ଭୁବନେଶ୍ବର: ଆଜି ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ […]
ଭୁବନେଶ୍ବର: ଆଜି ନବୀନ ନିବାସ ଆଗରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଆଜି ନବୀନ ନିବାସରେ ନେତାଙ୍କ ବଦଳରେ ଅଭିନେତାଙ୍କୁ ବେଶୀ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସେଠାରେ ଉପସ୍ଥିତ ସାମ୍ବାଦିକମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ଜଣେ କିମ୍ବା ଦୁଇ […]
ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର ର ପୂର୍ବତନ ବିଧାୟକ। ଏଥିସହିତ ସେ ହେଉଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ […]
ଭୁବନେଶ୍ବର: ମୋନିଦୀପା ସର୍ଖେଲ। ନିକଟରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ପାରାଦୀପ ରାଜନୀତି ହୋଇଉଠିଛି ସରଗରମ। କାରଣ ହେଲା, ସେ କଣ ଏଥର ପାରାଦୀପରୁ ବିଜେଡିର ପ୍ରାର୍ଥୀ ହେବେ କି ? ଏ ନେଇ ବିଜେଡି କର୍ମି ମହଲରେ […]
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା। ସେ ଆଜି ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ସେ ଦଳର କାର୍ଯ୍ୟକଳାପ ଉପରେ ଅସନ୍ତୁଷ୍ଠ ହୋଇ ଏପରି […]
ଭୁବନେଶ୍ବର: ଖୁବ ଶିଘ୍ର କାଦମ୍ବିନୀ ପତ୍ରିକାର ସଂପାଦିକା ତଥା ସୁଲେଖିକା ଡ. ଇତିରାଣୀ ସାମନ୍ତ ରାଜନୀତିରେ ପାଦ ଦେବେ। ସେ ବିଜେଡିରେ ସାମିଲି ହେବେ ବୋଲି ଏକ ବିଶେଷ ସୁତ୍ରରୁ ଜଣାପଡିଛି। ତାଙ୍କ ଭାଇ ଡ ଅଚ୍ୟୁତ ସାମନ୍ତ ବର୍ତ୍ତମାନ ବିଜେଡିର […]
ଆଲେଖ୍ୟ: ପ୍ରଭୁକଲ୍ୟାଣ ମହାପାତ୍ର ବିଧାନସଭାରେ ପ୍ରଥମ ଅଭିଭାଷଣ : ଗତାନୁତିକ ବଜେଟ ଦ୍ବାରା ଗରିବଙ୍କୁ ସୁଫଳ ମିଳିବ ନାହିଁ : ବିଜୁ ବିଧାନସଭାର ପ୍ରଥମ ଅଭିଭାଷଣରୁ ହିଁ ବିଜୁ ପଟ୍ଟନାୟକଙ୍କ ମନରେ କୁହୁଳିଥିବା ବିଦ୍ରୋହ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିଥିଲା। ସେହି […]
ନୂଆଦିଲ୍ଲୀ: କିମ୍ବଦନ୍ତୀ ଗଜଲ ଗାୟକ ପଙ୍କଜ ଉଦାସଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 72 ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ଅସୁସ୍ଥ ହେବା ପରେ ଆଜି ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଏନେଇ ତାଙ୍କ […]
ଭୁବନେଶ୍ୱର: ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଦଳୀୟ ସ୍ୱାର୍ଥକୁ ଭୁଲି ଯାଇଥିବା ନେତାମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗରେ ଅଛନ୍ତି। ୧୯୯୪ ମସିହାରେ ଯେତେବେଳେ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କା ରାଜ୍ୟସଭାରୁ ଅବସର ନେଲେ ତାଙ୍କୁ ଆଉଥରେ ରାଜ୍ୟସଭାକୁ […]
କଟକ: ଓଡିଆ ଚଳଚିତ୍ରର ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ହୋଇଯାଇଛି। କଟକସ୍ଥିତ ନନ୍ଦିସାହିରେ ଥିବା ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି […]
ଭୁବନେଶ୍ବର: ଶେଷରେ ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟିଛି। କେନ୍ଦ୍ରୀୟ ବିଜେପି ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶା ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଛି। ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରୁ ପ୍ରକାଶିତ ରାଜ୍ୟସଭା ପ୍ରାର୍ଥୀ ତାଲିକାରେ ଓଡିଶାରୁ ଅଶ୍ବିନୀ ବୈଷ୍ଣବଙ୍କ ନାମ ରହିଛି। […]
ଭୁବନେଶ୍ବର: ବିଶିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ, ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ […]
ଭୁବନେଶ୍ବର: ଓଡିଆ ସାହିତ୍ୟ ଜଗତର ପ୍ରତିଷ୍ଠିତ ସାହିତ୍ୟିକ ସାତୋକଡି ହୋତାଙ୍କ ପରଲୋକ ଘଟିଛି। ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଆଜି ସକାଳେ ତାଙ୍କର ପରଲୋକ ହୋଇଥିବାର ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ 95 ବର୍ଷ […]
ବ୍ରହ୍ମପୁର: ଆଜି ରାଣୀ ଭି ସୁଜ୍ଞାନ କୁମାରୀ ଦେଓଙ୍କ ହେବ ଶେଷ କୃତ୍ୟ। ବର୍ତ୍ତମାନ ଖଲ୍ଲିକୋଟ ନିର୍ମଳଝରସ୍ଥିତ ରାଣୀ ମାଙ୍କ ବାସଭବନରେ ଶେଷ ଦର୍ଶନ ଚାଲିଛି। ଏଥିରେ ଗଂଜାମ ଜିଲ୍ଲାର ନେତା, ବିଧାୟକ ଓ ସାଂସଦ ଶେଷ ଦର୍ଶନ କରୁଛନ୍ତି। ଗତକାଲି […]
ଭୁବନେଶ୍ବର: ରାଣୀ ଭି ସୁଜ୍ଞାନ କୁମାରୀ ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେ ଏକ ବାର୍ତ୍ତାରେ କହିଛନ୍ତି ଯେ, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି […]
ଭୁବନେଶ୍ବର: ଗତକାଲି ରାତିରେ ଖଲ୍ଲିକୋଟ ରାଣୀ ତଥା ବିଧାୟିକ ଭି ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ଘଟିଛି। ସେ କିଛିଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ବିଜେଡିର ସାଂଗଠନିକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ […]
ନୂଆଦିଲ୍ଲୀ: ଆଜି ସଂସଦ ଭବନ କ୍ୟାଣ୍ଟିନରେ ପ୍ରଧାନମନ୍ତ୍ରୀଙ୍କ ସହିତ ମଧ୍ୟାହ୍ନ ଭୋଜନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ଫଟୋ ସହିତ ଲେଖା ମଧ୍ୟ ପ୍ରକାଶ କରିଛନ୍ତି। କେବଳ ସସ୍ମିତ ନୁହଁନ୍ତି ବିଭିନ୍ନ […]
ଭୁବନେଶ୍ବର: ଆଜି ନବୀନ ନିବାସରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ସନ୍ତୃପ୍ତ ମିଶ୍ର। ସେ ପୂର୍ବରୁ ଆଦିତ୍ୟ ବିର୍ଲା ଗ୍ରୁପର ସିଇଓ ପଦରୁ ଇସ୍ତଫା ଦେଇଥିଲେ। ତାଙ୍କୁ ସଂଗଠନ ସଂପାଦକ ପ୍ରଣବ ଦାସ ଦଳୀୟ ଉତ୍ତରୀୟ […]
ଭୁବନେଶ୍ବର: ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ ଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନ ରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ […]
ନୂଆଦିଲ୍ଲୀ: ଅଯୋଦ୍ଧା ରାମମନ୍ଦିରରେ ରାମଲଲା ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧ ଦିନ ଧରି ଉପବାସ ରହିଥିଲେ। ଏହିପରି ଏକ ଖବର ଆଜି ପ୍ରତିଷ୍ଠା ଉତ୍ସବରେ କହିଛନ୍ତି ରାମମନ୍ଦିରର ସେବକ ଗୋବିନ୍ଦ ଦେବ ଗିରି। ସେ କହିଛନ୍ତି ଯେ, […]