ଭୁବନେଶ୍ୱର: ସମାଜବାଦୀ ନେତା, ରାଜ୍ୟର ଶ୍ରମିକ ଆନ୍ଦୋଳନର ପୁରୋଧା, ହିନ୍ଦ୍ ମଜଦୁର ସଭା ଓ କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସାଧାରଣ ସମ୍ପାଦକ ଯେଗେନ୍ଦ୍ର ନାଥ ତ୍ରିପାଠୀଙ୍କ ବିୟୋଗରେ ହିନ୍ଦ୍ ମଜଦୁର ସଭା ଓଡ଼ିଶା ଶାଖା କାର୍ଯ୍ୟାଳୟ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି […]
କନ୍ଦର୍ପ ବେହେରା ରେଢାଖୋଲ: ଲତା ଦିଦିଙ୍କ ପରଲୋକରେ ଭାରତୀୟ ସଂଗୀତର ସୁବର୍ଣ୍ଣ ଯୁଗର ଅବସାନ ଘଟିଲା, ସାରା ଦେଶ ଲତା ଦିଦିଙ୍କ ଅବର୍ତ୍ତମାନ କାଳରେ ତାଙ୍କ ସ୍ୱରକୁ ମନେ ରଖିବ। ସେହିପରି ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ମୃତ୍ୟୁରେ ସାରା ସାମ୍ବାଦିକ ଜଗତ […]
ଭୁବନେଶ୍ୱର: ଓଡ଼ିଶା ଟ୍ରକ ମାଲିକ ମହାସଂଘର ଏକ ଜରୁରୀକାଳୀନ ବୈଠକ ଖାରବେଳ ନଗରସ୍ଥିତ ଟାଟା ମୋଟର ଫାଇନାନ୍ସ ଅଫିସ୍ରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଟ୍ରକ ମାଲିକ ସଂଘର ରାଜ୍ୟ ସଭାପତି ପୁରଞ୍ଜନ ପାଢୀଙ୍କ ନେତୃତ୍ୱରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରରୁ ଟ୍ରକ ମାଲିକମାନେ […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅଠରବାଟିଆ ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରାପୁଟ ଗ୍ରାମରେ ଦୀର୍ଘ ଚାରିଦିନ ବ୍ୟାପି ଚାଲିଥିବା ପଞ୍ଚାୟତ ସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଶନିବାର ଦିନ ଉଦଯାପିତ ହୋଇଯାଇଛି। ଉକ୍ତ ଟୁର୍ଣ୍ଣାମେଣ୍ଟରେ ଅଠରବାଟିଆ ପଞ୍ଚାୟତର ୮ ଗୋଟି […]
ଭୁବନେଶ୍ୱର: ଓଡ଼ିଶାର ପୁରପଲ୍ଲୀରେ ଦୀର୍ଘ ୭୦ ବର୍ଷ ଧରି ବୈଦିକ ଧର୍ମ, ବେଦ ଓ ଆର୍ଯ୍ୟସମାଜର ତପୋନିଷ୍ଠ ପରିବ୍ରାଜକ ସ୍ୱାମୀ ପ୍ରଣବାନନ୍ଦ ସରସ୍ୱତୀଙ୍କ ବିୟୋଗରେ ଆଜି ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଏକ ଶାନ୍ତି ଯଜ୍ଞ ଓ ଆଭାସୀ ଶ୍ରଦ୍ଧାଞ୍ଜଳି ସଭା ଡଃ […]
ସୀତାରାମ ଅଗ୍ରୱାଲ ବାଣପୁର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସବୁଠି ମାହୋଲ ସରଗରମ ହେବାରେ ଲାଗିଛି। ଗାଁ ଗଣ୍ଡା, ରାସ୍ତାଘାଟ ସବୁଠି ନିର୍ବାଚନୀ ଚର୍ଚ୍ଚା। ସେହିପରିଭାବେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳିରେ ମଧ୍ୟ ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ମୈଦାନରେ […]
ଭୁବନେଶ୍ୱର: ୧୯୪୭ ମସିହା ଅଗଷ୍ଟ ୧୫ ତାରିଖରେ ଦେଶ ସ୍ୱାଧୀନତା ଲାଭ କଲା। ସ୍ୱାଧୀନତା ଲାଭର ୫ ମାସ ୧୫ ଦିନ, ଦିନ ୧୯୪୮ ମସିହା ଜାନୁୟାରୀ ୩୦ରେ ଜାତିରପିତା ମହାତ୍ମାଗାନ୍ଧୀଙ୍କୁ ହତ୍ୟା କରାଗଲା। ଦେଶ ସ୍ତବ୍ଧ ହୋଇଗଲା। ସେହିଦିନଟିକୁ ଭାରତୀୟମାନେ […]
ଭୁବନେଶ୍ୱର: ୨୦୨୨ ବର୍ଷ ଅନେକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଓ ଶୁଭପ୍ରଦ। ଚଳିତ ବର୍ଷ ଦେଶ ୭୫ତମ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବା ସହ ୭୩ ତମ ଗଣତନ୍ତ୍ର ଦିବସ ମଧ୍ୟ ପାଳନ କରୁଛି। ସେହିପରି ଚଳିତ ବର୍ଷ ନେତାଜୀ ସୁଭାଷ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବିଚାର ବିଭାଗୀୟ ଅଦାଲତରେ ଦୁଇ ନୂତନ ବିଚାରପତି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ମନୋରଞ୍ଜନ ମିଶ୍ର ବରିଷ୍ଠ ଦେୱାନୀ ଜଜ ଭାବେ ଯୋଗଦାନ କରିଥିବା ବେଳେ ସିଦ୍ଧାର୍ଥ ଶଙ୍କର ସେନାପତି ପ୍ରଥମ […]
ଭୁବନେଶ୍ୱର: ଡିଏଭି କଳିଙ୍ଗନଗରରେ ପରାକ୍ରମ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଦୁଇ ମହାନ ସ୍ୱାଧୀନତା ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବାର ଆସୋସିଏସନ ପକ୍ଷରୁ ଆଜି କୋଭିଡ ନିୟମ ଅନୁଯାଇ ବାର ଆସୋସିଏସନର ସଭାପତି ହରେକୃଷ୍ଣ ଜଗଦେବଙ୍କ ଅଧ୍ୟକ୍ଷତାରେ ପ୍ରଥମ ବାର୍ଷିକ ଉତ୍ସବ ନିରାଡ଼ମ୍ବର ଭାବେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି […]
ବ୍ରହ୍ମପୁର: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ 125 ତମ ଜୟନ୍ତି ବ୍ରହ୍ମପୁରରେ ପାଳିତ ହୋଇଯାଇଛି। ଡ ଆମ୍ବେଦକର ସାଂସ୍କୃତିକ ଯୁବକ ସଂଘ ତରଫରୁ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ବ୍ରହ୍ମପୁର ଟାଉନହଲ ସୁଭାଷ ଚନ୍ଦ୍ର ବୋଷ ମାର୍ଗରେ ଥିବା ଏହି […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀ ସଦାବେଳେ ଚର୍ଚ୍ଚାରେ ରହିଆସୁଥିବାବେଳେ ଏଠି ବିଗତ କିଛି ମାସ ହେବ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଏବଂ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ମଧ୍ୟରେ ତିକ୍ତତା ଲାଗିରହିଛି। ଯାହାଫଳରେ କର୍ମୀମାନେ ଦ୍ଵନ୍ଦ୍ଵରେ ରହିଆସିଛନ୍ତି। […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ବାଲୁଗାଁ ମହାବିଦ୍ୟାଳୟ ପରିସରରେ ୧୫ ରୁ ୧୮ ବର୍ଷ ବୟସର ଛାତ୍ରଛାତ୍ରୀ ମାନଙ୍କୁ କରୋନା ଟୀକା ପ୍ରଦାନ କରାଯିବା ସହ କିପରି ଅଧିକରୁ ଅଧିକ ଛାତ୍ର ଛାତ୍ରୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ ସେଥିପାଇଁ ସଚେତନତା […]
ସୀତାରାମ ଅଗ୍ରୱାଲ ଚିଲିକା: ରାଜ୍ୟ ସରକାର ଜନ ସାଧାରଣଙ୍କ ନିମନ୍ତେ ଅନେକ ଜନ କଲ୍ୟାଣ ଯୋଜନା ପ୍ରଣୟନ କରିଛନ୍ତି। ତନ୍ମଧ୍ୟରୁ ଖାଦ୍ୟ ସୁରକ୍ଷା ଯୋଜନା ଅନ୍ୟତମ। ଏହି ଯୋଜନାର ଫାଇଦା ଉଠାଇ ଅଭାବୀ ଲୋକେ ଦୁଇ ଓଳି ଦୁଇ ମୁଠା ଖାଇଵାକୁ […]
ଭୁବନେଶ୍ବର: ଓଡିଆ ଚଳଚିତ୍ରର ପ୍ରଖ୍ୟାତ ଅଭିନେତା ମିହିର ଦାସଙ୍କ ବିୟୋଗରେ ବିଭିନ୍ନ ଅନୁଷ୍ଠନ ତରଫରୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଡିଏଭି ପବ୍ଲିକ ସ୍କୁଲ ଚନ୍ଦ୍ରଶେଖରପୁର ତରଫରୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ସ୍କୁଲ ପରିସରରେ ଅଧ୍ୟକ୍ଷ କେ ସି ଶତପଥୀ, […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ବାଣପୁରରେ ବିଭିନ୍ନ ସଂଗଠନ ପକ୍ଷରୁ ରାଷ୍ଟ୍ରୀୟ ଯୁବ ଦିବସ ପାଳିତ ହୋଇଯାଇଛି। ସ୍ଵାମୀ ବିବେକାନନ୍ଦ ସେବା ସଂଘ ଏବଂ ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ବାଣପୁର ଓ ବାଲୁଗାଁ ଶାଖା ଦ୍ୱାରା ‘ରାଷ୍ଟ୍ରୀୟ ଯୁବ ଦିବସ’ ପାଳିତ […]
ଭୁବନେଶ୍ୱର : ଆଜି ଚକରା ବିଷୋୟୀଙ୍କ ୧୯୯ତମ ଜୟନ୍ତୀ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ବିଭାଗୀୟ ସମ୍ମିଳନୀ କକ୍ଷରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସାରା ଦେଶରେ କୋଭିଡ୍-୧୯ ତୃତୀୟ ଲହର ସଂକ୍ରମଣ ଦ୍ରୁତଗତିରେ ବଢ଼ି ଚାଲିଥିବାରୁ […]
ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ଜନନେତା ପ୍ରହ୍ଲାଦ ମଲିକଙ୍କ ୯୩ତମ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ, ପ୍ରହ୍ଲାଦ ମଲିକ ସ୍ମୃତି ପରିଷଦ ଓ ପ୍ରହ୍ଲାଦ ମଲିକ ଚାରିଟେବୁଲ ଟ୍ରଷ୍ଟ, ଓଡ଼ିଶା ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନରେ କୋଭିଡ଼ ନିୟମ ପାଳନ ପୂର୍ବକ ପାଳିତ ହୋଇଯାଇଛି। […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜିଠାରୁ ସାରା ଦେଶରେ ବୁଷ୍ଟର ଡୋଜ/ପ୍ରିକସନାରୀ ଡୋଜ ଟୀକାକରଣ ଆରମ୍ଭ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଓ ୬୦ ବର୍ଷ ରୁ ଉର୍ଦ୍ଧ୍ବ ନାଗରିକଙ୍କୁ ବୁଷ୍ଟର ଡୋଜ ଦିଆଯିବା ନେଇ ସୂଚନା ଥିବାବେଳେ ପର୍ଯ୍ୟାୟକ୍ରମେ ସମସ୍ତଙ୍କୁ […]
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓୟୁଏଟି ସମ୍ମିଳନୀ କକ୍ଷରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କର୍ମଚାରୀ ମହାସଂଘର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ମହାସଂଘର ସବୁ କର୍ମକର୍ତ୍ତାମାନେ ପରସ୍ପର ମଧ୍ୟରେ ବିଚାର ବିମର୍ଷ, ସେମାନଙ୍କ ସମସ୍ୟାକୁ ନେଇ ସରକାରଙ୍କ ପାଖରେ ଉପସ୍ଥାପନ କରିଥିବା […]