Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆକ୍ରମଣ: ବଡି ଭୋରରୁ ସୁରକ୍ଷା କର୍ମିଙ୍କ ଗୁଳିରେ ମଲେ ଦୁଇ ମାଓବାଦୀ
ଅପରାଧ

ଆକ୍ରମଣ: ବଡି ଭୋରରୁ ସୁରକ୍ଷା କର୍ମିଙ୍କ ଗୁଳିରେ ମଲେ ଦୁଇ ମାଓବାଦୀ

December 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏନକାଉଣ୍ଟରରେ ୧୦ ନକ୍ସଲ ନିହତ
ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୦ ନକ୍ସଲ ନିହତ

ମାଲାକାନାଗିରି, ଆଜି ବଡି ଭୋରରୁ ସୁରକ୍ଷା କର୍ମି ଏକ ମାଓ ଆଡ୍ଡା ଉପରେ ଅତିକ୍ରିତ ଆକ୍ରମଣ କରିଛନ୍ତି। ସେପଟୁ ମାଓବାଦୀମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ ସୁରକ୍ଷା କର୍ମଙ୍କ ଗୁଳିମାଡରେ ଦୁଇ ମାଓବାଦୀ ମୃତ୍ୟୁବରଣ କରିଛନ୍ତି। ଏହି ଏନକାଉଣ୍ଟର ମାଲାକାନାଗିରି ସ୍ବାଭିମାନ ଅଞ୍ଚଳର ଗାଜଲମାମୁଡି ଅଞ୍ଚଳରେ ଘଟିଛି। ଏଥିରେ ବିଏସଏଫ, ସଓଜି ଏବଂ ଡିଭିଏଫ ଜବାନ ସମାଲି ଥିଲେ।

ଘଟଣାରୁ ଜଣାପଡିଛି ଯେ, ମାଓବାଦୀମାନେ ଏକ ବୈଠକ କରିବେ ବୋଲି ପୋଲିସ ପାଖରେ ଖବର ଥିଲା। ସେହି ଅନୁସାରେ ପୋଲିସ ତରଫରୁ ଏହା ଉପରେ ନଜର ରଖାଯାଇଥିଲା। ବୈଠକ ସଂପର୍କରେ ନିଶ୍ଚିତ ହେବାପରେ ରାତି ଅଧରେ ଆରମ୍ଭ ହେଲା ସର୍ଚ୍ଚ ଅପରେସନ। ମାଓବାଦୀମାନେ ଯବାନଙ୍କୁ ଦେଖି ଗୁଳି ଚାଳନା ଆରମ୍ଭ କରିଥିଲେ। ଏହାପରେ ସୁରକ୍ଷା କର୍ମି ପକ୍ଷରୁ ଆଖିବୁଜା ଗୁଳି ଚାଳନା କରାଯାଇଥିଲା। ଏଥିରେ ଅନ୍ୟମାନେ ଛତ୍ରଭଙ୍ଗ କରି ପଳାଇଯାଇଥିବା ବେଳେ ଦୁଇଜଣ ମରିଛନ୍ତି।

ଏହି ମୃତ ଦୁଇ ମାଓବାଦୀଙ୍କ ମଧ୍ୟରୁ ଜଣେ ଏରିଆ କମିଟର ସଦସ୍ୟ ବୋଲି ଜଣାପଡିଛି। ତାଙ୍କ ଘର ଛତିଶଗଡ। ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ।

ନକ୍ସଲ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026
Latest News

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.