ଭୁବନେଶ୍ବର: ରାଜରାସ୍ତାରେ ସାଇକେଲ ଚଲାଇ ବୁଲିଲେ ବିଜେଡିର ଚର୍ଚ୍ଚିତ ନେତ୍ରୀ ଶ୍ରୀମୟୀ ମିଶ୍ର। ଯେ କେହି ଦେଖିଲେ ଭାବୁଥିବ ଯେ ବୋଧହୁଏ ସେ ନିର୍ବାଚନ ପ୍ରଚାର କରିବା ପାଇଁ ଏପରି କରିଛନ୍ତି। ସାଇକେଲରେ ବୁଲିଲେ ଲୋକେ ଖୁସି ହୋଇ ତାଙ୍କୁ ଭୋଟ […]
Maan Ki Baat: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହାକାଶ କ୍ଷେତ୍ରରେ ବିକାଶ ଦ୍ୱାରା ଦେଶର ଯୁବକମାନେ ବହୁ ଉପକୃତ ହୋଇଛନ୍ତି। ଆଜି ଆକାଶବାଣୀରେ ମୋଦୀ ତାଙ୍କର ମାସିକ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁଜୀ ଡ. ଚନ୍ଦ୍ରଭାନୁ ଶତପଥୀଙ୍କ ଦ୍ୱାରା ରଚିତ ମହାନ୍ କାବ୍ୟଗ୍ରନ୍ଥ ‘ଶ୍ରୀଗୁରୁ ଭାଗବତ’ର (ଓଡ଼ିଆ) ନବମ ଖଣ୍ଡ ଲୋକାର୍ପଣ କରିଛନ୍ତି। ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଉପସ୍ଥିତ ଥିଲେ। […]
ନୂଆଦିଲ୍ଲୀ: ପ୍ୟାରିସ୍ ଅଲିମ୍ପିକ୍ସର ଅନ୍ତିମ ମୁକାବିଲା ପୂର୍ବରୁ ଭାରତୀୟ କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଏକ୍ସ ପୋଷ୍ଟରେ […]
ନୂଆଦିଲ୍ଲୀ: ପୂର୍ବତନ କ୍ରିକେଟର ବିନୋଦ କାମ୍ବଲିଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ବେଶ ହଇଚଇ ସୃଷ୍ଟି କରିଛି। କାରଣ ହେଲା କାମ୍ବଲି ଏହି ଭିଡିଓରେ ଠିକ ଭାବେ ଚାଲିପାରୁ ନାହାଁନ୍ତି। ସେ ଚାଲିବା ପାଇଁ ବହୁ ଲୋକଙ୍କର ସାହାଯ୍ୟ ନେବାକୁ ପଡୁଛି। […]
ଭୁବନେଶ୍ୱର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି। ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି। ଆମ ରାଜ୍ୟ ଓଡିଶାରୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ସମ୍ମାନନୀୟ ପରିଷଦର ସଦସ୍ୟ ରୂପେ […]
ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେସନ ଆରମ୍ଭ ହୋଇଛି। ଏଥିରେ ରାଜ୍ୟପାଳ ରଘୁବର ଦାସ ନିଜର ଅଭିଭାଷଣ ରଖିଛନ୍ତି। ନୂଆ ସରକାରର ନୂଆ ଅଧିବେସନ ହୋଇଥିବାରୁ ବିଧାୟକଙ୍କ ମନରେ ବେଶ ଉତ୍ସାହ ଦେଖା ଦେଇଛି। କେତେକ ବିଧାୟକ ବିଧାନସଭା ଭିତରକୁ […]
ଭୁବନେଶ୍ବର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି କ୍ୟାପିଟାଲ ହସପିଟାଲ ପରିସରରେ ଥିବା ଆହାର କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ। ମନ୍ତ୍ରୀ ଡାଃ ମହାପାତ୍ର ଆହାର କେନ୍ଦ୍ରରେ ପହଂଚିବା ପରେ ଧାଡିରେ ରହି କୁପନ […]
ପୁରୀ: ରତ୍ନ ଭଣ୍ଡାର ଖୋଲିବା ପରେ ଘଟିଲା ଏକ ଅଘଟଣ। ତାହା ହେଲା ଯେ, ରତ୍ନ ଭଣ୍ଡାର ଖୋଲିବା ପରେ ସେଠାରେ ଅସୁସ୍ଥ ହୋଇପଡିଲେ ପୁରୀ ଏସପି ପିନାକ ମିଶ୍ର। ସେ ଶ୍ବାସ ପ୍ରଶ୍ବା, ନେବାରେ କଷ୍ଟ ଅନୁଭବ କଲେ। ଫଳରେ […]
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିରକୁ ବଡଠାକୁର ପହଣ୍ଡି ବିଜେ ବେଳେ ଚାରମାଳ ଉପରେ ପଡିଯିବା ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି। ଆଜି ସକାଳେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ସରକାର ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ […]
ପୁରୀ: ଆଜି ସକାଳୁ ପୁରୀ ବେଳାଭୂମିରେ ମର୍ଣ୍ଣିଂୱାକ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜର ସୁରକ୍ଷା କର୍ମୀଙ୍କ ଗହଣରେ ସେ ବେଳାଭୂମିରେ ବେଶ କିଛି ସମୟ ଚାଲିଥିଲେ। ହଠାତ ରାଷ୍ଟ୍ରପତି ବେଳାଭୂମିରେ ଚାଲୁଥିବାର ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ରାଷ୍ଟ୍ରପତି ରଥଯାତ୍ରା […]
ଭୁବନେଶ୍ବର: ଆସନ୍ତାକାଲି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏହି ଉପଲକ୍ଷେ ପୁରୀରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହେବାରେ ଲାଗିଛି। ତେବେ ରଥଯାତ୍ରା ପୂର୍ବରୁ ବଡ ଦାଣ୍ଡକୁ ସଫାସୁତୁରା ରଖିବା ପାଇଁ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଗେଇ ଆସିଛନ୍ତି। ଆଜି ସକାଳୁ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେଉଛନ୍ତି ବଡ ବାସ୍ତୁ ବିଶ୍ବାସୀ। ଏ କଥା ଗତକାଲି ସେ ଲୋକସେବା ଭବନ ତୃତୀୟ ମହଲାରେ ବସିବା ପରେ ସ୍ପଷ୍ଟ ହେଲା। କାରଣ ଲୋକସେବା ଭବନର ତୃତୀୟ ମହଲାରେ ଥିବା ତାଙ୍କ ପ୍ରକୋଷ୍ଠରେ ବସିବା ଆସନ […]
ଭୁବନେଶ୍ବର: ପ୍ରାୟ ଦୁଇମାସ ନିରବତା ପରେ ଏବେ ଭୁବନେଶ୍ବର ସଂସଦୀୟ ଅଞ୍ଚଳରେ ପ୍ରବେଶ କରିଛନ୍ତି ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର। ଚଳିତ ନିର୍ବାଚନରେ ଶ୍ରୀମୟୀଙ୍କୁ ନେଇ ସାରା ରାଜ୍ୟରେ ବେଶ ଚର୍ଚ୍ଚା ଚାଲିଥିଲା। କାରଣ ତାଙ୍କୁ ଭୁବନେଶ୍ବରର ସାଂସଦ ପ୍ରାର୍ଥୀ କରିବ […]
କଟକ: ‘ସମାଜ’ର ନୂତନ ସମ୍ପାଦକ ଭାବେ ଦାୟିତ୍ବ ନେଇଛନ୍ତି ଡଃ ପ୍ରଭାସ ଆଚାର୍ଯ୍ୟ। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିଷ୍ଠିତ ସର୍ବ ପୁରାତନ ଦୈନିକ ସମ୍ବାଦପତ୍ର ‘ସମାଜ’ର ନୂତନ ସମ୍ପାଦକ ଭାବେ ଡଃ ପ୍ରଭାସ ଆଚାର୍ଯ୍ୟ ମଙ୍ଗଳବାର ଦାୟିତ୍ଵ ଗ୍ରହଣ କରିଛନ୍ତି। […]
ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ମିଡିଆ ବ୍ୟକ୍ତିତ୍ବ ତଥା ବିଖ୍ୟାତ ଫିଲ୍ମ ଷ୍ଟୁଡିଓ ଏବଂ ଚଳଚିତ୍ର ପ୍ରଯୋଜକ ରାମୋଜୀ ରାଓଙ୍କ 87 ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଗତ 5 ତାରିଖରୁ ଅସୁସ୍ଥ ହୋଇ ହାଇଦ୍ରାବାଦରେ ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। […]
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ମାତା ଶ୍ରୀମତୀ ଶକୁନ୍ତଳା ଜେନାଙ୍କର ଗତକାଲି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ପରିବାର ବର୍ଗ, ବନ୍ଧୁ ଓ ଆତ୍ମୀୟ […]
ଭୁବନେଶ୍ବର: ଆଜି ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ […]
ଭୁବନେଶ୍ବର: ଆଜି ନବୀନ ନିବାସ ଆଗରେ ଏକ ଭିନ୍ନ ପରିବେଶ ଦେଖିବାକୁ ମିଳିଥିଲା। ଆଜି ନବୀନ ନିବାସରେ ନେତାଙ୍କ ବଦଳରେ ଅଭିନେତାଙ୍କୁ ବେଶୀ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସେଠାରେ ଉପସ୍ଥିତ ସାମ୍ବାଦିକମାନେ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ଜଣେ କିମ୍ବା ଦୁଇ […]
ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର ର ପୂର୍ବତନ ବିଧାୟକ। ଏଥିସହିତ ସେ ହେଉଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ବସନ୍ତ ବିଶ୍ବାଳଙ୍କ […]