Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୂର୍ବଶତ୍ରୁତାକୁ ନେଇ ଖଣ୍ଡାରେ ଆକ୍ରମଣ: ଅଭିଯୁକ୍ତ ଅଟକ
ଅପରାଧ

ପୂର୍ବଶତ୍ରୁତାକୁ ନେଇ ଖଣ୍ଡାରେ ଆକ୍ରମଣ: ଅଭିଯୁକ୍ତ ଅଟକ

January 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଂଶୁଘାତରେ ଯୁବକଙ୍କ ପ୍ରାଣହାନୀ
ଅଂଶୁଘାତରେ ଯୁବକଙ୍କ ପ୍ରାଣହାନୀ

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଜି ଜନୈକ ବସ୍ କଣ୍ଡକ୍ଟରଙ୍କୁ ଜଣେ ବ୍ୟକ୍ତି ଖଣ୍ଡାରେ ଆକ୍ରମଣ କରିବାରୁ କଣ୍ଡକ୍ଟର ଜଣକ ଗୁରୁତର ଆହତ ହୋଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ଗୁରୁବାର ସନ୍ଧ୍ୟାରେ ଗେଟବଜାର ବାଙ୍କବିହାରୀ ନଗରଠାରେ ଏମ୍‌. ଶ୍ରୀନିବାସ ଠିଆ ହୋଇଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଗୟା ବେହେରା ନାମକ ବ୍ୟକ୍ତି ତାଙ୍କୁ ଖଣ୍ଡରେ ଆକ୍ରମଣ କରିଥିଲେ।

ଫଳରେ ଏମ୍‌. ଶ୍ରୀନିବାସଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସଂଗେ ସଂଗେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ୍‌କୁ ଚିକିତ୍ସା ପାଇଁ ନିଆଯାଇଥିବାବେଳେ ବୈଦ୍ୟନାଥପୁର ପୋଲିସ୍ ଗୟା ବେହେରାକୁ ଥାନାରେ ଅଟକ ରଖିଛି।

ଖଣ୍ଡାରେ ଆକ୍ରମଣ ପୂର୍ବଶତ୍ରୁତା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ୱିନ୍ ସିଟିରେ ବଢ଼ୁଛି ନଦୀକୁ ଡେଇଁ ଆତ୍ମହତ୍ୟା: ୫ ବର୍ଷରେ ଅକାଳରେ ଗଲାଣି ୫୫ ଜୀବନ

September 18, 2026

UPI ଚାର୍ଜକୁ ନେଇ ମାୟାବତୀଙ୍କ ଅସନ୍ତୋଷ, ସରକାରଙ୍କୁ କଲେ ଏହି ପ୍ରଶ୍ନ

September 18, 2026

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026

ଓଡ଼ିଶାର ବିପର୍ଯ୍ୟୟ ପ୍ରଶମନ କ୍ଷମତାକୁ ପ୍ରଶଂସା କଲେ କେରଳ, ରାଜସ୍ଥାନ ଓ ପଞ୍ଜାବ ଗଣମାଧ୍ୟମ ପ୍ରତିନିଧି

September 18, 2026
Latest News

ସର୍ବାଧିକ ରନ ବ୍ୟବଧାନରେ ବିଜୟ ପାଇଁ ଟିମ୍ ଇଣ୍ଡିଆର ବିଶ୍ୱ ରେକର୍ଡ

September 18, 2026

କମ୍ ସୁଧରେ ପର୍ସନାଲ ଲୋନ୍! ସେପ୍ଟେମ୍ବରରେ କେଉଁ ବ୍ୟାଙ୍କର ରେଟ୍ କେତେ?

September 18, 2026

ଟ୍ୱିନ୍ ସିଟିରେ ବଢ଼ୁଛି ନଦୀକୁ ଡେଇଁ ଆତ୍ମହତ୍ୟା: ୫ ବର୍ଷରେ ଅକାଳରେ ଗଲାଣି ୫୫ ଜୀବନ

September 18, 2026

UPI ଚାର୍ଜକୁ ନେଇ ମାୟାବତୀଙ୍କ ଅସନ୍ତୋଷ, ସରକାରଙ୍କୁ କଲେ ଏହି ପ୍ରଶ୍ନ

September 18, 2026

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.