ଭୁବନେଶ୍ୱର: ପୂର୍ବତନ ବିଧାୟକ, ଯୁବନେତା, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ସ୍ୱର୍ଗତ ଲଲଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ୫୯ତମ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମ ଆଜି ଲୁଲୁ…
ଆଞ୍ଚଳିକ
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ କ୍ୟାବିନ ପୋଡ଼ି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ। ଖବର ମୁତାବକ…
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ହାବସପୁର ପଞ୍ଚାୟତ କାର୍ଯ୍ୟାଳୟଠାରେ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଛି।…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧାଜିଲ୍ଲା ଗମ୍ଭାରୀମୁଣ୍ଡାରେ ଦୁଇଦିନ ଧରି ପତିତପାବନ ଉଚ୍ଚ ବିଦ୍ୟାଳୟର ଚାଲିଥିବା ହୀରକ ଜୟନ୍ତୀ ମହୋତ୍ସବ ଆଜି ସନ୍ଧ୍ୟାରେ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲଙ୍କ…
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ…
ସୀତାରାମ ଅଗ୍ରୱାଲ ବାଣପୁର:ଖୋର୍ଦ୍ଧାଜିଲ୍ଲା ଗମ୍ଭାରୀମୁଣ୍ଡା ଅଞ୍ଚଳରେ ଥିବା ପତିତପାବନ ଉଚ୍ଚ ବିଦ୍ୟାଳୟ ଷାଠିଏ ବର୍ଷରେ ପଦାର୍ପଣ କରିଥିବାରୁ ରବିବାର ଠାରୁ ଦୁଇଦିନ ଧରି ବିଦ୍ୟାଳୟ ହୀରକ ଜୟନ୍ତୀ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଳକ୍ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭୀମପୁର ସ୍ଥିତ ବାନାମ୍ଵର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ପାତ୍ରଙ୍କୁ…
ଭୁବନେଶ୍ୱର: ଆଜି ଭୀମଭୋଇ ସରକାରୀ ଦୃଷ୍ଟିହୀନ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟ ସଭାକକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ପୁରସ୍କାର ବିଦରଣ ଉତ୍ସବରେ…
ସୀତାରାମ ଅଗ୍ରୱାଲ ଚିଲିକା: ଗତ ୯ ତାରିଖ ଦିନ ‘ସମୀକ୍ଷା’ ରେ ‘ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ’…
ବାଣପୁର: ବାଣପୁର ବ୍ଲକ ଅଧିନସ୍ଥ ନୀଳାଦ୍ରି ଗ୍ରାମ ପଞ୍ଚାୟତର ଅରାଙ୍ଗ ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଆଦର୍ଶ ଆରୋଗ୍ୟ ସେବା ସଦନ, ବାଣପୁର ଓ ହେଲଥ ଭିଲେଜ ହସ୍ପିଟାଲ…
ସୀତାରାମ ଅଗ୍ରୱାଲ ବାଣପୁର: ବିବାହିତା ମହିଳାଙ୍କୁ ବଳାତ୍କାର ଏବଂ ଆପତ୍ତିଜନକ ଫୋଟୋ/ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରଲ କରି ଗିରଫ ହେଲେ ଅଭିଯୁକ୍ତ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ଼ ଏବଂ ମିଠା ଦୋକାନରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ନେଇ…
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ ଓଏଏସ ଅଧିକାରୀ ଦିଲ୍ଲୀପ କୁମାର ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀ…
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ବ୍ଲକ ଘୋଷରାମାଳ ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣୀ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟତ୍ରୀ ଶୈଳେନ୍ଦ୍ରୀ ପ୍ରଧାନ ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପାଠ…
ରଣପୁର: ଆଜି ସକାଳ ୯.୩୦ ମିନିଟରେ ରଣପୁରରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଯାଇଛି। ଏହି ଦୁର୍ଘଟଣାରେ ଦୁଇଜଣ ବ୍ୟକ୍ତିଙ୍କୁ ଟ୍ରକ ଚାପି ଦେଇ ଦ୍ରୁତ ଗତିରେ…
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଏବଂ ଉପାଧ୍ୟକ୍ଷା ରୀନା ଦେଇ ଆଜି ପୂଜାର୍ଚ୍ଚନା କରି ଅନୁଷ୍ଠାନିକ ଭାବେ ନିଜ…
ସୀତାରାମ ଅଗ୍ରୱାଲ ବାଣପୁର: ଲଗାତର ବିଶ୍ୱ ନାଟ୍ୟ ମେଳାରେ ନାଟକ ଏବଂ ଗୀତି ନାଟ୍ୟ ପରିବେଷଣ କରି ନୀରବଚ୍ଛିନ୍ନ ନାଟ୍ୟସାଧନା ଜାରିରଖିଥିବା ଓଡ଼ିଆ ମଞ୍ଚନିର୍ଦ୍ଦେଶକ ପ୍ରମୋଦ କୁମାର…
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଟାଙ୍ଗୀ ବ୍ଲକ ଭାରତୀୟ ଜନତା ପାର୍ଟି ତରଫରୁ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ସଭାପତି ରଶ୍ମିରଞ୍ଜନ ମହାପାତ୍ର…
ସୀତାରାମ ଅଗ୍ରୱାଲ ବାଣପୁର: ଆଉ ଜଣେ ବାଣପୁର ଝିଅ ବଡ ସଫଳତା ହାସଲ କରିଛନ୍ତି। ଏଥର ରାଉରକେଲା ନିଟ୍ ରେ ଅନୁଷ୍ଠିତ ହୋଇଥିବା ୨୦ ତମ ସମାବର୍ତ୍ତନ…
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଅପରାହ୍ନରେ ଓଏସଡ଼ି, ଓଏସଆରଟିସି ତଥା ବରିଷ୍ଠ ପ୍ରଶାସିକା ଦୀପ୍ତି ମହାପାତ୍ର ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ଚିଲିକା ତହସିଲ ଗସ୍ତରେ ଆସି…
ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।ଏକ ଟେଣ୍ଟ ହାଉସ୍ ଘରେ ନିଆଁ ଲାଗିଯିବାରୁ ପାଖାପାଖି କୋଟିଏ ଟଙ୍କାର ଅସବାବପତ୍ର ପୋଡ଼ି…

