ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ସମସ୍ୟା ନେଇ ଏକାଧିକ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହା ପରେ ଖୋର୍ଦ୍ଧା ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଆକ୍ଟିଭ ମୋଡ଼କୁ ଆସିଛନ୍ତି। ଶ୍ରୀ ନାୟକ ଆଜି ବାଣପୁର […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକଟିଦେଉଳ ବ୍ଲକ୍ ରେ ଗତକାଲି ରାତିରେ କାଳବୈଶାଖିରେ ଗାଁ ମାନଙ୍କରେ ବ୍ୟାପକ କ୍ଷୟକ୍ଷତି ହୋଉଥିବା ଜଣାପଡ଼ିଛି। ପ୍ରକାଶ ଯେ, ଗତକାଲି ରାତି ୮ ଟାରେ ନାକଟିଦେଉଳ ବ୍ଲକ୍ ର ନାକଟିଦେଉଳ, ଗୋଧିଢ଼ିପ, ସରାପାଲି, କତରାପାଲି, ବାଟଗାଁ, ସାହେବୀ, […]
ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ରାଜଭବନରେ ବରିଷ୍ଠ ଲେଖକ ତଥା ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ରନାଥ ପ୍ରଧାନଙ୍କ ତିନୋଟି ପୁସ୍ତକ ‘ଗାନ୍ଧୀ ଆସିଥିଲେ ଉତ୍କଳ ବୁଲି’ , ‘କର୍ମଯୋଗୀର କରୁଣ କାହାଣୀ’ ଓ ‘ପିଲାଙ୍କ ହିତ କଥାମାଳା-୨’ ଲୋକାର୍ପିତ […]
ସୀତାରାମ ଅଗ୍ରୱାଲ ଚିଲିକା: ସୋମବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ଇଂଜନପୁର, ଚିଲିକା ସରକାରୀ ଉପ୍ରା ବିଦ୍ୟାଳୟରେ ସ୍ବର୍ଗତ ଶ୍ରୀ ହରିହର ସାହୁ ସ୍ମାରକୀ ଛାତ୍ର ବୃତ୍ତି ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯାଇଛି। ବିଗତ ବର୍ଷ ଠାରୁ ଭାରତୀୟ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସାମ୍ବାଦିକ ମାନଙ୍କୁ ବୁଷ୍ଟର ଡୋଜ ଟିକକାରଣ ଆରମ୍ଭ ହୋଇଛି। ରାଜ୍ୟ ସରକାର ସାମ୍ବାଦିକମାନଙ୍କୁ କୋଭିଡ ଯୋଦ୍ଧା ଘୋଷଣା କରିଥିବା ବେଳେ କୋଭିଡର ପ୍ରଥମ ଏବଂ ଦ୍ଵିତୀୟ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲାର ଏକ ଗୁରୁତ୍ୱପୂର୍ଣ୍ଣ ଡାକ୍ତରଖାନା ହେଉଛି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର। ଆଦିବାସୀ ଅଧ୍ୟୁଷିତ ତଥା ମ୍ୟାଲେରିଆ ପ୍ରବଣ ଅଞ୍ଚଳ ଭାବେ ଜିଲ୍ଲାର ଏକମାତ୍ର ବ୍ଲକ ବାଣପୁର ରହିଥିବା ବେଳେ ସତର ଗୋଟି ପଞ୍ଚାୟତ, ଏନଏସି […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ବାଣପୁର-ବାଲୁଗାଁ ରେଳ ଓଭରବ୍ରିଜ ଉପରେ ଏକ କାର ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଫଳରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ ଆଜି ରାତ୍ର ୮ ଘଟିକା ସମୟରେ ବାଣପୁର ଆଡୁ ବାଲୁଗାଁ ଯାଉଥିବା […]
ସୀତାରାମ ଅଗ୍ରୱାଲ ନାଚୁଣୀ: ବଜ୍ରାଘାତରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାମ ନାରାୟଣ ବେହେରା (୫୮)। ଘର ବାଣପୁର ଥାନା ନାଚୁଣୀ ଫାଣ୍ଡି ଅନ୍ତର୍ଗତ ନଈରୀ ଗ୍ରାମରେ। ନାରାୟଣ ବେହେରା ନିଜ ଗ୍ରାମରେ ବସିଥିଵା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ଘଟଣା […]
ଦୁଷ୍ମନ୍ତ କୁମାର ପଣ୍ଡା ଜୁନାଗଡ: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଣ୍ଡାକୁଟ୍ରା ଗ୍ରାମରୁ ଏକ ବାଇକ ଚୋରି ଅଭିଯୋଗରେ ଜଣେ ଯୁବକ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, ଗତ ୫ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଅଞ୍ଚଳରେ ଆରଟିଓ ଏବଂ ପୋଲିସର ଚଢ଼ାଉ ଜାରି ରହିଛି। ଶନିବାର ପୂର୍ବାହ୍ନରେ ଆରଟିଓ ଏବଂ ବାଣପୁର-ବାଲୁଗାଁ ପୋଲିସ ମିଳିତ ଭାବେ ବାଇପାସ ଠାରେ ଦୀର୍ଘ ସମୟ ଧରି ବିଭିନ୍ନ ଯାନବାହାନ ଯାଞ୍ଚ କରିଥିଲେ। […]
ସୀତାରାମ ଅଗ୍ରୱାଲ ବାଣପୁର: ଆସନ୍ତାକାଲି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଓ ଏନଏସି ର କିଛି ଅଞ୍ଚଳରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। […]
ଭୁବନେଶ୍ବର: ସ୍ଥାନୀୟ ନୟାପଲ୍ଲୀସ୍ଥିତ ଉତ୍କଳ ଚାମ୍ବର୍ ଅଫ୍ କମର୍ସର ସମ୍ମିଳନୀ କକ୍ଷରେ ରୋଟାରୀ କ୍ଲବ୍ ଅଫ୍ ଫେଲୋସିପ୍ ଭୁବନେଶ୍ବର ପକ୍ଷରୁ ଚାର୍ଟର୍ ପ୍ରେଜେଣ୍ଟେସନ୍ ଓ ପ୍ରଥମ ପ୍ରତିଷ୍ଠା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗତ ବୁଧବାର ସଂଧ୍ୟାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ବନ୍ଦେ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ବାଲୁଗାଁ ଅବକାରୀ ଅଧିକାରୀ ରଞ୍ଜନ ଦାସଙ୍କ ନେତୃତ୍ୱରେ ବାଣପୁର ଥାନା ଅଧିନସ୍ଥ ଘାଷେଡିହ, ଗୋଡ଼ିଝର ଏବଂ ଭବାନୀପୁର ଗ୍ରାମରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ସମୁଦାୟ ୭୫ ଲିଟର ଦେଶୀ ମଦ ଜବତ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅର୍ନ୍ତଗତ ରତନପୁର ଗ୍ରାମରେ ଆଜି ସକାଳେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। କିଛି ବିଦ୍ୟୁତ କର୍ମଚାରୀଙ୍କୁ ଗ୍ରାମବାସୀ ଦୀର୍ଘ ସମୟ ଧରି ଅଟକ ରଖିଛନ୍ତି ଏବଂ ପରବର୍ତ୍ତୀ ସମୟରେ ପୋଲିସର […]
କନ୍ଦର୍ପ ବେହେରା ରେଢ଼ାଖୋଲ: ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ସରାପାଲି ଗ୍ରାମ ପଂଚାୟତର ଜୁରାପାଲି ଗ୍ରାମରେ ଦୁଇ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପନ୍ଦର ତାରିଖ ସନ୍ଧ୍ୟାରେ ସରାପାଲି ଜଗନ୍ନାଥ ମନ୍ଦିର ଠାରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଅଣାଯାଇଥିଲା। ଦିବ୍ୟାଙ୍ଗ ମାନଙ୍କ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର-ବାଲୁଗାଁ ଅଞ୍ଚଳରେ ବେପରୁଆ ଗାଡ଼ିଚାଳନା ବୃଦ୍ଧି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଯାହାଫଳରେ ଏକାଧିକ ସଡ଼କ ଦୁର୍ଘଟଣା ମଧ୍ୟ ଘଟୁଛି। ଯେଉଁଥିରେ ନିରୀହ ଲୋକଙ୍କ ଜୀବନ ଯାଉଛି। ମଦ୍ୟପାନ କରି ଗାଡ଼ି ଚଳାଇବା ହେଉ […]
ବାଣପୁର: ଦିବଂଗତ ବିଚାରପତି ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କ ବିୟୋଗରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଓକିଲ ସଂଘ ତରଫରୁ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଆଜି ବାଣପୁର ବାର ହଲ ପରିସରରେ ଉକ୍ତ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ଆତ୍ମାର ସଦଗତି ନିମନ୍ତେ ସଭ୍ୟମାନେ […]
ଭୁବନେଶ୍ୱର: ସୂଚନା ଓ ଲୋକ ସଂପର୍କ ବିଭାଗ ଉପ ନିର୍ଦ୍ଦେଶକ(କେନ୍ଦ୍ରାଂଚଳ) ଶ୍ରୀ ହେମନ୍ତ କୁମାର ନାୟକ ଆଜି ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ, ଭୁବନେଶ୍ୱର ତଦାରଖ ପରିପ୍ରେକ୍ଷୀରେ ପୂର୍ବାହ୍ଣରେ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ତଥା […]
ଚିଲିକା: ଆସନ୍ତାକାଲି (ଶୁକ୍ରବାର ଦିନ) ଚିଲିକା ନିର୍ବାଚନମଣ୍ଡଳୀରେ ପାୱାର କଟ୍ ହେବ ନାହିଁ। କିନ୍ତୁ ଏହାକୁ ଏବେ ସ୍ଥଗିତ ରଖାଯାଇଛି। ବର୍ତ୍ତମାନ ଛାତ୍ର ଛାତ୍ରୀଙ୍କ ପରୀକ୍ଷା ଚାଲିଥିବା ବେଳେ ସେମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏସଏଲଡ଼ିସି ଉକ୍ତ ପାୱାରକଟ ପାଇଁ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି (ଶୁକ୍ରବାର ଦିନ) ଚିଲିକା ନିର୍ବାଚନମଣ୍ଡଳୀରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ […]
ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବାଲିଅନ୍ତା ବ୍କକ ଗସ୍ତ କରି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍କକର ବିଭନ୍ନ ଅଂଚଳରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି । ଏହି କାର୍ୟ୍ୟକ୍ରମରେ ୨୦୮ ଟି […]