ଚିଲିକା: ଆସନ୍ତାକାଲି (ଶୁକ୍ରବାର ଦିନ) ଚିଲିକା ନିର୍ବାଚନମଣ୍ଡଳୀରେ ପାୱାର କଟ୍ ହେବ ନାହିଁ। କିନ୍ତୁ ଏହାକୁ ଏବେ ସ୍ଥଗିତ ରଖାଯାଇଛି। ବର୍ତ୍ତମାନ ଛାତ୍ର ଛାତ୍ରୀଙ୍କ ପରୀକ୍ଷା ଚାଲିଥିବା ବେଳେ ସେମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏସଏଲଡ଼ିସି ଉକ୍ତ ପାୱାରକଟ ପାଇଁ […]
ସୀତାରାମ ଅଗ୍ରୱାଲ ଚିଲିକା: ଆସନ୍ତାକାଲି (ଶୁକ୍ରବାର ଦିନ) ଚିଲିକା ନିର୍ବାଚନମଣ୍ଡଳୀରେ ଚାରି ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ୧୩୨/୩୩ କେଭି ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ […]
ଭୁବନେଶ୍ୱର: ଆଜି ଖୋର୍ଦ୍ଧା ଜିଲ୍ଲପାଳ ଶ୍ରୀ ସଂଗ୍ରାମ କେଶରୀ ମହାପାତ୍ର ଜିଲ୍ଲାର ବାଲିଅନ୍ତା ବ୍କକ ଗସ୍ତ କରି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବ୍କକର ବିଭନ୍ନ ଅଂଚଳରୁ ଆସିଥିବା ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି । ଏହି କାର୍ୟ୍ୟକ୍ରମରେ ୨୦୮ ଟି […]
ଭୂବନେଶ୍ବର: ଦିବ୍ୟାଙ୍ଗଙ୍କ ଶିକ୍ଷା ପାଇଁ ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ ସଂଘର ରାଜ୍ୟସ୍ତରୀୟ ବୈଠକ ଆଜି ଭୂବନେଶ୍ବରର ଆଚ଼ାର୍ଯ୍ୟ ବିହାର ଛକ ସ୍ଥିତ ମା’ ଭୂବନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ରାଜ୍ୟ ସଭାପତି ସୂର୍ଯ୍ୟକାନ୍ତ ବେହେରାଙ୍କ ଅଧ୍ୟକ୍ଷତା ରେ […]
ବାରିପଦା: ମୟୁରଭଞ୍ଜ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ପ୍ରଧାନ ମହାଲେଖାକାର ଓ ଲେଖା ନିୟନ୍ତ୍ରକ ସହଯୋଗରେ ଜିଲ୍ଲାସ୍ତରୀୟ ପେନସନ ଅଦାଲତ ଆଜି ବାରିପଦାସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷ ଠାରେ ଉଦଯାପିତ ହୋଇଯାଇଛି । ବରିଷ୍ଠ ଉପ ମହାଲେଖାକାର ଶ୍ରୀରାଜ ଅଶୋକ ଅଧ୍ୟକ୍ଷତାରେ ଅନୁଷ୍ଠିତ […]
କନ୍ଦର୍ପ ବେହେରା ରେଢାଖୋଲ: ଆଜି ନାକଟିଦେଉଳ ପଂଚାୟତ ସମିତିର ପ୍ରଥମ ବୈଠକ ବ୍ଲକ୍ ଅଧ୍ୟକ୍ଷା ସ୍ୱରୂପାରାଣୀ ସାହୁଙ୍କ ସଭାପତିତ୍ୱରେ ବ୍ଲକ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ନାକଟିଦେଉଳ ବିଡିଓ ନିବେକାନନ୍ଦ ସାହୁ, ଅତିରିକ୍ତ ତହସିଲ୍ଦାର୍, ଜିଲ୍ଲା ପରିଷଦ ଜୋନ୍ […]
ଭୁବନେଶ୍ୱର : ଓଡ଼ିଶାରେ ଗୁରୁକୁଳ ଆନ୍ଦୋଳନର ପ୍ରାଣ ପ୍ରତିଷ୍ଠାତା, ଆର୍ଯ୍ୟସମାଜର ଅନନ୍ୟ ପ୍ରଚାରକ ତଥା ସନ୍ନ୍ୟାସୀ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀଙ୍କ ୧୦୪ତମ ଜୟନ୍ତୀ ଆଜି ପୂର୍ବାହ୍ନରେ ୟୁନିଟ୍-୯ ଫ୍ଲାଟସ୍ଥିତ ଆର୍ଯ୍ୟଭବନଠାରେ ସ୍ୱାମୀ ବ୍ରହ୍ମାନନ୍ଦ ସେବା ଟ୍ରଷ୍ଟ ଓ ଆର୍ଯ୍ୟ ସମାଜ, ଓଡ଼ିଶାର […]
ଭୁବନେଶ୍ବର: ଓୟୁଜେର ଶ୍ରମିକ ଦିବସ ସମାରୋହରେ ରାଜ୍ୟ ସରକାରଙ୍କୁ ସ୍ମାରକପତ୍ର ଭୁବନେଶ୍ୱର, ୨.୫ : ବୀମାରାଶି ବୃଦ୍ଧି ଓ ସାମାଜିକ ସୁରକ୍ଷା ବ୍ୟବସ୍ଥା ସମେତ ସାମ୍ବାଦିକମାନେ ଉଠାଇଥିବା ସମସ୍ତ ନ୍ୟାୟୋଚିତ ଦାବିର ଯଥାର୍ଥତା ରହିଛି । ଏସବୁକୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଆଜି ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଓଡିଶା କୋଠାବାଡ଼ି ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଏବଂ ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡର ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଶ୍ରମିକ ଦିବସ ପାଳନ […]
ଭୁବନେଶ୍ୱର: ଉତ୍କଳ ଫେଡ଼େରେସନ ଅଫ୍ ୟୁନାଇଟେଡ଼ ନେସନସ୍ ଆସୋସିଏସନ (ଉଫୁନା) ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ଭୁବନେଶ୍ୱରସ୍ଥିତ ଭାରତୀୟ ବିଦ୍ୟା ଭବନ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ଉଫୁନାର ରାଜ୍ୟ ଅଧ୍ୟକ୍ଷ ଆଡ଼ଭୋକେଟ ମନୋରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବାଲୁଗାଁ ଥାନା ଅଞ୍ଚଳରେ ନିତିଦିନ ଛୋଟ ବଡ଼ ସଡ଼କ ଦୁର୍ଘଟଣା ଘଟୁଥିବା ବେଳେ ତନ୍ମଧ୍ୟରୁ ଏକାଧିକ ଦୁର୍ଘଟଣା ମଦ୍ୟପାନ ଲାଗି ହେଉଥିବାର ନଜିର ରହିଛି। ମଦ୍ୟପ ଗାଡ଼ି ଚାଳକମାନଙ୍କ ଲାଗି ଅନ୍ୟ ନିରୀହ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି “ବିଶ୍ବ ପ୍ରାଣୀ ଚିକିତ୍ସା ଦିବସ” ଉପଲକ୍ଷେ ବାଲୁଗାଁ “ପ୍ରାଣୀ ସମ୍ବଳ ବିକାଶ ବିଭାଗ ସହଯୋଗରେ “ବାଣପୁର-ବାଲୁଗାଁ ରୋଟାରୀ କ୍ଳବ” ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ଖାରିବନ୍ଧ ଠାରେ ଏକ ପ୍ରାଣୀ ଚିକିତ୍ସା ଶିବିରର ଆୟୋଜନ କରାଯାଇଛି। ଏହି […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଭୋରରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁଡ଼ିହ ବାଇପାସରେ ଦୁଇ ଗୋଟି ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ମୁତବାକ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଆଗପଛ ହୋଇ ଯାଉଥିବା ଏକ କୋଇଲା […]
ଭୁବନେଶ୍ୱର: ଦିବ୍ୟ ଦିଗନ୍ତ ସାମାଜିକ ଅନୁଷ୍ଠାନର ସ୍ୱନକ୍ଷତ୍ର ଉତ୍ସବ ଆଜି ସନ୍ଧ୍ୟା ୬ ଘଟିକା ସମୟରେ ‘ଗୀତଗୋବିନ୍ଦ ସଦନ’ ସଭାଗୃହରେ ଅତି ସୁନ୍ଦର କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ପାଦିତ ହୋଇଯାଇଛି। ମୁଖ୍ୟ ଅତିଥି ପ୍ରଫେସର (ଡ଼କ୍ଟର) ଅଶୋକ ମହାପାତ୍ର, ଅନ୍ୟ ଅତିଥି ବୃନ୍ଦ, […]
ସୀତାରାମ ଅଗ୍ରୱାଲ ଚିଲିକା: ଶୁକ୍ରବାର ଦିନ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ୧୪୦୦ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ବାଣପୁର ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ୧୯୭୮ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିବାର […]
ଭୁବନେଶ୍ୱର: ଭୁବନେଶ୍ୱର ଓକିଲ ସଂଘ ତରଫରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୪ତମ ପୂଣ୍ୟ ଜନ୍ମତିଥି ଅବସରରେ ‘ଆଇନ୍ଜୀବୀ ଦିବସ’ ପାଳିତ ହୋଇଯାଇଛି। ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ବିଚାରପତି ମାନ୍ୟବର ଜଜ୍ ଚିତ୍ତ ରଞ୍ଜନ ଦାଶ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ସମ୍ଵାଦ ଆମ ଓଡିଶା ତରଫରୁ ନାକ୍ଟିଦେଉଳ ବ୍ଲକ୍ ଅନ୍ତର୍ଗତ ଗୋଧିଢିପ ରେ ମହାଲକ୍ଷ୍ମୀ ଯୁଵକ ସଂଘ ସହଯୋଗରେ ଉତ୍କଳ ଗୌରବ ମଧୂସୁଦନ ଦାସଙ୍କ ଜୟନ୍ତୀ, ସ୍ଵାଭିମାନ ଦିବସ ପାଳିତ ହୋଇଥିଲା। ଶରତ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା […]
ଭୁବନେଶ୍ୱର: ରାଜ୍ୟ ପୂଜ୍ୟ ପ୍ରଣାମ ଟ୍ରଷ୍ଟ ପକ୍ଷରୁ କଥା ସମ୍ରାଟ, ଭାରତବର୍ଷର ଅନନ୍ୟ କବି ପ୍ରତିଭା ପଦ୍ମଭୂଷଣ ମନୋଜ ଦାସଙ୍କ ପ୍ରଥମ ଶ୍ରାଦ୍ଧସଭା ପୂର୍ବତନ କୁଳପତି ପ୍ରଫେସର ଡଃ ବିମଳେନ୍ଦୁ ମହାନ୍ତିଙ୍କ ପୌରହିତ୍ୟରେ ବୁଦ୍ଧ ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ସ୍ୱର୍ଗତ ମନୋଜ […]
ଭୁବନେଶ୍ୱର : ଭୁବନେଶ୍ୱରର ପୁରୁଣା ମୁରବୀ ତଥା ସମାଜସେବୀ ହରିହର ବରିଶଲଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି । ସେ କିଛି ଦିନ ହେଲା ଅସୁସ୍ଥଥିଲେ । ତାଙ୍କର ମୃତ୍ୟୁ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି […]
ଭୁବନେଶ୍ୱର: କଳା, ସଂସ୍କୃତି, ପରମ୍ପରାକୁ ଉଦ୍ଜୀବିତ କରି ରଖି ଜନମାନସରେ ଏକ ଆନ୍ଦୋଳନ ସୃଷ୍ଟି କରିବାର ଦୀର୍ଘ ତିନି ଦଶନ୍ଧିରୁ ଉର୍ଦ୍ଧ୍ୱକାଳର ସାଧନା ପାଇଁ ରାଜ୍ୟର ଅଗ୍ରଣୀ ସମାଜିକ ଓ ସାଂସ୍କତିକ ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘର ସଭାପତି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଛାତ୍ରୀମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଆଜି ଉଦଯାପିତ ହୋଇଯାଇଛି। ଗତ ୧୮ ତାରିଖ ଦିନ ମହାବିଦ୍ୟାଳୟ ପରିସରରେ ଉଦଘାଟିତ […]