୍ତି ପାଇକରାୟ, ଉପନଗରପାଳ ଭଗବାନ ପ୍ରଧାନ, କାଉନସିଲର ଅଭିମନ୍ୟୁ ସ୍ୱାଇଁ, ଅନିତା ସ୍ୱାଇଁ, ବିଜେଡି ଉପସଭାପତି ଗଣେଶ ପ୍ରଧାନ, […]
ରଣପୁର: ଆଜି ୮୮ତମ ଉତ୍କଳ ଦିବସ ବା ଓଡ଼ିଶା ଦିବସ। ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା। ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡ଼ିଶା […]
କନ୍ଦର୍ପ ବେହେରା ରେଢାଖୋଲ: ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟରେ ଆଜି ଉତ୍କଳ ଦିଵସ ସମାରୋହ ଅନୁଷ୍ଠିତ ହୋଇଥିଲା। ମହାଵିଦ୍ୟାଳୟର ଓଡିଆ ବିଭାଗର ମୁଖ୍ୟ ଅଧ୍ୟାପିକା ପୁଷ୍ପାଞ୍ଜଳି ରାବଣାଙ୍କ ସଭାପତିତ୍ଵରେ ଅନୁଷ୍ଠିତ “ଉତ୍କଳ ଦିଵସର ମହତ୍ତ୍ଵ ଓ ଓଡ଼ିଶାର ସ°ସ୍କୃତି” ଶୀର୍ଷକ ଆଲୋଚନାଚକ୍ରରେ […]
ରଣପୁର: ପବିତ୍ର ରାମ ନବମୀ ଉପଲକ୍ଷ ଚଳିତ ବର୍ଷ ରଣପୁର ଚଳଚଂଛଳ ହୋଇଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ରଣପୁରରେ ପ୍ରଥମ ଥର ପାଇଁ ଏଭଳି ଏକ ରାମନବମୀ ପାଳନ କରାଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ଦୀର୍ଘଦିନ […]
ରଣପୁର: ରଣପୁର ଅଚଂଳରେ ପ୍ରସିଦ୍ଧ ଶିବ ମନ୍ଦିର ଗୁଡିକରେ ୧୭ ଦିନଧରି ଦଣ୍ଡଯାତ୍ରା ବୁଧବାର ଠାରୁ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଭକ୍ତ ମହଲରେ ଉତ୍ସାହ ଦେଖାଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଭଗତାମାନେ କାମନା ଘରନିକଟରେ ଏକତ୍ରିତ ହେବାପରେ ବିଧି ବିଧାନ […]