ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବାଇପାସ ନିକଟରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଙ୍ଗଣା ପଲି ଗ୍ରାମର ଗୌରା […]
ଭୁବନେଶ୍ୱର: ସ୍ୱେଚ୍ଛାସେବୀ ସଂଗଠନ ସବୁଜ ଭାରତ ତରଫରୁ ଭୁବନେଶ୍ୱରସ୍ଥିତ ୟୁ.ପି.ଏଚ୍.ସି. ହସ୍ପିଟାଲଠାରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ହରିଜନ ସେବକ ସଂଘ ରାଜ୍ୟ ସମ୍ପାଦକ ଆର୍ଯ୍ୟଭଟ୍ଟ ମହାନ୍ତି ଯୋଗଦେଇ ବିଭିନ୍ନ ଫୁଲଚାରା ରୋପଣ କରିବା […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଏନଏସି ର ଜନସଂଖ୍ୟା ଏବଂ ଆୟତ୍ତନ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ଏହାର ଉନ୍ନତି ପାଇଁ କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ନିକଟରେ ଏନଏସିର […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ଅମୃତ ପୁର ସାହିରୁ ୧୫ ପୁଟ ଲମ୍ବର ଅହିରାଜ ସାପ ଉଦ୍ଧାର କରାଯାଇଛି। ବିଜୟ ପ୍ରଧାନଙ୍କ ଘର କଡ଼ରୁ ଏହି ଅହିରାଜ ସାପକୁ ସ୍ନେକ୍ ହେଲ୍ପ ଲାଇନ ସଦସ୍ୟ ବାପି […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଏଏସ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡା। ଶ୍ରୀ ପଣ୍ଡା ଏହା ପୂର୍ବରୁ ଢେଙ୍କାନାଳ ତହସିଲରେ ତହସିଲଦାର ଭାବେ କାର୍ଯ୍ୟରତ ଥିଲେ। […]
ଭୁବନେଶ୍ୱର: ଆର୍ଯ୍ୟାନ ସ୍କୁଲ ଅଫ ବିସିନେସ ମ୍ୟାନେଜମେଣ୍, କାଉଁସିଲ ଫର ସୋସିଆଲ ଡେଭେଲପମେଣ୍ଟ ହାଇଦ୍ରାବାଦ ଏବଂ ଆଇସିଏସଏସଆର ସହଯୋଗରେ ଆର୍ଯ୍ୟବିହାର କ୍ୟାମ୍ପସରେ ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି. କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଭୁବନେଶ୍ୱର […]
ଭୁବନେଶ୍ୱର: ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ସ୍ଥାନୀୟ ଜୟଦେବ ଭବନଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଯୋଗଦେଇ, ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ […]
ଭୁବନେଶ୍ବର: ଉମେଶ ଖଣ୍ଡେଲୱାଲ ଫାଉଣ୍ଡେସନ ଟ୍ରଷ୍ଟ ଏବଂ ଉତ୍କଳ ପ୍ରାଦେଶିକ ମାରୁଓ୍ବାଡି ସମ୍ମେଳନ, ଭୁବନେଶ୍ୱର ଶାଖାର ମିଳିତ ଆନୁକୁଲ୍ୟରେ କଟକ ରୋଡ ତେରାପନ୍ଥୀ ଭବନ ପରିସରରେ ଡିସେମ୍ବର ୧୮ ରୁ ୨୧ ପର୍ଯ୍ୟନ୍ତ ଏକ ଚତୁର୍ଦ୍ଦିବସୀୟ ଭ୍ୟୈତିକ ଚିକିତ୍ସା ଶିବିର ଉଦଯାପିତ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସେଣ୍ଟ ଜାଭିଅରସ ହାଇସ୍କୁଲ ଏବଂ ରେଡ଼ ସ୍ୱସ୍ତିକ, ଭୁବନେଶ୍ୱର ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଓ ରକ୍ତଦାନ ଶିବିର ମିଳିତ ଭାବେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବାଣପୁର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ନୂତନ ଅତିରିକ୍ତ ଥାନାଧିକାରୀ ଭାବେ କାଁହୁ ଚରଣ ସ୍ୱାଇଁ ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀ ସ୍ୱାଇଁ ଏହା ପୂର୍ବରୁ କଳାହାଣ୍ଡି ଡ଼ିଆଇବିରେ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ଥିଲେ। ନିକଟରେ ଶ୍ରୀ ସ୍ୱାଇଁଙ୍କ […]
ଭୁବନେଶ୍ୱର : ବରିଷ୍ଠ ଜନନେତା, ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକଙ୍କୁ କ୍ରମେଡ଼ ବନମାଳୀ ଜେନା ଜନ୍ମଶତବାର୍ଷିକୀ ଉପଲକ୍ଷେ ପଟିଆ କିଲ୍ଲା ସମ୍ମାନ-୨୦୨୧ ପ୍ରଦାନ କରାଯାଇଅଛି । ଆଜି ରାଜଭବନ ପରିସରରେ ମହାମାନ୍ୟ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏହି ସମ୍ମାନ ପ୍ରଦାନ କରଯିବାର […]
ଭୁବନେଶ୍ୱର: ଅନ୍ନମୟ କୋଷ, ପ୍ରାଣମୟ କୋଷ, ମନମୟ କୋଷ, ପ୍ରଜ୍ଞାମୟ କୋଷ ଓ ଆନନ୍ଦମୟ କୋଷରେ ଶରୀରର ସ୍ଥିତି । ଏହାକୁ ଧ୍ୟାନରେ ରଖି ଡାକ୍ତରମାନେ ଶରୀରର ଚିକିତ୍ସା କରିବା ଦରକାର । ଶରୀର, ମନ ଓ ଆତ୍ମାକୁ ଏକୀଭୂତ କରି […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ସହାୟତା ପ୍ରଦାନ ନିମନ୍ତେ ଅନୁଷ୍ଠିତ ହୋଇଥିବା ରକ୍ଷକ ତାଲିମ କାର୍ଯ୍ୟକ୍ରମ ସ୍ଥାନୀୟ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟଠାରେ ଉଦଯାପିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ଆୟୋଜିତ […]
ଭୁବନେଶ୍ୱର : କେନ୍ଦ୍ରୀୟ ସଂଗଠନ ଲେବର ପ୍ରୋଗ୍ରେସିଭ ଫେଡ଼େରେସନ (ଏଲ୍.ପି.ଏଫ୍) ଓଡ଼ିଶାରେ ବିଧିବଦ୍ଧ ଭାବେ ବୁଧବାର ସ୍ଥାନୀୟ ବିଦ୍ୟୁତ୍ ୟୁଥ୍ କ୍ଲବଠାରେ ଏହାର କାର୍ଯ୍ୟକ୍ରମ ଆରମ୍ଭ କରିଛି । ଦେଶର ଉଭୟ ସଂଗଠିତ ଓ ଅସଂଗଠିତ କ୍ଷେତ୍ରରେ ତଥା ବ୍ୟାଙ୍କ, ରେଲୱେ, […]
ଭୁବନେଶ୍ୱର: ସତ୍ୟସାଇ ସେବା ସଂଗଠନ ଓଡ଼ିଶା ଏବଂ ଭୁବନେଶ୍ୱର ଓକିଲ ସଂଘ ମିଳିତ ଉଦ୍ୟମରେ କୋର୍ଟ ପରିସରରେ ଏକ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ସ୍ଥାପିତ ହୋଇଯାଇଛି। ଉକ୍ତ ପ୍ରକଳ୍ପକୁ ମାନ୍ୟବର ଜିଲ୍ଲା ଜଜ୍ (ଖୋର୍ଦ୍ଧା, ଭୁବନେଶ୍ୱର) ମହୋଦୟ ଶ୍ରୀଯୁକ୍ତ ରାମଶଙ୍କର […]
ଭୁବନେଶ୍ୱର : ପଣ୍ଡିତ ନୀଳମଣି ବିଦ୍ୟାରତ୍ନ ଥିଲେ ଓଡ଼ିଆ ଭାଷା-ସାହିତ୍ୟର ପୃଷ୍ଠପୋଷକ ଓ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ କର୍ଣ୍ଣଧାର । ସମ୍ବାଦପତ୍ର ସଂପଦନା, ଭାଷା ଆନ୍ଦୋଳନ, ସାଂସ୍କୃତିକ ଜାଗରଣ କ୍ଷେତ୍ରରେ ପଣ୍ଡିତ ନୀଳମଣି ବିଦ୍ୟାରନିଙ୍କ ଯୋଗଦାନ ଅତୁଳନୀୟ । […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଅପରାହ୍ନରେ ବାଲୁଗାଁ ଉମାମହେଶ୍ୱର ବଣିକ ସଙ୍ଘ ପରିସରରେ ଅଠର ଖଣ୍ଡ ମୌଜାର ଶତାଧିକ ଜନତା ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ସୁରକ୍ଷା ନେଇ ବିଶାଳ ଜନ ଆନ୍ଦୋଳନ କରିଛନ୍ତି। ଏଥିନିମନ୍ତେ ସମାଜସେବୀ ପ୍ରସାଦ କୁମାର ପ୍ରଧାନଙ୍କ […]
ଭୁବନେଶ୍ୱର: ଦେଶର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନର ସମ୍ମାନ ସମାରୋହ ଓ ତ୍ରୟୋଦଶ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଗୁରୁ କେଳୁୁଚରଣ ମହାପାତ୍ର ଓଡ଼ିଶୀ ରସର୍ଚ୍ଚ ସେଣ୍ଟର, ଭୁବନେଶ୍ୱରଠାରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ଓଡ଼ିଶା ବିଧାନସଭାର ସଦସ୍ୟ […]
ସୀତାରାମ ଅଗ୍ରୱାଲ ଚିଲିକା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ […]
ସୀତାରାମ ଅଗ୍ରୱାଲ ବାଣପୁର: ଓଡ଼ିଆ ଭାଷା ଓ ନାଟ୍ୟଜଗତକୁ ସମୃଦ୍ଧ କରିବାପାଇଁ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରର ଏକ ମହିଳା ସୌଖିନ ନାଟ୍ୟସଂସ୍ଥା କଳିଙ୍ଗକନ୍ୟା କଳାପରିଷଦ ଉଦଘାଟିତ ହୋଇଯାଇଛି। ପଲଟନପଡିଆସ୍ଥିତ “ଛାୟାମଣ୍ଡପ “ପରିସରରେ ଅନୁଷ୍ଠିତ ଏହି ଉଦଘାଟନୀ ଉତ୍ସବରେ ପୌରୋହିତ କରିଥିଲେ […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ସଂନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ବଡକୁଳ ଓଡ଼ିଆର୍ଟ ସେଣ୍ଟର ଠାରେ ୭ମ ଚିଲିକା ସେଲଡକ ଫୋକ କାର୍ନିଭାଲ ଉତ୍ସବ ଉଦଯାପିତ ହୋଇଯାଇଅଛି। ଗତ ୮ ତାରିଖରୁ ଦୀର୍ଘ ୫ଦିନ ବ୍ୟାପି ଉକ୍ତ ଉତ୍ସବରେ ଜାତୀୟ […]