ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଓଏଏସ ଅଧିକାରିଣୀ ଶୀତଲ ଅଗ୍ରୱାଲ ନୂତନ ବିଡ଼ିଓ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀମତୀ ଅଗ୍ରୱାଲ ଏହା ପୁର୍ବରୁ ନୟାଗଡ଼ ଜିଲ୍ଲାରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରତ ଥିଲେ। କାର୍ଯ୍ୟରେ ଯୋଗଦେବା […]
ସୀତାରାମ ଅଗ୍ରୱାଲ ବାଣପୁର : ଛାତ୍ରଛାତ୍ରୀ ମାନଙ୍କୁ ଉଚିତ ମାର୍ଗଦର୍ଶନ ନିମନ୍ତେ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଛାତ୍ରଛାତ୍ରୀ ମାନେ ପାଠ୍ୟପୁସ୍ତକ ବ୍ୟତୀତ ସାମାଜିକ ଗଠନ ମୁଲକ ତତ୍ତ୍ୱ ବିଷୟରେ ଶିକ୍ଷା ଗ୍ରହଣ କରିବା ନିତାନ୍ତ ଆବଶ୍ୟକ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା […]
ଖୋର୍ଦ୍ଧା: ଆଜି ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ଜନ ଆରୋଗ୍ୟ ଓ ମହିଳା ଆରୋଗ୍ୟ ସମିତି ବାର୍ଷିକ ସମ୍ମିଳନୀ -୨୦୨୨-୨୩ ପୂର୍ବାହ୍ନ ୧୧ ଘଟିକା ରେ ଜୟୀ ରାଜଗୁରୁ ଟାଉନ ହଲ ରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ […]
କଳାହାଣ୍ଡି: ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସଙ୍କ […]
ନାଚୁଣୀ : ନାଚୁଣୀ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ନାରାୟଣ ବଳିୟାରସିଂ। ସେ ପୂର୍ବରୁ ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଗଣିତ ବିଭାଗର ଅଧ୍ୟାପକ ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ଵ ଗ୍ରହଣ ସମୟରେ ପୂର୍ବତନ ଅଧ୍ୟକ୍ଷ ପ୍ରକୃତି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲାର ଅଗ୍ରଣୀ ସାମ୍ବାଦିକ ସଂଘ ‘ଶାଳିଆ ପ୍ରେସ କ୍ଲବ’ ପକ୍ଷରୁ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।ଏହି ଅବସରରେ ‘ଶାଳିଆ ପ୍ରେସ କ୍ଲବ’ର ସଦସ୍ୟମାନଙ୍କ ପକ୍ଷରୁ ପୁଷ୍ପଗୁଛ, […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟର ପୁରାତନ ଛାତ୍ରସଂଘ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଉକ୍ତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ପାଳନ କରିବାକୁ ଯାଉଛି। ସେଥିପାଇଁ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ମହା ସମାରୋହରେ ଓଡିଶା ଦିବସ ପାଳନ ହୋଇଯାଇଛି। ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥିଲା। ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ କରାଯାଇଥିଲା। ମୁଖ୍ୟ ଅତିଥି, ଏବଂ ଉପସ୍ଥିତ ଅତିଥି ମାନଙ୍କ ଗହଣରେ ପ୍ରଦୀପ ପ୍ରଜ୍ବଳନ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ବାଲୁଗାଁ ଏନଏସି ରେ ଉତ୍କଳ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବାଲୁଗାଁ ଏନଏସି ନଗରପାଳିକା ସୁକାନ୍ତି ପାଇକରାୟ, ଉପନଗରପାଳ ଭଗବାନ ପ୍ରଧାନ, କାଉନସିଲର ଅଭିମନ୍ୟୁ ସ୍ୱାଇଁ, ଅନିତା ସ୍ୱାଇଁ, ବିଜେଡି ଉପସଭାପତି ଗଣେଶ ପ୍ରଧାନ, […]
ରଣପୁର: ଆଜି ୮୮ତମ ଉତ୍କଳ ଦିବସ ବା ଓଡ଼ିଶା ଦିବସ। ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବେ ନବଗଠିତ ହୋଇଥିଲା। ଏହି ସ୍ମୃତିରେ ପ୍ରତି ବର୍ଷ ଆଜିର ଦିନକୁ ଉତ୍କଳ ଦିବସ ବା ଓଡ଼ିଶା […]
କନ୍ଦର୍ପ ବେହେରା ରେଢାଖୋଲ: ନାକ୍ଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟରେ ଆଜି ଉତ୍କଳ ଦିଵସ ସମାରୋହ ଅନୁଷ୍ଠିତ ହୋଇଥିଲା। ମହାଵିଦ୍ୟାଳୟର ଓଡିଆ ବିଭାଗର ମୁଖ୍ୟ ଅଧ୍ୟାପିକା ପୁଷ୍ପାଞ୍ଜଳି ରାବଣାଙ୍କ ସଭାପତିତ୍ଵରେ ଅନୁଷ୍ଠିତ “ଉତ୍କଳ ଦିଵସର ମହତ୍ତ୍ଵ ଓ ଓଡ଼ିଶାର ସ°ସ୍କୃତି” ଶୀର୍ଷକ ଆଲୋଚନାଚକ୍ରରେ […]
ରଣପୁର: ପବିତ୍ର ରାମ ନବମୀ ଉପଲକ୍ଷ ଚଳିତ ବର୍ଷ ରଣପୁର ଚଳଚଂଛଳ ହୋଇଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ରଣପୁରରେ ପ୍ରଥମ ଥର ପାଇଁ ଏଭଳି ଏକ ରାମନବମୀ ପାଳନ କରାଯାଇଛି। ରଣପୁର ରାମନବମୀ ମହୋତ୍ସବ କମିଟି ତରଫରୁ ଦୀର୍ଘଦିନ […]
ରଣପୁର: ରଣପୁର ଅଚଂଳରେ ପ୍ରସିଦ୍ଧ ଶିବ ମନ୍ଦିର ଗୁଡିକରେ ୧୭ ଦିନଧରି ଦଣ୍ଡଯାତ୍ରା ବୁଧବାର ଠାରୁ ଆରମ୍ଭ ହୋଇଯାଇଛି। ଯାହାକୁ ନେଇ ଭକ୍ତ ମହଲରେ ଉତ୍ସାହ ଦେଖାଦେଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଭଗତାମାନେ କାମନା ଘରନିକଟରେ ଏକତ୍ରିତ ହେବାପରେ ବିଧି ବିଧାନ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ସଭାଗୃହରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦିଗନ୍ତ ରାଉତରାୟଙ୍କ ସଭାପତିତ୍ବରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଏକ ସାମାଜିକ ସମୀକ୍ଷା ବୈଠକ ଓ ସାଧାରଣ ଜନଶୁଣାଣୀ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଦାମିଆ ବରବରା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଏକାଧିକ ବ୍ୟକ୍ତି ଆହତ ହୋଇଛନ୍ତି। ଖବର ମୁତାବକ ଦାମିଆ ବରବରା ପଞ୍ଚାୟତ ମସକାବାରି ଗ୍ରାମର ପାଖାପାଖି […]
ସୀତାରାମ ଅଗ୍ରୱାଲ ବାଣପୁର :- ମର୍ଯ୍ୟାଦା ପୁରୁଷ ପ୍ରଭୁ ରାମଚନ୍ଦ୍ରଙ୍କର ଜନ୍ମ ଦିବସ ଗତକାଲି ପାଳିତ ହୋଇଛି। ଓଡିଶାର ପୂରପଲ୍ଲୀରେ ଚୈତ୍ରମାସ ଶୁକ୍ଳ ନବମୀ ଦିନଟିକୁ ରାମନବମୀ ଭାବେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାଣପୁରର ଭେଟେଶ୍ୱର, ମଙ୍ଗରାଜପୁର, ପଦନପୁର ସମେତ […]
ନାଚୁଣୀ: ଏ ବର୍ଷର ରାମ ନବମୀ ଦେଶର କୋଣ ଅନୁକୋଣ ରେ ପାଳିତ ହେଉଥିବା ସମୟରେ ନାଚୁଣୀ ରେ ସ୍ଥାନୀୟ ଅଞ୍ଚଳ ର ଯୁବକ ମାନଙ୍କ ପ୍ରୟାସ ରେ ଏକ ବାଇକ୍ ରାଲି ଆୟୋଜିତ ହୋଇଥିଲା। ଯାହା କି, ଉଦୀୟମାନ ଯୁବକ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଦାଶରଥୀପୁର ଗ୍ରାମ ହରିଜନ ସାହିରେ ଗତକାଲି ଏକ ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଫଳରେ ଉକ୍ତ ସଂଘର୍ଷରେ ଦୁଇ ଜଣ ଆହତ ହୋଇଥିଲେ। ଏ ନେଇ ଉଭୟ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଦାଶରଥୀପୁର ଗ୍ରାମ ହରିଜନ ସାହିରେ ଏକ ଜମି ବିବାଦକୁ କେନ୍ଦ୍ରକରି ଆଜି ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି। ଉକ୍ତ ସଂଘର୍ଷରେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି। ଏ ନେଇ […]
ରଣପୁର: ରଣପୁର ବ୍ଲକ ନିକଟସ୍ଥ ମଝିଆଖଣ୍ଡ ଗ୍ରାମପଂଚାୟତରେ ୧୩୬୫ ମସିହାରୁ ପାଳନ କରାଯାଉଛି ଏହି ନିଆରା ପର୍ବ ଅଶୋକା ଅଷ୍ଟମୀ। ନୀତି ଅନୁଯାୟୀ ପ୍ରଭୁ କମଳେଶ୍ୱର ଦେବ ଶହ ଶହ ଭକ୍ତଙ୍କର ଗହଣରେ ରୁଙ୍କୁଣା ରଥରେ ବସି ୭ ଦିନ ପାଇଁ […]
ସୀତାରାମ ଅଗ୍ରୱାଲ ବାଣପୁର: କୁମାରାଙ୍ଗ ଗ୍ରାମ ପଞ୍ଚାୟତ ଅଧିନସ୍ଥ ମାଳି ଗୋବିନ୍ଦପୁର ଠାରେ ପୂଜା ପାଆନ୍ତି ପଶ୍ଚିମାଭିମୁଖୀ ଠାକୁର ଶ୍ରୀ ଶ୍ରୀ ବୁଢା ଗତିଃଶ୍ଵରଦେବ। ଉକ୍ତ ମନ୍ଦିରରେ ବୁଧବାର ପରମ୍ପରା ଅନୁଯାୟୀ ପବିତ୍ର ଅଶୋକଷ୍ଟମୀ ପର୍ବ ଖୁବ ଧୂମଧାମରେ ପାଳନ କରାଯାଇଛି। […]