ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କ ମାତା ସତ୍ୟଭାମା ନାୟକଙ୍କ ଆଜି ଅପରାହ୍ନରେ ୧୨.୧୦ ମିନିଟ ସମୟରେ ବିୟୋଗ ଘଟିଛି। ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ବାସଭବନରେ ସତ୍ୟଭାମା ହୃଦଘାତରେ ମୃତ୍ୟୁବରଣ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଆଇଏନଏସ ଚିଲିକା ପକ୍ଷରୁ ଏକ ବାର୍ଷିକ ସାମ୍ବାଦିକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନାଭାଲ ଅଫିସର ଇନଚାର୍ଜ (ଓଡିଶା) ଓ ଆଇଏନଏସ ଚିଲିକା କମାଣ୍ଡିଂ ଅଫିସର କୋମୋଡର ଏନ.ପି ପ୍ରଦୀପ ଙ୍କ […]
ଭୁବନେଶ୍ୱର: ନିଶାଗ୍ରସ୍ତ ହୋଇ ପଥଭ୍ରଷ୍ଟ ଯୁବକମାନଙ୍କୁ ଚେସ୍ ଖେଳ ମାଧ୍ୟମରେ ସଠିକ୍ ପଥକୁ ଆଣିବାର ଲକ୍ଷ୍ୟ ନେଇ ଏଠାରେ ମଙ୍ଗଳବାର ଏ୍ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ମାନସିକ ରୋଗ ବିଭାଗର ପ୍ରଫେସର ଶୁଭେନ୍ଦୁ ନାରାୟଣ […]
ସୀତାରାମ ଅଗ୍ରୱାଲ ବଲୁଗାଁ: ଆସନ୍ତା ୨୪ ତାରିଖରେ ପୌର ନିର୍ବାଚନ ନେଇ ସାରା ରାଜ୍ୟରେ ରାଜନୀତି ପ୍ରଚାର ଉଷ୍ମତା ଦେଖାଦେଉଛି। ସେହିଭଳି ବାଲୁଗାଁ ଏନଏସିରେ ମଧ୍ୟ ପ୍ରଚାର ପ୍ରସାରକୁ ଜୋର କରିବାରେ ରାଜନୈତିକ ଦଳର ପ୍ରାର୍ଥୀମାନେ ଲାଗିପଡିଛନ୍ତି। କିନ୍ତୁ ପ୍ରଚାର ମୈଦାନରେ […]
ଭୁବନେଶ୍ୱର: ସିଟି କ୍ଲବ ଏବଂ କିଟ୍ ମିଳିତ ଆନୁକୂଲ୍ୟରେ ଆଜିଠାରୁ ଆୟୋଜନ ହେବାକୁ ଯାଉଛି ପ୍ରଥମ ନନ୍ଦକିଶୋର ମହିଳା ଫୁଟବଲ ଟୁର୍ଣ୍ଣାମେଣ୍ଟ। ଏହି ଟୁର୍ଣ୍ଣାମେଣ୍ଟର ସମସ୍ତ ଖେଳ କିଟ୍ ଫୁଟବଲ ଷ୍ଟାଡ଼ିୟମଠାରେ ଖେଳାଯିବ। ଏଥିରେ ମୋଟ ୬ଟି ଦଳ ଭାଗ ନେଉଛନ୍ତି। […]
ଭୁବନେଶ୍ୱର: ୧୯୪୬ ମସିହା ପବିତ୍ର ଫଗୁ ଦଶମୀ ଦିନ ମୁକୁଳା ପଟିଆବନ୍ଧ ବାନ୍ଧିବାର ଶୁଭ ପଡ଼ିଥିଲା। ସେ ସମୟରେ କମ୍ୟୁନିଷ୍ଟ ପାର୍ଟିର ନେତୃମଣ୍ଡଳୀଙ୍କ ସହିତ ପଟିଆ ଅଞ୍ଚଳର ୧୯ଖଣ୍ଡ ଗ୍ରାମର ଲୋକମାନଙ୍କ ସହଯୋଗରେ ଅକ୍ଲାନ୍ତ ପରିଶ୍ରମରେ ସରକାରଙ୍କ ଆର୍ଥିକ ସାହାଯ୍ୟ ବିନା […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ରାଜ୍ୟର ସମସ୍ତ ବ୍ଲକରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀର ଦୁଇଟି ବ୍ଲକ ଯଥା ବାଣପୁର ଏବଂ ଚିଲିକା ବ୍ଲକରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦବୀ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ପରିସରରେ ପାଳିତ ହୋଇଯାଇଛି ଆନ୍ତର୍ଜାତିକ ମହିଳା ଦିବସ। ବିଡ଼ିଓ ଡ଼ା ସୁଷମା ବାରିକଙ୍କ ପୌରାହିତ୍ୟରେ ଉକ୍ତ କାର୍ଯ୍ୟକ୍ରମ ବ୍ଲକ ସଭାଗୃହ ପରିସରରେ ପାଳିତ ହୋଇଯାଇଛି। ମହିଳାମାନେ ସମ୍ପ୍ରତି ସମାଜର ପ୍ରଗତିରେ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ରେ ପୌର ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତିକ ମାହୋଲ ସେତେ ଉଷ୍ମ ହେବାରେ ଲାଗିଛି। ମୁଖ୍ୟତଃ ଏଠାରେ ବିଜେଡି ବିଜେପି ମଧ୍ୟରେ କଡ଼ା ଟକ୍କର ହେବାକୁ ଥିବା ବେଳେ […]
ସୀତାରାମ ଅଗ୍ରୱାଲ ବାଣପୁର: ରାଜ୍ୟରେ ପୌର ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ ବର୍ତ୍ତମାନ ସୁଦ୍ଧା ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ବର୍ତ୍ତମାନ ରାଜ୍ୟର ସମଗ୍ର ପୌରାଞ୍ଚଳରେ ଆଦର୍ଶ ଆଚରଣ ବିଧି ବଳବତ୍ତର ରହିଛି। ତେବେ ପଞ୍ଚାୟତ ନିର୍ବାଚନରେ ଯେପରି ଆଚରଣ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଗଠନ କୁ ୪୯ ବର୍ଷ ପୂରିଯାଇଥିଲେ ସୁଦ୍ଧା ଆଜିବି ସହରର ସ୍ଥିତି ସୁଧୁରିନି। ମାଳ ମାଳ ସମସ୍ୟାରେ ବୁଡ଼ି ରହିଛି ଐତିହାସିକ ସହର ବାଣପୁର। ପୌର ନିର୍ବାଚନ ମାର୍ଚ୍ଚ ୨୪ ତାରିଖକୁ […]
କନ୍ଦର୍ପ ଜେନା ରେଢାଖୋଲ: ବାମରା ବନ୍ୟପ୍ରାଣୀ ବନଖଣ୍ଡ ଦ୍ୱାରା ବାଲିଆମ ଗ୍ରାମ ବିସ୍ଥାପିତଙ୍କ ପାଇଁ ସରକାରଙ୍କ ପକ୍ଷରୁ ନୂତନ ଗୃହ ଉଦଘାଟିତ ହୋଇଯାଇଛି। ଖଳାଶୁଣୀ ଅଭୟାରଣ୍ୟରେ ବିନ୍ଦୁଦେବ ଭୋଇ, ଶୁଦ୍ର ଭୋଇ, ସିନ୍ଧୁ ଭୋଇ ତିନୋଟି ପରିବାର ରହୁଥିବା ବେଳେ ସେମାନଙ୍କୁ […]
ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ଭୁବନେଶ୍ୱର କ୍ଲବରେ ଉର୍ମିଳାଙ୍କ କଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଯେହେତୁ ସାରା ବିଶ୍ୱରେ ମହିଳା ଏବଂ ମିଳିତ ଜାତିସଂଘ ମହିଳା ଦିବସକୁ ୮ ମାର୍ଚ୍ଚ, ୨୦୨୨ରେ ଏକ ସ୍ଥାୟୀ ଆସନ୍ତାକାଲି ପାଇଁ ଲିଙ୍ଗଗତ […]
ଭୁବନେଶ୍ୱର: ସରଦେଇପୁର-ବାଲିପାଟଣା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ପୁରଣପ୍ରଧାନସ୍ଥିତ ମଞ୍ଜରୀ ଦେବୀ କଲେଜ ଅଫ ନର୍ସିଂ ଏବଂ କ୍ୟାପିଟାଲ ଏକାଡ଼େମୀ ଅଫ ନର୍ସିଂ କଲେଜ ପରିସରରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଉଭୟ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ କଲେଜ […]
ଭୁବନେଶ୍ୱର: ମୁମ୍ବାଇରୁ ପ୍ରକାଶ ପାଉଥିବା ଓଡ଼ିଆ ସମ୍ବାଦପତ୍ର ମୁମ୍ବାଇ ଓଡ଼ିଆ ସମାଜର ଡ଼ିଜିଟାଲ ସଂସ୍କରଣ ‘MOS LIVE’ର ଲୋକାର୍ପଣ ହୋଇଯାଇଛି। ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଉତ୍କଳ ସାମ୍ବାଦିକ ଭବନ, ଭୁବନେଶ୍ୱରଠାରେ ଆୟୋଜିତ ସମାରୋହରେ ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା ‘MOS LIVE’ର […]
ଭୁବନେଶ୍ୱର: ସିଟି ବ୍ଲକ ଏବଂ କିଟ୍ର ମିଳିତ ଆନୁକୂଲ୍ୟରେ ଆସନ୍ତା ୧୩ ତାରିଖ ଠାରୁ ନନ୍ଦକିଶୋର ପଟ୍ଟନାୟକ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ କିଟ୍ ଷ୍ଟାଡ଼ିୟମଠାରେ ଅନୁଷ୍ଠିତ ହେବ। ଏହି ଟୁର୍ଣ୍ଣାମେଣ୍ଟରେ ଯୋଗ ଦେଇଥିବା ଖେଳାଳୀମାନଙ୍କୁ ଜର୍ସ ଉନ୍ମୋଚନ ହୋଇଥିଲା ଏବଂ ବିଶ୍ୱ […]
ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଏକ ଆଲୋଚନାଚକ୍ର ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସତ୍ୟନଗରସ୍ଥିତ ହୋଟେଲ ପାର୍କ ପ୍ରିମିୟମଠାରେ ରୋଟାରୀ କ୍ଲବ ଭୁବନେଶ୍ୱର ସେଣ୍ଟ୍ରାଲ ପକ୍ଷରୁ ଶିକ୍ଷାବିତ୍ ଡଃ ନିବେଦିତା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଲୋଚନାଚକ୍ରରେ ଅଂଶଗ୍ରହଣ କରି ସେଣ୍ଟ […]
ଭୁବନେଶ୍ୱର: କଳିଙ୍ଗ ବୁଦ୍ଧବିହାର ସଭାକକ୍ଷରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାମାଜିକ ନ୍ୟାୟ ଆନ୍ଦୋଳନର ଅନ୍ୟତମ ଅଗ୍ରଗଣ୍ୟ ଜନନେତା ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ଏକ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ହେମାନନ୍ଦ ବାବୁଙ୍କ ଜୀବନୀ, […]
ଭୁବନେଶ୍ୱର: ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫୋରମ’ ଏବଂ ସହଯୋଗୀ ଅନୁଷ୍ଠାନ ‘ଅନ୍ନପୂର୍ଣ୍ଣା ଫାଇନାନ୍ସ’ ଆନୁକୂଲ୍ୟରେ ଆନ୍ତର୍ଜାତିକ ମହିିଳା ଦିବସ ପାଳନ ଅବସରରେ ବିଶିଷ୍ଟ ସଙ୍ଗୀତଜ୍ଞ ଡକ୍ଟର ଶ୍ୟାମାମଣୀ ଦେବୀ, ପ୍ରଖ୍ୟାତ ସାହିତ୍ୟିକା ସରୋଜିନୀ ସାହୁ ଓ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ସୁଜତା […]
ଭୁବନେଶ୍ୱର: ଭୁବନେଶ୍ୱର ମଦନପୁରସ୍ଥିତ ନିସ୍ ଶିକ୍ଷାନୁଷ୍ଠାନରେ ଅନ୍ତର୍ଜାତୀୟ ମହିଳାଦିବସ ପାଳିତ ହୋଇ ଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଶିକ୍ଷାବିତ୍ ଓ ସମାଜସେବୀ ଡକ୍ଟର ଦିଲ୍ଲିପ ଶ୍ରୀଚନ୍ଦନ ମୂଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ପ୍ରଖ୍ୟାତ ଓଡ଼ିଆ କଣ୍ଠଶିଳ୍ପୀ ସୁସ୍ମିତା ଦାସ୍, […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ‘ଏକତା ପରିଷଦ ଟ୍ରଷ୍ଟ’ ପକ୍ଷରୁ ଶାଳିଆ ଡ୍ୟାମ ଠାରେ ବିଶ୍ଵ ମହିଳା ଦିବସ ପାଳନ ଅବସରରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଅଛି। ସଂଯୁକ୍ତ ରାଷ୍ଟ୍ର ସଂଘ ପକ୍ଷରୁ ୧୯୭୫ରେ […]