କନ୍ଦର୍ପ ବେହେରା ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ରେଢ଼ାଖୋଲ ପୁରୁଣା ପେଟ୍ରୋଲ ପମ୍ପ ନିକଟ ପରିମଳ ଉପଚାର ସୁବିଧା କେନ୍ଦ୍ରରେ ଏକ ସ୍ୱଚ୍ଛତା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସ୍ୱଚ୍ଛତା ସଚେତନତା ଶିବିର କାର୍ଯ୍ୟକ୍ରମ […]
ବାଲୁଗାଁ: ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଦ୍ୱାରା ସୂଚିତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ବାଲୁଗାଁ ମହାବିଦ୍ୟାଳୟରେ ନବାଗତ ଏକାଦଶ ଶ୍ରେଣୀର କଳା ଓ ବିଜ୍ଞାନ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ପ୍ରାରମ୍ଭରେ ଅଧ୍ୟକ୍ଷା ବିନତି ମଞ୍ଜରୀ ରାଉତ ସ୍ୱାଗତ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକ୍ଟିଦେଉଳ ସ୍ନାତକ ମହାଵିଦ୍ୟାଳୟ ର ମୋ କଲେଜ୍ ଅଭିଯାନ ଆନୁକୁଲ୍ୟରେ ମହାତ୍ମାଗାନ୍ଧୀ ଓ ତାଙ୍କ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହେଵା ସହିତ ଜାତୀୟ ସେବା ଯୋଜନା ଦିଵସ ପାଳିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର […]
ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଜାତୀୟ ସେବା ଯୋଜନା ଦିବସ ବିନତି ମଞ୍ଜରୀ ରାଉତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପିକା ରୀନା ରାଉତଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ ଉତ୍ସବରେ ଯୁକ୍ତ ଦୁଇ ଅଧ୍ୟକ୍ଷା ଡକ୍ଟର କଳ୍ପନା ଦାଶ, ପ୍ରାକ୍ତନ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ୧୬ ନଂ ଜାତୀୟ ରାଜପଥ ଚଣ୍ଡେଶ୍ୱର ଛକରେ ବାଇକ୍ କୁ ଏକ ଅଟୋ ରିକ୍ସା ଧକ୍କା ଦେବା ଫଳରେ ବାଇକ୍ ରୁ ଛିଟିକି ପଡି ଗୁରୁତର ହୋଇଛନ୍ତି ମା’ ଏବଂ ପୁଅ। […]
ସୀତାରାମ ଅଗ୍ରୱାଲ ଚିଲିକା: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦି କା ଅମୃତ ମହୋତ୍ସବ ଅବସରରେ ଅଗଷ୍ଟ ୧୫ ତାରିଖରୁ ରାଜ୍ୟରେ ଅହିଂସା ରଥ ପରିକ୍ରମାର ଶୁଭାରମ୍ଭ ହୋଇସାରିଛି। ଆସନ୍ତା ୨୮ ତାରିଖରେ ଗଞ୍ଜାମ ଜିଲ୍ଲାରୁ ଖୋର୍ଦ୍ଧା ଜିଲ୍ଲା ଅଭିମୁଖେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜୁନାଗଡ ବ୍ଲକ ଅନ୍ତର୍ଗତ ହାବସପୁର ଗ୍ରାମ ପଂଚାୟତ ତରଫରୁ ଆଜାଦି କି ଅମୃତ ମହୋତ୍ସବ ଅବସରରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହବସପୁର ସରପଞ୍ଚ ବିକାଶ ରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗ୍ରାମ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ତାଲୁକ ସ୍ତରୀୟ ଆଇନ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ମନୋରଞ୍ଜନ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଭୂବନେଶ୍ବର ଆପୋଲୋ ହସ୍ପିଟାଲ ସହାୟତାରେ ଡାକ୍ତର ପ୍ରେମାନନ୍ଦ ପଟ୍ଟନାୟକ, ଡାକ୍ତର ପ୍ରତ୍ୟୁଶ ପୁଲକ ନାୟକ ଏବଂ ସହଯୋଗୀ ମାନଙ୍କ ଦ୍ବାରା ସ୍ଥନୀୟ ଏଜୁ କେୟାର ବିଦ୍ୟାଳୟ, ବାଣପୁର ପରିସରରେ ନିଶୁଳ୍କ […]
ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସାହିତ୍ୟ ଅନୁରାଗ ସୃଷ୍ଟି କରିବା ଉଦ୍ଦେଶ୍ୟ ନେଇ ଡି.ଏ.ଭି କଲେଜ ପରିଚାଳନା ସମିତି, ନୂଆଦିଲ୍ଲୀ ଅଧୀନରେ ସମଗ୍ର ଦେଶରେ ଆସୁଥିବା ବିଦ୍ୟାଳୟ ଗୁଡ଼ିକରେ ସାହିତ୍ୟ ସମ୍ମିଳନୀ ଆୟୋଜନର ଏକ ଅଭିନବ ପ୍ରୟାସକ୍ରମରେ ଡି,ଏ,ଭି କଳିଙ୍ଗ ନଗର ଆନୁକୁଲ୍ୟରେ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଭାରତୀୟ ପର୍ଯ୍ୟଟନ ବିଭାଗ ଓ ଓଡ଼ିଆ ଆର୍ଟ ସେଣ୍ଟର୍ ବଡକୁଳର ମିଳିତ ଆନୁକୁଲ୍ୟରେ ସ୍ବଚ୍ଛତା ଅଭିଯାନ ମଙ୍ଗଳ ଯୋଡ଼ି ଏବଂ ଓଟିଡିସି ବଡକୁଳ ଠାରେ ଅନୁଷ୍ଠିତ ହୋଇଯାଇଛି। ସ୍ୱଚ୍ଛ ଭାରତ ମିଶନ ତରଫରୁ ଚଳିତ ୧୬ ତାରିଖ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଶନିବାର ସକାଳେ ବାଲୁଗାଁ ଏନଏସି ଓ ଆଇଏନଏସ ଚିଲିକା ମିଳିତ ଆନୁକୂଲ୍ୟରେ ବାଲୁଗାଁ ଚିଲିକା କୁଳଠାରେ ଆଜାଦି କା ଅମୃତ ମହୋତ୍ସବ ଅବସରରେ ପୁନିତ ସାଗର ଅଭିଯାନ ଓ ସ୍ୱଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି […]
ଭୁବନେଶ୍ବର : ଯୁକ୍ତ ୩ରେ ବିଜେବି ମହାବିଦ୍ୟାଳୟରେ ଆନ୍ଥ୍ରୋପଲୋଜି ବିଭାଗରେ ସର୍ବଶ୍ରେଷ୍ଟ ନମ୍ବର ରଖିଥିବା ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକୀ ସମ୍ମାନ ପ୍ରଦାନ କରାଯାଇଛି। ଏଥି ସହ ୪ହଜାର ଟଙ୍କା ପୁରଷ୍କାର ରାଶି ପ୍ରଦାନ କରାଯାଇଛି। ଏହି ସମ୍ମାନ ପ୍ରଦାନ ବେଳେ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଦଶହରାରେ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଉପହାର ସହିତ ରିହାତି ଦରରେ ନୂଆ ପୋଷାକ ଏବଂ ଘରୋଇ ଉପକରଣମାନ ଆଣିଦେଇଛି ମେଟ୍ରୋ ରିଟେଲ ପ୍ରାଇଭେଟ ଲିମିଟେଡ଼ (ଏମ ବଜାର)। ସୂଚନା ମୁତାବକ ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମେନ […]
ଚିଲିକା: ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ ଚାଷଙ୍ଗରା ଗ୍ରାମସ୍ଥିତ ଭାଲେରୀ ଉଚ୍ଚ ବିଦ୍ୟାଳୟର ୨୦୦୧ ବ୍ୟାଚର ଦଶମ ଶ୍ରେଣୀରେ ଅଧ୍ୟୟନ କରିଥିବା ଛାତ୍ର ଛାତ୍ରୀ ମାନଙ୍କର ଏକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇ ଦଶନ୍ଧି ପରେ ଆନନ୍ଦ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଆଜି କେସିଙ୍ଗା ବ୍ଲକସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ସୁଶାନ୍ତ କୁମାର ପଟେଲ, ଉପ […]
ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟର ଓଡ଼ିଆ ଭାଷାତତ୍ତ୍ଵ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର୍ ରବୀନ୍ଦ୍ରନାଥ ନରେନ୍ଦ୍ର ସିଂହ ବର୍ମାଙ୍କର ୨୭ତମ ଶ୍ରାଦ୍ଧ ଉତ୍ସବ ବାଣପୁରର ନେହେରୁ ସେବା ସଂଘର କନକ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସେବା ସଂଘର ସଂପାଦିକା ସରୋଜିନୀଦାଶଙ୍କ ସଭାପତିତ୍ଵରେ ଆୟୋଜିତ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭାଗୃହରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଏଡିଏମ୍ ମନୋଜ ପାଢ଼ୀ, ଚିଲିକା ବ୍ଲକ ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, […]
ଭୁବନେଶ୍ବର: ଆଜି ପୂର୍ବତଟ ରେଳବାଇ କ୍ରୀଡା ସଂଘ, ମଞ୍ଚେଶ୍ୱର ତରଫରୁ ସ୍ଥାନୀୟ ରେଳବାଇ ଇନଡୋର ଷ୍ଟାଡିୟମରେ ବାର୍ଷିକ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦଘାଟିତ ହୋଇଯାଇଛି। ମଞ୍ଚେଶ୍ୱର ରେଳଡବା କାରଖାନାର ମୂଖ୍ୟ କାରଖାନା ପ୍ରବନ୍ଧକ ସୁବାସ ଚନ୍ଦ୍ର କର ମହୋଦୟ ମୂଖ୍ୟ ଅତିଥି ରୂପେ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ବ୍ଲକ୍ ରେ ଦିନକୁ ଦିନ ହାତୀ ଉପଦ୍ରବରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ୩ ଦିନ ହେଲା ନାକଟିଦେଉଳ ବ୍ଲକ୍ ପଣ୍ଡୁଆଖୋଳ ଗ୍ରାମରେ ହାତୀ ଉପଦ୍ରବରେ ବ୍ୟାପକ ଧାନ ଫସଲ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ନାକ୍ଟିଦେଉଳ ସ୍ନାତକ ମହାଵିଦ୍ୟାଳୟ ଆନୁକୁଲ୍ୟ ରେ ଜାତୀୟ ଶିକ୍ଷା ନୀତି ୨୦୨୨ ସମ୍ପର୍କରେ କର୍ମଶାଳା ଓ ଶିକ୍ଷକ ପର୍ବ ଆୟୋଜିତ ହୋଇଥିଲା। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ […]